Home Middle

୯୦୧ ପୋଲିସଙ୍କୁ ପୋଲିସ ମେଡାଲ, ୧୪୦ଙ୍କୁ ବୀରତା ପଦକ…

ନୂଆଦିଲ୍ଲୀ,୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ୯୦୧ ଜଣ ପୋଲିସଙ୍କୁ ପୋଲିସ ମେଡାଲରେ ସମ୍ମାନୀତ କରାଯାଇଛି। ଏଥିରେ ୧୪୦ ଜଣ ପୋଲିସଙ୍କୁ ଗ୍ୟାଲେଣ୍ଟ୍ରି ପାଇଁ ବୀରତା ପଦକ ପ୍ରଦାନ କରାଯାଇଛି। ଏହା ବ୍ୟତୀତ ୯୩ ପୋଲିସଙ୍କୁ ବିଶିଷ୍ଟ ସେବା (ପିପିଏମ) ଏବଂ…

ଆଶିଷଙ୍କୁ ସର୍ତ୍ତମୂଳକ ମଧ୍ୟବର୍ତ୍ତୀକାଳୀନ ଜାମିନ…

ନୂଆଦିଲ୍ଲୀ,୨୫।୧ : ଲଖିମପୁର ଖେରୀ ହିଂସା ମାମଲାରେ ସୁପ୍ରିମକୋର୍ଟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ସର୍ତ୍ତମୂଳକ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ୮ ସପ୍ତାହ ପାଇଁ ସର୍ତ୍ତମୂଳକ ଜାମିନରେ ମିଶ୍ରଙ୍କୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୃକ୍ତ ଅଦାଲତଙ୍କୁ ତାଙ୍କ ଅବସ୍ଥିତି…

ଧ୍ୱଂସର ନିକଟ ହେଉଛି ପୃଥିବୀ: ଡୁମ୍ସଡେ କ୍ଲକରେ କମିଲା ୧୦ ସେକେଣ୍ଡ…

ନ୍ୟୁୟର୍କ,୨୫।୧ : ଡୁମ୍ସଡେ କ୍ଲକ ବିଷୟରେ ବୈଜ୍ଞାନିକମାନେ ଏକ ବଡ଼ ଘୋଷଣା କରିଛନ୍ତି। ସମଗ୍ର ବିଶ୍ୱରେ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଶୀର୍ଷ ଆଣବିକ ବୈଜ୍ଞାନିକମାନେ ତିନି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଘଣ୍ଟାକୁ ୧୦ ସେକେଣ୍ଡ ହ୍ରାସ କରିଛନ୍ତି।…

ମୃତ ଦେହ ସଂସ୍କାର ପାଇଁ ଚାଇନାରେ ସଙ୍କଟ, ମିଳୁନି କଫିନ…

ବେଜିଂ,୨୫।୧ : ଚାଇନାରେ କରୋନା ତାଣ୍ଡବ ଜାରି ରହିଛି। ଏଠାରେ ପ୍ରାୟ ୮୦ ପ୍ରତିଶତ ଜନସଂଖ୍ୟା ସଂକ୍ରମଣର ଶିକାର ହୋଇଛନ୍ତି ଏବଂ ମୃତକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଡିସେମ୍ବରରୁ ଚାଇନାରେ କରୋନା କାରଣରୁ ୬୦ ହଜାର ମୃତ୍ୟୁ ହୋଇଥିବା…

ସୁଷମା ସ୍ବରାଜ ଗୁରୁତ୍ୱପୂର୍ଣ୍ଣ ନ ଥିଲେ: ମାଇକ ପୋମ୍ପିଓ…

ଓ୍ବାଶିଂଟନ,୨୫।୧ : ଆମେରିକାର ପୂର୍ବତନ ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିଓ କହିଛନ୍ତି ଯେ ସେ ତାଙ୍କର ତତ୍କାଳୀନ ଭାରତୀୟ ପ୍ରତିପକ୍ଷ ସୁଷମା ସ୍ବରାଜଙ୍କୁ ଜଣେ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ନେତା ଭାବରେ ସେ କେବେ ମଧ୍ୟ ଦେଖି ନାହାଁନ୍ତି । କିନ୍ତୁ ଅପରପକ୍ଷରେ…

ଗର୍ଭସ୍ଥ ଶିଶୁ-ଗର୍ଭାଶୟ ପାଇଁ କରୋନା ସଂକ୍ରମଣ ସାଂଘାତିକ ହୋଇପାରେ…

ଓ୍ବାଶିଂଟନ,୨୫।୧ : ଗର୍ଭବତୀ ମହିଳାଙ୍କ ଗର୍ଭସ୍ଥ ଶିଶୁ ଏବଂ ଗର୍ଭାଶୟ ପାଇଁ କରୋନା ସଂକ୍ରମଣ ସାଂଘାତିକ ହୋଇପାରେ। ଏନେଇ ‘ଦ ଲାନସେଟ ରିଜିଓନାଲ ହେଲଥ୍‌ ୟୁରୋପ’ ପତ୍ରିକାରେ ପ୍ରକାଶିତ ଏକ ଅଧ୍ୟୟନରେ ଏହା ଦାବି କରାଯାଇଛି। ଅଧ୍ୟୟନ ଅନୁଯାୟୀ ଏହି ସଂକ୍ରମଣ…

ପୁଲଓ୍ବାମା ଆକ୍ରମଣ ପରେ ଭାରତ-ପାକିସ୍ତାନରେ ଆଣବିକ ଯୁଦ୍ଧ ହେବାର ଆଶଙ୍କା ଥିଲା: ଆମେରିକା…

ଓ୍ବାଶିଂଟନ,୨୫।୧ : ଆମେରିକାରର ପୂର୍ବତନ ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିଓ ଦାବି କରିଛନ୍ତି ଯେ ପୁଲଓ୍ବାମା ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଣବିକ ଯୁଦ୍ଧ ହେବାର ଆଶଙ୍କା ଥିଲା। ତତ୍କାଳୀନ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ତାଙ୍କୁ…

କ୍ରିସ ହିପକିନ୍ସ ନ୍ୟୁଜିଲାଣ୍ଡର ନୂଆ ପ୍ରଧାନମନ୍ତ୍ରୀ…

ଓ୍ବିଲଙ୍ଗଟନ,୨୫।୧ : କ୍ରିସ ହିପକିନ୍ସ ନ୍ୟୁଜିଲାଣ୍ଡର ନୂତନ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ବୁଧବାର ସେ ଦେଶର ୪୧ ତମ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ନ୍ୟୁଜିଲାଣ୍ଡର ସରକାରୀ ଗଣମାଧ୍ୟମ ଆରଏନଜେଡ ଏହି ସୂଚନା ଦେଇଛି । ବୁଧବାର ସକାଳେ ପ୍ରଧାନମନ୍ତ୍ରୀ ଭାବରେ…

କଫ୍‌ ସିରପ୍‌ ପିଇ ୩୦୦ରୁ ଊର୍ଦ୍ଧ୍ୱ ଶିଶୁ ମୃତ: ଡବ୍ଲ୍ୟୁଏଚ୍‌ଓର ତନାଘନା

ଜେନେଭା,୨୫ା୧: ବିଷାକ୍ତ କଫ୍‌ ସିରପ୍‌ ପିଇ ଅଦ୍ୟାବଧି ୩ ଦେଶର ୩୦୦ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହେଲାଣି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ବିଧିବଦ୍ଧ ତଦନ୍ତ ଆରମ୍ଭ ହୋଇଛି। ଭାରତ ଓ ଇଣ୍ଡୋନେସିଆରେ ପ୍ରସ୍ତୁତ କଫ୍‌…

ସମୟ ପୂର୍ବରୁ ଅପରାଧୀଙ୍କୁ ଖଲାସ କରିବା ସରକାରଙ୍କ କାମ: ସୁପ୍ରିମ୍‌ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତଙ୍କ ମୁକ୍ତି ନେଇ…

ନୂଆଦିଲ୍ଲୀ,୨୪।୧ : ଅପରାଧୀଙ୍କୁ ସମୟ ପୂର୍ବରୁ ଖଲାସ କରିବା ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ଶୀର୍ଷକୋର୍ଟ କହିଛନ୍ତି, ଜଣେ ଦୋଷୀଙ୍କୁ ସମୟ ପୂର୍ବରୁ ମୁକ୍ତି ଦେବା ସରକାରଙ୍କ କାମ। ଏଭଳି ମୁକ୍ତି ମାମଲା ସରକାରଙ୍କ ନୀତି ଅନୁଯାୟୀ ହୋଇଥାଏ।…

ଫାସଟ୍ୟାଗ୍ସ ଦ୍ୱାରା ଟୋଲ ସଂଗ୍ରହରେ ୪୬ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୨୪।୧ : ଫାସଟ୍ୟାଗ୍ସ ମାଧ୍ୟମରେ, ଗତ କିଛି ବର୍ଷ ମଧ୍ୟରେ ଟୋଲ ସଂଗ୍ରହରେ ବୃଦ୍ଧି ଘଟିଛି । ୨୦୨୧ ବର୍ଷ ତୁଳନାରେ, ୨୦୨୨ରେ ଟୋଲ ସଂଗ୍ରହରେ ୪୬ ପ୍ରତିଶତ ବୃଦ୍ଧି ଘଟିଛି। ୨୦୨୧ ମସିହାରେ ସଂଗ୍ରହ ପରିମାଣ ୩୪,୭୭୮ କୋଟି ଥିଲା,…

୫ ମହଲା କୋଠା ଭୁଶୁଡିଲା, ୫ ମୃତଦେହ ଉଦ୍ଧାର, ୩୦-୪୦ ଲୋକ ମାଟିତଳେ ଦବି ରହିଥିବା ଆଶଙ୍କା…

ଲକ୍ଷ୍ନୌ,୨୪।୧ : ଲକ୍ଷ୍ନୌର ହଜରତଗଞ୍ଜରେ ୧୫ ବର୍ଷ ପୁରୁଣା ଏକ ୫ ମହଲା କୋଠା ଭୁଶୁଡି ପଡ଼ିଛି। ଏଥିରେ ୫ ଜଣ ଲୋକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତେବେ ମାଟି ତଳେ ୪୦-୫୦ ଲୋକ ଦବି ହୋଇ ରହିଥିବା ଆଶଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?