Home Middle

ଶ୍ରୀଲଙ୍କାକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ଥିରୁଭାନନ୍ତପୁରମ୍‌,୧୫।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ତୃତୀୟ ତଥା ଶେଷ ଦିନିକିଆ ଥିରୁଭାନନ୍ତପୁରମ୍‌ରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୩୯୧ ରନ୍‌ର ବିଶାଳ ଟାର୍ଗେଟ୍‌ ଦେଇଛି ଭାରତ। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ ଓଭରରେ…

ସରକାରଙ୍କ ବିରୋଧରେ ଏକଜୁଟ ହେଲେ ୮୦ ହଜାର ଲୋକ, ପୁଟିନଙ୍କ ସହ ତୁଳନା କଲେ ନେତନ୍ୟାହୁଙ୍କୁ

ତେଲ ଆଭିବ,୧୫ ।୧: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ଓ ତାଙ୍କ ସରକାରଙ୍କ ବିରୋଧରେ ବିରୋଧି ବେଶ କିଛି ସମୟ ହେବ ବିରୋଧ ଜାରି ରଖିଛନ୍ତି । ଏହାରି ଭିତରେ ଶନିବାର ରାତିରେ ତେଲ ଆଭିବରେ ହଜାର ହଜାର ସଂଖ୍ୟାରେ ଲୋକେ…

ଫେବୃୟାରୀରେ ଭାରତ ଆସିପାରନ୍ତି ପ୍ରଚଣ୍ଡ

କାଠମାଣ୍ଡୁ,୧୫ା୧: ନେପାଳର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ ପ୍ରଥମ ଥର ପାଇଁ ବିଦେଶ ଯାତ୍ରା କରିବାକୁ ଯାଉଛନ୍ତି। କୁହାଯାଉଛି, ତାଙ୍କର ପ୍ରଥମ ବିଦେଶ ଯାତ୍ରା ଭାରତ ହେବ। ଯାହା ଫେବୃୟାରୀ ଶେଷରେ କିମ୍ବା…

ତେଲେଙ୍ଗାନା-ଆନ୍ଧ୍ର ପ୍ରଦେଶରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ, ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍ ୧୫ ଜାନୁୟାରୀରେ ଦେଶକୁ ୮ମ ବନ୍ଦେ ଭାରତ ଏକ୍ସପ୍ରେସ ଉପହାର ଦେଇଛନ୍ତି । ଭିଡିଓ କନଫରନସିଂ ଜରିଆରେ ପ୍ରଧାନମନ୍ତ୍ରୀ ସିକନ୍ଦରାବାଦ ଓ ବିଶାଖାପଟ୍ଟନମ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା…

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ଶିଶୁଙ୍କ ସମେତ ୬ ମୃତ

ଇସଲାମାବାଦ,୧୫ା୧: ପାକିସ୍ତାନର ଦକ୍ଷିଣ-ପଶ୍ଚିମ ବାଲୁଚିସ୍ତାନରେ ରବିବାର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ଶିଶୁଙ୍କ ସମେତ ପରିବାରର ଅତି କମ୍‌ରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏକ ରିପୋର୍ଟରୁ ପ୍ରକାଶ ଯେ, ପ୍ରାନ୍ତୀୟ ରାଜଧାନୀ କ୍ୱେଟାରେ ପ୍ରବଳ ଶୀତରୁ ରକ୍ଷା ପାଇବା ପାଇଁ…

ଜରୁରିକାଳୀନ ବୈଠକ ଡକାଇଲେ ନେପାଳ ସରକାର

କାଠମାଣ୍ଡୁ,୧୫ା୧: ରବିବାର ନେପାଳର ପୋଖରାଠାରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବିମାନରେ ୪ କ୍ରୁ ସଦସ୍ୟଙ୍କୁ ମିଶାଇ ମୋଟ୍‌ ୭୨ ଜଣ ଯାତ୍ରୀ ଥିଲେ। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା…

ମାୟାବତୀଙ୍କ ବଡ଼ ଘୋଷଣା: ଲୋକ ସଭା ସମେତ ସମସ୍ତ ବିଧାନସଭା ନିର୍ବାଚନରେ ଏକା ଲଢ଼ିବ ବିଏସ୍‌ପି

ଲକ୍ଷ୍ନୌ,୧୫।୧: ୨୦୨୩ରେ ହେବାକୁ ଥିବା ସମସ୍ତ ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ିବ ବହୁଜନ ସମାଜବାଦୀ ପାର୍ଟି(ବିଏସ୍‌ପି)। ଏଥିସହ ୨୦୨୪ ଲୋକ ସଭା ନିର୍ବାଚନରେ ମଧ୍ୟ ବିଏସ୍‌ପି କୌଣସି ଦଳ ସହ ମେଣ୍ଟ କରିବ ନାହିଁ ବୋଲି କହିଛନ୍ତି ସୁପ୍ରିମୋ ମାୟାବତୀ। ରବିବାର…

ବିମାନ ଦୁର୍ଘଟଣାରେ ୪୦ ମୃତ

କାଠମାଣ୍ଡୁ,୧୫ା୧: ରବିବାର ନେପାଳର ପୋଖରାଠାରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଏହି ବିମାନରେ ୪ କ୍ରୁ ସଦସ୍ୟଙ୍କୁ ମିଶାଇ ମୋଟ୍‌ ୭୨ ଜଣ ଯାତ୍ରୀ ଥିଲେ। ସେନାର ମୁଖପାତ୍ର କହିଛନ୍ତି, ୩୦ ବର୍ଷରୁ ଅଧିକ…

ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

କାଠମାଣ୍ଡୁ,୧୫ା୧: ରବିବାର ନେପାଳର ପୋଖରାଠାରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୭୨ ଜଣ ଯାତ୍ରୀ ଥିବା କୁହାଯାଉଛି। ୟେଟି ଏୟାରଲାଇନ୍ସ ଏଟିଆର-୭୨ ବିମାନଟି ରବିବାର ସକାଳେ କାଠମାଣ୍ଡୁରୁ ପୋଖରା ଅଭିମୁଖେ ଯାତ୍ରା କରିଥିଲା, କିନ୍ତୁ ବିମାନଟି କାସ୍କି…

କାଲିଫର୍ନିଆରେ ବର୍ଷାର ତାଣ୍ଡବ: ଗଲାଣି ୧୯ ଜୀବନ, ୨୩୦୦୦ ଘରକୁ ବିଜୁଳି ନାହିଁ

ଓ୍ବାଶିଂଟନ,୧୫ା୧: ବର୍ଷା, ତୁଷାରପାତ ଏବଂ ପ୍ରବଳ ଝଡ଼ତୋଫାନରେ ଆମେରିକାର କାଲିଫର୍ନିଆର ଅବସ୍ଥା ବେହାଲ ହୋଇଛି। ସପ୍ତାହ ଶେଷ ସୁଦ୍ଧା କାଲିଫର୍ନିଆରେ ପୁଣି ପ୍ରବଳ ବର୍ଷା ଏବଂ ତୁଷାରପାତ ହେବାର ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ସପ୍ତାହରେ ରାଜ୍ୟରେ କେବଳ ବର୍ଷା ଯୋଗୁ…

ସିଂହନାଥ ପୀଠରେ ୧୪୪ ଧାରା ଜାରି

ବଡ଼ମ୍ବା,୧୫ା୧(ଡି.ଏନ୍‌.ଏ.): ମକରମେଳା ଅବସରରେ କଟକ ଜିଲା ବଡ଼ମ୍ବାର ସିଂହନାଥ ପୀଠ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ଫଳରେ ଦଳାଚକଟାରେ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଅନେକ ଆହତ ହୋଇଥିଲେ। ଏହି ଘଟଣା ପରଠାରୁ ସିଂହନାଥ ପୀଠରେ ୧୪୪ ଧାରା ଜାରି ହୋଇଛି।…

ଟି-ବ୍ରିଜ୍‌ରେ ଦଳାଚକଟା

ବଡ଼ମ୍ବା (ଡି.ଏନ୍‌.ଏ.)/ଆଠଗଡ଼(ସ୍ବ.ପ୍ର.)/କଟକ ଅଫିସ୍‌,୧୫।୧: ମକର ସଂକ୍ରାନ୍ତିରେ କଟକ ଜିଲା ବାଙ୍କୀ ବୈଦେଶ୍ୱରରୁ ବଡ଼ମ୍ବା ଗୋପୀନାଥପୁରକୁ ମହାନଦୀରେ ସଂଯୋଗ କରୁଥିବା ଟି-ବ୍ରିଜ୍‌ରେ ଅଘଟଣ ଘଟିଛି। ବଡ଼ମ୍ବା ଥାନା ଅନ୍ତର୍ଗତ ସିଂହନାଥ ମନ୍ଦିରକୁ ସଂଯୋଗ କରୁଥିବା ଏହି ବ୍ରିଜ୍‌ ଉପରେ ଅସମ୍ଭାଳ ଭିଡ଼ ହେବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri