ଏପଲ ତା’ର ଆପ ଷ୍ଟୋରରୁ ‘ଟୁଇଟର’କୁ ହଟାଇବାକୁ ଦେଲା ଧମକ, ଏଲନ ମସ୍କଙ୍କ ବଡ ଅଭିଯୋଗ
କାଲିଫର୍ନିଆ,୨୯ ।୧୧: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେଲସାର ସିଇଓ ଏଲନ ମସ୍କ ଯେବେଠାରୁ ଟୁଇଟରକୁ କିଣି ନେଲେଣି ସେବେଠାରୁ ଏହାକୁ ନେଇ ପ୍ରତିଦିନ କିଛି ନା କିଛି ନୂଆ ବିବାଦ ସାମ୍ନାକୁ ଆସୁଛି । ଏବେ ଯେଉଁ ମାମଲା…
ଆନ୍ଦୋଳନକାରୀଙ୍କ ଲାଇସେନ୍ସ ବାତିଲ କର
ନୂଆଦିଲ୍ଲୀ, ୨୯ା୧୧: ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ କୋର୍ଟ କାର୍ଯ୍ୟ ବନ୍ଦ କରି ଆନ୍ଦୋଳନ ଚଳାଇଥିବା ଓକିଲମାନଙ୍କୁ ଝଟକା ଲାଗିଛି। ଏଭଳି ଆନ୍ଦୋଳନକୁ ନେଇ ସର୍ବୋଚ୍ଚ ଅଦାଲତ ସୋମବାର କ୍ଷୋଭ ପ୍ରକାଶ କରିବା ସହ…
ବ୍ରିଟେନ ଭାରତ ସହ ନୂଆ ଏଫଟିଏ ଆଣିବାକୁ ପ୍ରତିବଦ୍ଧ: ସୁନକ
ଲଣ୍ଡନ,୨୯ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ତଥା ମୂଳ ଭାରତୀୟ ଋଷି ସୁନକ ଭାରତ ସହ ମୁକ୍ତ ବ୍ୟାପାରା ଚୁକ୍ତିନାମା(ଏଫଟିଏ) ପାଇଁ ବ୍ରିଟେନର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ସେ କହିଛନ୍ତି ହିନ୍ଦ-ପ୍ରଶାନ୍ତ କ୍ଷେତ୍ର ସହ ସମ୍ପର୍କକୁ ବୃଦ୍ଧି କରିବାକୁ ଆମେ ସମ୍ପୂର୍ଣ୍ଣ ଭାବେ…
୪୪ ଦିନ ପରେ ସରକାରୀ ଘର ଖାଲି କଲେ ମେହେବୁବା
ଶ୍ରୀନଗର,୨୯ ।୧୧: ସରକାରୀ ନୋଟିସର ୪୪ ଦିନ ପରେ ଶେଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହେବୁବା ମୁଫତି ଶ୍ରୀନଗରର ପଁଶ ଅଞ୍ଚଳରେ ଗୁପକାରରେ ଥିବା ତାଙ୍କର ସରକାରୀ ଘର ଫେୟାର ଭ୍ୟୁକୁ ସୋମବାର ଖାଲି କରିଛନ୍ତି । ଏହାପରେ…
ବିଶ୍ୱର ପ୍ରଥମ ଇଣ୍ଟରନାଜାଲ କୋଭିଡ୍ ଟିକାକୁ ମଞ୍ଜୁରୀ
ପୁଣେ,୨୮।୧୧: ଭାରତ ବାୟୋଟେକ୍ ପ୍ରସ୍ତୁତ ବିଶ୍ୱର ପ୍ରଥମ ଇଣ୍ଟରନାଜାଲ କୋଭିଡ୍ ଟିକା ଆଇଏନ୍ସିଓଭିଏସିସିକୁ ମଞ୍ଜୁରୀ ମିଳିଛି। ଜରୁରୀ ସ୍ଥିତିରେ ଏହି ଟିକାର ପ୍ରାଥମିକ ସିରିଜ୍ ଏବଂ ହେଟେରୋଲୋଜିଅସ୍ ବୁଷ୍ଟରକୁ ସୀମିତ ବ୍ୟବହାର ନିମନ୍ତେ କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ସଂଗଠନ (ସିଡିଏସ୍ସିଓ)…
ଉପନିର୍ବାଚନ ପୂର୍ବରୁ ଜିଏସ୍ଟି ଚଢ଼ାଉ
ବରଗଡ଼ ଅଫିସ୍/ପଦ୍ମପୁର/ପାଇକମାଲ/ଝାରବନ୍ଧ,୨୮।୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ତାରିଖ ଭୋଟ୍ ଗ୍ରହଣ ହେବ । ତେବେ ଭୋଟ୍ ଗ୍ରହଣର ଅବ୍ୟବହିତ ପୂର୍ବରୁ ସୋମବାର ଆୟକର ବିଭାଗର କେନ୍ଦ୍ରୀୟ ଟିମ୍ ପଦ୍ମପୁରରେ ୩ ବିଜେଡ଼ି କର୍ମୀଙ୍କ ଘରେ ଅତର୍କିତ…
ଅଧିକାରୀଙ୍କୁ ଆଣ୍ଠୂଆ ବସାଇ ପିଟା ଯାଉଛି, ଇଡ଼ି-ଆଇଟି ବିରୋଧରେ ଅଭିଯୋଗ ଆଣିଲେ ବଘେଲ…
ରାୟପୁର,୨୮।୧୧ : ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଏବଂ ଆୟକର ବିଭାଗର କାର୍ଯ୍ୟକୁ ବେଆଇନ ତଥା ରାଜନୈତିକ ଉଦ୍ଦେଶ୍ୟମୂଳକ ବୋଲି କହିଛନ୍ତି। ଏହା ସହିତ ସେ ଇଡି ଏବଂ ଆଇଟି ବିରୋଧରେ ଅଭିଯୋଗ କରିଛନ୍ତି ଯେ ଅଟକ…
କରଦାତାଙ୍କ ଉପରେ ଇଲେକ୍ଟୋରାଲ ବଣ୍ଡ ବୋଝ, କମିଶନରେ ଖର୍ଚ୍ଚ ୯.୫୩ କୋଟି…
ନୂଆଦିଲ୍ଲୀ,୨୮।୧୧ : ରାଜନୈତିକ ଦଳମାନଙ୍କୁ ଦାନ ଦେବା ପାଇଁ ଦିଆଯାଇଥିବା ଇଲେକ୍ଟୋରାଲ ବଣ୍ଡର ବୋଝ ଏବେ କରଦାତାମାନଙ୍କ ଉପରେ ପଡୁଛି। ଏହି ବଣ୍ଡ ଛାପିବା ପାଇଁ ଟିକସଦାତାଙ୍କ ଟଙ୍କାରୁ କେନ୍ଦ୍ର ସରକାର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) କୁ କମିଶନ…
ଶାକାହାରୀ ହେବା ରୋଗୀଙ୍କ ଭୁଲ୍ ନୁହେଁ, ମେଡିକ୍ଲେମ ନେଇ ଉପଭୋକ୍ତା ଆୟୋଗର ଫଇସଲା…
ଅହମଦାବାଦ,୨୮।୧୧ : ଅହମଦାବାଦର ଏକ ଜିଲା ଉପଭୋକ୍ତା ଆୟୋଗ ବୀମା କମ୍ପାନୀକୁ ସୁଧ ସହିତ ରୋଗୀର ମେଡ଼ିକ୍ଲେମ୍ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାସ୍ତବରେ, ବୀମା କମ୍ପାନୀ ଉକ୍ତ ବ୍ୟକ୍ତିଙ୍କୁ ବୀମା ଦାବି ଦେବାକୁ ମନା କରିଦେଇଥିଲା କାରଣ ସେ ଜଣେ ଶାକାହାରୀ,…
୩ ବିଜେଡି କର୍ମୀଙ୍କ ଘରେ ଆୟକର ବିଭାଗ କେନ୍ଦ୍ରୀୟ ଟିମ୍ର ଚଢ଼ାଉ
ପଦ୍ମପୁର,୨୮ା୧୧(ଡି.ଏନ୍.ଏ.): ବର୍ତ୍ତମାନ ପଦ୍ମପୁର ଉପନିର୍ବାଚନ ପାଇଁ ମାହୋଲ ସରଗରମ ଥିବା ବେଳେ ସୋମବାର ସକାଳୁ ପଦ୍ମପୁର ସହରରେ ରହୁଥିବା ତିନି ବିଜେଡି କର୍ମୀ ମହମ୍ମଦ ସାଜିଦ, ମାନଭଞ୍ଜନ ସାହୁ ଓ ଗଜୁ ଅଗ୍ରଓ୍ବାଲଙ୍କ ଘର ସମେତ ସେମାନଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ …
ଏଏପି ହେଉଛି ଛୋଟ ରିଚାର୍ଜ, ୨୦୧୩ର ମୋଦି ହେଉଛନ୍ତି କେଜରିଓ୍ବାଲ : ଓଓ୍ବାଇସିଙ୍କ କଟାକ୍ଷ…
ନୂଆଦିଲ୍ଲୀ,୨୮।୧୧ : ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ (ଏମସିଡି) ନିର୍ବାଚନ ପୂର୍ବରୁ ଅଲ ଇଣ୍ଡିଆ ମୁସଲିମ ଇତେହାଦୁଲ ମୁସଲିମନ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆମ ଆଦମୀ ପାର୍ଟି (ଏଏପି)କୁ କଟାକ୍ଷ କରି ଏହାକୁ ଏକ ଛୋଟ…
ଗୁଜରାଟ ନିର୍ବାଚନରେ ଧୀବରଙ୍କ ପାଇଁ ଆଲୋଡା ପ୍ରତିଶ୍ରୁତି, ଚାହୁଁଛନ୍ତି ପାକିସ୍ତାନ ଜେଲରୁ ସେମାନଙ୍କ ପରିବାର ସଦସ୍ୟଙ୍କ ମୁକ୍ତି…
ଅହମଦାବାଦ,୨୮।୧୧ : ଡିସେମ୍ବର ୧ ଏବଂ ୫ ରେ ଗୁଜୁରାଟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ସମସ୍ତ ରାଜନୈତିକ ଦଳ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ବିଭିନ୍ନ ପ୍ରତିଶ୍ରୁତି ଦେବାରେ ଲାଗିଛନ୍ତି। କିନ୍ତୁ ଗୁଜରାଟର…
Archives


