Home Middle

ମୋ ସ୍ବାମୀଙ୍କୁ ସିବିଆଇ ମାରିଦେଇଛି

କୋଲକାତା,୧୫ା୧୨: ଗତ ମାର୍ଚ୍ଚ ୨୧ରେ ପଶ୍ଚିମବଙ୍ଗସ୍ଥିତ ବୀରଭୂମ ଜିଲା ରାମପୁରହାଟରେ ଅଭାବନୀୟ ଘଟଣା ଘଟିଥିଲା। ବୋରତୁଲ ଗ୍ରାମରେ ଭୋରରେ ଏକ ଭସ୍ମୀଭୂତ ଘରୁ ୨ ଶିଶୁ ଓ ଅନ୍ୟ ୭ ଜଣଙ୍କ ମୃତଦେହ ଜବତ ହୋଇଥିବାବେଳେ ଆଉ ଜଣେ ଆହତ ହସ୍ପିଟାଲରେ…

ଭୂ-ପୃଷ୍ଠର ଜଳସ୍ତର ମାପିବ ସାଟେଲାଇଟ୍‌

ଓ୍ବାଶିଂଟନ୍‌,୧୫।୧୨ : ବିଶ୍ୱର ଅନେକ ଦେଶରେ ଏବେ ଜଳକଷ୍ଟ ବଡ଼ ସମସ୍ୟା ପାଲଟିଛି। ଜଳର ଅପବ୍ୟବହାର ସାଙ୍ଗକୁ ଭୂ-ପୃଷ୍ଠରେ ଜଳସ୍ତର କମିବା ଯୋଗୁ ଅନେକ କୋଟି ଲୋକ ବହୁ ଅସୁବିଧାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ଏହି ସମସ୍ୟାର ପ୍ରମୁଖ କାରଣ କ’ଣ…

ହାଇକୋର୍ଟ ବେଞ୍ଚ ହେବ ନାହିଁ

ନୂଆଦିଲ୍ଲୀ,୧୫।୧୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଚାଲିଥିବା ଆନ୍ଦୋଳନ ଏବଂ ବିକ୍ଷୋଭରେ ଯବନିକା ପଡ଼ିଛି। ଆଇନଜୀବୀଙ୍କ ଏହି ଦାବି ପ୍ରତି ସର୍ବୋଚ୍ଚ ଅଦାଲତ ବୁଧବାର କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଛନ୍ତି। ଟେକ୍ନୋଲୋଜିର ବହୁଳ ବ୍ୟବହାର ଆଇନଜୀବୀଙ୍କ ବେଞ୍ଚ…

ୟୁକ୍ରେନ ଉପରେ ପୁଣି ଆକ୍ରମଣ କଲା ରୁଷିଆ, ୫ କୋଠା ନଷ୍ଟ

କିଭ୍‌,୧୪ା୧୨: ବୁଧବାର ରୁଷିଆ ସେନା ପୁଣିଥରେ ୟୁକ୍ରେନ ଉପରେ ଏକ ବଡ଼ ଆକ୍ରମଣ କରିଛି। ଫଳସ୍ବରୂପ ରାଜଧାନୀ କିଭ୍‌ର ପାଞ୍ଚଟି କୋଠା ନଷ୍ଟ ହୋଇଯାଇଛି। ଏହି ଆକ୍ରମଣରେ କିଭ୍‌ର ପ୍ରଶାସନିକ ମୁଖ୍ୟ ସେରହି ପୋପ୍‌କୋ କହିଛନ୍ତି, ଦୁଇଟି ସରକାରୀ ଏବଂ ତିନୋଟି…

ଆଶ୍ୱାସନା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ମୁଦ୍ରାସ୍ଫୀତିକୁ ନେଇ ଲୋକ ସଭାରେ ଆଶ୍ୱାସନା ଦେଇଛନ୍ତି। ମୁଦ୍ରାସ୍ଫୀତି ଆହୁରି ହ୍ରାସ କରିବାକୁ ସରକାର ପଦକ୍ଷେପ ନେବେ ବୋଲି ସେ କହିଛନ୍ତି। ଲୋକ ସଭାରେ ମୁଦ୍ରାସ୍ଫୀତିକୁ ନେଇ ଆଲୋଚନା ବେଳେ ସୀତାରମଣ କହିଛନ୍ତି,…

‘ଚାଇନା ସହିତ ବାଣିଜ୍ୟ ବନ୍ଦ କରୁ ଭାରତ’

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଚାଇନା ସହ ଭାରତ ବାଣିଜ୍ୟ ବନ୍ଦ କରିବା ପାଇଁ ବୁଧବାର ଟୁଇଟ୍‌ କରି କହିଛନ୍ତି। ଅରୁଣାଚଳ ପ୍ରଦେଶର ଏଲଏ୍‌ସି ନିକଟସ୍ଥ ତଓ୍ବାଙ୍ଗ ସେକ୍ଟରରେ ଭାରତ ଏବଂ ଚାଇନା ସେନା ସଂଘର୍ଷ ପରେ ଟୁଇଟ୍‌ କରି…

ବସ-ବାଇକ ମୁହାଁମୁହିଁ ଧକ୍କା: ୩ ମୃତ

ହେମଗିର,୧୪।୧୨(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଅନ୍ତର୍ଗତ ହେମଗିର ଥାନା ସ୍ଥିତ ତୁମୁଲିଆ ଠାରେ ବସ ଓ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ ତୁମୁଲିଆ ଠାରୁ ବେଲପାହାଡ ଅଭିମୁଖେ ଯାଉଥିବା ଏକ ବସ…

ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୨୭୮/୬

ଚଟ୍ଟଗ୍ରାମ,୧୪।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚଟ୍ଟଗ୍ରାମରେ ପ୍ରଥମ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍‌ର ପ୍ରଥମ ଦିନର ଖେଳ ଶେଷ ହେବା ବେଳକୁ ଭାରତ ୬ ଉଇକେଟ ହରାଇ ୨୭୮ ରନ୍‌ କରିଛି। ଶ୍ରେୟାସ ଆୟର ୮୨ରେ ଖେଳୁଛନ୍ତି। ଭାରତୀୟ ଅଧିନାୟକ…

ସମଲିଙ୍ଗୀ ବିବାହକୁ ମାନ୍ୟତା: କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ସ୍ବତନ୍ତ୍ର ବିବାହ ଅଧିନିୟମ ଅନୁଯାୟୀ ସମଲିଙ୍ଗୀ ବିବାହକୁ ସ୍ବୀକୃତି ପ୍ରଦାନ କରିବାକୁ ଏକ ନୂତନ ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟରେ ବିଚାରାଧୀନ ଥିବା ଏକ ଆବେଦନକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର କରିବା…

ଆନ୍ଧ୍ରପ୍ରଦେଶ-ତେଲେଙ୍ଗାନାରେ ୪୬ ଲକ୍ଷ ଲୋକଙ୍କ ନାମ ଭୋଟର ତାଲିକାରେ ନାହିଁ: ନୋଟିସ ଜାରି କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର ଭୋଟର ତାଲିକାରୁ ୪୬ ଲକ୍ଷ ଲୋକଙ୍କ ନାମ ହଟାଇ ଦିଆଯାଇଛି। ଏନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଦାଖଲ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି ଯେ ଏହା…

ପିଲାଙ୍କ ମଧ୍ୟରେ ବଢୁଥିବା ନିଶାଭ୍ୟାସ ଅତ୍ୟନ୍ତ ସଙ୍କଟ ଜନକ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ଦେଶରେ ପିଲାମାନଙ୍କ ମଧ୍ୟରେ ବଢୁଥିବା ମଦ୍ୟପାନ ଏବଂ ନିଶା ସେବନ ଆଦି ନିଶାଭ୍ୟାସ ଉପରେ କରାଯାଇଥିବା ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଏହା ଅତ୍ୟନ୍ତ ସଙ୍କଟ ଜନକ। ଏହା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି…

ଏମ୍ସ ସର୍ଭର ହ୍ୟାକ କରିଥିଲା ଚାଇନା…

ନୂଆଦିଲ୍ଲୀ,୧୪।୧୨ : ଦିଲ୍ଲୀର ଏମ୍ଦ ହସ୍ପିଟାଲରେ ସାଇବର ଆକ୍ରମଣରେ ଏକ ଏଫଆଇଆର୍‌ ପଞ୍ଜିକୃତ ହୋଇଥିଲା। କୁହାଯାଉଥିଲା ଯେ ଏହି ସାଇବର ଆକ୍ରମଣ ଚାଇନା ଦ୍ୱାରା କରାଯାଇଛି। ହସ୍ପିଟାଲର ୧୦୦ ସର୍ଭର ମଧ୍ୟରୁ ୪୦କୁ ଫିଜିକାଲ ଭାବେ ହ୍ୟାକ କରାଯାଇଥିଲା। ଅନ୍ୟ ୬୦କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri