Home Middle

ହିନ୍ଦୀରେ ଡାକ୍ତରୀ ପଢ଼ା: ଜ୍ଞାନକୁ ସୀମିତ କରିବ

ନୂଆଦିଲ୍ଲୀ,୨୧ା୧୧(ପି.ଟି.): ମଧ୍ୟପ୍ରଦେଶ ସରକାର ଛାତ୍ରୀଛାତ୍ରଙ୍କୁ ହିନ୍ଦୀରେ ଡାକ୍ତରୀ ପଢ଼ାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପରି କରିବା ଦ୍ୱାରା ପ୍ରାରମ୍ଭରେ ଗ୍ରାମାଞ୍ଚଳର ଛାତ୍ରୀଛାତ୍ର କିଛି ସୁବିଧା ପାଇପାରନ୍ତି। କିନ୍ତୁ ଏହା ସେମାନଙ୍କ ଅଭିବୃଦ୍ଧିର ପରିସର ଓ ଜ୍ଞାନକୁ ସୀମିତ କରିଦେବ ବୋଲି ଡାକ୍ତରମାନେ…

କୋରେଇରେ ଟ୍ରେନ୍‌ ଦୁର୍ଘଟଣା: ୩ ମୃତ

ଯାଜପୁର ଅଫିସ,୨୧ା୧୧: ଯାଜପୁରର କୋରେଇଠାରେ ସୋମବାର ଟ୍ରେନ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏକ ମାଲ୍‌ବାହୀ ଟ୍ରେନ୍‌ ଯାତ୍ରୀ ବିଶ୍ରାମାଗାର ଭିତରକୁ ମାଡ଼ି ଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଟ୍ରେନ୍‌ର ୩ରୁ…

ପାରାଚ୍ୟୁଟ୍‌ରେ ଫେରିବେ ମହାକାଶଚାରୀ

ଲକ୍ଷ୍ନୌ,୨୧।୧୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗଗନୟାନ ମିଶନକୁ ସଫଳ କରିବା ଦିଗରେ ଆଗେଇ ଚାଲିଛି। ୧୦,୦୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସ୍ପେସ୍‌କ୍ରାଫ୍ଟ ମିଶନ ୨୦୨୪ରେ ଶେଷ ହେବା ନେଇ ବୈଜ୍ଞାନିକମାନେ ଆଶାବାଦୀ। ଗଗନୟାନ ମିଶନର ସଫଳ ରୂପାୟନ…

କ୍ଷତିପୂରଣ କରିବେ ଧନୀ ରାଷ୍ଟ୍ର

ଶର୍ମ ଏଲ୍‌-ଶେଖ୍‌/ନୂଆଦିଲ୍ଲୀ,୨୧ା୧୧ : ଜଳବାୟୁ ପରିବର୍ତ୍ତନଜନିତ ବିପର୍ଯ୍ୟୟ ଯୋଗୁ କ୍ଷତିଗ୍ରସ୍ତ ହେଉଥିବା ଅନୁନ୍ନତ ଦେଶଗୁଡ଼ିକୁ ଉତ୍ସର୍ଜନ ସୃଷ୍ଟିକାରୀ ଧନୀ ରାଷ୍ଟ୍ରଗୁଡ଼ିକ କ୍ଷତିପୂରଣ ଦେବେ। ଏଥିସକାଶେ ଏକ ପାଣ୍ଠି ଗଠନ କରିବା ଉପରେ ବିତ୍ତଶାଳୀ ରାଷ୍ଟ୍ରଗୁଡ଼ିକ ସହମତି ପ୍ରକାଶ କରିଛନ୍ତି। ଏହି ଐତିହାସିକ…

ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଫିଫା ବିଶ୍ୱକପ୍‌ ଉଦ୍‌ଘାଟିତ

ଦୋହା,୨୦।୧୧: ଫିଫା ବିଶ୍ୱକପ୍‌ର ୨୨ତମ ସଂସ୍କରଣ ରବିବାର ଉଦ୍‌ଘାଟିତ ହୋଇଛି। ମ୍ୟାଚ ପୂର୍ବରୁ ଟୁର୍ନାମେଣ୍ଟର ଉଦଘାଟନୀ ସମାରୋହ କତାରର ଅଲ ବାଇଡ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। ଏହି ରଙ୍ଗୀନ ଇଭେଣ୍ଟରେ ଅଭିନେତ୍ରୀ ତଥା ମଡେଲ ନୋରା ଫତେହି ନିଜ ଜଲଓ୍ବା ଦେଖାଇଛନ୍ତି।…

ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ବିଜୟ ହାସଲ କଲା ଭାରତ

ମାଉଣ୍ଟ ମଙ୍ଗାନୁଇ,୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ଜବରଦସ୍ତ ବିଜୟ ହାସଲ କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ଚମତ୍କାର ଶତକ ପରେ ଦୀପକ ହୁଡାଙ୍କ ବୋଲିଂ ଯାଦୁରେ ଘରୋଇ ଦଳ ଧରାଶାୟୀ ହୋଇଛି। ପ୍ରଥମେ…

ସୂର୍ଯ୍ୟକୁମାରଙ୍କ ଶତକ: ନ୍ୟୁଜିଲାଣ୍ଡକୁ ୧୯୨ ରନ୍‌ ଟାର୍ଗେଟ୍‌ ଦେଲା ଭାରତ

ମାଉଣ୍ଟ ମଙ୍ଗାନୁଇ,୨୦।୧୧: ଭାରତର ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମାଉଣ୍ଟ ମଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ସମ୍ମୁଖରେ ଭାରତ ୧୯୨ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହାରି ପରେ ପ୍ରଥମେ ବ୍ୟାଟିଂ କରି ଭାରତର ଆରମ୍ଭ ଭଲ…

ଭାଜପାରୁ ୭ ବିଦ୍ରୋହୀ ନେତା ବିଦା

ଗାନ୍ଧୀନଗର,୨୦।୧୧: ଗୁଜରାଟରେ ବିଦ୍ରୋହୀ ନେତାଙ୍କ ବିରୋଧରେ ଭାଜପାା କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଭାଜପା ଗୁଜରାଟର ରାଜ୍ୟ ସଭାପତି ସିଆର ପାଟିଲ ବିଦ୍ରୋହୀ ୭ ନେତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ମଧୁ ଶ୍ରୀବାସ୍ତବ, ଅରବିନ୍ଦ ଲଡାନି,…

ଟୁଇଟରକୁ ଫେରିଲେ ଟ୍ରମ୍ପ

ୱାଶିଂଟନ,୨୦ ।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଟୁଇଟରକୁ ଫେରିଛନ୍ତି । ବ୍ଲୁ ଟିକ ସହ ପୁଣିଥରେ ତାଙ୍କ ଟୁଇଟର ଆକାଉଣ୍ଟକୁ ଆକ୍ଟିଭ କରଦିଆଯାଇଛି । ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ଟୁଇଟରର ନୂଆ ମାଲିକ ଏଲନ ମସ୍କ…

ଗୁଜରାଟରେ ଆଜିଠାରୁ ମୋଦିଙ୍କ ପ୍ରଚାର ଅଭିଯାନ ଆରମ୍ଭ, କଂଗ୍ରେସର ଗଡ ସୌରାଷ୍ଟ୍ରରେ କରିବେ ପ୍ରଚାର

ନୂଆଦିଲ୍ଲୀ,୨୦ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପ୍ରଚାରରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏଣ୍ଟ୍ରି ହୋଇ ସାରିଛି । ଶନିବାର ମୋଦି ବଲସାଡରେ ରାଲି କରିବା ସହ ରୋଡ ଶୋ’ ବି କରିଥିଲେ । ରବିବାର ପ୍ରଧାନମନ୍ତ୍ରୀ ମୋଦି ରାଲି କରିବାର…

ଡାଟା ସୁରକ୍ଷା ବିଲ୍‌: ଆଇନ ଭଙ୍ଗକଲେ ସରକାରଙ୍କୁ ବି ଜରିମାନା…

ନୂଆଦିଲ୍ଲୀ,୧୯।୧୧ : ଭାରତ ସରକାର ଏକ ନୂତନ ଡାଟା ସୁରକ୍ଷା ବିଲକୁ ନେଇ ପ୍ରସ୍ତାବ ଆଗତ କରିଛନ୍ତି। ଏହି ଆଇନରେ ତଥ୍ୟ ଉଲ୍ଲଂଘନ ମାମଲାରେ ସରକାରଙ୍କୁ ମଧ୍ୟ ଛାଡ ଦିଆଯାଇ ନାହିଁ। ଏହି ସୂତ୍ର ଅନୁଯାୟୀ ତଥ୍ୟ ଉଲ୍ଲଂଘନ ପାଇଁ ସରକାର…

ୟୁକ୍ରେନ୍‌ ଉପରେ ନୂଆ ବିପଜ୍ଜନକ ଅସ୍ତ୍ର ପ୍ରୟୋଗ କରିବାକୁ ଯୋଜନା କରୁଛି ରୁଷିଆ…

ମସ୍କୋ,୧୯।୧୧ : ୟୁକ୍ରେନ୍‌କୁ ଯୁଦ୍ଧରେ ପରାଜିତ ହେବାର ଭୟରେ ରାଷ୍ଟ୍ରପତି ଭ୍ଲାଡ଼ିମୀର ପୁଟିନ ବିପଜ୍ଜନକ ପୋର ମ୍ୟାନ୍‌ ନ୍ୟୁକ୍ଲିୟର ଓ୍ବିପୋନ ପ୍ରୟୋଗ କରିବାକୁ ଯୋଜନା କରୁଛନ୍ତି। ଏନେଇ ସେ ନିଜ ପ୍ରାଇଭେଟ ଆର୍ମିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ବିସ୍ଫୋରଣ ଘଟିଲେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri