ରୁଷିଆ ନୌସେନା ବେସରେ ୟୁକ୍ରେନ୍ର ଆକ୍ରମଣ…
ମସ୍କୋ/କ୍ୱିଭ୍,୩୦।୧୦ : ରୁଷିଆ ଦ୍ୱାରା ୟୁକ୍ରେନ ଉପରେ ଚାଲିଥିବା ଇରାନ ଡ୍ରୋନ ଆକ୍ରମଣର ପାଲଟା ଜବାବ ମିଳିଛି। ଘାତକ ୟୁକ୍ରେନ ଡ୍ରୋନ ବିମାନ କ୍ରମିୟାର ସେଭାଷ୍ଟୋପୋଲ ଉପକୂଳରେ ଥିବା ଏକ ରୁଷିଆ ନୌସେନା ବେସକୁ ଟାର୍ଗେଟ କରିଛି। ତେବେ ରୁଷିଆ ୟୁକ୍ରେନର…
ମେଟାକୁ ଦେବାକୁ ପଡ଼ିବ ୮୬ କୋଟିର ଆଇନଗତ ଶୁଳ୍କ…
ଓ୍ବାଶିଂଟନ,୩୦।୧୦ : ଆମେରିକାର ୱାଶିଂଟନ ରାଜ୍ୟରେ ଫେସବୁକର ପ୍ୟାରେଣ୍ଟ କମ୍ପାନୀ ମେଟାକୁ ୨୫ ମିଲିୟନ ଡଲାର୍ ଅର୍ଥାତ୍ ୨ ବିଲିୟନ ଟଙ୍କାରୁ ଅଧିକ ଜରିମାନା କରାଯାଇଛି। ବର୍ତ୍ତମାନ କୋର୍ଟ ୱାଶିଂଟନ ରାଜ୍ୟକୁ ଆଇନଗତ ଶୁଳ୍କ ପାଇଁ ୧୦.୫ ମିଲିୟନ ଡଲାର୍ ଅର୍ଥାତ…
ଜମ୍ମୁ-କଶ୍ମୀରର ବିକାଶ ପାଇଁ ଯୁବବର୍ଗଙ୍କୁ ସ୍ବଚ୍ଛତାକୁ ପ୍ରାଥମିକତା ଦେବାକୁ ପଡିବ : ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୩୦।୧୦ : ଭିଡିଓ କନଫରେନ୍ସ ମାଧ୍ୟମରେ ରବିବାର ଜମ୍ମୁ-କଶ୍ମୀର ରୋଜଗାର ମେଳାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରି କହିଛନ୍ତି ଯେ ଆଗାମୀ ଦିନରେ ଅନ୍ୟ ବିଭାଗରେ ୭୦୦ ରୁ ଅଧିକ ନିଯୁକ୍ତି ପତ୍ର ଦେବା ପାଇଁ ପ୍ରସ୍ତୁତି ଚାଲିଛି। ଜମ୍ମୁ-କଶ୍ମୀରରେ…
ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ରେ ଖଳନାୟକ ସାଜିବ କି ବର୍ଷା ?…
ମେଲବୋର୍ନ,୩୦।୧୦ : ରବିବାର ଟି -୨୦ ବିଶ୍ୱକପର ୩୦ ତମ ମ୍ୟାଚ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ପର୍ଥରେ ଅନୁଷ୍ଠିତ ହେବ । ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡକୁ ପରାସ୍ତ କରିବା ପରେ ଭାରତୀୟ ଦଳ ଶକ୍ତିଶାଳୀ…
ମହିଳାଙ୍କ ପ୍ରଜନନ ଅଧିକାରରେ ବୟସ ପ୍ରତିବନ୍ଧକ ମାମଲା : କେନ୍ଦ୍ରକୁ ସୁପ୍ରିମ୍କୋର୍ଟଙ୍କ ନୋଟିସ…
ନୂଆଦିଲ୍ଲୀ,୩୦।୧୦ : ଗର୍ଭଧାରଣ ପୂର୍ବରୁ ଏବଂ ପ୍ରସବ ପୂର୍ବରୁ ଡାଇଗ୍ନୋଷ୍ଟିକ ଜ୍ଞାନକୌଶଳ ଆଧାରରେ ପରୀକ୍ଷା କରିବା ପାଇଁ ମହିଳାଙ୍କ ପ୍ରଜନନ ଅଧିକାର ଉପରେ ୩୫ ବର୍ଷ ବୟସର ପ୍ରତିବନ୍ଧକ ବିରୋଧରେ ସୁପ୍ରିମକୋର୍ଟ କେନ୍ଦ୍ରର ପ୍ରତିକ୍ରିୟା ଲୋଡିଛନ୍ତି। ଆଇନଜୀବୀ ମୀରା କୌର ପଟେଲଙ୍କ…
ମହାରାଷ୍ଟ୍ର-ଗୁଜରାଟ ପୁଞ୍ଜିନିବେଶ ବିବାଦ ମଧ୍ୟରେ ଗଡ଼କରୀ ଟାଟା ଗ୍ରୁପ୍କୁ ଲେଖିଲେ ଚିଠି : ନାଗପୁରରେ କମ୍ପାନୀକୁ ସ୍ବାଗତ…
ନୂଆଦିଲ୍ଲୀ,୩୦।୧୦ : ବର୍ତ୍ତମାନ ଟାଟା କମ୍ପାନୀର ପୁଞ୍ଜି ବିନିଯୋଗକୁ ନେଇ ଗୁଜୁରାଟ ଏବଂ ମହାରାଷ୍ଟ୍ର ମୁହାଁମୁହିଁ ହୋଇଛନ୍ତି। ଏଭଳି ପରିସ୍ଥିତିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ଚିଠି ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଚିଠି ସେ ଟାଟା ଗ୍ରୁପକୁ…
ଟ୍ରସ୍ଙ୍କ ଫୋନ୍ ହ୍ୟାକ୍ କରାଇଥିଲେ ପୁଟିନ୍…
ଲଣ୍ଡନ/ମସ୍କୋ,୩୦।୧୦: ୟୁକ୍ରେନ ସହିତ ଯୁଦ୍ଧ ପରେ ଆମେରିକା ଏବଂ ବ୍ରିଟେନ ପରି ଦେଶର ପରବର୍ତ୍ତୀ ପଦକ୍ଷେପ ଉପରେ ରୁଷିଆର ତୀକ୍ଷ୍ଣ ନଜର ରଖିଛି। ଏଭଳି ପରିସ୍ଥିତିରେ ରୁଷିଆ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ ନାଟୋ ଦେଶର ପ୍ରତ୍ୟେକ କାର୍ଯ୍ୟକଳାପ ଉପରେ ନଜର ରଖିବା…
ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ, ୩୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୯ ହଜାର ତଳେ ରହିଛି। ଗତ ୨୪…
ପାଠ୍ୟ ଖସଡ଼ାରେ ରହିବ ବିପର୍ଯ୍ୟୟ, ମହାମାରୀ ବିଷୟ
ଭୁବନେଶ୍ୱର,୩୦।(ବ୍ୟୁରୋ): ଆଗୁଆ ପାଣିପାଗ ସମ୍ପର୍କରେ ସୂଚନା ପାଇଁ ରାଜ୍ୟ ସରକାର ସବୁ ଗ୍ରାମ ପଞ୍ଚାୟତରେ ଟେଲିମେଟ୍ରିକ୍ ରେନ୍ ଗଜ, ପ୍ରତି ବ୍ଲକରେ ସ୍ବୟଂକ୍ରିୟ ପାଣିପାଗ ଷ୍ଟେଶନ ବ୍ୟବସ୍ଥା କରିବା ପାଇଁ ବ୍ୟବସ୍ଥା କରାଯାଉଛି। ଗୋଷ୍ଠୀଭିତ୍ତିକ ପ୍ରସ୍ତୁତିକୁ ଅଧିକ ସୁଦୃଢ଼ କରିବା ପାଇଁ…
ଦକ୍ଷିଣ କୋରିଆରେ ମୃତ୍ୟୁର ତାଣ୍ଡବ: ୧୯ ବିଦେଶୀଙ୍କ ସମେତ ୧୫୦ରୁ ଅଧିକ ମୃତ, ୩୫୦ରୁ ଅଧିକ ନିଖୋଜ
ସିଓଲ,୩୦ ।୧୦: ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ବଡ ଦୁର୍ଘଟଣା ଘଟିଯାଇଛି । ଶନିବାର ୨୯ ଅକ୍ଟୋବର ୨୦୨୨ରେ ହଲୋଇନ ଫେଷ୍ଟିଭାଲ ପାଳନ କରିବାକୁ ପହଞ୍ଚିଥିବା ଲୋକଙ୍କ ମଧ୍ୟରେ ଦଳାଚକଟା ହୋଇ ଉତ୍ସବର ପରିବେଶ ଆଖି ଲୁହରେ ଭିଜି ଯାଇଛି ।…
ଯେତେ ଜବତ, ସେତେ ଭେଜାଲ
ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାଡର୍ସ ଅଥରିଟି ଅଫ୍ ଇଣ୍ଡିଆ ଅର୍ଥାତ୍ ଭାରତୀୟ ଖାଦ୍ୟ ନିରାପତ୍ତା ଓ ମାନକ କର୍ତ୍ତୃପକ୍ଷ (ଏଫ୍ଏସ୍ଏସ୍ଆଇ) ପକ୍ଷରୁ ଗତ ଜୁଲାଇରେ ୨୦୨୧-୨୨ର ଖାଦ୍ୟ ନିରାପତ୍ତା ସୂଚକାଙ୍କ ଜାରି କରାଯାଇଥିଲା। ଏହି ତାଲିକାରେ ଦେଶର ୧୭ଟି ବଡ଼ ରାଜ୍ୟ…
ହଲୋଇନ ଫେଷ୍ଟିଭାଲରେ ଦଳାଚକଟା. ହୃଦଘାତରେ ୧୪୯ ମୃତ, ଶୋକ ପ୍ରକାଶ କଲେ ବାଇଡେନ, ସୁନକଙ୍କ ସମେତ ସାରା ବିଶ୍ୱର ଅନେକ ନେତା
ସିଓଲ,୩୦ ।୧୦: ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ଚାଲିଥିବା ହଲୋଇନ୍ ଫେଷ୍ଟିଭାଲରେ ଦଳାଚକଟାରେ ଏପର୍ଯ୍ୟନ୍ତ ୧୪୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ୧୫୦ରୁ ଅଧିକ ଆହତ ବି ହୋଇଛନ୍ତି । ଏହି ଘଟଣା ସମୟରେ କେତେକଙ୍କୁ…
Archives


