ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହେଲା ୨୫୦ଦିନ
ମସ୍କୋ/କ୍ୱିଭ,୧ ।୧୧: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ୨୫୦ଦିନ ପୂରଣ କରିଛି । ହେଲେ ଏବେବି ଏହା ଥମିବା ପରିବର୍ତ୍ତେ ବେଳକୁ ବେଳ ବଢିବାରେ ଲାଗିଛି । ୟୁକ୍ରେନର ପାୱାର ପ୍ଲାଣ୍ଟ ଓ ଅନ୍ୟାନ୍ୟ ଭିତ୍ତିଭୂମି ଉପରେ ରୁଷିଆ କରିଥିବା…
ଆଇଏସଆଇର ଷଡ଼ଯନ୍ତ୍ର : ଖଲିସ୍ତାନୀ ସମର୍ଥକଙ୍କୁ କରୁଛି ଏକଜୁଟ…
ଇସଲାମାବାଦ,୧।୧୧: ପାକିସ୍ତାନର ଗୁପ୍ତଚର୍ ଏଜେନ୍ସି ଆଇଏସଆଇ ଭାରତ ବିରୋଧରେ ଷଡ଼ଯନ୍ତ୍ର କରୁଛି। ପୃଥିବୀବ୍ୟାପି ସମସ୍ତ ଖଲିସ୍ତାନୀ ସମର୍ଥକଙ୍କୁ ଆଇଏସଆଇ ଏବେ ଏକଜୁଟ କରୁଛି। ଭାରତର ବିଭିନ୍ନ ସ୍ଥାନରେ ଖଲିସ୍ତାନୀଙ୍କ ଆକ୍ରମଣ ପାଇଁ ଆଇଏସଆଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ମିଡ଼ିଆ ରିପୋର୍ଟ…
ମୋରବି ଘଟଣାରୁ ଧ୍ୟାନ ହଟାଇବାକୁ ଚେଷ୍ଟା କରୁଛି ଭାଜପା, ସୁକେଶଙ୍କ କାନ୍ଧରେ ବନ୍ଧୁକ ରଖି ଚଳାଉଛି ଗୁଳି: କେଜରିୱାଲ
ନୂଆଦିଲ୍ଲୀ,୧ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ଜରିଆରେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଭାଜପା ସବୁ ଭଲ କାମକୁ ଅଟକାଇବାକୁ ଚେଷ୍ଟା କରୁଛି । ଏବେ ଏହାର…
ସପ୍ତାହେ ପରେ ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା, ଚିନ୍ତାରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ, ୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୮ ହଜାର ତଳେ ରହିଛି। ଗତ ୨୪…
ସୁପ୍ରିମକୋର୍ଟ ପହଞ୍ଚିଲା ମୋରବି ପୋଲ ଭାଙ୍ଗିବା ଘଟଣା
ନୂଆଦିଲ୍ଲୀ,୧ ।୧୧: ଗୁଜରାଟ ମୋରବି ସହରରେ କେବଲ ସସ୍ପେନସନ ବ୍ରିଜ ଭାଙ୍ଗିବା ଘଟଣା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି । ଏ ନେଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି । ଏହି ଘଟଣାର ତଦନ୍ତ ପାଇଁ ନ୍ୟାୟିକ କମିଶନ ଗଠନ…
ପୀଡିତଙ୍କ ଦୁଃଖ ବାଣ୍ଟିବାକୁ ଆଜି ମୋରବି ଗସ୍ତ କରିବେ ମୋଦି
ନୂଆଦିଲ୍ଲୀ,୧ ।୧୧: ଗୁଜରାଟର ମୋରବି ସହରରେ ମଚ୍ଛୁ ନଦୀ ଉପରେ ଥିବା କେବଲ ସସପେନସନ ପୋଲ ଭାଙ୍ଗି ଯିବାରୁ ଏବେ ପର୍ଯ୍ୟନ୍ତ ୧୩୪ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ୧୦୦ରୁ ଅଧିକ ଆହତଙ୍କର ଏବେ ଚିକିତ୍ସା ଚାଲିଛି । ଏହାକୁ…
ଆଜିଠାରୁ ଡିଜିଟାଲ କରେନ୍ସି
ନୂଆଦିଲ୍ଲୀ,୧।୧୧: ଚଳିତ ବର୍ଷ ନଭେମ୍ବର ୧ ତାରିଖ(ମଙ୍ଗଳବାର)ଠାରୁ ସାରା ଦେଶରେ ଡିଜିଟାଲ କରେନ୍ସିର ପ୍ରଚଳନ ହେବାକୁ ଯାଉଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ମଙ୍ଗଳବାରଠାରୁ ଭାରତରେ ଡିଜିଟାଲ କରେନ୍ସି ‘ଇ-ରୂପୀ’ର ପାଇଲଟ ପ୍ରୋଜେକ୍ଟ ମଧ୍ୟ…
୫ରୁ ବଢ଼ିବ ଶୀତ
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ନଭେମ୍ବର ୫ରୁ ରାଜ୍ୟରେ ଶୀତ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପାରଦ ୨ରୁ ୩ ଡିଗ୍ରୀ ସେଲ୍ସିୟସ୍ ତଳକୁ ଖସିବ। ୭ ତାରିଖରୁ ପାରଦ ଆହୁରି ତଳମୁହାଁ ହେବ। ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍ସିୟସ୍ ତଳକୁ…
ଟୁ-ଫିଙ୍ଗର ଟେଷ୍ଟ ବେଆଇନ
ନୂଆଦିଲ୍ଲୀ,୧।୧୧(ପି.ଟି.):ଏବେ ବି ସମାଜରେ ବଳାତ୍କାର ପୀଡ଼ିତାଙ୍କ ପରୀକ୍ଷା ଲାଗି ଟୁ-ଫିଙ୍ଗର ଟେଷ୍ଟ ପଦ୍ଧତି ଆପଣାଯିବା ଦୁର୍ଭାଗ୍ୟଜନକ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଏଭଳି ପରୀକ୍ଷା ଯେପରି ନ ହୁଏ, ତାହା ସୁନିଶ୍ଚିତ କରିବା ପାଇଁ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଓ ରାଜ୍ୟ…
ମୋରବି ଘଟଣାକୁ ନେଇ ଗୁଜରାଟରେ ନଭେମ୍ବର ୨ରେ ରାଜକୀୟ ଶୋକ, ଏବେ ପର୍ଯ୍ୟନ୍ତ ୧୩୪ ମୃତ
ମୋରବି,୧ ।୧୧: ଗୁଜରାଟର ମୋରବି ଜିଲାରେ ରବିବାର ହୋଇଥିବା ପୋଲ ଦୁର୍ଘଟଣାରେ ନଭେମ୍ବର ୨ରେ ସାରା ରାଜ୍ୟରେ ରାଜକୀୟ ଶୋକ ଘୋଷଣା କରାଯାଇଛି । ସୋମବାର ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ ପଟେଲଙ୍କ ସହ ହୋଇଥିବା ବୈଠକରେ ଏହି ଘୋଷଣା କରାଯାଇଛି ।…
ଝୁଲାପୋଲ ଘଟଣାକୁ ନେଇ ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ
ଅହମଦାବାଦ,୩୧।୧୦: ଗୁଜରାଟର ମୋର୍ବି ସ୍ଥିତ ମାଛୁ ନଦୀରେ ରବିବାର ଏକ ୧୦୦ ବର୍ଷ ପୁରୁଣା ଝୁଲା ପୋଲ ଭୁଶୁଡ଼ିବା ଘଟଣାରେ ୧୩୪ରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାକୁ ନେଇ ଗୁଜୁରାଟର ଗାନ୍ଧୀନଗର ସ୍ଥିତ ରାଜଭବନରେ ସୋମବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ…
ଝୁଲାପୋଲ ଭୁଶୁଡ଼ିବା ଘଟଣା: କଣ୍ଟ୍ରାକ୍ଟର, ମ୍ୟାନେଜରଙ୍କ ସମେତ ୯ ଗିରଫ
ଅହମଦାବାଦ, ୩୧ା୧୦: ଗୁଜରାଟର ମୋର୍ବି ସ୍ଥିତ ମାଛୁ ନଦୀରେ ରବିବାର ଏକ ୧୦୦ ବର୍ଷ ପୁରୁଣା ଝୁଲା ପୋଲ ଭୁଶୁଡ଼ିବା ଘଟଣାରେ ୧୩୪ରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୪୭ ଜଣ ପିଲା ରହିଥିବା ଜଣାପଡ଼ିଛି। ଶତାବ୍ଦୀ ପୁରୁଣା…
Archives


