Home Middle

ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ

ନୂଆଦିଲ୍ଲୀ,୩।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ରାଜ୍ୟର ୧୮୨ ଆସନ ବିଶିଷ୍ଟ ବିଧାନସଭା ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଭୋଟ ଡିସେମ୍ବର ୧ରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ…

ବମ୍ବେ ହାଇକୋର୍ଟ ନାମ ପରିବର୍ତ୍ତନ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩।୧୧ : ବମ୍ବେ ହାଇକୋର୍ଟର ନାମ ପରିବର୍ତ୍ତନ ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏହାକୁ ମହାରାଷ୍ଟ୍ର ହାଇକୋର୍ଟଭାବେ ନାମକରଣ କରାଯିବାକୁ ଏକ ପିଟିଶନ ଦାଖଲ କରାଯାଇଥିଲା। ବିଚାରପତି ଅନିରୁଦ୍ଧ ବୋଷ ଏବଂ ବିକ୍ରମ ନାଥଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର…

୨୦ ବର୍ଷରେ ୧୭୬ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି କିମ୍‌…

ପ୍ୟୋଙ୍ଗୟାଙ୍ଗ,୩।୧୧ : ଚଳିତ ବର୍ଷ ଉତ୍ତର କୋରିଆ ଲଗାତାର କ୍ଷେପଣାସ୍ତ୍ର ପରୀକ୍ଷା କରୁଛି। କ୍ଷେପଣାସ୍ତ୍ର ପରୀକ୍ଷଣକୁ ନେଇ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ଆକ୍ସନ ମୋଡରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରୁ କ୍ଷେପଣାସ୍ତ୍ର…

ପୋଲିଂ ଅଫିସରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର…

ଜୈବିକ ଅସ୍ତ୍ରଶସ୍ତ୍ର ମାମଲାରେ ରୁଷିଆକୁ ସମର୍ଥନ କଲା ଚାଇନା…

ମସ୍କୋ/ବେଜିଂ,୩।୧୧ : ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭାରତ ୟୁଏନଏସସିରେ ପାରିତ ହୋଇଥିବା ଅନ୍ୟ ଏକ ପ୍ରସ୍ତାବରୁ ନିଜକୁ ଦୂରେଇ ରଖିଛି। ଜୈବିକ ଅସ୍ତ୍ରଶସ୍ତ୍ର ବ୍ୟବହାରକୁ ନେଇ ୟୁକ୍ରେନ ଏକ ବଡ ଦାବି କରିଥିଲା। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ରୁଷିଆ ଦାବି…

ଆମେରିକା-ୟୁରୋପୀୟ ସଂଘର ଧମକ କାମ ଦେଲାନି, ଭାରତକୁ ତୈଳ ଯୋଗାଣରେ ରୁଷିଆ ଶୀର୍ଷରେ…

ନୂଆଦିଲ୍ଲୀ,୩।୧୧ : ରୁଷଠାରୁ ଭାରତର ତୈଳ କ୍ରୟକୁ ନେଇ ଆମେରିକା ଏବଂ ୟୁରୋପୀୟ ସଂଘ ଅନେକ ଥର ଆପତ୍ତି ଉଠାଇଛନ୍ତି। କିନ୍ତୁ ଏହା ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କକୁ ପ୍ରଭାବିତ କରିନାହିଁ। କେବଳ ଏତିକି ନୁହେଁ, ଅକ୍ଟୋବର ମାସରେ ରୁଷିଏ…

ଲାଲ କିଲ୍ଲା ଆକ୍ରମଣ ଦୋଷୀ ଆଶଫାକଙ୍କ ମୃତ୍ୟୁଦଣ୍ଡ ସୁପ୍ରିମ୍‌ କୋର୍ଟରେ କାଏମ…

ନୂଆଦିଲ୍ଲୀ,୩।୧୧ : ୨୦୦୦ ମସିହାରେ ଲାଲ କିଲ୍ଲା ଉପରେ ହୋଇଥିବା ଆକ୍ରମଣ ମାମଲାରେ ଦୋଷୀ ସାବ୍ୟସ୍ତ ମହମ୍ମଦ ଆଶଫାକ ଆରିଫଙ୍କ ମୃତ୍ୟୁଦଣ୍ଡକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଏଥିରୁ ମୁକ୍ତି ଦେବାକୁ ଶୀର୍ଷକୋଟର୍’ମନା କରି ଦେଇଛନ୍ତି। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟ ଆଶଫାକଙ୍କ ମୃତ୍ୟୁଦଣ୍ଡକୁ…

ଗୁଜରାଟରେ ୪ ହଜାରଙ୍କ ମଧ୍ୟରୁ ୧୮୨ ପ୍ରାର୍ଥୀ ଚୟନ କରିବ ଭାଜପା, ଚୟନ ପାଇଁ ୩ ସୁତ୍ରୀ ନିୟମ…

ଅହମଦାବାଦ,୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ନେଇ ରାଜ୍ୟରେ ଭାଜପା ରାଜ୍ୟରେ ସକ୍ରିୟ ହୋଇପଡିଛି। ଦଳର ଗୁରୁତ୍ୱପୂର୍ଣ୍ଣ ୩ ଦିନିଆ ବୈଠକ ଗୁଜୁରାଟ ମୁଖ୍ୟାଳୟରେ ଆରମ୍ଭ ହୋଇଛି । ଏଥିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଅଂଶଗ୍ରହଣ କରୁଛନ୍ତି। ତାଙ୍କ ବ୍ୟତୀତ…

ଲଦାଖରେ ଚାଇନାର କାର୍ଯ୍ୟକଳାପ ଉପରେ ଆମେରିକା ନଜର…

ଓ୍ବାଶିଂଟନ,୩।୧୧ : କେବଳ ଭାରତ ନୁହେଁ ଆମେରିକା ମଧ୍ୟ ଲଦାଖରେ ଚାଇନାର କାର୍ଯ୍ୟକଳାପ ଉପରେ ତୀକ୍ଷ୍‌ଣ ନଜର ରଖିଛି। ଆମେରିକାର ଜଣେ ବରିଷ୍ଠ ପ୍ରତିରକ୍ଷା ଅଧିକାରୀ  ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂଆଦିଲ୍ଲୀ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରି…

ଧାମନଗରରେ ଚାଲିଛି ମତଦାନ

ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର ଦେଖାଇ…

ଚାଇନା ଯୁଦ୍ଧପୋତରେ ଇନ୍ଧନ ଭର୍ତ୍ତି କଲା ଶ୍ରୀଲଙ୍କା, ଭାରତ ଅସନ୍ତୁଷ୍ଟ…

କଲମ୍ବୋ,୩।୧୧ : ଭାରତର ପଡୋଶୀ ଦେଶ ଶ୍ରୀଲଙ୍କା ଚାଇନାର ଋଣ ଜାଲରେ ପଡ଼ିବା ପରେ ଏକ ଗୁରୁତର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଭାରତ ଶ୍ରୀଲଙ୍କାକୁ ସହାୟତା ଜାରି ରଖିଛି କିନ୍ତୁ ବେଜିଂ ପ୍ରତି କଲମ୍ବୋର ବିଶ୍ୱସ୍ତତା ହ୍ରାସ ପାଉନାହିଁ।…

ଗୋଆରେ ରାମରାଜ୍ୟ, ୫ ବର୍ଷରେ ଶୂନ ଦୁର୍ନୀତି ମାମଲା…

ପଣଜୀ,୩।୧୧ : ଗୋଆ ସିବିଆଇ ସମ୍ମୁଖରେ ଏକ ନିଆରା ଉଦାହରଣ ସୃଷ୍ଟି ହୋଇଛି। ରାଜ୍ୟ ଏବେ ରାମରାଜ୍ୟରେ ପରିଣତ ହୋଇଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ଶୂନ ଦୁର୍ନୀତି ମାମଲା ପଞ୍ଜିକୃତ ହୋଇଛି। ବାସ୍ତବରେ, ଚାରି ରୁ ପାଞ୍ଚଜଣ ଅଧିକାରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri