Home Middle

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ ସଂକ୍ରମଣ…

ଏନଆଇଏ ରାଡାରରେ ପଞ୍ଜାବୀ ଗାୟକ-ସଙ୍ଗିତକାର, ବେଆଇନ ଅର୍ଥ ଲୁଟ ଅଭିଯୋଗ

ନୂଆଦିଲ୍ଲୀ,୨୪ ।୧୧: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ରାଡାରରେ ଆସିଛନ୍ତି କେତେଜଣ ପଞ୍ଜାବୀ ଗାୟକ ଓ ସଙ୍ଗିତକାର । ଏମାନଙ୍କ ଉପରେ ପଞ୍ଜାବ ଓ ବିଦେଶରେ ଗ୍ୟାଙ୍ଗଷ୍ଟରଙ୍କ ଦ୍ୱାରା ଅବୈଧ ଭାବେ ଅର୍ଜିତ ଅର୍ଥକୁ ମ୍ୟୁଜିକ ଇଣ୍ଡଷ୍ଟ୍ରିରେ ଲଗାଇଥିବା ଅଭିଯୋଗ ରହିଛି ।…

ୟୁକ୍ରେନ୍‌ ପାଇଁ ସହାୟତା ଘୋଷଣା କଲେ ଆମେରିକା-ବ୍ରିଟେନ…

ଓ୍ବାଶିଂଟନ/ଲଣ୍ଡନ/କ୍ୱିଭ୍‌,୨୪।୧୧ : ଆମେରିକା ୟୁକ୍ରେନକୁ ୪୦ କୋଟି ଡଲାରର ଏକ ସହାୟତା ପ୍ୟାକେଜ ପଠାଉଛି। ହ୍ବାଇଟ ହାଉସ ପକ୍ଷରୁ ଏହି ସୂଚନା ଜାରି ହୋଇଛି। ଏହି ନୂତନ ସହାୟତା ପ୍ୟାକେଜ ସମେତ ଫେବୃଆରୀ ୨୪ ରେ ରୁଷିଆ ଆକ୍ରମଣ ପରେ ଆମେରିକା…

ପୁଣି ଚାଇନାକୁ ଫେରିଲା କରୋନା ମହାମାରୀ…

ବେଜିଂ,୨୪।୧୧ : ପୁଣି ଚାଇନାକୁ କରୋନା ମହାମାରୀ ଫେରିଛି। ଦେଶରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ସଙ୍କଟ ଜନକ ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ କଡା ପ୍ରତିବନ୍ଧକ ଲଗାଯାଇଛି। କରୋନା ଆକ୍ରାନ୍ତଙ୍କ ଦୈନିକ…

ଫିଲିପ୍ସର ଚିକିତ୍ସା ଉପକରଣରେ ତ୍ରୁଟି ଯୋଗୁ ଆମେରିକାରେ ୨୬୦ ଜଣଙ୍କ ମୃତ୍ୟୁ

ଆମଷ୍ଟର୍ଡମ,୨୪ ।୧୧: ଆମେରିକାରେ ଫିଲିପ୍ସର ସ୍ଲିପ ଆପନିଆ ଓ ଭେଣ୍ଟିଲେଟର ଚିକିତ୍ସା ଉପକରଣରେ ଯାନ୍ତ୍ରୀକ ତ୍ରୁଟି ଯୋଗୁ ଏପ୍ରିଲ ୨୦୨୧ରୁ ଏବେ ପର୍ଯ୍ୟନ୍ତ ୨୬୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସେଠାକାର ଖାଦ୍ୟ ଓ ଔଷଧ ପ୍ରଶାସନ କହିଛି ତ୍ରୁଟିର…

ୟୁକ୍ରେନୀୟଙ୍କ ଦୁର୍ଦ୍ଦଶା ଷ୍ଟାଲିନ୍‌ଙ୍କ ଗଣହତ୍ୟା ସଦୃଶ: ପୋପ୍‌

ଭାଟିକାନ୍‌ ସିଟି,୨୪ା୧୧: କ୍ୟାଥୋଲିକ୍‌ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ବୁଧବାର ୟୁକ୍ରେନବାସୀଙ୍କ ଦୁର୍ଦ୍ଦଶାକୁ ଷ୍ଟାଲିନ୍‌ଙ୍କ ୯୦ ବର୍ଷ ତଳର ବର୍ବରତା ସହ ତୁଳନା କରିଛନ୍ତି। ସୋଭିଏତ୍‌ ସଂଘର ପୂର୍ବତନ ପ୍ରଧାନମନ୍ତ୍ରୀ ଜୋଶେଫ୍‌ ଷ୍ଟାଲିନ୍‌ ୧୯୩୦ ଦଶକରେ ଏକ କୃତ୍ରିମ ମରୁଡ଼ି ସୃଷ୍ଟି କରିଥିଲେ।…

ଚଳିତ ବର୍ଷ ପ୍ରତିଦିନ ୨୫୦୦ କୋଟି କ୍ଷତି ସହୁଛନ୍ତି ଏଲନ ମସ୍କ, ଟୁଇଟରରେ ପୂର୍ଣ୍ଣ ନିୟନ୍ତ୍ରଣର ସଂଘର୍ଷ ବଢାଉଛି ସମସ୍ୟା

ୱାଶିଂଟନ,୨୪ ।୧୧: ଟେଲସାର ସିଇଓ ଏଲନ ମସ୍କ ଯେବେଠାରୁ ଟୁଇଟର କିଣିଲେଣି ସେବେଠାରୁ କୌଣଓି ନା କୌଣସି କାରଣରୁ ସେ ଆସୁଛନ୍ତି ଚର୍ଚ୍ଚାକୁ । ଏବେ ସୂଚନା ମିଳିଛି କି ଟେଲସାର ଶେୟାର ସର୍ବନିମ୍ନ ସ୍ତରକୁ ଖସିଯିବା ପରେ କମ୍ପାନି ଚଳିତ…

ରୁଷିଆ ଆତଙ୍କବାଦର ପୃଷ୍ଠପୋଷକ

କିଭ୍‌,୨୪ା୧୧: ୟୁରୋପୀୟ ପାର୍ଲାମେଣ୍ଟ ବୁଧବାର ରୁଷିଆକୁ ‘ଆତଙ୍କବାଦର ପୃଷ୍ଠପୋଷକ ରାଷ୍ଟ୍ର’ ଘୋଷଣା କରିଛି। ୟୁକ୍ରେନ୍‌ରେ ମସ୍କୋ ଲଗାତର ବର୍ବର ଆକ୍ରମଣ କରିବା ସହ ମାନବ ଅଧିକାର ଓ ଅନ୍ତର୍ଜାତୀୟ ମାନବାଧିକାର ଆଇନଗୁଡ଼ିକର ଉଲ୍ଲଂଘନ କରୁଛି ବୋଲି ପାର୍ଲାମେଣ୍ଟ ଦର୍ଶାଇଛି। ୫୯୬ ସଦସ୍ୟ…

ମହାକାଶରେ ହେବ ସୋଲାର ଫାର୍ମ

ପ୍ୟାରିସ୍‌,୨୪।୧୧: ବୈଦ୍ୟୁତିକ ଶକ୍ତି ଉତ୍ପାଦନର ପ୍ରମୁଖ ସମ୍ବଳ ହେଉଛି କୋଇଲା। ଜଳବାୟୁ ପରିବର୍ତ୍ତନ କାରଣରୁ ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏବେ କୋଇଲା ସଙ୍କଟ ମୁଣ୍ଡ ଟେକିଛିି। ଏଥିଯୋଗୁ ଭବିଷ୍ୟତରେ ବିଦ୍ୟୁତ୍‌ ଶକ୍ତିର ଘୋର ଅଭାବ ବିଶ୍ୱବାସୀଙ୍କ ପାଇଁ ବିପଦ ସାଜିପାରେ। ଏ…

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଭଳି ଇସି ଲୋଡ଼ା

ନୂଆଦିଲ୍ଲୀ,୨୪ା୧୧ : କେନ୍ଦ୍ରରେ କ୍ଷମତାସୀନ ଯେକୌଣସି ଦଳ ସବୁଦିନ କ୍ଷମତାରେ ରହିବାକୁ ଚାହେଁ। ଏଥିଲାଗି ବର୍ତ୍ତମାନ ବ୍ୟବସ୍ଥା ଅଧୀନରେ ଶାସକ ଦଳ ଜଣେ ‘ବୋଲକରା’ଙ୍କୁ ନିର୍ବାଚନ କମିଶନର (ଇସି) ରୂପେ ନିଯୁକ୍ତ କରିପାରେ। ଜଣେ ନିର୍ବାଚନ କମିଶନର ଏପରି ହେବା କଥା,…

ମିଳିମିଳା ବିଶ୍ୱ ପାଇଁ ବିପଦ, ଏହାକୁ ରୋକିବାକୁ ୯୫ ପ୍ରତିଶତ ଟିକାକରଣ ଜରୁରୀ : ଡବ୍ଲୁଏଚଓ

ଜେନେଭା,୨୪ ।୧୧: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଓ ୟୁଏସ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନଶନ(ସଡିସି) ବୁଧବାର କହିଛି କରୋନା ଭାଇରସ ମହାମାରୀ ଆରମ୍ଭ ହେବାପରେ ମିଳିମିଳା ଟିକାକରଣ କମିବାରେ ଲାଗିଛି । ଏହାର ପରିଣାମ ସ୍ୱରୂପ ଗତ ବର୍ଷ…

ଭସାଣି ବେଳେ ଅଘଟଣ: ବାଣ ଫୁଟି ୨୦ରୁ ଅଧିକ ଆହତ

କେନ୍ଦ୍ରାପଡା ଅଫିସ୍‌,୨୩।୧୧: କେନ୍ଦ୍ରାପଡାରେ ଏକ ବଡ଼ ଅଘଟଣ ଘଟିଛି। କେନ୍ଦ୍ରାପଡା ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣବେଳେ ବାଣ ଫୁଟି ୬୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ବାଣ ପ୍ରତିଯୋଗିତା ଚାଲିଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri