ଚାଇନାରେ ଖବରଦାତାଙ୍କୁ ମାଡ, ବେଜିଂ-ସାଂଘାଇ ପରେ ଉହାନରେ ରାଜରାସ୍ତାକୁ ଆସିଲେ ପ୍ରଦର୍ଶନକାରୀ, କ୍ଷମା ମାଗୁ ନାହାନ୍ତି ସରକାର
ବେଜିଂ,୨୮ ।୧୧: ଚାଇନାରେ ଜିରୋ କୋଭିଡ ପଲିସି ଯୋଗୁ କଡା ଲକଡାଉନ ବିରୋଧରେ ଲଗାତାର ପ୍ରଦର୍ଶନ କରାଯାଉଛି । ଇତିମଧ୍ୟରେ ଖବର ଆସିଛି କି ସାଂଘାଇରେ ଏକ ବିରୋଧ ପ୍ରଦର୍ଶନକୁ କଭର କରୁଥିବା ଜଣେ ଖବରଦାତାଙ୍କୁ ମାଡ ହୋଇଛି । ମିଡିଆ…
ରୁଷିଆରେ ବିଦେଶୀଙ୍କୁ ସରୋଗେସି ମନା…
ମସ୍କୋ,୨୮।୧୧ : ରୁଷିଆରେ ସରୋଗେସି ଆଇନଗତ ହୋଇଛି। ତେବେ ଦୀର୍ଘ ଦିନ ଧରି ଅନେକ ଧାର୍ମିକ ଗୋଷ୍ଠୀ ଏହାକୁ ଅପମାନଜନକ ଏବଂ ଧର୍ମ ବିରୋଧୀ ବୋଲି କହିଆସୁଥିଲେ। ବିଶେଷକରି ବିଦେଶୀ ଲୋକମାନେ ରୁଷିଆର ମହିଳାମାନଙ୍କୁ ସରୋଗେଟ ମାତା କରିବାକୁ ଆପତ୍ତି କରୁଛନ୍ତି।…
ବାପାଙ୍କ ଦେହାନ୍ତ ଯୋଗୁ ଚାଷୀ ତାଙ୍କ ହକ୍ ପାଇଲେ: ବର୍ଷା
ଭୁବନେଶ୍ବର, ୨୮ା୧୧(ବ୍ୟୁରୋ): ଚାଷୀଙ୍କୁ ଫସଲବୀମା ଯୋଗାଇବା ପାଇଁ ଦୀର୍ଘ ୧୫ ମାସ ହେଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ଚିଠି ଲେଖି ଆସୁଛନ୍ତି। ହେଲେ କେନ୍ଦ୍ର ଏ ଦିଗରେ ନ ଶୁଣିବାରୁ ପଦ୍ମପୁର ଅଞ୍ଚଳର ଚାଷୀ ଆନ୍ଦୋଳନରେ ବସିଥିଲେ। ଉପନିର୍ବାଚନ ଘୋଷଣା…
ବେଜିଂ ପରେ ଉହାନକୁ ବ୍ୟାପିଲା ଅସନ୍ତୋଷ ନିଆଁ…
ବେଜିଂ,୨୮।୧୧ : ପୁଣି ଚାଇନାକୁ କରୋନା ମହାମାରୀ ଫେରିଛି। ଏହାକୁ ନେଇ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଦେଶରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ସଙ୍କଟ ଜନକ ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ…
ବେଲଜିୟମ ପରାଜୟ ପରେ ହିଂସାକାଣ୍ଡ…
ବ୍ରୁସେଲ୍ସ ,୨୮।୧୧ : କତାରରେ ଚାଲିଥିବା ଫିଫା ବିଶ୍ୱକପ ମ୍ୟାଚରେ ରବିବାର ବେଲଜିୟମ ଉପରେ ମୋରୋକୋର ବିଜୟ ପରେ ହିଂସା କାଣ୍ଡ ଆରମ୍ଭ ହୋଇଥିଲା। ଏହା ପରେ ବେଲଜିୟମ ପୋଲିସ ଏକ ଡଜନ ଲୋକଙ୍କୁ ଅଟକ ରଖି ଜଣଙ୍କୁ ଗିରଫ କରିଥିଲା।…
୩ ଜଣଙ୍କୁ ଗିରଫ କରି ହାତବାନ୍ଧି ବସିଛି ପୋଲିସ
ଡେରାବିଶ,୨୮ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆଠାରେ ବୁଧବାର ସନ୍ଧ୍ୟାରେ କାର୍ତ୍ତିକେଶ୍ୱର ମେଢ଼ ଭସାଣି ଶୋଭାଯାତ୍ରାରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାକୁ ଇତିମଧ୍ୟରେ ୯୬ ଘଣ୍ଟା ବିତିଛି। ୪୦ରୁ ଊର୍ଦ୍ଧ୍ୱ ଆହାତଙ୍କ ମଧ୍ୟରୁ ରବିବାର ସନ୍ଧ୍ୟା ଯାଏ ୩୩ ଜଣ କଟକ…
ଏଥର ଖର୍ଚ୍ଚ ପରିମାଣ ୧୬ ଗୁଣା ଅଧିକ
ଭୁବନେଶ୍ୱର, ୨୮।୧୧: ଓଡ଼ିଶାରେ ଦ୍ୱିତୀୟଥର ପାଇଁ ହେବାକୁ ଯାଉଛି ହକି ବିଶ୍ୱକପ୍। ପୂର୍ବରୁ ୨୦୧୮ରେ ଏହା ଭୁବନେଶ୍ୱରରେ ସଫଳତାର ସହ ଆୟୋଜନ ହୋଇଥିଲା। ୨୦୨୩ ହକି ବିଶ୍ୱକପ୍ କିନ୍ତୁ ଉଭୟ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବ। ଏହା ଜାନୁୟାରୀ ୧୩ରୁ…
ବୃଦ୍ଧି ପାଉଛି ଭାରତୀୟ ଫାର୍ମା ରପ୍ତାନି
ନୂଆଦିଲ୍ଲୀ,୨୮।୧୧: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ଭାରତୀୟ ଫାର୍ମାର ରପ୍ତାନି ୪.୨୨% ବୃଦ୍ଧି ପାଇ ୧୪.୫୭ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏପରିକି ଗତ ମାସରେ ଏକ ନକାରାତ୍ମକ ଧାରା ସତ୍ତ୍ୱେ ୨୦୨୨-୨୩ର ପ୍ରଥମ ୭ମାସ କ୍ରମାଗତଭାବେ ଭାରତରୁ ଔଷଧ…
ଇସ୍ତଫା ଦିଅ ଜିନ୍ପିଙ୍ଗ୍
ବେଜିଂ/ସାଂଘାଇ,୨୮ା୧୧(ପି.ଟି./ଏ.ପି.): ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଚାଇନାରେ ପୁଣି ଅସମ୍ଭାଳ ହେଲାଣି କୋଭିଡ୍-୧୯। ଘାତକ ଭୂତାଣୁ ସଂକ୍ରମଣ ଲଗାତର ବୃଦ୍ଧି ପାଉଥିବାରୁ ବେଜିଂ, ସାଂଘାଇ ଓ ଉରୁମ୍କି ସମେତ ବିଭିନ୍ନ ସହରରେ କଟକଣା ଜାରି କରିଛନ୍ତି କମ୍ୟୁନିଷ୍ଟ ସରକାର। ଏହାର ପ୍ରତିବାଦରେ ଲୋକେ…
ୟୁରୋପୀୟ ସଂଘର ଅଭିଯୋଗ, ଚାରି ଗୁଣା ମହଙ୍ଗା ଗ୍ୟାସ ବିକ୍ରି କରୁଛି ଆମେରିକା, ଶକ୍ତି ସଙ୍କଟରେ ୟୁରୋପ
ବ୍ରସେଲ୍ସ,୨୮ ।୧୧: ୟୁରୋପୀୟ ସଂଘ(ଇୟୁ) ଆମେରିକା ଉପରେ ଅଭିଯୋଗ ଆଣିଛି କି ଆମେରିକା ସହଯୋଗୀ ହେବା ପରେ ବି ଏହାର ମଜବୁରିର ଫାଇଦା ଉଠାଉଛି । ଇୟୁର ଜଣେ ଅଧିକାରୀ କହିଛନ୍ତି, ଏହି କଥାକୁ ଗୁରୁତର ସହ ଚିନ୍ତା କରିବାକୁ ପଡିବ…
କଠୋର ନିଷ୍ପତ୍ତି ନେବାକୁ ପଛାଇବନି କଂଗ୍ରେସ: ରମେଶ
ଇନ୍ଦୋର,୨୮।୧୧(ପି.ଟି.): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍ଙ୍କ ମଧ୍ୟରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ସଂଗଠନକୁ ସୁଦୃଢ଼ କରିବା ଲାଗି ଆବଶ୍ୟକ ହେଲେ କଠୋର ନିଷ୍ପତ୍ତି ନେବାରୁ କଂଗ୍ରେସ ପଛାଇବ ନାହିଁ ବୋଲି ବରିଷ୍ଠ ନେତା ଜୟରାମ…
ନେପାଳରେ ଶାସକ ମେଣ୍ଟକୁ ସଂଖ୍ୟାଗରିଷ୍ଠତା
କାଠମାଣ୍ଡୁ,୨୮ା୧୧: ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୁର ଦେଉବାଙ୍କ ନେତୃତ୍ୱାଧୀନ ନେପାଳୀ କଂଗ୍ରେସକୁ ରବିବାର ସଂଖ୍ୟାଗରିଷ୍ଠତା ମିଳିଛି। ସଦ୍ୟ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଶାସକ ଦଳ ୫୩ ଆସନରେ ବିଜୟୀ ହୋଇ ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଫଳରେ ପଡ଼ୋଶୀ…
Archives


