ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…
ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ ଗିରଫ କରିଛି । ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିବା…
ନଏଡା ଦୁର୍ଘଟଣା
ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬ ବିଳମ୍ବିତ ରାତିରେ ଏକ କାର୍ ଡ୍ରେନ୍ ପାଚେରିରେ ପିଟି ହୋଇ ପାଣିଭର୍ତ୍ତି ଖାତ ମଧ୍ୟକୁ…
ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା
ଭୁବନେଶ୍ୱର, ୨୧।୧(ସୁନିତ୍ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି। କେତେବେଳେ ବିଧାୟକମାନଙ୍କ ସହ ସିଧାସଳଖ ଆଲୋଚନା କରୁଛନ୍ତି ତ ଆଉ କେତେବେଳେ ବରିଷ୍ଠ ନେତାଙ୍କୁ…
ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ
ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ…
ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର
ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400 ପ୍ରଣାଳୀ ପରେ, ଭାରତ ଏବେ ନିଜସ୍ୱ ଜ୍ଞାନକୌଶଳରେ ନିର୍ମିତ ‘ହାଇ-ପାୱାର ଲେଜର ଅସ୍ତ୍ର’ ପ୍ରସ୍ତୁତ…
ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି
ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହା ଗତ ଚାରି ମାସ ମଧ୍ୟରେ ସର୍ବାଧିକ। ନଭେମ୍ବର ମାସରେ ଏହି ହାର…
ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ
କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ହାୱଡ଼ା ଓ ଗୁୱାହାଟୀ ମଧ୍ୟରେ ଏହି ଟ୍ରେନର ଶୁଭାରମ୍ଭ…
ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ
ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର ଶିଶୁ ପୁତ୍ରର ଜୀବନ ଚାଲିଯାଇଛି। ମୃତ ଶିଶୁଟି ସହରର ସୁନାରୀପଡ଼ା ଅଞ୍ଚଳର ସଞ୍ଜିତ ସିହ୍ନାଙ୍କ…
ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା
ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର ଶେୟାର ଗୁଡ଼ିକରେ ବ୍ୟାପକ ହ୍ରାସ ପାଇଛି। ଫଳରେ ନିବେଶକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି…
ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା
ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର ଜାତୀୟ ସଭାପତି ନିର୍ବାଚିତ ହେବା ପାଇଁ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଉଛି। ଗତ କିଛି…
କୁଲି, ମୂଲିଆଙ୍କ ଦେଶ
ପାଖାପାଖି ୧୫୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତରେ ଯୁବଶକ୍ତିର କେତେ ବେରୋଜଗାର ଅଛନ୍ତି ତାହାର ବାସ୍ତବ ସଂଖ୍ୟା ଜାଣିବା ଅସମ୍ଭବ। ଏଇଥିପାଇଁ ଅସମ୍ଭବ କୁହାଯାଉଛି ଯେ, କାରଣ ଏବକାର ପରିସ୍ଥିତିରେ କୌଣସି ସରକାରୀ କଳ ଦ୍ୱାରା ସଂଗୃହୀତ ତଥ୍ୟ ଉପରେ ଭରସା…
ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର
ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍ ଅଫିସ ଓ ଓ୍ବାର୍ଡ ଅଫିସ୍ରେ ପ୍ରଦର୍ଶିତ କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ…

