Home Middle

ଭାରତର ଟି-୨୦ ବିଶ୍ୱକପ୍‌ ଫାଇନାଲ ଖେଳିବା ଆଶା ଚୂରମାର୍‌

ଆଡିଲେଡ,୧୦।୧୧: ଭାରତର ଟି-୨୦ ବିଶ୍ୱକପ୍‌ ଫାଇନାଲ ଖେଳିବା ଆଶ ଶେଷରେ ଚୂରମାର୍‌ ହୋଇଛି। ସେମିଫାଇନାଲରେ ଇଂଲଣ୍ଡଠାରୁ ଶୋଚନୀୟ ଭାବେ ପରାଜୟ ହୋଇଛି ଭାରତ। ୧୬୯ ରନ୍‌ର ଟାର୍ଗେଟ୍‌କୁ ପିଛା କରି ଇଂଲଣ୍ଡ ୧୬ ଓଭରରେ କୌଣସି ଉଇକେଟ୍‌ ନ ହରାଇ ଲକ୍ଷ୍ୟ…

ଆଫଗାନିସ୍ତାନରେ ମହିଳାଙ୍କ ଉପରେ ବଢୁଛି ପ୍ରତିବନ୍ଧକ, ସ୍କୁଲ-ଜବ ପରେ ଏବେ ପାର୍କ ଓ ମେଳାରେ ଏଣ୍ଟ୍ରି ମନା

କାବୁଲ,୧୦ ।୧୧: ଆଫଗାନିସ୍ତାନରେ ମହିଳାଙ୍କ ଉପରେ ପ୍ରତିବନ୍ଧକ ବେଳକୁ ବେଳ ବଢିବାରେ ଲାଗିଛି । ଏବେ ଆଫଗାନିସ୍ତାନର ରାଜଧାନୀ କାବୁଲରୁ ଏକ ବଡ ଖବର ଆସିଛି । ଏଠାରେ ସାର୍ବଜନିକ ସ୍ଥାନ ଅର୍ଥାତ୍ ପାର୍କ ଓ ମେଳାରେ ମହିଳାଙ୍କ ପ୍ରବେଶ ଉପରେ…

ବାୟୁ ପ୍ରଦୂଷଣରେ ପ୍ରତିବର୍ଷ ଯିବ ୧୫ ଲକ୍ଷ ଲୋକଙ୍କ ଜୀବନ

ଟରଣ୍ଟୋ,୧୦ା୧୧: ବାୟୁ ପ୍ରଦୂଷଣ ସମଗ୍ର ବିଶ୍ୱରେ ଲୋକଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ ଅଟେ। ଏକ ଅଧ୍ୟୟନ ଅନୁଯାୟୀ, ପ୍ରତିବର୍ଷ ବିଶ୍ୱରେ ୧୫ ଲକ୍ଷ ଲୋକଙ୍କ ଅକାଳ ମୃତ୍ୟୁ ଘଟିବ। ଏଥିପାଇଁ ବାୟୁ ପ୍ରଦୂଷଣ ଦାୟୀ ହୋଇପାରେ। ଅଧ୍ୟୟନରୁ ଜଣାପଡ଼ିଛି, ବାୟୁ ପ୍ରଦୂଷଣର…

ବସ୍ତିବାସିନ୍ଦାଙ୍କ ପାଇଁ ସର୍ଭେ ଆରମ୍ଭ, ଉପକୃତ ହେବେ ଅଢ଼େଇ ଲକ୍ଷ ପରିବାର

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ସହରର ବସ୍ତି ବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି। ଯେଉଁମାନେ ଆମ ସହରକୁ ଗଢ଼ନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି, ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ଟି ମହାନଗର…

ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ: ଇଂଲଣ୍ଡକୁ ୧୬୯ ରନ୍‌ର ଟାର୍ଗେଟ୍‌ ଦେଲା ଭାରତ

ଆଡିଲେଡ,୧୦।୧୧: ଟି-୨୦ ବିଶ୍ୱକପ ୨୦୨୨ର ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ୧୬୮ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି ଭାରତ। ଆଡିଲେଡ ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୬୮ ରନ୍‌ କରିଛି। ଭାରତ ପକ୍ଷରୁ…

ସେମିଫାଇନାଲରେ ଟସ୍‌ ଜିତିଲା ଇଂଲଣ୍ଡ

ଆଡିଲେଡ,୧୦।୧୧: ଟି-୨୦ ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ସେମିଫାଇନାଲରେ ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ମୁକାବିଲା ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ପ୍ରଥମେ ଭାରତ ବ୍ୟାଟିଂ କରିବ। ଇଂଲଣ୍ଡ ଦଳରେ ଦୁଇଟି…

ମୈନପୁରୀରୁ ଲଢ଼ିବେ ଡିମ୍ପଲ…

ଲକ୍ଷ୍ନୌ,୧୦।୧୧ : ସମାଜବାଦୀ ପାର୍ଟି ପକ୍ଷରୁ   ମୈନପୁରୀ ଲୋକସଭା  ଉପ-ନିର୍ବାଚନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏସପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କୁ ପ୍ରାର୍ଥୀ କରାଯାଇଛି। ଗୁରୁବାର ଏସପି ତାଙ୍କ ନାମ ଘୋଷଣା କରିଛି। ଏସପି ପୃଷ୍ଠପୋଷକ…

ଭାଜପାର ୧୬୦ ପ୍ରାର୍ଥୀ ତାଲିକାରେ ୩୮ ନୂଆ ଚେହେରା…

ଅହମଦାବାଦ,୧୦।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ବହୁ ବିଚାର ବିମର୍ଷ ପରେ ଭାଜପା ଗୁରୁବାର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରି ମୋଟ ୧୮୨ ଟି ଆସନ ମଧ୍ୟରୁ ୧୬୦ ଜଣଙ୍କ ନାମ ଘୋଷଣା କରିଛି। ଏଥିରେ କ୍ରିକେଟର ରବିନ୍ଦ୍ର…

ଚ୍ୟାନେଲ ପାଇଁ କେନ୍ଦ୍ରର ନୂଆ ନିୟମ, ଜନସାଧାରଣଙ୍କ ସ୍ବାର୍ଥ ସହ ଜଡ଼ିତ ୩୦ ମିନିଟ ପ୍ରସାରଣ ଅନିବାର୍ଯ୍ୟ…

ନୂଆଦିଲ୍ଲୀ,୧୦।୧୧ :ଭାରତକୁ ଏକ ପ୍ରମୁଖ ଅପଲିଙ୍କିଂ ହବ ଭାବରେ ପ୍ରୋଜେକ୍ଟ କରିବାକୁ ସରକାର ଟେଲିଭିଜନ ଚ୍ୟାନେଲଗୁଡିକର ଅନୁପାଳନ ନିର୍ଦ୍ଦେଶାବଳୀ ଘୋଷଣା କରିଛନ୍ତି ଏବଂ ମୁଖ୍ୟତଃ ମନୋରଞ୍ଜନ ଚ୍ୟାନେଲଗୁଡିକ ପାଇଁ ୩୦ମିନିଟର ଜନସାଧାରଣଙ୍କ ସ୍ବାର୍ଥ ସହ ଜଡ଼ିତ ଥିବା ପ୍ରସାରଣକୁ ବାଧ୍ୟତାମୂଳକ କରିଛନ୍ତି।…

‘ଓଡ଼ିଶାରେ ରାଷ୍ଟ୍ରପତି ପହଞ୍ଚିବା ଅତ୍ୟନ୍ତ ଆନନ୍ଦଦାୟକ’

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ ରହିବା ଅତ୍ୟନ୍ତ ଆନନ୍ଦଦାୟକ ଅଟେ। ତାଙ୍କୁ…

ହିମାଳୟରେ ଆସିବ ବିନାଶକାରୀ ଭୂକମ୍ପ : ଚେତାବନୀ ଦେଲେ ବୈଜ୍ଞାନିକ…

ନୂଆଦିଲ୍ଲୀ,୧୦।୧୧ : ହିମାଳୟ ଅଞ୍ଚଳରେ ଏକ ବଡ଼ ଧରଣର ବିନାଶକାରୀ ଭୂକମ୍ପ ହେବାର ଆଶଙ୍କା ରହିଛି। ତେବେ ଏହା କେବେ ହେବ ତାହାର ପୂର୍ବାନୁମାନ କରାଯିବା କଷ୍ଟକର। ଏହାକୁ ଦୃଷ୍ଟିରେ ରଖି ବୈଜ୍ଞାନିକମାନେ ଭୟଭୀତ ହେବା ପରିବର୍ତ୍ତେ ଏହାର ମୁକାବିଲା ପାଇଁ…

ଗୁଜରାଟ ନିର୍ବାଚନ ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା, କ୍ରିକେଟର ଜାଡେଜାଙ୍କ ସ୍ତ୍ରୀଙ୍କୁ ଟିକଟ…

ଅହମଦାବାଦ,୧୦।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଘାଟଲୋଡିଆ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏଥି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri