Home Middle

ପୁଣିଥରେ ୭.୮ ତୀବ୍ରତାର ଭୂକମ୍ପରେ ଥରିଲା ତୁର୍କି

ଅଙ୍କାରା,୬ ।୨: ପଶ୍ଚିମ ଏସିଆର କିଛି ଦେଶ ବିନାଶକାରୀ ଭୂକମ୍ପରେ ସୋମବାର ସକାଳେ ଥରି ଉଠିଛି । ତୁର୍କି ସମେତ ଚାରି ଦେଶ ଲେବାନନ, ସିରିଆ ଓ ଇସ୍ରାଏଲରେ ସୋମବାର ଆସିଥିବା ଭୂକମ୍ପ ସମଗ୍ର ଦେଶକୁ ଏକ ପ୍ରକାର ଥରାଇ ଦେଇଛି…

ଭୂକମ୍ପ ପ୍ରଭାବିତ ତୁର୍କୀକୁ ସହାୟତାର ହାତ ବଢ଼ାଇଲା ଭାରତ: ଖୁବ୍‌ଶୀଘ୍ର ପଠାଯିବ ରିଲିଫ୍‌ ସାମଗ୍ରୀ, ପିଏମ୍‌ଓ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ,୬।୨: ତୁର୍କୀରେ ସୋମବାର ଭୋରରୁ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଫଳରେ ସହରର ବହୁ ବଡ଼ ବଡ଼ କୋଠା, ଅଟ୍ଟାଳିକାମାନ ଭୁଷୁଡିପଡ଼ିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୯୧୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି…

ତୁର୍କୀରେ ଭୂକମ୍ପ ମୃତ୍ୟୁସଂଖ୍ୟା ୧୩୦୦ ଟପିଲାଣି

ଆଙ୍କରା,୬ା୨: ସୋମବାର ତୁର୍କୀ ଏବଂ ସିରିଆରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ତୁର୍କୀର ନୁରଦାଗି ଠାରୁ ୨୩ କିଲୋମିଟର ପୂର୍ବରେ ହୋଇଛି। ଏହାର ତୀବ୍ରତା ୭.୮ ଥିଲା। ପ୍ରାୟ ଏକ ମିନିଟ୍‌ ଧରି ଚାଲିଥିବା ଏହି ଭୂକମ୍ପ ଯୋଗୁ ଅନେକ…

‘ଏଥର ବିରୋଧ ପ୍ରଦର୍ଶନ କଲେ ଗିରଫ ହେବ’

ଇସଲାମାବାଦ,୬ା୨: ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲାହ ସୋମବାର ଇମ୍ରାନ ଖାନ୍‌ଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଇମ୍ରାନ ପୁଣିଥରେ ସରକାର ବିରୋଧୀ ପ୍ରଦର୍ଶନ ଆରମ୍ଭ କରିବାକୁ ସାହସ କରନ୍ତି, ତେବେ ତାଙ୍କୁ ଗିରଫ କରାଯିବ। ପଞ୍ଜାବ ପ୍ରଦେଶର ମୁଲତାନରେ ଏକ…

ଆକ୍ରମଣର ୬ ମାସ ପରେ ସଲମାନଙ୍କ ପୁସ୍ତକ ଉନ୍ମୋଚିତ

ଲଣ୍ଡନ,୬ା୨: ଭାରତୀୟ ବଂଶୋଭବ ଲେଖକ ସଲମାନ ରୁଶଦୀଙ୍କୁ ନ୍ୟୁୟର୍କରେ ଗତବର୍ଷ ଛୁରାମାଡ଼ ହୋଇଥିଲା। ଏହି ଆକ୍ରମଣରେ ସେ ଅଳ୍ପକେ ମୃତ୍ୟୁମୁଖରୁ ବଞ୍ଚିତତ୍ଲେ। ଏପରିକି ଗୋଟିଏ ଆଖି ମଧ୍ୟ ହରାଇଥିଲେ। ଏହି ସମୟରେ ସଲମାନ ତାଙ୍କର ନୂତନ ପୁସ୍ତକ ‘ଭିକ୍ଟ୍ରି ସିଟି’ ପ୍ରକାଶ…

ସହମତି ବିନା ଅନଲାଇନ କ୍ଲାସ ପାଇଁ ଶିକ୍ଷାର୍ଥୀଙ୍କୁ ବାଧ୍ୟ କରିପାରିବେ ନାହିଁ କୋଚିଂ ପ୍ରତିଷ୍ଠାନ…

ନୂଆଦିଲ୍ଲୀ,୬।୨ : ଦିଲ୍ଲୀର ଏକ ଉପଭୋକ୍ତା ନିବାରଣ ଆୟୋଗ ଏକ ମେଡିକାଲ କୋଚିଂ ପ୍ରତିଷ୍ଠାନକୁ ଜଣେ ଛାତ୍ର ଦେଇଥିବା ସମସ୍ତ ଅଗ୍ରୀମ କୋର୍ସ ଫି ଫେରସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ମହାମାରୀ ସମୟରେ କୌଣସି ଶିକ୍ଷାର୍ଥୀଙ୍କୁ ଅନଲାଇନ କ୍ଲାସରେ ଯୋଗଦେବାକୁ…

ଦେଶର ୨୬ ସଡ଼କରେ ବିମାନ ଅବତରଣ ସୁବିଧା, ଅଟୋମବୋଇଲ କ୍ଷେତ୍ରରେ ୪.୫ ଲକ୍ଷ ନିଯୁକ୍ତି ସୁଯୋଗ…

ନୂଆଦିଲ୍ଲୀ,୬।୨ : ଦେଶର ବିକାଶ ପାଇଁ ଜଳ ଶକ୍ତି, ପରିବହନ, ଭିତ୍ତିଭୂମି ଏବଂ ଯୋଗାଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ରୋଜଗାର ବୃଦ୍ଧି କରିବ ଏବଂ ଅମୃତକାଳରେ ଦେଶର ଅର୍ଥନୀତି ଅଧିକ ଶକ୍ତିଶାଳୀ ହେବ। ଗଣମାଧ୍ୟମ ସହିତ କଥାବାର୍ତ୍ତା ବେଳେ କେନ୍ଦ୍ର ପରିବହନ…

୭୩ ବର୍ଷର ସ୍ଥିତି ମୁହାଁ ଆମେରିକା-ଚାଇନା…

ଓ୍ବାଶିଂଟନ/ବେଜିଂ,୬।୨ : ଆମେରିକା ଏବଂ ଚାଇନା ମଧ୍ୟରେ ତିକ୍ତତା ପୁଣି ଥରେ ବୃଦ୍ଧି ପାଇଛି। ଏହାର କାରଣ ହେଉଛି ଚାଇନାର ଗୁପ୍ତଚର ବେଲୁନ, ଯାହା ଆମେରିକାର ଆକାଶରେ ଦେଖାଯାଇଥିଲା। ଆମେରିକା ଗୁପ୍ତଚର ବେଲୁନକୁ ଗୁଳି କରି ଖସାଇ ଦେଇଥିଲା। ଏହା ପରେ…

ଇପିଏଫ୍‌ ଆକାଉଣ୍ଟରୁ ଟଙ୍କା ଉଠାଇବା ନିୟମ ବଦଳିଲା: ୫ ବର୍ଷ ପୂର୍ବରୁ ଉଠାଇଲେ ଦେବାକୁ ପଡିବ ଟିକସ…

ନୂଆଦିଲ୍ଲୀ,୬।୨ : ଇପିଏଫ ଆକାଉଣ୍ଟରୁ ଟଙ୍କା ଉଠାଇବାର ନିୟମ ବଦଳି ଯାଇଛି। ଯଦ ୫ ବର୍ଷ ପୂର୍ବରୁ ଟଙ୍କା ଉଠାଯାଏ ତେବେ ଟିକସ ଦେବାକୁ ପଡିବ । ଦେଶର ସାଧାରଣ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରୋଭିଡେଣ୍ଟ ଫଣ୍ଡ (ପିଏଫ ଆକାଉଣ୍ଟ)…

ଦେଶରେ ବହୁ ନୂଆ ସହର ଗଢ଼ି ଉଠିବ, ଅର୍ଥବ୍ୟବସ୍ଥାର ଦ୍ରୁତ ବିକାଶ ଜାରି ରହିଛି: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୁରୁ,୬।୨ : କର୍ନାଟକର ବେଙ୍ଗାଲୁରୁରେ ଅନୁଷ୍ଠିତ ହେଉଥିବାଭାରତ ଶକ୍ତି ସପ୍ତାହ ୨୦୨୩ କାର୍ଯ୍ୟକ୍ରମରେ ଯୋଗଦେଇପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଦେଶରେ ଆଗାମୀ ଦିନରେ ବହୁ ନୂଆ ସହର ଗଢ଼ି ଉଠିବ। ଦେଶରେ ଅର୍ଥବ୍ୟବସ୍ଥାର ଦ୍ରୁତ ବିକାଶ ଜାରି ରହିଛି। ବେଙ୍ଗାଲୁରୁ…

ବିପର୍ଯ୍ୟୟ ସମୟରେ ତୁର୍କୀର ଲୋକଙ୍କ ସହିତ ଆମେ ଛିଡ଼ା ହୋଇଛୁ, ସମସ୍ତ ସହାୟତା ଯୋଗାଇ ଦିଆଯିବ,ଅନ୍ତର୍ଜାତୀୟସ୍ତରରେ ସହାୟତା ଆହ୍ବାନ…

ନୂଆଦିଲ୍ଲୀ,୬।୨ : ସୋମବାର ତୁର୍କୀରେ ୭.୮ ତୀବ୍ରତାଯୁକ୍ତ ଏକ ଭୂକମ୍ପ ଘଟିଛି ଯେଉଁଥିରେ ଏପର୍ଯ୍ୟନ୍ତ ୩୬୦ ଜଣଙ୍କର ମୃତ୍ୟୁ ଘଟିଛି। ହଜାର ହଜାର ଲୋକ ଆହତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ତୁର୍କୀରେ ହୋଇଥିବା ଏହି…

ତୁର୍କୀ ଭୂକମ୍ପକୁ ନେଇ ଦୁଃଖ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୬ା୨: ସୋମବାର ତୁର୍କୀ ଏବଂ ସିରିଆରେ ଶକ୍ତିଶାଳୀ ଭୂକମ୍ପ ହୋଇଛି। ତୁର୍କୀର ନୁର୍‌ଦାଗୀଠାରୁ ୨୩ କିଲୋମିଟର ପୂର୍ବରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ଏହାର ତୀବ୍ରତା ୭.୮ ଥିଲା। ପ୍ରାୟ ୧ ମିନିଟ୍‌ ଧରି ଚାଲିଥିବା ଏହି ଭୂକମ୍ପ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?