Home Middle

୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୨୯ା୧୨: ଜାନୁୟାରୀ ୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି। କୁମ୍ଭୀର ଗଣନା ପାଇଁ ଭିତରକନିକା ଜାନୁୟାରୀ ୪ରୁ ୧୪ ପର୍ଯ୍ୟନ୍ତ ବନ୍ଦ…

ଉପବାଚସ୍ପତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ବେଳେ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଅନୁଗୋଳରୁ ଫେରୁଥିବା ବେଳେ ୫୫ ନଂ ଜାତୀୟ ରାଜପଥର ପଞ୍ଚମହଲାଠାରୁ ବନ୍ତଳା ରାସ୍ତାକୁ ଟର୍ନିଂ ସମୟରେ ଏହି ଦୁର୍ଘଟଣା…

ଅନୁଗୋଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଜିଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ…

ଦକ୍ଷିଣ କୋରିଆ ରାଜପଥରେ ଅଗ୍ନିକାଣ୍ଡ: ୫ ଜଣଙ୍କ ଜୀବନ ଗଲା

ସିଓଲ,୨୯ା୧୨: ଗୁରୁବାର ଦକ୍ଷିଣ କୋରିଆର ଏକ ପ୍ରମୁଖ ଏକ୍ସପ୍ରେସଓ୍ବେରେ ବଡ଼ ଅଗ୍ନିକାଣ୍ଡ ଘଟିଛି। ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ୩୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ଜରୁରିକାଳୀନ ଅଧିକାରୀ ଏହି ସୂଚନା ଦେଇଛନ୍ତି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓଗୁଡିକ…

୬ ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୯।୧୨: ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୧ରୁ ଚାଇନା, ହଂକଂ, ଜାପାନ, ଦକ୍ଷିଣ କୋରିଆ, ସିଙ୍ଗାପୁର ଏବଂ ଥାଇଲ୍ୟାଣ୍ଡରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ଆର୍‌ଟି-ପିସିଆର୍‌ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି।…

ୟୁକ୍ରେନ୍‌ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ରୁଷିଆ…

କିଭ୍‌,୨୯।୧୨ : ରୁଷିଆ ୟୁକ୍ରେନ ଉପରେ ଜୋରଦାର ଆକ୍ରମଣ ଆରମ୍ଭ କରିଛି। ୟୁକ୍ରେନ ରାଷ୍ଟ୍ରପତିଙ୍କ ଜଣେ ପରାମର୍ଶଦାତାଙ୍କ ଅନୁଯାୟୀ ଗୁରୁବାର ରୁଷିଆ ପୁଣି ଥରେ ୟୁକ୍ରେନ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କରିଛି। ଲୋକଙ୍କୁ ସତର୍କ କରିବା ପାଇଁ ୟୁକ୍ରେନରେ…

ବେଆଇନ ଗୋରୁ ଚାଲାଣ ମାମଲାରେ ପ୍ରାଣୀଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ଗାଡ଼ି ମାଲିକ : ହାଇକୋର୍ଟ…

ମୁମ୍ବାଇ,୨୯।୧୨ : ବମ୍ବେ ହାଇକୋର୍ଟ କହିଛନ୍ତି ଯେ ବେଆଇନ ଗୋରୁ ଚାଲାଣ ମାମଲାରେ ବିଚାର ଶେଷ ନହେବା ପର୍ଯ୍ୟନ୍ତ ପ୍ରାଣୀଙ୍କର ପରିବହନ, ଚିକିତ୍ସା ତଥା ଯତ୍ନ ନେବା ପାଇଁ ହେଉଥିବା ଖର୍ଚ୍ଚ ଗାଡ଼ି ମାଲିକ ବହନ କରିବେ। ପ୍ରାଣୀ କ୍ରୁରତା ନିବାରଣ…

ଭାବପ୍ରବଣ ଆଘାତ-ଖରାପ ଶବ୍ଦ କହିବା ମଧ୍ୟ ଘରୋଇ ହିଂସା: ସ୍ତ୍ରୀଙ୍କୁ ମଧ୍ୟବର୍ତ୍ତୀକାଳୀନ ଭରଣ ପୋଷଣ ଦେବାକୁ ସମଲିଙ୍ଗୀ ପୁରୁଷଙ୍କୁ ନିର୍ଦ୍ଦେଶ…

ମୁମ୍ବାଇ,୨୯।୧୨ : ମୁମ୍ବାଇର ସେସନ କୋଟ ର୍‌ ଜଣେ ସମଲିଙ୍ଗୀ ପୁରୁଷଙ୍କୁ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟବର୍ତ୍ତୀକାଳୀନ ଭରଣ ପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ ଅନ୍ୟ ପୁରୁଷଙ୍କ ସହ ଜଡିତ ଥିବାରୁ ସମଲିଙ୍ଗୀ ସ୍ବାମୀ ସେମାନଙ୍କ ବିବାହ ସମ୍ପର୍କକୁ ପରିପୂର୍ଣ୍ଣ କରି…

ଭାରତ-ସାଇପ୍ରସ ମଧ୍ୟରେ ହେବ ପ୍ରତିରକ୍ଷା ଚୁକ୍ତି, ସାଇପ୍ରସ ଗସ୍ତରେ ଜୟଶଙ୍କର…

ନୂଆଦିଲ୍ଲୀ/ନିକୋସିଆ,୨୯।୧୨ : ଭୂମଧ୍ୟସାଗରରେ ତୁର୍କୀର ଆକ୍ରୋଶ ଯୋଗୁ ଅସୁବିଧାରେ ପଡିଥିବା ସାଇପ୍ରସ ପ୍ରତିରକ୍ଷା ସମେତ ଭାରତ ସହିତ ଅନେକ ଚୁକ୍ତି କରି ଏକ ଦୃଢ଼ ବାର୍ତ୍ତା ଦେବାକୁ ଯାଉଛି। ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଗୁରୁବାର ସାଇପ୍ରସ ଗସ୍ତ ଆରମ୍ଭ…

ମେଲବୋର୍ନରେ ଭାରତ-ପାକିସ୍ତାନ ଟେଷ୍ଟ ମ୍ୟାଚ ହେବା ନେଇ ଚର୍ଚ୍ଚା, ଭିକ୍ଟୋରିଆ ସରକାରଙ୍କ ଉଦ୍ୟମ…

ମେଲବୋର୍ନ,୨୯।୧୨ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୫ ବର୍ଷ ପରେ ପୁଣି ଟେଷ୍ଟ ମ୍ୟାଚ ଖେଳାଯିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କ୍ରିକେଟର ଦୀର୍ଘତମ ଫର୍ମାଟରେ, ଏହି ଦୁଇ ଦଳ ଶେଷ ଥର ପାଇଁ ୨୦୦୭ ରେ ମୁହାଁମୁହିଁ ହୋଇଥିଲେ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ…

ରାହୁଲଙ୍କ ସୁରକ୍ଷା ନେଇ ସିଆରପିଏଫର ଜବାବ, ସେ ନିଜେ କରୁଛନ୍ତି ବ୍ୟବସ୍ଥାର ଉଲ୍ଲଂଘନ,୨୦୨୦ ଠାରୁ ୧୧୩ ଥର…

ନୂଆଦିଲ୍ଲୀ,୨୯।୧୨ : ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲ ଗାନ୍ଧୀଙ୍କ ସୁରକ୍ଷାକୁ ନେଇ କଂଗ୍ରେସ ପ୍ରସଙ୍ଗ ଉଠାଇଛି। ଗୋଟିଏ ଦିନ ପୂର୍ବରୁ ଦଳର ନେତା କେସି ଭେନୁଗୋପାଲ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖି ସୁରକ୍ଷା ଅଭାବ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?