‘ଏନ୍ଡିଏ ଶାସନରେ ସର୍ବାଧିକ ବେରୋଜଗାରି, ଦରଦାମ୍ ଅନିୟନ୍ତ୍ରିତ’
ହାଇଦ୍ରାବାଦ,୭।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରା ରବିବାର ୬୦ ଦିନ ଅତିକ୍ରମ କରିଛି। ୬୦ତମ ଦିନରେ ରାହୁଲ ରବିବାର ସକାଳେ ତେଲଙ୍ଗାନାର ମେଡକ ଜିଲା ଅନ୍ତର୍ଗତ ଆଲ୍ଲାଦୁର୍ଗରେ ପଦଯାତ୍ରା କରିଥିଲେ। ଏହି ଅବସରରେ ସେ…
ମହାକାଶକୁ ମାଙ୍କଡ଼ ପଠାଇବ ଚାଇନା
ବେଜିଂ, ୭।୧୧: ଉଦ୍ୟୋଗ ଓ ଟେକ୍ନୋଲୋଜି କ୍ଷେତ୍ରରେ ଆଗୁଆ ଥିବା ଚାଇନା ମହାକାଶ ଗବେଷଣା କ୍ଷେତ୍ରରେ ମଧ୍ୟ କୌଣସିମତେ ପଛୁଆ ନୁହେଁ। ଚାଇନା ବୈଜ୍ଞାନୀମାନେ ନୂଆକରି ଲଞ୍ଚ କରିଥିବା ଟିଆଙ୍ଗୋଙ୍ଗ୍ ସ୍ପେସ୍ ଷ୍ଟେଶନରେ ମହାକାଶକୁ ମାଙ୍କଡ଼ ପଠାଇବା ନେଇ ଯୋଜନା କରୁଛନ୍ତି।…
ପାଶ୍ଚାତ୍ୟରେ ‘ଅଣୁ ଅସ୍ତ୍ର’ ଛନକା
ମସ୍କୋ/କିଭ୍,୭ା୧୧: ୟୁକ୍ରେନ୍ ଉପରେ ଆକ୍ରମଣ କରି ହରଡ଼ଘଣାରେ ପଡ଼ିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ନିକଟରେ ତାଙ୍କ ଫ୍ରାନ୍ସ ପ୍ରତିପକ୍ଷ ଇମାନ୍ବେଲ ମାକ୍ରଁଙ୍କ ସହ କଥା ହୋଇଥିଲେ। ବାର୍ତ୍ତାଳାପ ବେଳେ ସେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଶେଷରେ ଜାପାନ ଉପରେ ଆମେରିକା ପକ୍ଷରୁ…
ଅସାବଧାନତାରୁ ଜୀବନ ହାନି
ଭୁବନେଶ୍ୱର,୭।୧୧ବ୍ୟୁରୋ):ରାଜ୍ୟରେ ଗମନାଗମନ କ୍ଷେତ୍ରରେ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ହେଲେ ସଡ଼କ ଦୁର୍ଘଟଣାରେ ରୋକ ଲଗାଯାଇ ପାରୁନାହିଁ। ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କ ଜୀବନ ଯାଉଛି। ଚାଳକଙ୍କ ବେପରୁଆ ମନୋଭାବ, ପ୍ରଶାସନ ପକ୍ଷରୁ ସଚେତନତାର…
ଧାମନଗର ପରାଜୟ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଉପନିର୍ବାଚନ…
ବାଜି ମାରିଲେ ସୂର୍ଯ୍ୟବଂଶୀ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି। ମୋଟ୍ ୧୯ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ…
ଜିମ୍ବାଓ୍ବେକୁ ୭୧ ରନ୍ରେ ପରାସ୍ତ କଲା ଭାରତ
ମେଲବୋର୍ନ,୬।୧୧: ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ସୁପର-୧୨ ରାଉଣ୍ଡର ଶେଷ ଗ୍ରୁପ ମ୍ୟାଚରେ ଭାରତ ୭୧ ରନ୍ରେ ଜିମ୍ବାୱେକୁ ପରାସ୍ତ କରିଛି। ଟିମ ଇଣ୍ଡିଆ ସେମିଫାଇନାଲ ପାଇଁ ପୂର୍ବରୁ ଯୋଗ୍ୟତା ଅର୍ଜନ କରିସାରିଛି। ଏହି ବିଜୟ ସହ ଭାରତ ଗ୍ରୁପ୍-୨ରେ ପାଞ୍ଚଟି ମ୍ୟାଚ…
ଧାମନଗର ଉପନିର୍ବାଚନ: ୧୬ ରାଉଣ୍ଡରେ ବି ସୂର୍ଯ୍ୟବଂଶୀ ଆଗୁଆ
ଭଦ୍ରକ ଅଫିସ,୬ା୧୧: ଧାମନଗର ବିଧାନସଭା ଉପନିର୍ବାଚନର ଭୋଟ ଗଣତି ୧୬ ରାଉଣ୍ଡରେ ବି ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗରେ ଅଛନ୍ତି। ଏହି ରାଉଣ୍ଡ ସୁଦ୍ଧା ସୂରଜ ସୂର୍ଯ୍ୟବଂଶୀ ୭୦,୯୪୬ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ…
ଦେଶର ସବୁ କିଛି ବିକ୍ରି କରି ଦେଇଛନ୍ତି ମୋଦି ସରକାର: ସଚିନ ପାଇଲଟ…
ନୂଆଦିଲ୍ଲୀ,୬।୧୧ : ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ରବିବାର ହିମାଚଳ ପ୍ରଦେଶର ନିର୍ବାଚନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ବ୍ୟାଙ୍କ, ବିମାନବନ୍ଦର ଏବଂ ବୀମା କମ୍ପାନୀ ସମେତ ଦେଶର ସବୁକିଛି…
ବୁଲେଟ ପ୍ରୁଫ୍ କାରରେ ବୁଲିବେ ଚାଇନା ଶ୍ରମିକ…
ଇସଲାମାବାଦା,୬।୧୧ : ପାକିସ୍ତାନରେ ଚାଲିଥିବା ସିପିଇସି ପ୍ରକଳ୍ପ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। କୁହାଯାଉଛି ଯେ ଏହି ପ୍ରକଳ୍ପରେ କାର୍ଯ୍ୟ କରୁଥିବା ସମସ୍ତ ଚାଇନା ଶ୍ରମିକ ଏବଂ କର୍ମଚାରୀଙ୍କୁ ବୁଲେଟ ପ୍ରୁଫ କାର୍ ଯୋଗାଇ ଦେବାକୁ ପାକିସ୍ତାନ ସରକାର…
ହ୍ରଦରେ ଖସିପଡ଼ିଲା ବିମାନ, ଉଦ୍ଧାର କାର୍ଯ୍ୟ ଜାରି
ଡୋଡୋମା,୬ା୧୧: ତାଞ୍ଜାନିଆର ଭିକ୍ଟୋରିଆ ହ୍ରଦରେ ଏକ ଯାତ୍ରୀବାହୀ ବିମାନ ରବିବାର ଖସିପଡ଼ିଥିବା ବୁକୋବା ବିମାନବନ୍ଦରର ପୋଲିସ କମାଣ୍ଡର ଓ୍ବିଲିୟମ ମଓ୍ବମ୍ପାଗଲେ ଏ ସମ୍ପର୍କରେ ସୂଚନା ଦେଇଛି। ବିମାନରେ କେତେ ଯାତ୍ରୀ ଥିଲେ ତାହା ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ସୂଚନାନୁଯାୟୀ, ତାଞ୍ଜାନିଆର କାଗେରା…
ଜିମ୍ବାଓ୍ବେ ପାଇଁ ବିଜୟ ଲକ୍ଷ୍ୟ ୧୮୭ ରନ୍…
ମୋଲବୋର୍ନ,୬।୧୧ : ଟି-୨୦ ବିଶ୍ୱକପର ୪୨ ତମ ମ୍ୟାଚରେ ମେଲବୋର୍ନରେ ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଉଛି। ଏହା ହେଉଛି ସୁପର -୧୨ ରାଉଣ୍ଡର ଶେଷ ମ୍ୟାଚ। ଭାରତୀୟ ଦଳ ସେମିଫାଇନାଲରେ ପ୍ରବେଶ କରିସାରିଛି। ଚାରିଟି ମ୍ୟାଚରୁ ସେ ୬ପଏଣ୍ଟ ପାଇଛନ୍ତି।…
Archives


