Home Middle

ପ୍ରତି ନାଗରିକଙ୍କୁ ୨୦୦ ଡଲାର ଦେବ ତାଇଓ୍ବାନ…

ତାଇପେ,୫।୧ : ତାଇୱାନ ନୂଆ ବର୍ଷରେ ଏହାର ପ୍ରତ୍ୟେକ ନାଗରିକଙ୍କୁ ପ୍ରାୟ ୨୦୦ ଡଲାର (ପ୍ରାୟ ୧୬,୦୦୦ ଟଙ୍କା) ଦେବାକୁ ଯୋଜନା କରିଛି। ଏହା ଘୋଷଣା କରି ରାଷ୍ଟ୍ରପତି ସୁ ସେଙ୍ଗ-ଚାଙ୍ଗ ଦେଶର ଅର୍ଥନୈତିକ ଅଭିବୃଦ୍ଧି ସୂଚନା ଦେଶବାସୀଙ୍କୁ ଦେଇଛନ୍ତି। ଆର୍ଥିକ…

ଚାଇନାର କରୋନା ନିୟନ୍ତ୍ରଣ ରଣନୀତି ନେଇ ଚିନ୍ତାବ୍ୟକ୍ତ କଲା ଆମେରିକା…

ଓ୍ବାଶିଂଟନ,୫।୧ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସମେତ ବିଶ୍ୱର ଅନେକ ଦେଶଚାଇନାର କରୋନା ନିୟନ୍ତ୍ରଣ ରଣନୀତି ନେଇ ଚିନ୍ତିତ ଅଛନ୍ତି। ଚାଇନା ଯେପରି କରୋନା ତଥ୍ୟ ଲୁଚାଉଛି, ସେନେଇ ପଡୋଶୀ ଦେଶମାନେ ସଜାଗ ହୋଇସାରିଛନ୍ତି। ଆମେରିକା ଏକ୍ଷେତ୍ରାୀ ଅଧିକ ସତର୍କ ଦେଖାଯାଉଛି।…

ମହିଳା ଗଣମାଧ୍ୟମ ପ୍ରତିନିଧିଙ୍କୁ ଅନଲାଇନରେ ଧମକାଉଛି ଚାଇନା…

ବେଜିଂ,୫।୧ : ଚାଇନାରେ ଅଭିବ୍ୟକ୍ତିର ସ୍ବାଧୀନତା ଲୋକେ ହରାଉଛନ୍ତି। ଏହା ସହିତ ଗଣମାଧ୍ୟମର କଣ୍ଠରୋଧ କରାଯାଉଛି। ଅଷ୍ଟ୍ରେଲିଆର ଥିଙ୍କ ଟ୍ୟାଙ୍କ ଷ୍ଟ୍ରାଟେଜିକ ପଲିସି ଇନଷ୍ଟିଚ୍ୟୁଟ ଦାବି କରିଛି ଯେ ଅନଲାଇନରେ ମହିଳା ଗଣମାଧ୍ୟମ ପ୍ରତିନିଧି ତଥା ଅନୁସନ୍ଧାନକାରୀଙ୍କୁ ଚାଇନା ଧମକ ଦେଉଛି।…

ଭାରତୀୟ ଶିକ୍ଷାର୍ଥୀଙ୍କ ପାଇଁ ରେକର୍ଡ ସଂଖ୍ୟକ ୧.୨୫ ଲକ୍ଷ ଭିଜା ଜାରି କଲା ଆମେରିକା…

ଓ୍ବାଶିଂଟନ,୫।୧ : ଆମେରିକା ଭାରତର ନିକଟତର ହେବାକୁ ଚାହୁଁଛି। କାରଣ ଆମେରିକାର ଦୂତାବାସ ଏଥର ୧.୨୫ ଲକ୍ଷ ଭାରତୀୟ ଶିକ୍ଷାର୍ଥୀଙ୍କୁ ଭିଜା ପ୍ରଦାନ କରି ଏହାର ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିଛି। ଆମେରିକା ବିଭାଗ ମୁଖପାତ୍ର ନେଡ ପ୍ରାଇସ ଏହି ସୂଚନା…

‘ନୂଆ ଚ୍ୟାଲେଞ୍ଜ ପାଇଁ ନେଦରଲାଣ୍ଡ୍ସ ପ୍ରସ୍ତୁତ’

ଭୁବନେଶ୍ୱର, ୫।୧ (କ୍ରୀଡ଼ା ପ୍ରତିନିଧି): ପାଖେଇ ଆସିଛି ହକି ବିଶ୍ୱକପ୍‌ର ୧୫ତମ ସଂସ୍କରଣ। ମେଗା ପ୍ରତିଯୋଗିତା ପାଇଁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମ ପ୍ରସ୍ତୁତ। ଭାରତୀୟ ଦଳ ଡିସେମ୍ବର ୨୭ରୁ ରାଉରକେଲାରେ ପହଞ୍ଚତ୍ ଅଭ୍ୟାସ ଆରମ୍ଭ…

ଜବରଦଖଲ ଉଚ୍ଛେଦ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ହଲଦ୍ୱାନି/ନୂଆଦିଲ୍ଲୀ,୫।୧: ଉତ୍ତରାଖଣ୍ଡର ହଲ୍‌ଦ୍ୱାନିଠାରେ ୨୯ ଏକର ରେଲଓ୍ବେ ଜମିରୁ ଜବରଦଖଲ ଉଚ୍ଛେଦ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ସୁପ୍ରିମକୋର୍ଟ ଗୁରୁବାର ଉକ୍ତ ଆବେଦନର ଶୁଣାଣି କରିବେ। ଉଚ୍ଛେଦ ବନ୍ଦ କରିବା ଲାଗି ସେଠାରେ ଥିବା…

ଜାତୀୟ ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସ ଜାମ୍ବୋରିକୁ ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ପାଲି,୫।୧: ରାଜସ୍ଥାନର ପାଲି ଜିଲା ଅନ୍ତର୍ଗତ ନିମ୍ବଲି ଗ୍ରାମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଅପରାହ୍ନରେ ୧୮ତମ ଜାତୀୟ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ଜାମ୍ବୋରିକୁ ଉଦ୍‌ଘାଟନ କରିଛନ୍ତି। ଭାରତ ସ୍କାଉଟ୍‌ସ ଓ ଗାଇଡ୍ସ ସର୍ବବୃହତ୍‌ ସ୍ବେଚ୍ଛାସେବୀ, ଅଣରାଜନୈତିକ ଯୁବ ସଂଗଠନ ଏବଂ…

୨୦୨୪ ପାଇଁ ବିହାରରୁ ବିଗୁଲ ବଜାଇଲା ଭାଜପା

ନୂଆଦିଲ୍ଲୀ,୫।୧: ଆଗାମୀ ୨୦୨୪ ଲୋକ ସଭା ନିର୍ବାଚନ ଏବଂ ୨୦୨୫ ବିହାର ବିଧାନସଭା ନିର୍ବାଚନ ଲାଗି ଭଜାପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିହାର ମୁଜାଫରପୁର ଜିଲାରୁ ବିଗୁଲ ବଜାଇଛନ୍ତି। ବୈଶାଳୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ବିହାର ବଡ଼…

୬ ଭାରତୀୟ ବଂଶୋଦ୍ଭବଙ୍କୁ ପୁନଃ ମନୋନୀତ କଲେ ବାଇଡେନ୍‌

ଓ୍ବାଶିଂଟନ,୫।୧: ଆମେରିକା ପ୍ରଶାସନର କେତେକ ଶୀର୍ଷ ପଦବୀକୁ ଅନୂ୍ୟନ ୬ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁନଃ ମନୋନୀତ କରିଛନ୍ତି। ସେଗୁଡ଼ିକୁ ସିନେଟ ଅନୁମୋଦନ ନିମନ୍ତେ ପଠାଯାଇଛି। ରିଚାର୍ଡ ବର୍ମା (୫୪)ଙ୍କୁ ପରରାଷ୍ଟ୍ର ବିଭାଗର ପରିଚାଳନା ଓ ସମ୍ବଳ…

ଆଲ୍ଲାହାବାଦ ହାଇକୋର୍ଟ ରାୟ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୫।୧: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ବିନା ପୌର ନିର୍ବାଚନ କରାଇବାକୁ ଆଲ୍ଲାହାବାଦ ହାଇକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟ ବୁଧବାର ଉକ୍ତ ରାୟ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ଫଳରେ ପୌର ନିର୍ବାଚନରେ ସଂରକ୍ଷଣକୁ ନେଇ…

ନୂଆ ଦଲାଇ ଲାମା ଚୟନରେ ହସ୍ତକ୍ଷେପ କରିବ ଚାଇନା

କୋଲକାତା,୫।୧: ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଉତ୍ତରାଧିକାରୀ ଚୟନରେ ଚାଇନା ହସ୍ତକ୍ଷେପ କରିବ। ଏଥିପାଇଁ ବେଜିଂ ୧୫ ବର୍ଷ ହେଲା ପ୍ରସ୍ତୁତି ଚଳାଇଥିବା ତିବ୍ବତ ନିର୍ବାସିତ ସରକାରର ମୁଖ୍ୟ ପେନ୍‌ପା ସେରିଙ୍ଗ କହିଛନ୍ତି। ଗଣତାନ୍ତ୍ରିକ ଉପାୟରେ ଦଲାଇଲାମାଙ୍କ ଉତ୍ତରାଧିକାରୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯାଉ…

ହାଇପରସୋନିକ୍‌ ମିଶାଇଲ ପ୍ରସ୍ତୁତ

ମସ୍କୋ,୫ା୧: ୟୁକ୍ରେନ୍‌ ଆକ୍ରମଣର ୩୧୫ ଦିନ ପରେ ମଧ୍ୟ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଯୁଦ୍ଧଖୋର ମନୋଭାବ ଯାଇନାହିଁ। ସେ ହାଇପରସୋନିକ୍‌ କ୍ରୁଜ୍‌ ମିଶାଇଲ ବୋଝେଇ ଯୁଦ୍ଧଜାହାଜ ଆଡ୍‌ମିରାଲ ଗୋର୍ଶକୋଭ୍‌କୁ ଆଟ୍‌ଲାଣ୍ଟିକ୍‌ ଏବଂ ଭାରତ ମହାସାଗରରେ ମୁତୟନ କରିଛନ୍ତି। ରୁଷୀୟ ସୈନ୍ୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?