Home Middle

ହିଜାବ୍‌ ଇସଲାମର ଅନିବାର୍ଯ୍ୟ ଅଂଶ ନୁହେଁ, କହିଲେ ସରକାର…

ନୂଆଦିଲ୍ଲୀ, ୨୦।୯ : ମଙ୍ଗଳବାର ସୁପ୍ରିମକୋର୍ଟରେ କର୍ନାଟକ ହାଇକୋର୍ଟଙ୍କ ଶିକ୍ଷାନୁଷ୍ଠାନରେ ହିଜାବ୍‌କୁ ନିଷିଦ୍ଧ କରିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବା ପିଟିଶନଗୁଡ଼ିକର ଶୁଣାଣି ହୋଇଥିଲା। ସର୍ବୋଚ୍ଚ ଅଦାଲତରେ ଶୁଣାଣିର ଅଷ୍ଟମ ଦିନରେ କର୍ନାଟକ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି…

ମାନ୍‌ଙ୍କ ଘଟଣାର ହେବ ଯାଞ୍ଚ୍‌, କହିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ନୂଆଦିଲ୍ଲୀ, ୨୦।୯ : ମଦ୍ୟପାନ ଅଭିଯୋଗରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଜର୍ମାନରେ ଲୁଫଥାନ୍ସା ଏୟାର ଲାଇନ୍ସ ବିମାନ ଅବତରଣ କରିବା ଘଟଣାର ଯାଞ୍ଚ କରାଯିବ। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କହିଛନ୍ତି ଯେ ଏହି…

ମାୟାବତୀଙ୍କ ଟୁଇଟ୍‌ ନେଇ ରାଜନୈତିକ ଉଷ୍ଣତା ବୃଦ୍ଧି…

ଲକ୍ଷ୍ନୌ, ୨୦।୯ : ଉତ୍ତରପ୍ରଦେଶ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ମଧ୍ୟ ସମାଜବାଦୀ ପାର୍ଟିର ବିଧାୟକମାନେ ଗୃହ ବାହାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସୋମବାର ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ନେତୃତ୍ୱରେ ଦଳର ବିଧାୟକମାନେ ଆଇନ ଶୃଙ୍ଖଳା, ମୁଦ୍ରାସ୍ଫୀତି ଭଳି ପ୍ରସଙ୍ଗରେ…

କାହାର ନକଲ କଲେ ହେବନି ଭାରତର ବିକାଶ: ମୋହନ ଭାଗଓ୍ବତ…

ନୂଆଦିଲ୍ଲୀ, ୨୦।୯ : ଆରଏସଏସ ମୁଖ୍ୟ ମୋହନ ଭାଗଓ୍ବତ କହିଛନ୍ତି ଯେ ବିକାଶ ପାଇଁ ଭାରତକୁ ଅନ୍ୟ କୌଣସି ଦେଶର ନକଲ କରିବା ପରିବର୍ତ୍ତେ ଭାରତ ଭଳି ରହିବାକୁ ପଡ଼ିବ। ଭାରତ ନିଜ ଉପରେ ବିଶ୍ୱାସ କରିବା ଉଚିତ । ଯଦି…

ବୈବାହିକ ପରମ୍ପରାରେ ମୂଳ ଉଦ୍ଦେଶ୍ୟ ପରିବାର ବୃଦ୍ଧି, ହାଇକୋର୍ଟଙ୍କ ଟିପ୍ପଣୀ…

ଚେନ୍ନାଇ,୨୦।୯ : ମାଡ୍ରାସ ହାଇକୋର୍ଟ କହିଛନ୍ତି ଯେ ବିବାହ କେବଳ ଶାରୀରିକ ସୁଖ ପାଇଁ ନୁହେଁ ବରଂ ଏହାର ମୂଳ ଉଦ୍ଦେଶ୍ୟ ହେଉଛି ସନ୍ତାନ ପ୍ରସବ କରିବା। ଜଷ୍ଟିସ କୃଷ୍ଣନ ରାମାସ୍ବାମୀ ଦମ୍ପତିଙ୍କ ମଧ୍ୟରେ ଉପୁଜିଥିବା ବିବାଦର ଶୁଣାଣି କରି ଏଭଳି…

ଦୈନିକ ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୨୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୭ ହଜାର ଉପରେ ରହିଛି। ଗତ…

୩୨ ବର୍ଷ ପରେ କଶ୍ମୀରରେ ଖୋଲିଲା ସିନେମା ହଲ୍‌

ଶ୍ରୀନଗର,୨୦।୯: କଶ୍ମୀରବାସୀ ବଡ ପରଦାରେ ଫିଲ୍ମ ଦେଖିବାର ଅପେକ୍ଷା ଏବେ ଶେଷ ହୋଇଛି। ମଙ୍ଗଳବାର ଶ୍ରୀନଗରର ସୋନମାର୍ଗଠାରେ ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ପ୍ରଥମ ମଲ୍ଟିପ୍ଲେକ୍ସ ସିନେମା ହଲ୍‌ର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ସ୍ବର୍ଗତ ଅଭିନେତା ଶ୍ୟାମି କପୁରଙ୍କୁ…

ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୯(ବ୍ୟୁରୋ):ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗ ଦେଇ ଓଡ଼ିଶା ଉପକୂଳକୁ ଆସିବା ସମ୍ଭାବନା ରହିଛି। ଏହାର…

କ୍ଲାସ୍‌ ସରିବା ପରେ କଲେଜରେ ରହିପାରିବେନି ପିଲା

ଭୁବନେଶ୍ୱର, ୨୦।୯(ବ୍ୟୁରୋ):କଲେଜ କ୍ୟାମ୍ପସରେ ଶୈକ୍ଷିକ ବାତାବରଣ ସୃଷ୍ଟି ଲାଗି କେତେକ ନୂଆ ପଦକ୍ଷେପ ନେଇଛି ଗଣଶିକ୍ଷା ବିଭାଗ। କ୍ଲାସ ସରିବା ପରେ ଆଉ କ୍ୟାମ୍ପସରେ ରହିପାରିବେନି ଛାତ୍ରୀଛାତ୍ର। ପୂର୍ବଭଳି ଆଉ କ୍ଲାସ୍‌ ପରବର୍ତ୍ତୀ ଖଟି ଜମିବ ନାହିଁ। ଶେଷ କ୍ଲାସ ଘଣ୍ଟା…

ଥରିଲା ମେକ୍ସିକୋ

ୱାଶିଂଟନ,୨୦।୯: ଆମେରିକାର ମେକ୍ସିକୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୬ ବୋଲି ଜଣାପଡିଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ ସ୍ଥାନୀୟ ସମୟ ଅପରାହ୍ନ ୧ଟା ସମୟରେ ଏହି ଭୂକମ୍ପ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା…

ମହାରାଣୀଙ୍କ ଅନ୍ତିମ ଯାତ୍ରା: ୨ ମିନିଟ୍‌ ନୀରବିଲା ବ୍ରିଟେନ

ଲଣ୍ଡନ,୧୯ା୯: ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ୨ୟଙ୍କୁ ସୋମବାର ଅନ୍ତିମ ବିଦାୟ ଦିଆଯାଇଛି। ରାଜ ପରିବାର ରୀତିନୀତି ଅନୁସାରେ ମହାରାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଓ୍ବିଣ୍ଡସର କାସ୍‌ଲେର ଐତିହାସିକ କିଙ୍ଗ୍‌ ଜର୍ଜ ୬ଷ୍ଠ ମେମୋରିଆଲ ଚାପେଲରେ ତାଙ୍କ କଫିନ୍‌କୁ ଦିବଂଗତ ସ୍ବାମୀ ପ୍ରିନ୍ସ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢ଼ିପାରନ୍ତି ଥରୁର: ସବୁଜ ସଙ୍କେତ ଦେଲେ ସୋନିଆ

ନୂଆଦିଲ୍ଲୀ,୧୯।୯: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୈତିକ ସରଗରମ ରହୁଛି। ଆସନ୍ତା ମାସ ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ବରିଷ୍ଠ ନେତା ଶଶୀ ଥରୁର ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି। ଏଥିପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri