Home Middle

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୬୧…

ନାପିଅର,୨୨।୧୧ : ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତରେ ତୃତୀୟ ଟି-୨୦ରେ ନ୍ୟୁଜିଲାଣ୍ଡ ସହିତ ନାପିଅର ସ୍ଥିତ ମ୍ୟାକ୍‌ ଲିନ୍‌ ପାର୍କରେ ମୁହାଁମୁହିଁ ହୋଇଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟିମ୍‌ ସୌଥି ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଅଧିନାୟକ…

ନିଯୁକ୍ତି ମେଳା: ୭୧,୦୫୬ ନିଯୁକ୍ତି ପତ୍ର ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ନିଯୁକ୍ତି ମେଳା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ୭୧,୦୫୬ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ନିଯୁକ୍ତି ମେଳା କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରି କହିଛନ୍ତି, ନିଯୁକ୍ତି…

ଘାଟିରେ ଖସିପଡିଲା କାର୍‌ : ୫ ମୃତ,୭ ଗୁରୁତର

ଲକ୍ଷ୍ନୌ,୨୨।୧୧: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଘାଟିରେ ଖସିପଡିଛି। ଫଳରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ପାଲିଆ ପୋଲିସ ଷ୍ଟେଶନ ଅଧୀନ ରେଳ କ୍ରସିଂ ନିକଟରେ…

ଏଣିକି ଆଉ ଦେବାକୁ ପଡିବନି ‘ଏୟାର ସୁବିଧା’ ଫର୍ମ

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବା ପରେ ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ‘ଏୟାର ସୁବିଧା’ ଫର୍ମ ପୂରଣ ବାଧ୍ୟତାମୂଳକ ନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ ଅନ୍ତର୍ଜାତୀୟ ଯାତ୍ରୀ…

ଅଫ୍‌ତାବଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ: କୋର୍ଟ ଦେଲେ ମଞ୍ଜୁରୀ

ନୂଆଦିଲ୍ଲୀ,୨୧।୧୧: ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲା ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ଏଭଳି ସ୍ଥିତିରେ ଅଭିଯୁକ୍ତ ଅଫ୍‌ତାବଙ୍କ ନାର୍କୋ ଟେଷ୍ଟ ପୂର୍ବରୁ ପଲିଗ୍ରାଫ୍‌ ଟେଷ୍ଟ କରିବାକୁ କୋର୍ଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସୂଚନା ମୁତାବକ, ସୋମବାର ଦିଲ୍ଲୀ ପୋଲିସ…

ନଭେମ୍ବର ୨୨ରେ ମୋଦି ଦେବେ ୭୧ ହଜାର ନିଯୁକ୍ତ ପତ୍ର, କେନ୍ଦ୍ର ସରକାରଙ୍କ କିଛି ବିଭାଗରେ ମିଳିବ ସ୍ଥାୟୀ ନିଯୁକ୍ତି

ନୂଆଦିଲ୍ଲୀ,୨୧ ।୧୧: କେନ୍ଦ୍ର ସରକାରଙ୍କ ପକ୍ଷରୁ ମଙ୍ଗଳବାର ଏକାସାଙ୍ଗରେ ୭୧ ହଜାର ଯୁବବର୍ଗଙ୍କ୍‌ୁ ସ୍ଥାୟୀ ଚାକିରିର ନିଯୁକ୍ତି ପତ୍ର ଦିଆଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୨ ନଭେମ୍ବରରେ ଭିଡିଓ କନଫରେନସିଂ ଜରିଆରେ ଲାଭାର୍ଥିଙ୍କୁ ନିଯୁକ୍ତି ପତ୍ର ଦେବେ । ଏହା…

ଇଣ୍ଡୋନେସିଆରେ ଭୂକମ୍ପ: ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି

ଜାକର୍ତ୍ତା,୨୧।୧୧: ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ସୋମବାର ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ରହିଥିଲା। ଭୂକମ୍ପ ସମୟରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇଆସିଥିଲେ। ଏଥିରେ ସହରରେ ୪୬ଜଣଙ୍କ ମୃତ୍ୟୁ ଘଟିଥିବା…

ଇଣ୍ଡୋନେସିଆରେ ଭୂକମ୍ପ: ୨୦ ମୃତ, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଜାକର୍ତ୍ତା,୨୧ା୧୧: ସୋମବାର ଇଣ୍ଡୋନେସିଆର ପଶ୍ଚିମ ଜାଭା ପ୍ରଦେଶରେ ଭୂକମ୍ପ ଅନୂଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫.୬ ଥିଲା। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୦ ଆହତ ହୋଇଥିବା ନେଇ ଜଣେ ସ୍ଥାନୀୟ ଅଧିକାରୀ ଏହି ସୂଚନା…

କୋରେଇ ଟ୍ରେନ୍‌ ଦୁର୍ଘଟଣା: ଆର୍ଥିକ ସହାୟତା ଘୋଷଣା କଲେ କେନ୍ଦ୍ର ରେଳମନ୍ତ୍ରୀ

ନୂଆଦିଲ୍ଲୀ,୨୧ା୧୧: ଯାଜପୁରର କୋରେଇ ଷ୍ଟେଶନରେ ଏକ ମାଲ୍‌ବାହୀ ଟ୍ରେନ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୃତ ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେ ଟୁଇଟ୍‌ କରି ମୃତ ବ୍ୟକ୍ତିମାନଙ୍କ ପରିବାର ପ୍ରତି ସମବେଦନା…

୯ ମାସରେ ରୁଷିଆ ମାଡ଼ କରିଛି ୪୭୦୦ରୁ ଅଧିକ କ୍ଷେପଣାସ୍ତ୍ର: ଜେଲେନେସ୍କିଙ୍କ ଅଭିଯୋଗ…

କ୍ୱିଭ୍‌,୨୧।୧୧ : ନଅ ମାସ ଧରି ଚାଲିଥିବା ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ନହୋଇ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ତାଙ୍କ ଦେଶର ବିନାଶର କାହାଣୀ ବର୍ଣ୍ଣନା କରୁଥିବାବେଳେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି ଯେ ନଅ…

ଯେ ପର୍ଯ୍ୟନ୍ତ ଅଛି ଅନୁମତି ଦେବି ନାହିଁ, କେରଳ ସରକାରଙ୍କୁ ତାଗିଦ୍‌ କଲେ ରାଜ୍ୟପାଳ…

ଥିରୁଭାନନ୍ତପୁରମ୍‌,୨୧।୧୧ : କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସରକାର ଏବଂ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଏକ ସପ୍ତାହ ପୂର୍ବରୁ ରାଜ୍ୟ ସରକାର ଏହି ନିୟମରେ ସଂଶୋଧନ କରି ରାଜ୍ୟପାଳ ଆରିଫଙ୍କୁ ବିଶ୍ୱବିଦ୍ୟାଳୟର କୁଳପତି ପଦରୁ…

ମାଗଣା ରାଶନ ଯୋଜନା ପାଇଁ ୩ ଲକ୍ଷ କୋଟିରୁ ଅଧିକ ଖର୍ଚ୍ଚ କରିବେ ସରକାର…

ନୂଆଦିଲ୍ଲୀ,୨୧।୧୧ : ମାଗଣା ରାଶନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ତିନି ଲକ୍ଷ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିବେ। ୨ ଲକ୍ଷ କୋଟି ଟଙ୍କାର ବଜେଟ ଆକଳନଠାରୁ ଏହା ପ୍ରାୟ ୫୦ ପ୍ରତିଶତ ଅଧିକ। ମାଗଣା ଖାଦ୍ୟ ଶସ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri