କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ବର୍ଷ ଭେଟି: ଏନ୍ଏସ୍ସି, ଡାକଘର ସଞ୍ଚୟ ସୁଧହାର ବଢ଼ିଲା
ନୂଆଦିଲ୍ଲୀ,୩୦ା୧୨: କେନ୍ଦ୍ର ସରକାର ଶୁକ୍ରବାର ଦେଶବାସୀଙ୍କୁ ନୂଆ ବର୍ଷର ଉପହାର ଦେଇଛନ୍ତି। ସରକାର ଜାନୁୟାରୀ ୧ରୁ ଡାକଘର ସଞ୍ଚୟ ଯୋଜନା, ଏନ୍ଏସ୍ସି ଏବଂ ବରିଷ୍ଠ ନାଗରିକ ସଞ୍ଚୟ ଯୋଜନାର ସୁଧହାର ୧.୧୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ପବ୍ଲିକ୍ ପ୍ରୋଭିଡେଣ୍ଟ…
ରାହୁଲ ନିଜେ ପାଳନ କରିନାହନ୍ତି ପ୍ରୋଟୋକଲ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୩୦।୧୨: ଭାରତ ଯୋଡୋ ଯାତ୍ରା ସମୟରେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜେ ହିଁ ସୁରକ୍ଷା ପ୍ରୋଟୋକଲ୍ ପାଳନ କରିନାହାନ୍ତି। ରାହୁଲ ଗାନ୍ଧୀଙ୍କୁ ସୁରକ୍ଷା ବାବଦରେ ଅବଗତ କରାଯାଇଥିଲା। ଭାରତ ଯୋଡା ଯାତ୍ରା ସମୟରେ ଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କ…
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା
ଭୁବନେଶ୍ବର,୩୦ା୧୨(ବ୍ୟୁରୋ): ନୂଆବର୍ଷରେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ଲାଗି ଭେଟି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍ସନ୍ ଭୋଗୀ…
ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି। ଟୁଇଟ୍…
ହୀରାବେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ପର ଘରେ ବାସନ ମାଜୁଥିଲେ ମୋଦିଙ୍କ ମା’
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ସକାଳେ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହୀରାବେନ ଗୁଜରାଟର ପାଲନପୁରରେ ଜନ୍ମଗ୍ରହଣ କରିଥିଲେ। ବିବାହ ପରେ ସେ ବଡ଼ନଗରକୁ ଚାଲିଯାଇଥିଲେ। ଯେତେବେଳେ ସେ ବିବାହ କରିଥିଲେ,…
ମା’ଙ୍କୁ କାନ୍ଧ ଦେଲେ ମୋଦି
ଅହମ୍ମଦାବାଦ୍,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ ୧୦୦ ବର୍ଷ ବୟସରେ ପରଲୋକ ଘଟିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ୍ରେ ପହଞ୍ଚି ମା’ଙ୍କୁ ଶେଷ ଦର୍ଶନ କରିଛନ୍ତି। ଏବେ ହୀରାବେନ୍ଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କ ପାର୍ଥିବ ଶରୀରରେ କାନ୍ଧ…
ଭାରତ, ଆମେରିକା ସମେତ ୭ ଦେଶ ଚାଇନା ଉପରେ ଲଗାଇଲେ ଯାତ୍ରା ପ୍ରତିବନ୍ଧକ
ୱାଶିଂଟନ/ନୂଆଦିଲ୍ଲୀ,୩୦ ।୧୨: ଚାଇନାରେ ବେଳକୁ ବେଳ ଅଣାୟତ୍ତ ହୋଇଛି କୋଭିଡ ସଂକ୍ରମଣ । କେବଳ ଡିସେମ୍ବର ମାସରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୩୫ କୋଟି ବୋଲି କୁହାଯାଉଛି । ଚାଇନାର ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଓ…
ମା’ଙ୍କ ପରଲୋକରେ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ଶୁକ୍ରବାର ସକାଳେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ମୋଦି ନିଜେ ଟୁଇଟର୍ରେ ଏକ ଭାବପ୍ରବଣ ବାର୍ତ୍ତା ଲେଖି ମା’ଙ୍କ ମୃତ୍ୟୁ ବିଷୟରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଗୌରବମୟ ଶତାବ୍ଦୀ ଈଶ୍ବରଙ୍କ ପାଦତଳେ ବିରାମ…
ପରଲୋକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’
ଅହମ୍ମଦାବାଦ,୩୦।୧୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ହସ୍ପିଟାଲରେ ମୃତ୍ୟୁ ଘଟିଛି। ପ୍ରଧାନମନ୍ତ୍ରୀ ଏବେ ଅହମ୍ମଦାବାଦ ଅଭିମୁଖେ ବାହାରିଛନ୍ତି। ଅସୁସ୍ଥତା ହେତୁ ବୁଧବାର ତାଙ୍କୁ ଅହମ୍ମଦାବାଦର ୟୁଏନ୍ ମେହେଟ୍ଟା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା…
ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ବେଞ୍ଜାମିନ୍ ନେତ୍ନ୍ୟାହୁ
ଜେରୁଜେଲମ,୨୯।୧୨: ଦକ୍ଷିଣପନ୍ଥୀ ନେତା ବେଞ୍ଜାମିନ୍ ନେତ୍ନ୍ୟାହୁ ପୁଣି ଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଗୁରୁବାର ସେ ପ୍ରଧାନମନ୍ତ୍ରୀ ପଦ ପାଇଁ ଗୋପନୀୟତାର ଶପଥ ପାଠ କରିଥିଲେ। ଷଷ୍ଠ ଥର ପାଇଁ ସେ ଇସ୍ରାଏଲରେ ସରକାର ଗଠନ କରିଛନ୍ତି। ପୁନର୍ବାର କ୍ଷମତାକୁ ଫେରିବା…
ପ୍ରକାଶ ପାଇଲା ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା ସୂଚୀ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ ତାରିଖରୁ ଆରମ୍ଭ ହେବ। ଏ ନେଇ ଗୁରୁବାର ସିବିଏସ୍ଇ ପକ୍ଷରୁ ଏକ ସର୍କୁଲାର ଜାରି ହେବା ସହିତ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦଶମ ପରୀକ୍ଷା…

