Home Middle

ସାଂସ୍କୃତିକ ବିବିଧତାରେ ପରିପୂର୍ଣ୍ଣ ହେବ ନୂଆ ସଂସଦ ଭବନ, ରକ୍ଷଣାବେକ୍ଷଣ ପାଇଁ ଗଠନ ହୋଇଛି ୩ ସମିତି

ନୂଆଦିଲ୍ଲୀ,୨୬ ।୯: ସେଣ୍ଟ୍ରାଲ ଭିଷ୍ଟା ଭଳି ଆମର ନୂଆ ସଂସଦ ଭବନ ବା ପାର୍ଲାମେଣ୍ଟ ହାଉସରେ କଳା ସଂସ୍କୃତିର ଅଦ୍ଭୁତ ଝଲକ ଦେଖିବାକୁ ମିଳିବ । ନୂଆ ସଂସଦ ଭବନର କାନ୍ଥରେ ବେଦ ପୁରାଣର ଶ୍ଳୋକ ଖୁବ ସୁନ୍ଦର ଓ କଳାତ୍ମକ…

ମଙ୍ଗଳବାର ଭୋର ୪ଟା ୪୪ରେ ଉଲ୍‌କା ପିଣ୍ଡ ଡିର୍ମୋଫୋସକୁ ଧକ୍କାଦେବ ଡାର୍ଟ…

ଓ୍ବାଶିଂଟନ, ୨୬।୯ : ଏବେ ଆଉ ପୃଥିବୀକୁ ଉଲ୍‌କା ପିଣ୍ଡ ଧକ୍କା ଦେବାର ଭୟ ରହିବ ନାହିଁ। ନାସାର ଡାର୍ଟ ମିଶନ ପୃଥିବୀ ପାଇଁ ପାଲଟିବ ସୁରକ୍ଷା କବଚ। ଏଭଳି ବିପଦର ମୁକାବିଲା ପାଇଁ ନାସାର ମହାକାଶଯାନ ଡାର୍ଟ ପୃଥିବୀଠାରୁ ୬୮…

ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୨୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୪ ହଜାର ତଳେ ରହିଛି। କେରଳରେ ସତର୍କ…

୧୫ ରାଜ୍ୟର ୨୫୧ ଜିଲାରେ ଲମ୍ପି ଭାଇରସ ଆତଙ୍କ…

ନୂଆଦିଲ୍ଲୀ, ୨୬।୯ : ଦେଶରେ ଲମ୍ପି ଭାଇରସଏକ ଭୟଙ୍କର ରୂପ ନେଇଛି। ଏହି ଭୂତାଣୁ ୧୫ ଟି ରାଜ୍ୟର ୨୫୧ ଟି ଜିଲ୍ଲାକୁ ବ୍ୟାପିଛି । ୨୦.୫୬ ଲକ୍ଷରୁ ଅଧିକ ଗାଈଗୋରୁଙ୍କୁ ଆକ୍ରାନ୍ତ କରିଛି। ପ୍ରାୟ ଏକ ଲକ୍ଷ ଗାଈଗୋରୁଙ୍କର ମୃତ୍ୟୁ…

ପ୍ରଥମେ ଗେହଲୋଟ-ପାଇଲଟଙ୍କୁ ଯୋଡନ୍ତୁ, ରାହୁଲଙ୍କ ଭାରତ ଯୋଡ ଯାତ୍ରାକୁ ନେଇ ଭାଜପାର କଟାକ୍ଷ …

ନୂଆଦିଲ୍ଲୀ, ୨୬।୯ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ଉତ୍ତରାଧିକାରୀ କିଏ ହେବ ସେ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ଅଭିଯାନକୁ କଟାକ୍ଷ…

ମିତ୍ର ସରକାର ଗଠନ ପରେ ଆକ୍ରମଣ ହେବ ବନ୍ଦ: ରୁଷିଆ…

ମସ୍କୋ,୨୬।୯ : ରୁଷିଆ ୟୁକ୍ରେନ ଉପରେ ହେଉଥିବା ଆକ୍ରମଣ ନେଇ ସ୍ପଷ୍ଟ ଭାବରେ କହିଛି ଯେ କେବଳ କ୍ୱିଭ୍‌ରେ ଏକ ମିତ୍ର ସରକାର ଗଠନ ପରେ ଏହି ଆକ୍ରମଣ ବନ୍ଦ ହୋଇଯିବ। ଜାତିସଂଘର ସାଧାରଣ ସଭାରେ ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ…

ପୁଣି ଚର୍ଚ୍ଚାରେ ଦୂତୀ-ସରସ୍ବତୀ କଳି

ଭୁବନେଶ୍ୱର, ୨୬।୯(ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟର ଦୁଇ ତାରକା ଆଥଲେଟ୍‌ ତଥା ଦୁଇ ଭଉଣୀ ଦୂତୀ ଚାନ୍ଦ ଓ ସରସ୍ବତୀ ଚାନ୍ଦଙ୍କ ମଧ୍ୟରେ ସୋସିଆଲ ମିଡିଆରେ କଳି ଏବେ ପୁଣି ଚର୍ଚ୍ଚାରେ ରହିଛି। ବ୍ୟକ୍ତିଗତ ଏବଂ ପାରିବାରିକ କାରଣରୁ ଦୁଇଜଣଙ୍କ ମଧ୍ୟରେ କଳି…

ଆସିପାରେ ୧୦୦ ବିଲିୟନ ଡଲାରର ଏଫ୍‌ଡିଆଇ

ନୂଆଦିଲ୍ଲୀ,୨୬।୯: ଆସନ୍ତା ୨୦୪୭ ସୁଦ୍ଧା ଭାରତକୁ ବିକାଶଶୀଳ ନୁହେଁ, ବିକଶିତ ରାଷ୍ଟ୍ରରେ ପରିଣତ କରିବାକୁ କେନ୍ଦ୍ର ସରକାର ଦୃଢ଼ତାର ସହ ଲାଗିପଡ଼ିଛନ୍ତି। ଦେଶର ଅର୍ଥନୀତିକୁ ସୁଦୃଢ଼ କରିବାକୁ ସରକାର ବିଭିନ୍ନ ବାଣିଜି୍ୟକ ନୀତିନିୟମରେ କୋହଳ ମନୋଭାବ ସହ ଅଧିକ ବିଦେଶୀ ପୁଞ୍ଜି…

ସରକାର ପରିବର୍ତ୍ତନ ପାଇଁ ଏକାଠି ହୁଅ: ପାଓ୍ବାର

ଫତେହାବାଦ (ହରିୟାଣା), ୨୬।୯ (ପି.ଟି.): ୨୦୨୪ରେ ସରକାର ବଦଳାଇବାକୁ ହେଲେ ସବୁ ବିରୋଧୀ ଦଳ ଏକାଠି କାମ କରିବା ସମୟ ଆସିଛି ବୋଲି ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ରବିବାର କହିଛନ୍ତି। ହରିୟାଣାର ଫତେହାବାଦରେ ଇଣ୍ଡିଆନ୍‌ ନ୍ୟାଶନାଲ ଲୋକ ଦଳ (ଆଇଏନ୍‌ଏଲ୍‌ଡି)…

ପରୀକ୍ଷା ପାଇଁ ଖାତା ନିଅଣ୍ଟ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା କଲେଜଗୁଡ଼ିକରେ ସୋମବାରଠାରୁ ଯୁକ୍ତ୩ ଚତୁର୍ଥ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। କିନ୍ତୁ ଏବେ କଲେଜୁଗଡ଼ିକରେ ଉତ୍ତର ଖାତାର ଅଭାବ ଦେଖାଯାଇଛି। ତେଣୁ ଉତ୍କଳ ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ଶରତ କୁମାର ମାଝୀ ଏନେଇ ସବୁ…

ମେଲୋନି ହୋଇପାରନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ

ରୋମ, ୨୬ା୯: ନୂଆ ପ୍ରଧାନମନ୍ତ୍ରୀ ପାଇଁ ୟୁରୋପୀୟ ଦେଶ ଇଟାଲୀରେ ରବିବାର ନିର୍ବାଚନ ଅନୁଷ୍ଠିତ ହୋଇଛି। ଏଥିରେ ଦକ୍ଷିଣପନ୍ଥୀ ନେତ୍ରୀ ତଥା ବ୍ରଦର୍ସ ଅଫ୍‌ ଇଟାଲୀ(ଏଫ୍‌ଡିଆଇ) ପାର୍ଟିର ଜିଓର୍ଜିଆ ମେଲୋନିଙ୍କ ବିଜୟ ହୋଇପାରେ ବୋଲି ବୁଥ୍‌ଫେରନ୍ତା ମତପ୍ରକାଶ ପାଇଛି।] ତେବେ ଜଣେ…

୯୧ ପିଅନ ନିଯୁକ୍ତି ପାଇଁ ୨.୨୫ ଲକ୍ଷ ଆବେଦନ

ରାୟପୁର,୨୬।୯: ଛତିଶଗଡ଼ରେ ପିଅନ ନିଯୁକ୍ତି ପାଇଁ ରବିବାର ୬୫୭ ସେଣ୍ଟରରେ କରାଯାଇଥିବା ଲିଖିତ ପରୀକ୍ଷାରେ ଆଶାୟୀଙ୍କ ଲମ୍ବା ଲାଇନ୍‌ ଦେଖିବାକୁ ମିଳିଛି। ୯୧ ପିଅନ ପଦ ପାଇଁ ୨.୨୫ ଲକ୍ଷ ପିଲା ଆବେଦନ କରିଥିବା ଜଣାପଡ଼ିଛି। ପଦ ପାଇଁ ପ୍ରକାଶ ପାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri