Home Middle

ଜିନପିଙ୍ଗ ଶପଥ ଗ୍ରହଣ ଉତ୍ସବ ପାଇଁ ନିଜେ ସ୍ଥିର କରିଛନ୍ତି ନିୟମ…

ବେଜିଂ,୧୫।୧୦ : ଚାଇନା ରାଷ୍ଟ୍ରପତି ଭାବରେ ଶି ଜିନପିଙ୍ଗଙ୍କ ଶପଥ ଗ୍ରହଣ ପୂର୍ବରୁ କମ୍ୟୁନିଷ୍ଟ ପାର୍ଟି (ସିପିସି) ତାଙ୍କୁ ସମର୍ଥନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଚଳାଇଛି। ଜିନପିଙ୍ଗଙ୍କର ସମ୍ଭାବ୍ୟ ତୃତୀୟ କାର୍ଯ୍ୟକାଳ ପାଇଁ ଆସନ୍ତାକାଲି ଠାରୁ ସିପିସି ଏହାର ୨୦ତମ…

ଶ୍ରୀଲଙ୍କା ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ, ଫାଇନାଲରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୬୬…

ସିଲହଟ ,୧୫।୧୦ : ମହିଳା ଏସିଆ କପର ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌ ରହିଛି। ବାଂଲାଦେଶର ସିଲହଟ ଇଣ୍ଟରନ୍ୟାଶନାଲ ଷ୍ଟାଡ଼ିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…

କରୋନା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…

ପାକିସ୍ଥାନ ବିଶ୍ୱର ସବୁଠାରୁ ବିପଜ୍ଜନକ ଦେଶ: ବାଇଡେନ

ଓ୍ବାଶିଂଟନ,୧୫।୧୦: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ଥାନକୁ ବିଶ୍ୱର ସବୁଠାରୁ ବିପଜ୍ଜନକ ଦେଶ ବୋଲି କହିଛନ୍ତି। ଋଷିଆ-ୟୁକ୍ରେନ ଯୁଦ୍ଧ ଦ୍ୱାରା ବିଶ୍ୱରେ କିଭଳି ପ୍ରଭାବ ପକାଇଛି,ସେହି ବିଷୟରେ ଆଲୋଚନା କରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏଭଳି ମନ୍ତବ୍ୟ ଦେଇଛନ୍ତି। ସେ…

ଭାରତୀୟ ଅର୍ଥନୀତିକୁ କଟାକ୍ଷ

ମାଡ୍ରିଡ୍‌/ ନୂଆଦିଲ୍ଲୀ,୧୫।୧୦: ଏକଦା ଭାରତକୁ ସାପୁଆକେଳାଙ୍କ ଦେଶ ବୋଲି ୟୁରୋପୀୟମାନେ କହୁଥିଲେ। ଦେଶ ବିକାଶ ଦିଗରେ ଅଗ୍ରସର ହେଉଥିବା ଦର୍ଶାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ଭାରତ ପ୍ରତି ପାଶ୍ଚାତ୍ୟର ସାପୁଆ କେଳା ଓ କଳାଯାଦୁ ଆଭିମୁଖ୍ୟ ବିଷୟରେ ଏକାଧିକଥର…

ତୁର୍କି କୋଇଲା ଖଣିରେ ବିସ୍ଫୋରଣ, ୧୪ ମୃତ ୨୮ରୁ ଅଧିକ ଆହତ, ଫସି ରହିଛନ୍ତି ୫୦, ଯାତ୍ରା ରଦ୍ଦ କଲେ ରାଷ୍ଟ୍ରପତି

ଅଂକାରା,୧୫ ।୧୦: ତୁର୍କିର ଏକ କୋଇଲା ଖଣିରେ ହୋଇଥିବା ବିସ୍ଫୋରଣରେ ଅତିକମରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ବିସ୍ଫୋରଣରେ ୨୮ରୁ ଅଧିକ ଆହତ ହୋଇଛନ୍ତି । ଦେଶର ଗୃହ ମନ୍ତ୍ରୀ ସୁଲେମାନ ସୋୟଲୁ ସୂଚନା ଦେଇ…

ଦୀପାବଳି ପରେ ଗୁଜୁରାଟ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୧୪।୧୦: ଦୀପାବଳି ଅର୍ଥାତ୍‌ ଆସନ୍ତା ୨୪ ତାରିଖ ପରେ ଗୁଜୁରାଟ ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା ହୋଇପାରେ। ଶୁକ୍ରବାର ଗୁଜୁରାଟ, ହିମାଚଳ ପ୍ରଦେଶର ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରାଯିବ ବୋଲି ଆଶା କରାଯାଉଥିଲା। ହେଲେ ନିର୍ବାଚନ କମିଶନ କେବଳ ହିମାଚଳ…

ନିର୍ବାଚନ ତାରିଖ ଘୋଷଣା କଲେ ଇସି: ୧୨ରେ ମତଦାନ ୮ରେ ଫଳାଫଳ

ନୂଆଦିଲ୍ଲୀ,୧୪।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ଶୁକ୍ରବାର ନିର୍ବାଚନ କମିଶନର ଏକ ଖବରଦାତା ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ୬୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ହିଁ ମତଦାନ ଅନୁଷ୍ଠିତ ହେବ। ନଭେମ୍ବର ୧୨ରେ ମତଦାନ…

ଚାଇନାରେ ପୁଣି ଲକ୍‌ଡାଉନ୍‌

ବେଜିଂ,୧୪ା୧୦: ଚାଇନାରେ କରୋନା ଭାଇରସ୍‌ ପୁଣି ଥରେ ତା’ର କାୟା ବିସ୍ତାର କଲାଣି। ଫଳରେ ଚିନ୍ତାରେ ପଡ଼ିଛନ୍ତି ସରକାର। ଗତ ୩ ମାସ ମଧ୍ୟରେ ଚାଇନାରେ ସର୍ବାଧିକ ସଂଖ୍ୟକ କରୋନା ମାମଲା ରିପୋର୍ଟ ହୋଇଛି। କରୋନା ମାମଲା ବୃଦ୍ଧି ପାଉଥିବା ବେଳେ…

ମାସକ ଭିତରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଆସନ୍ତା ୧ମାସ ଭିତରେ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ କୁହାଯାଇଛି। ଗୁରୁବାର ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ଆଲୋଚନା ପରେ…

ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ

ଓ୍ବାଶିଂଟନ୍‌,୧୪।୧୦: ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟିଛି। ଉତ୍ତର କାରୋଲିନାରେ ଘଟିଥିବା ଏହି ଗୁଳିକାଣ୍ଡରେ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ପରେ ପୋଲିସ ସମଗ୍ର ଅଞ୍ଚଳକୁ ଘେରି ରହିଛି। ଏହା ସହିତ ଗୁଳିକାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ ପୋଲିସ…

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର,୧୪ା୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟର ମୋଟ ୧୩୯ ଓଏଏସ୍‌ ଅଫିସରଙ୍କ ବଦଳି କରିବା ସହିତ ଶୁକ୍ରବାର ସୁଦ୍ଧା ସମସ୍ତେ ରିଲିଭ ହେବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri