Home Middle

ରୁଦ୍ରାଭିଷେକ କଲେ ପ୍ରଧାନମନ୍ତ୍ରୀ ମୋଦି

ଡେରାଡୁନ,୨୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରାଖଣ୍ଡ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୮.୩୦ ସମୟରେ କେଦାରନାଥ ମନ୍ଦିରରେ ପହଞ୍ଚିଥିଲେ। ଏଠାରେ ସେ କେଦାର ବାବାଙ୍କୁ ପ୍ରାର୍ଥନା କରି ଭଗବାନ ଶିବଙ୍କ ରୁଦ୍ରାଭିଷେକ ମଧ୍ୟ କରିଥିଲେ। ଏହା ପରେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ…

ଆଜି କ୍ୟାବିନେଟ: ୧୦ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମୋହର ଲାଗିବ। ଦୀପାବଳି ପୂର୍ବରୁ ରାଜ୍ୟ…

ଉତ୍ତରାଖଣ୍ଡରେ ମୋଦି

ଡେରାଡୁନ,୨୧ ।୧୦: ଶୁକ୍ରବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ଜୌଲିଗ୍ରାଂଟ ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ରାଜ୍ୟପାଳ ଗୁରମିତ ସିଂ ତାଙ୍କୁ ସ୍ୱାଗତ କରିଛନ୍ତି । ସୂଚନାଯୋଗ୍ୟ, ବାବା କେଦାରନାଥଙ୍କ ଭକ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ମେକ୍ସିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରରେ ଧକ୍କା ହେବା ପରେ ନିକଟରେ ଥିବା କିଛି ଘରେ ଲାଗିଲା ନିଆଁ

ମେକ୍ସିକୋ ସିଟି,୨୧ ।୧୦: ନର୍ଥ ଆମେରିକାର ମେସ୍କିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରେନ୍ ତେଲ ଟ୍ୟାଙ୍କର ସହ ଧକ୍କା ହେବା ଫଳରେ ଏଥିରେ ନିଆଁ ଲାଗିଯାଇଛି । ଚାହୁଁ ଚାହୁଁ ଟ୍ରେନରେ…

ଫେରିଗଲା ମୌସୁମୀ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶାରୁ ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି। ରାଜ୍ୟର ୨୫ଟି ଜିଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲାରୁ ଆସନ୍ତା ୨ ଦିନ ମଧ୍ୟରେ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ…

ସୁଦାନରେ ରକ୍ତ ସଂଘର୍ଷ: ୧୭୦ ଲୋକଙ୍କ ଜୀବନ ଚାଲିଗଲା

ଖାରଟୋମ,୨୧।୧୦:ସୁଦାନରୁ ଆଦିବାସୀମାନଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଗତ ଦୁଇ ଦିନ ମଧ୍ୟରେ ଦେଶର ଦକ୍ଷିଣ ବ୍ଲୁ ନାଇଲ୍‌ରେ ଆଦିବାସୀମାନଙ୍କ ମଧ୍ୟରେ ଜାତିଗତ ସଂଘର୍ଷରେ ୧୭୦ ଜଣଙ୍କର ମୃତ୍ୟୁ ହୋଇଛି। ବୁଧବାର ଲୋକଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଥିବା ସୁଦାନର ଅଧିକାରୀ…

ବାଂଲାଦେଶ ମୁହାଁଇପାରେ ବାତ୍ୟା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଡିପ୍ରେସନ(ଅବପାତ)ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଆହୁରି…

କିଛି ଦେଶରେ ଆସିପାରେ କରୋନାର ଆଉ ଏକ ଲହର: ଡବ୍ଲୁଏଚଓ ଚିଫ୍ ସାଇଣ୍ଟିଷ୍ଟଙ୍କ ଚେତାବନୀ

ଜେନେଭା,୨୧ ।୧୦: ଦେଶରେ ଏବେ ଉତ୍ସବର ସମୟ ଚାଲିଥିବା ବେଳେ ଏହାରି ଭିତରେ କରୋନାର ଓମିକ୍ରନ ଭାରିଏଣ୍ଟର ସବ ଭାରିଏଣ୍ଟ ଏକ୍ସବିବି ଡରାଇବା ଆରମ୍ଭ କରି ଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟ ବୈଜ୍ଞାନିକ ବା ଚିଫ ସାଇଣ୍ଟିଷ୍ଟ ସୌମ୍ୟା…

୪୫ଦିନରେ ଲିଜ୍‌ ଟ୍ରସ୍‌ ଛାଡିଲେ ଗାଦି

ଲଣ୍ଡନ,୨୦।୧୦: ୪୫ ଦିନର ଦାୟିତ୍ୱ ଗ୍ରହଣ କରିବା ପରେ  ବ୍ରିଟେନ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଅନ୍ୟ ଜଣେ ଉତ୍ତରାଧିକାରୀ ଚୟନ ନ ହେବା ପର୍ଯ୍ୟନ୍ତ ସେ ପ୍ରଧାନମନ୍ତ୍ରୀ ପଦବୀରେ ରହିବେ ବୋଲି ଟ୍ରସ୍‌ ଏକ…

ବାଣ ନିଷେଧାଦେଶ ବିରୋଧରେ ହୋଇଥିବା ଆବେଦନ ଖାରଜ: ସୁପ୍ରିମକୋର୍ଟ କହିଲେ, ଲୋକଙ୍କୁ ନିର୍ମଳ ପବନରେ ନିଶ୍ୱାସ ନେବାକୁ ଦିଅନ୍ତୁ

ନୂଆଦିଲ୍ଲୀ,୨୦।୧୦: ଦିଲ୍ଲୀରେ ବାଣ ସମ୍ପୂର୍ଣ୍ଣ ନିଷେଧାଦେଶ ବିରୋଧରେ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ତୁରନ୍ତ ଶୁଣାଣି କରିବାକୁ ମନା କରି ଦେଇଛନ୍ତି। କୋର୍ଟ ଏକ ଆବେଦନକୁ ଖାରଜ କରି କହିଛନ୍ତି ଯେ, ଲୋକଙ୍କୁ ନିର୍ମଳ ପବନରେ ନିଶ୍ୱାସ ନେବାକୁ ଦିଅନ୍ତୁ, ଉତ୍ସବ…

ଦିଲ୍ଲୀ ଏମ୍ସର ଭିଆଇପି ସଂସ୍କୃତି ଚିକିତ୍ସା ନେଇ ଫୋର୍ଡାର ପ୍ରଶ୍ନ, ଏମ୍‌ପିଙ୍କୁ ଜାଣି ନଥିବା ଗରିବଙ୍କର ଚିକିତ୍ସା ହେବ କିପରି ?…

ନୂଆଦିଲ୍ଲୀ,୨୦।୧୦ : ଫେଡେରେଶନ ଅଫ ରେସିଡେଣ୍ଟ ଡାକ୍ତର ଆସୋସିଏଶନ (ଫୋର୍ଡା) ଦିଲ୍ଲୀ ଏମ୍ସର ଭିଆଇପି ସଂସ୍କୃତି ଚିକିତ୍ସାକୁ ବିରୋଧ କରିଛି। ଏମ୍‌ପିଙ୍କ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ଏକ ଭିଆଇପି ବ୍ୟବସ୍ଥା ପ୍ରସ୍ତୁତ କରିଛି। ଏହି ସୂଚନା ଏମ୍ସ ଦ୍ୱାରା ଲୋକସଭା…

୬ ଦେଶରେ ଓମିକ୍ରନ ସ୍ପାଉନ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବଢ଼ିଲା ଚିନ୍ତା…

ଜେନେଭା,୨୦।୧୦ : ବିଶ୍ୱ ନାମରେ ଆତଙ୍କ ସୃଷ୍ଟି କରିଥିବା କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରେ ଲାଗିଛି। ଫଳରେ କରୋନା ମାର୍ଗଦର୍ଶିକା ପୁଣି ଫେରିବା ଆରମ୍ଭ କରିଛି। ଏବେ ପୁଣି ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ଜରୁରୀ ହୋଇ ପଡ଼ିଛି। ଅପରପକ୍ଷରେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri