ଚାଇନା ବିରୋଧରେ ମୁକାବିଲା ପାଇଁ ଜାପାନ-ଅଷ୍ଟ୍ରେଲିଆ ପ୍ରସ୍ତୁତ
କାନବେରା,୨୨ା୧୦: ଜାପାନ ଏବଂ ଅଷ୍ଟ୍ରେଲିଆ ଶନିବାର ଏକ ନୂତନ ଦ୍ୱିପାକ୍ଷିକ ସୁରକ୍ଷା ଚୁକ୍ତି ସ୍ବାକ୍ଷର କରିଛନ୍ତି। ମିଳିତ ଭାବେ ଚାଇନା ବିରୋଧରେ ମୁକାବିଲା ପାଇଁ ଉଭୟ ଦେଶ ଏହି ପଦକ୍ଷେପ ନେଇଛନ୍ତି। ୨୦୦୭ରେ ପ୍ରଥମ ଥର ପାଇଁ ସୁରକ୍ଷା ସହଯୋଗ ସ୍ବାକ୍ଷରିତ…
ପ୍ରସାର ଭାରତୀର ପଦକ୍ଷେପ, ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳର ସିଧା ପ୍ରସାରଣ ଉପରେ ରୋକ…
ନୂଆଦିଲ୍ଲୀ,୨୨।୧୦ : କେନ୍ଦ୍ର ସରକାର, ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଦ୍ୱାରା ସିଧା ପ୍ରସାରଣ କାର୍ଯ୍ୟକଳାପର ପ୍ରସାରଣ ଅବା ବିତରଣକୁ ରେକ ଲଗାଇବାକୁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଏଥିରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପ୍ରସାର ଭାରତୀ ମାଧ୍ୟମରେ…
ରୁଷିଆର ଆଣବିକ ଅସ୍ତ୍ର ବ୍ୟବହାର ମାନବିକତା ପାଇଁ ଏକ ବଡ଼ ବିପଦ: କିଶିଦା…
ଟୋକିଓ/ ମସ୍କୋ,୨୨।୧୦: ବିଶ୍ୱର ରଣନୀତିକ ପରିସ୍ଥିତି ବଦଳିବା ସହିତ ପରମାଣୁ ଅସ୍ତ୍ରର ବିପଦ ମଧ୍ୟ ବଦଳି ଯାଉଛି। ଗୋଟିଏ ପଟେ ରୁଷିଆ ପରମାଣୁ ଅସ୍ତ୍ରଶସ୍ତ୍ରର ବ୍ୟବହାର ବିଷୟରେ ଖୋଲାଖୋଲି ଚେତାବନୀ ଦେଉଛି। ସେହିପରି ଚାଇନା ମଧ୍ୟ ପରମାଣୁ କ୍ଷମତା ବୃଦ୍ଧି କରିବା…
ଦୈନିକ ମୃତ୍ୟୁ ସଂଖ୍ୟା ୧, ସକ୍ରିୟ ମାମଲା ୨୫ ହଜାର ତଳେ…
ନୂଆଦିଲ୍ଲୀ, ୨୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ତେବେ ଓମିକ୍ରନ୍ର ନୂଆ ସବ୍ ଭାରିଆଣ୍ଟ୍ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି ସବ୍…
ସି ଜିନପିଙ୍ଗଙ୍କ ଏକଛତ୍ରବାଦୀ ଶାସନ, ଦଳ ବୈଠକରୁ ଜବରଦସ୍ତ ବାହାର କରିଦେଲେ ପୂର୍ବତନ ରାଷ୍ଟ୍ରପତି ଜିନତାଓଙ୍କୁ : ଭିଡିଓ ଭାଇରାଲ
ବେଜିଂ,୨୨ ।୧୦: ଚାଇନା କମ୍ୟୁନିଷ୍ଟ ପାର୍ଟିର ୨୦ତମ କଂଗ୍ରେସରେ ସି ଜିନପିଙ୍ଗଙ୍କ ତୃତୀୟ ଥର ଲାଗି ଶାସନ କ୍ଷମତା ପାଇବା ଅବସରରେ ଏକ ବଡ ଡ୍ରାମା ଦେଖିବାକୁ ମିଳିଛି । ଚାଇନାର ଗ୍ରେଟ ହଲରେ ସମାପନ ସମାରୋହରେ ପୂର୍ବତନ ରାଷ୍ଟ୍ରପତି ହୁ…
ମୋଦିଙ୍କ ଦୀପାବଳି ଭେଟି, ୭୫ ହଜାର ନବ ନିଯୁକ୍ତ କର୍ମୀଙ୍କୁ ମିଳିଲା ନିଯୁକ୍ତ ପତ୍ର
ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି । ୧୦ ଲକ୍ଷ କର୍ମୀଙ୍କ ପାଇଁ ଏହି ରୋଜଗାର ମେଳାର ଆରମ୍ଭ କରାଯାଇଛି । ମୋଦି ଭିଡିଓ କନଫରେନସିଂ ଜରିଆରେ ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି ।…
ଦୀପାବଳି ପାଳିଲେ ହାରିସ୍, ଟ୍ରମ୍ପ୍
ଓ୍ବାଶିଂଟନ,୨୨ା୧୦: ଆମେରିକାର ନ୍ୟୁୟର୍କ ସିଟିସ୍ଥିତ ଆଇକନିକ୍ ଟାଇମ୍ସ ସ୍କୋୟାରରେ ଶୁକ୍ରବାରଠାରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଭାରତୀୟ ବଂଶୋଦ୍ଭବ ଉପରାଷ୍ଟ୍ରପତି କମଲା ହାରିସ୍ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିଜ ନିଜ ବାସଭବନରେ ଆଲୋକର ପର୍ବ ପାଳନ…
ବଡ ଧରଣର ବସ୍ ଦୁର୍ଘଟଣା: ୧୫ ମୃତ, ୪୦ ଗୁରୁତର
ଭୋପାଳ,୨୨।୧୦: ମଧ୍ୟପ୍ରଦେଶର ୩୦ ନଂ ଜାତୀୟ ରାଜପଥ ରେୱାଠାରେ ଶୁକ୍ରବାର ବିଳମ୍ବିତ ରାତିରେ ବଡ ଧରଣର ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଟ୍ରକ୍ ସହ ଧକ୍କା ହୋଇଛି। ଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ରୁ…
ଇସ୍ରୋର ‘ବାହୁବଳୀ’ ରକେଟ ଏଲଭିଏମ୩ ପ୍ରସ୍ତୁତ, ଲଞ୍ଚ କରିବ ୩୬ ସାଟେଲାଇଟ, ୧୨ଟାରେ ଆରମ୍ଭ ହେବ କାଉଣ୍ଟ ଡାଉନ
ନୂଆଦିଲ୍ଲୀ,୨୨ ।୧୦: ଇଣ୍ଡିଆ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେଶନ(ଇସ୍ରୋ) ଏହାର ପରବର୍ତ୍ତି ମହତ୍ୱପୂର୍ଣ୍ଣ ଲଞ୍ଚ ପାଇଁ ପ୍ରସ୍ତତ ହୋଇଯାଇଛି । ଏହି ମିଶନ ହେଉଛି ଏଲଭିଏମ୩ ଏମ୨/ୱାନ ୱେବ ଇଣ୍ଡିଆ ୧ । ଏହି ମିଶନ ଇସ୍ରୋ ତା’ର ସବୁଠାରୁ ଭାରି ରକେଟ…
ଏଫଏଟିଏଫର ଗ୍ରେ ଲିଷ୍ଟରୁ ବାହାରିଲା ପାକିସ୍ତାନ
ନୂଆଦିଲ୍ଲୀ,୨୨ ।୧୦: ପାକିସ୍ତାନକୁ ଏଫଏଟିଏଫର ଗ୍ରେ ଲିଷ୍ଟରୁ ବାହାର କରି ଦିଆଯାଇଛି । ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ତା’ର ପ୍ରତିକ୍ରିୟା ରଖିଛି ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି କହିଛନ୍ତି, ଆମେ ଏଫଏଟିଏଫ ବୈଠକରେ ପାକିସ୍ତାନ ସନ୍ଦର୍ଭରେ ନିଆଯାଇଥିବା…
ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ପେନ୍ନି ମୋର୍ଡଣ୍ଟ
ଲଣ୍ଡନ,୨୨ା୧୦: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଲିଜ୍ ଟ୍ରସ୍ଙ୍କ ଇସ୍ତଫା ପରେ ଶୁକ୍ରବାର ଏହି ଦୌଡ଼ରେ ସାମିଲ ହେବା ପାଇଁ ହାଉସ୍ ଅଫ୍ କମନ୍ସ ଲିଡର ପେନ୍ନି ମୋର୍ଡଣ୍ଟ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ଗତ ସେପ୍ଟେମ୍ବର ୫ରେ ଆସିଥିବା ପୂର୍ବ ପ୍ରତିଦ୍ୱନ୍ଦ୍ୱିତାର…
ଓଏଏସ୍ ଗ୍ରୁପ୍-ଏରେ ସୃଷ୍ଟି ହେଲା ୧୨୫ ପଦବୀ, ଭିଏସ୍ ଲାଗି କେବଳ ଲିଖିତ ପରୀକ୍ଷା
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଓଏଏସ୍ ଗ୍ରୁପ୍-ଏ ଜୁନିୟର ବ୍ରାଞ୍ଚରେ ୧୨୫ଟି ନୂତନ ପଦବୀକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଫଳରେ କ୍ୟାଡର ସଂଖ୍ୟା ୧୧୮୮ରୁ ୧୩୧୩କୁ ବୃଦ୍ଧି ହୋଇଛି। ପ୍ରତ୍ୟେକ ଜିଲା…
Archives


