Home Middle

ବିଶ୍ୱ ମାନଚିତ୍ରରୁ ଏକ ସାର୍ବଭୌମ ଦେଶକୁ ଲିଭାଇ ପାରିବ ନାହିଁ ରୁଷିଆ, ନିନ୍ଦା ପ୍ରସ୍ତାବକୁ ବାଇଡେନଙ୍କ ପ୍ରଶଂସା…

ଜେନେଭା/ଓ୍ବାଶିଂଟନ/ମସ୍କୋ,୧୩।୧୦ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ)ରେ ରୁଷିଆ ବିରୋଧରେ ପାରିତ ହୋଇଥିବା ନିନ୍ଦା ପ୍ରସ୍ତାବକୁ ପ୍ରଶଂସା କରିଛନ୍ତି। ପ୍ରସ୍ତାବରେ ୟୁକ୍ରେନର ଚାରୋଟି ଅଞ୍ଚଳକୁ ରୁଷିଆ ସହିତ ମିଶ୍ରଣକୁ ନିନ୍ଦା କରାଯାଇଛି। ବାଇଡେନ କହିଛନ୍ତି,…

କଟକଣାକୁ ଅଣଦେଖା, ପୁଣି କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧୩।୧୦ : କ୍ଷେପଣାସ୍ତ୍ର ପରୀକ୍ଷଣ କରି କୋରିଆ ଉପଦ୍ୱୀପରେ ଉତ୍ତର କୋରିଆ ଉତ୍ତେଜନା ବୃଦ୍ଧି କରିଛି। ଗୁରୁବାର ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପୁଣିଥରେ ଦୂରଗାମୀ କ୍ରୁଜ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। କିମ ଜୋଙ୍ଗ ଉନଙ୍କ ତତ୍ତ୍ୱାବଧାନରେ…

ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…

ସୁଶୀଲ କୁମାରଙ୍କ ବିରୋଧରେ ଚାର୍ଜଫ୍ରେମ

ନୂଆଦିଲ୍ଳୀ,୧୩ା୧୦(ପି.ଟି.): ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର ଚାମ୍ପିୟନ ରେସଲରଙ୍କ ହତ୍ୟା ମାମଲାରେ ଅଲିମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ନାମରେ କୋର୍ଟ ଚାର୍ଜଫ୍ରେମ୍‌ କରିଛନ୍ତି। ବୁଧବାର ଦିଲ୍ଲୀର ଏକ କୋର୍ଟ ସୁଶୀଲ ଏବଂ ଅନ୍ୟ ୧୭ ଜଣ ଦୋଷୀଙ୍କ ବିରୋଧରେ…

କମଲ୍‌ପ୍ରୀତ ୩ ବର୍ଷ ବାସନ୍ଦ

ନୂଆଦିଲ୍ଳୀ,୧୩ା୧୦(ପି.ଟି.): ଟୋକିଓ ୨୦୨୦ରେ ସଫଳତାର ଶିଖର ଛୁଇଁଥିବା ମହିଳା ଡିସ୍‌କସ ଥ୍ରୋୟର କମଲପ୍ରୀତ କୌରଙ୍କୁ ୩ ବର୍ଷ ବାସନ୍ଦ କରାଯାଇଛି। ତାଙ୍କ ନମୁନାରେ ନିଷିଦ୍ଧ ଶକ୍ତିବର୍ଦ୍ଧକ ପଦାର୍ଥ ଷ୍ଟାନୋଜୋଲୋଲ ମିଳିଥିବା ବେଳେ ଆଥ୍‌ଲେଟିକ୍ସ ଇଣ୍ଟେଗ୍ରିଟି ୟୁନିଟ (ଏଆଇୟୁ) ପକ୍ଷରୁ ତାଙ୍କୁ ବାସନ୍ଦ…

‘ଆମେରିକା ସମକକ୍ଷ ପ୍ରଦର୍ଶନ କରିପାରିଲୁନି’

ଭୁବନେଶ୍ୱର, ୧୩।୧୦: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ରେ ଭାରତ ଏହାର ପ୍ରଥମ ମ୍ୟାଚରେ ଶୋଚନୀୟ ପରାଜୟ ବରଣ କରିଛି। ଆମେରିକା ୮-୦ ଗୋଲରେ ବିଜୟ ସହ ଆଗକୁ ବଢ଼ିଛି। ଏଜ୍‌ ଗ୍ରୁପ୍‌ରେ ବିଶ୍ୱର…

୩ ତୈଳ କମ୍ପାନୀକୁ ୨୨,୦୦୦ କୋଟିର ଅନୁଦାନ

ନୂଆଦିଲ୍ଲୀ,୧୩।୧୦: ଦେଶର ପ୍ରମୁଖ ୩ ତୈଳ ବିପଣନକାରୀ କମ୍ପାନୀକୁ କେନ୍ଦ୍ର ସରକାର ଏକକାଳନୀ ୨୨ ହଜାର କୋଟି ଟଙ୍କାର ଅନୁଦାନ ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ଏପରିକି ଗତ ୨ ବର୍ଷ ମଧ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌ ଏଲ୍‌ପିଜି ବିକ୍ରିରେ ହୋଇଥିବା…

ଅକ୍ଷୟ ଶକ୍ତିରେ ୩ ଗୁଣା ନିବେଶ ଜରୁରୀ: ଜାତିସଂଘ

ଜେନେଭା, ୧୩ା୧୦: ଶୂନ ଅଙ୍ଗାରକାମ୍ଳ ନିର୍ଗମନ ବା ଜିରୋ କାର୍ବନ ଏମିଶନ ଲକ୍ଷ୍ୟ ହାସଲ ପାଇଁ ପୁନଃ ବ୍ୟବହାରଯୋଗ୍ୟ ଶକ୍ତିରେ ବୈଶ୍ୱିକ ନିବେଶ ୨୦୫୦ ସୁଦ୍ଧା ୩ ଗୁଣା ବଢ଼ିବା ଆବଶ୍ୟକ ବୋଲି ବିଶ୍ୱ ପାଣିପାଗ ସଂସ୍ଥା (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ଜାରି…

ରାଲିବେଳେ ଦଳ କିମ୍ବା ପ୍ରାର୍ଥୀ ଶାଢ଼ି, ଶାର୍ଟ ବାଣ୍ଟିପାରିବେ ନାହିଁ: ଇସି

ନୂଆଦିଲ୍ଲୀ,୧୩।୧୦: ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳଙ୍କୁ ସମାନ ସୁଯୋଗ ପ୍ରଦାନ କରାଯିବା ଉପରେ ନିର୍ବାଚନ କମିଶନ (ଇସି) ଗୁରୁତ୍ୱାରୋପ କରିଛନ୍ତି। ନିର୍ବାଚନ ସମ୍ପର୍କିତ ବିଜ୍ଞାପନ ବେଳେ ସମସ୍ତଙ୍କୁ ସମାନ ସୁବିଧା ମିଳିବା ଉଚିତ। ରାଲି ବେଳେ ଭୋଟରଙ୍କୁ ଆକୃଷ୍ଟ କରିବା…

ରଦ୍ଦ ଧାରା ୬୬ଏରେ ମୋକଦ୍ଦମା ରୁଜୁ କରାଯାଇ ପାରିବନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୧୦: ସୂଚନା ପ୍ରଯୁକ୍ତି (ଆଇଟି) ଆଇନ, ୨୦୦୦ର ଧାରା ୬୬ଏକୁ ୨୦୧୫ରୁ ରଦ୍ଦ କରାଯାଇଛି। ତେଣୁ ଏହି ଧାରାରେ କାହା ବିରୋଧରେ ମୋକଦ୍ଦମା ଚଲାଯାଇପାରିବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଧାରା ଅନୁଯାୟୀ ଜଣେ ବ୍ୟକ୍ତି ଆପରାଧିକ…

ଉଦୟପୁର ଘୋଷଣାନାମା କାର୍ଯ୍ୟକାରୀ କରିବି: ଖାର୍ଗେ

ନୂଆଦିଲ୍ଲୀ/ଭୋପାଳ,୧୩।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚିତ ହେବା ପରେ ଦଳରେ ଉଦୟପୁର ବୈଠକର ଘୋଷଣାନାମା କାର୍ଯ୍ୟକାରୀ କରାଇବା ତାଙ୍କର ପ୍ରାଥମିକ ଦାୟିତ୍ୱ ହେବ ବୋଲି ବରିଷ୍ଠ ନେତା ତଥା ରାଜ୍ୟ ସଭା ସଦସ୍ୟ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ସେହିପରି ଅନ୍ୟତମ ପ୍ରାର୍ଥୀ ଶଶୀ…

ଆଜି ଆସିପାରେ ‘ହିଜାବ’ ରାୟ

ନୂଆଦିଲ୍ଲୀ,୧୩।୧୦: ବହୁପ୍ରତୀକ୍ଷିତ କର୍ନାଟକ ହିଜାବ ବିବାଦ ମାମଲାରେ ସୁପ୍ରିମକୋର୍ଟର ଦୁଇଜଣିଆ ଖଣ୍ଡପୀଠ ଗୁରୁବାର ରାୟ ଶୁଣାଇପାରନ୍ତି ବୋଲି ଜଣାପଡ଼ିଛି। ଶିକ୍ଷାନୁଷ୍ଠାନରେ ମୁସଲମାନ ଛାତ୍ରୀଙ୍କ ହିଜାବପିନ୍ଧା ଉପରେ କର୍ନାଟକ ସରକାର ନିଷିଦ୍ଧାଦେଶ ଲଗାଇଥିବାବେଳେ ଏହାକୁ କର୍ନାଟକ ହାଇକୋର୍ଟ କାଏମ ରଖିଥିଲେ। ହାଇକୋର୍ଟଙ୍କ ରାୟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri