Home Middle

ବିବିସି ଡକ୍ୟୁମେଣ୍ଟାରୀକୁ ନେଇ ଲାଗି ରହିଛି ବିବାଦ, ଦିଲ୍ଲୀ-କୋଲକାତା ପରେ ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟରେ ହେବ ସ୍କ୍ରିନିଂ

ନୂଆଦିଲ୍ଲୀ,୨୮ ।୧: ବିବିସି ଡକ୍ୟୁମେଣ୍ଟାରୀ ସ୍କ୍ରିନିଂକୁ ନେଇ ବିବାଦ ଜାରି ରହିଛି । ଦିଲ୍ଲୀ ଓ କୋଲକାତାରେ ସ୍କ୍ରିନିଂର ଜିଦ ପରେ ଶନିବାର ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେଜ(ଟିଆଇଏସଏସ)ସେ ସ୍କିନିଂ ହେବାର ଘୋଷଣା କରାଯାଇଛି । ହେଲେ ଇନଷ୍ଟିଚ୍ୟୁଟ…

ମିଥ୍ୟା ସୂଚନା ଅଭିଯୋଗରେ ସିଆଇଏ. ଏଫବିଆଇର ୱେବସାଇଟ ବ୍ଲକ, ରୁଷିଆ ସେନାଙ୍କୁ ବଦନାମ କରିବାକୁ ଥିଲା ଯୋଜନା

ମସ୍କୋ,୨୮ ।୧: ମିଥ୍ୟା ଖବର ପ୍ରଚାର ଅଭିଯୋଗରେ ରୁଷିଆ ଆମେରିକାର ସରକାରୀ ଏଜେନ୍ସି ସିଆଇଏ ଓ ଏଫବିଆଇର ୱେବସାଇଟକୁ ବ୍ଲକ କରିଦେଇଛି । ରୁଷିଆର ସଂଚାର ନିୟାମକ ରୋସକୋମ୍ନାଡଜୋର ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ଏକ ବୟାନରେ ସେ କହିଛନ୍ତି,…

ଜେରୁଜେଲମର ଏକ ପୂଜା ସ୍ଥଳରେ ଗୁଳିକାଣ୍ଡ, ୮ ମୃତ. ୧୦ ଆହତ, ପୋଲିସ କହିଲା ଆତଙ୍କବାଦୀ ଆକ୍ରମଣ

ଜେରୁଜେଲମ,୨୮ ।୧: ଇସ୍ରାଏଲର ରାଜଧାନୀ ଜେରୁଜେଲମର ବାହାରେ ଥିବା ନେଭେ ୟାକୋଭ ଷ୍ଟ୍ରିଟରେ ଏକ ପୂଜା ସ୍ଥଳରେ ଶୁକ୍ରବାର ଗୁଳିକାଣ୍ଡ ହୋଇଛି । ଇସ୍ରାଏଲ ଉଦ୍ଧାର କାରୀ ସେବା ପକ୍ଷରୁ ଜେରୁଜେଲମ ପୂଜା ସ୍ଥଳରେ ଗୁଳି ଫୁଟିଥିବା କୁହାଯାଇଛି । ଏହି…

ଭାଜପାରେ କିଏ ହେବେ ନରେନ୍ଦ୍ର ମୋଦିଙ୍କ ଉତ୍ତରାଧିକାରୀ: ସର୍ଭେ

ନୂଆଦିଲ୍ଲୀ,୨୭ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ସାରା ବିଶ୍ୱରେ ବେଶ ପରିଚିତ । କେବଳ ଦେଶ କାହିଁକି ବିଦେଶରେ ବି ମୋଦିଙ୍କ ଲୋକପ୍ରିୟତା ଖୁବ୍ ରହିଛି । ଏବେ ତ ପ୍ରଧାନମନ୍ତ୍ରୀ ମୋଦି ଅବସର ନେବାର କୌଣସି ସୂଚନା ଜଣାପଡୁନାହିଁ…

ମୋର୍‌ବୀ ସେତୁ ଭୁଶୁଡ଼ିବା ମାମଲା: ଚାର୍ଜଶିଟ୍‌ ଦାଖଲ କଲା ପୋଲିସ

ମୋର୍‌ବୀ,୨୭ା୧: ଗୁଜରାଟର ମୋର୍‌ବୀ ସେତୁ ଦୁର୍ଘଟଣା ମାମଲାରେ ଶୁକ୍ରବାର ପୋଲିସ ଚାର୍ଜଶିଟ୍‌ ଦାଖଲ କରିଛି। ଏଥିlରେ ମୁଖ୍ୟ ଅଭିଯୁକ୍ତ ଭାବେ ‘ଓରେଭା ଗ୍ରୁପ’ର ମୁଖ୍ୟ ଜୟସୁଖ ପଟେଲ ବୋଲି ଉଲ୍ଲେଖ କରାଯାଇଥିବା ରିପୋର୍ଟରୁ ପ୍ରକାଶ। ଏହି ଦୁର୍ଘଟଣାରେ ୧୩୫ ଜଣଙ୍କର ମୃତ୍ୟୁ…

‘ମୋ ପାଟି ଚୁପ୍‌ ପାଇଁ ଚାଲିଛି ପ୍ରୟାସ’

ଇସଲାମାବାଦ,୨୭ା୧: ପିଟିଆଇ ନେତା ଫଓ୍ବାଦ ଚୌଧୁରୀ ଗିରଫ ହେବା ପରେ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ୍‌ ମୁଖ୍ୟ ଇମ୍ରାନ ଖାନ୍‌ କହିଛନ୍ତି, ତାଙ୍କୁ ଗିରଫ କରି ମୋ’ ପାଟି ଚୁପ୍‌ ରହିବା ପାଇଁ ଉଦ୍ୟମ ଚାଲିଛି। ତେବେ ସେ ମୃତ୍ୟୁ କିମ୍ବା ନଜରବନ୍ଦୀକୁ କେବେ…

ଏହି ଭାରତୀୟ ବଂଶୋଭବ ମହାକାଶଚାରୀଙ୍କୁ ବାୟୁସେନା ବ୍ରିଗେଡିୟର ଜେନେରାଲ ପଦରେ ମିଳିବ ନିଯୁକ୍ତି

ଓ୍ବାଶିଂଟନ,୨୭ା୧: ବାୟୁସେନା ବ୍ରିଗେଡିୟର ଜେନେରାଲ ପଦରେ ନିଯୁକ୍ତି ପାଇଁ ଭାରତୀୟ-ଆମେରିକୀୟ ମହାକାଶଚାରୀ ରାଜା ଜେ ଚାରିଙ୍କୁ ରାଷ୍ଟ୍ରପତି ଜୋ ବାଇଡେନ ମନୋନୀତ କରିଛନ୍ତି। ଗୁରୁବାର ଏନେଇ ନାମାଙ୍କନପତ୍ର ଘୋଷଣା କରାଯାଇଥିଲା। ଆମେରିକାର ପ୍ରତିରକ୍ଷା ବିଭାଗ ଅନୁଯାୟୀ, ବର୍ତ୍ତମାନ ସମସ୍ତ ସେନା ନିଯୁକ୍ତିକୁ…

ଚାଇନାର ଆର୍ଥିକ ମାନ୍ଦାବସ୍ଥା ସମଗ୍ର ବିଶ୍ୱରେ ପକାଇବ ପ୍ରଭାବ

ବେଜିଂ,୨୭ା୧: ଚାଇନାର ଜାତୀୟ ପରିସଂଖ୍ୟାନ ବ୍ୟୁରୋ (ନ୍ୟାଶନାଲ ଷ୍ଟାଟିଷ୍ଟିକ୍ସ ବ୍ୟୁରୋ) ଅନୁଯାୟୀ, ଚାଇନାର ବାର୍ଷିକ ଜିଡିପି ଅଭିବୃଦ୍ଧି (ମୋଟ୍‌ ଘରୋଇ ଉତ୍ପାଦର ଅଭିବୃଦ୍ଧି) ୩ ପ୍ରତିଶତକୁ ଖସି ଆସିଛି। ଯାହା ୨୦୨୨ବର୍ଷ ପାଇଁ ଧାର୍ଯ୍ୟ ହୋଇଥିବା ୫.୫ ପ୍ରତିଶତ ସରକାରୀ ଲକ୍ଷ୍ୟଠାରୁ…

ଛାତ୍ରୀଛାତ୍ରଙ୍କୁ ଗୁରୁମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ‘ପରୀକ୍ଷା ପେ ଚର୍ଚ୍ଚା’ର ଷଷ୍ଠ ସଂସ୍କରଣରେ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହ ଆଲୋଚନା କରିଛନ୍ତି। ‘ପରୀକ୍ଷା ପେ ଚର୍ଚ୍ଚା’ ଆଲୋଚନା ବେଳେ ପିଏମ ମୋଦି ଚାପମୁକ୍ତ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇ କହିଥିଲେ,…

ଆଜି ବିଆର୍‌ଏସ୍‌ରେ ମିଶିବେ ଗମାଙ୍ଗ

ଭୁବନେଶ୍ୱର,୨୭ା୧(ବ୍ୟୁରୋ): ଭାଜପା ଛାଡ଼ିଥିବା ବରିଷ୍ଠ ନେତା ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ ଶୁକ୍ରବାର ବିଆର୍‌ଏସ୍‌ରେ ମିଶିବେ। ହାଇଦ୍ରାବାଦରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ଉପସ୍ଥିତିରେ ଉଭୟ ବିଧିବଦ୍ଧ ଭାବେ ଏହି ଦଳରେ ସାମିଲ ହେବେ। ଗମାଙ୍ଗଙ୍କ ସ୍ତ୍ରୀ…

ଶ୍ରୀମନ୍ଦିରରେ ନୀତି ବିଳମ୍ବ ନେଇ ଅସନ୍ତୋଷ

ପୁରୀ ଅଫିସ,୨୭ା୧: ଶୁକ୍ରବାର ଭୋର୍‌ ପହୁଡ଼ ନୀତି ପାଳନରେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ହୋଇଛି। ଏନେଇ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଜି ଭୋର୍‌ ୫ଟା ୫ମିନିଟ୍‌ରେ ମହାପ୍ରଭୁଙ୍କ ପହୁଡ଼ ନୀତି ହେବାରୁ ସକାଳ ୭ଟାରେ ସିଂହଦ୍ୱାର ଖୋଲିଥିଲା। ଯେଉଁଥିପାଇଁ ଭକ୍ତମାନେ…

ସାନିଆଙ୍କ ସ୍ବପ୍ନ ଚୂରମାର୍‌

ସିଡ଼ନୀ,୨୭।୧: ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜା ନିଜ ଶେଷ ଗ୍ରାଣ୍ଡସ୍ଲାମରେ ପରାଜୟର ସମ୍ମୁଖୀନ ହୋଇଛନ୍ତି। ଅଷ୍ଟ୍ରେଲିଆ ଓପନର ମିକ୍ସ ଡବଲ୍ସ ଫାଇନାଲରେ ସାନିଆ ଏବଂ ରୋହନ ବୋପାନ୍ନା ୬-୭, ୬-୨ରେ ସେଟ୍‌ରେ ହାରିଯାଇଛନ୍ତି। ଏହା ତାଙ୍କର ଶେଷ ଟୁର୍ନାମେଣ୍ଟ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?