ଭାରତ ଯୋଡ଼ୋ ଯାତ୍ରା ଜନତାଙ୍କ ପ୍ରସଙ୍ଗରେ ସରକାରଙ୍କୁ ଉତ୍ତରଦାୟୀ କରାଇବ
ନୂଆଦିଲ୍ଲୀ,୧୪।୧୧ (ପି.ଟି.): କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ଲୋକଙ୍କ ପ୍ରସଙ୍ଗ ଉଠାଇବାରେ ସଫଳ ହୋଇଥିବାବେଳେ ଆଗାମୀ ଦିନରେ ଉକ୍ତ ପ୍ରସଙ୍ଗରେ ସରକାରଙ୍କୁ ଉତ୍ତରଦାୟୀ ସୁନିଶ୍ଚିତ କରାଇବାକୁ ଯାଉଛି। ଯାତ୍ରା ଦ୍ୱାରା କଂଗ୍ରେସ ନେତା ରାହୁଲ ଗାନ୍ଧୀ ବଦନାମ ହେବେ ବୋଲି ଯେଉଁ…
୧୦୦ ଜିଲା ହସ୍ପିଟାଲ ହେବ ମେଡିକାଲ କଲେଜ
ନୂଆଦିଲ୍ଲୀ,୧୪।୧୧(ପି.ଟି.): ଦେଶର ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ପର୍ଯ୍ୟାପ୍ତ ମାନବ ସମ୍ବଳ ଯୋଗାଇବା ଲକ୍ଷ୍ୟରେ ୨୦୨୭ ସୁଦ୍ଧା ୧୦୦ଟି ଜିଲା ହସ୍ପିଟାଲର ଉନ୍ନତୀକରଣ କରାଯାଇ ନୂଆ ମେଡିକାଲ କଲେଜରେ ପରିଣତ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏଭଳି ଏକ ପ୍ରସ୍ତାବ ଆଣିଛି। କେନ୍ଦ୍ରୀୟ ଯୋଜନାରେ ଜିଲା…
ଯୁଦ୍ଧଭୂଇଁରେ ସ୍ବାମୀଙ୍କ ସନ୍ଧାନ
ମସ୍କୋ, ୧୪।୧୧: ୟୁକ୍ରେନ୍ ଆକ୍ରମଣ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ କେବଳ ପାଶ୍ଚାତ୍ୟରେ ନିନ୍ଦିତ କରିନାହିଁ, ଦେଶ ଭିତରେ ମଧ୍ୟ ତାଙ୍କୁ ଘୋର ବିରୋଧର ସାମ୍ନା କରିବାକୁ ପଡ଼ୁଛି। ସାଢେ ୮ମାସ ଧରି ଚାଲିଥିବା ଯୁଦ୍ଧ ରୁଷିଆକୁ ସାମରିକ ଦୃଷ୍ଟିରୁ ଦୁର୍ବଳ…
ଡେମୋକ୍ରାଟ୍ସଙ୍କ ସିନେଟ
ଓ୍ବାଶିଂଟନ,୧୪ା୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଡେମୋକ୍ରାଟିକ୍ ପାର୍ଟି ସିନେଟ୍ ଉପରେ ନିୟନ୍ତ୍ରଣ ବଳବତ୍ତର ରଖିଛି। ମିଡ୍ଟମର୍ସରେ ଶାସକ ଦଳର ନେଭାଡା ସିନେଟର କ୍ୟାଥେରିନ୍ କୋର୍ଟେଜ୍ ମାସ୍ତୋ ଶନିବାର ବିଳମ୍ବିତ ରାତିରେ ବିଜୟୀ ହୋଇଛନ୍ତି। ସେ ତାଙ୍କ ରିପବ୍ଲିକାନ୍ ଚ୍ୟାଲେଞ୍ଜର ଆଡାମ୍…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର,୧୪ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳ ବଦଳ କରାଯାଇଛି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଗତ ଶନିବାର ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଯାଜପୁର ଏଡିଏମ୍ ଅକ୍ଷୟ କୁମାର…
ଦିଲ୍ଲୀ ଏକ୍ୟୁଆଇ ଅସ୍ବାସ୍ଥ୍ୟକର
ନୂଆଦିଲ୍ଲୀ,୧୪ା୧୧ : ଦିଲ୍ଲୀର ଏୟାର କ୍ୱାଲିଟି ଇନ୍ଡେକ୍ସ ବା ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ)ରେ ସାମାନ୍ୟ ଉନ୍ନତି ଆସିଛି। ତଥାପି ଏହା ଅସ୍ବାସ୍ଥ୍ୟକର ରହିଛି। ସିଷ୍ଟମ୍ ଅଫ୍ ଏୟାର କ୍ୱାଲିଟି ଆଣ୍ଡ୍ ଫୋରକାଷ୍ଟିଂ ଆଣ୍ଡ୍ ରିସର୍ଚ୍ଚ (ଏସ୍ଏଏଫ୍ଏଆର୍) ଅନୁସାରେ ଜାତୀୟ ରାଜଧାନୀରେ…
ସହରାଞ୍ଚଳ ପ୍ରଦୂଷଣ ଘାତକ
ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର/ ଅନୁଗୋଳ ଅଫିସ୍,୧୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ମାରାତ୍ମକ ସ୍ତରରେ ରହୁଛି। କେବଳ ଦିଲ୍ଲୀ ନୁହେଁ, ଦେଶର ବଡ଼ ବଡ ସହରରେ ନିଃଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ବିଶୁଦ୍ଧ ବାୟୁ ମିଳିବା କଷ୍ଟକର ହୋଇପଡ଼ିଲାଣି। ଯାନବାହନ ବୃଦ୍ଧି ସାଙ୍ଗକୁ…
ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ବାଲି ଯିବେ ମୋଦି
ନୂଆଦିଲ୍ଲୀ,୧୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ଲାଗି ସୋମବାର ଇଣ୍ଡୋନେସିଆର ବାଲି ଯାତ୍ରା କରିବେ । ପ୍ରଧାନମନ୍ତ୍ରୀ ମୋଦି ୧୪ରୁ ୧୬ ନଭେମ୍ବର ପର୍ଯ୍ୟନ୍ତ ବାଲିରେ ରହିବେ । ଜି-୨୦ ଶିଖର ସମ୍ମିଳନୀ ୧୫-୧୬…
ପାକିସ୍ତାନକୁ ହରାଇ ଟି-୨୦ ବିଶ୍ୱକପ୍ ଚାମ୍ପିଅନ୍ ହେଲା ଇଂଲଣ୍ଡ
ମେଲବୋର୍ନ,୧୨।୧୧: ଇଂଲଣ୍ଡ ଟି-୨୦ ବିଶ୍ୱକପ ୨୦୨୨ ଚାମ୍ପିଅନ୍ ହୋଇଛି। ମେଲବୋର୍ନରେ ଚାଲିଥିବା ଫାଇନାଲ ମ୍ୟାଚରେ ବେନ ଷ୍ଟୋକ୍ସ ଏବଂ ମୋଇନ ଅଲିଙ୍କ ଚମତ୍କାର ଇନିଂସ ଆଧାରରେ ପାକିସ୍ତାନକୁ ୫ ଉଇକେଟ୍ରେ ପରାସ୍ତ କରିଛି ଇଂଲଣ୍ଡ। ଏହା ହେଉଛି ଇଂଲଣ୍ଡର ଦ୍ୱିତୀୟ ଟି…
ବିବାହ ବନ୍ଧନରେ ବାନ୍ଧି ହେଲେ ଟ୍ରମ୍ପଙ୍କ ଝିଅ
ଓ୍ବାଶିଂଟନ,୧୩ା୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଝିଅ ଟିଫାନୀ ରବିବାର ତାଙ୍କର ଦୀର୍ଘଦିନର ପ୍ରେମିକ ମାଇକେଲ ବୋଲୋସଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଟ୍ରମ୍ପଙ୍କ ଫ୍ଲୋରିଡାସ୍ଥିତ ନିବାସ ମାର୍-ଏ-ଲାଗୋରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ମାଇକେଲଙ୍କ ସହ ବିବାହ …
ମହାରାଷ୍ଟ୍ରର ରାଜନୈତିକ ପରିବେଶ ପ୍ରଦୂଷିତ ହୋଇଛି, ସତ୍ୟ କହୁଥିବା ଲୋକଙ୍କ ଶତ୍ରୁ ଦିଲ୍ଲୀରେ…
ମୁମ୍ବାଇ,୧୩।୧୧ : ଜେଲରୁ ବାହାରିବା ପରଠାରୁ ଶିବସେନା ଏମ୍ପି ସଞ୍ଜୟ ରାଉତ କ୍ରମାଗତ ଭାବରେ ଭାଜପା ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାରଙ୍କ ବିରୋଧରେ ଅଭିଯୋଗ କରୁଛନ୍ତି। ଏହି କ୍ରମରେ ସେ ରବିବାର ଦାବି କରିଛନ୍ତି ଯେ ମହାରାଷ୍ଟ୍ରର ରାଜନୈତିକ ପରିବେଶ…
ମାନ୍ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି : ପଞ୍ଜାବରେ ନୂଆ ଅସ୍ତ୍ରଶସ୍ତ୍ର ଲାଇସେନ୍ସ ଉପରେ ରୋକ…
ଚଣ୍ଡିଗଡ଼,୧୩।୧୧ : ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ରାଜ୍ୟରେ ନୂତନ ଅସ୍ତ୍ର ଲାଇସେନ୍ସ ଉପରେ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଡିସି ବ୍ୟକ୍ତିଗତ ଭାବେ ସନ୍ତୁଷ୍ଟ ନହେବା ପର୍ଯ୍ୟନ୍ତ କୌଣସି ନୂତନ ଲାଇସେନ୍ସ ପ୍ରଦାନ…
Archives


