ଖଣିରେ ବିସ୍ଫୋରଣ: ୩ କର୍ମଚାରୀ ମୃତ
କିଭ୍,୨୫ା୧୨: ୟୁକ୍ରେନର ଖେର୍ସନରେ ଖଣି ବିସ୍ଫୋରଣରେ ୩ ଜରୁରିକାଳୀନ ସେବା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହି କର୍ମଚାରୀମାନେ ରୁଷିଆ ଆକ୍ରମଣ ପରଠାରୁ ଏଠାରେ କାର୍ଯ୍ୟ କରୁଥିଲେ। ୟୁକ୍ରେନର ରାଜ୍ୟ ଜରୁରିକାଳୀନ ସେବା ଏକ ଫେସବୁକ ପୋଷ୍ଟରେ କହିଛି, ଏହି ତିନିଜଣ କର୍ମଚାରୀ…
କୃତ୍ରିମ ହାର୍ଟ ବିକଶିତ କଲା ଆଇଆଇଟି କାନପୁର…
କାନପୁର,୨୫।୧୨ : ପରିବର୍ତ୍ତିତ ଜୀବନଶୈଳୀ ଏବଂ କରୋନା ପରି ସଂକ୍ରାମକ ରୋଗ ପରେ ହାର୍ଟ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ହଠାତ ହାର୍ଟ ଆଟାକ୍ ଯୋଗୁ ଲୋକଙ୍କର ମୃତ୍ୟୁ ଘଟୁଛି। ତେବେ ଏକ୍ଷେତ୍ରରେ ଆଇଆଇଟି କାନପୁରର ବୈଜ୍ଞାନିକ ଏବଂ ହୃଦରୋଗ ବିଶେଷଜ୍ଞମାନେ…
କେରଳରେ ବାର୍ଡ ଫ୍ଲୁ: ୬ ହଜାରରୁ ଅଧିକ ପକ୍ଷୀ ମୃତ…
ଥିରୁଭାନନ୍ତପୁରମ୍,୨୫।୧୨ : ଦେଶରେ ଥଣ୍ଡାର ପ୍ରକୋପ ବଢ଼ିବା ସହିତ ବାର୍ଡ ଫ୍ଲୁ ବ୍ୟାପିବାରେ ଲାଗିଛି। କେରଳର କୋଟ୍ଟାୟାମ ଜିଲାର ତିନୋଟି ଭିନ୍ନ ପଞ୍ଚାୟତରେ ଏହା ଯୋଗୁ ଇତିମଧ୍ୟରେ ୬ ହଜାରରୁ ଅଧିକ ପକ୍ଷୀଙ୍କର ମୃତ୍ୟୁ ଘଟିଛି। ଶନିବାର ଜିଲାର ଭେଚୁର, ନନ୍ଦୁର…
ସକ୍ରିୟ ମାମଲା କମୁଛି,ଦୈନିକ ସଂକ୍ରମଣ ବଢୁଛି…
ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଦେଶରେ ଗତ ଦୁଇଦିନ ଧରି ଲଗାତାର ସକ୍ରିୟ ମାମଲା କମୁଥିବାବେଳେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତ…
୨୦୨୨ରେ ଦେଶ ଗତିଶୀଳ ହୋଇ ରଚିଲା ଇତିହାସ: ବର୍ଷର ଶେଷ ମନ୍ କି ବାତ୍ରେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୨୫।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଷର ଶେଷ ତଥା ୯୬ତମ ମନ୍ କି ବାତ୍ କାର୍ଯ୍ୟକ୍ରମକୁ ସମ୍ବୋଧିତ କର କହିଛନ୍ତି ଯେ, ୨୦୨୨ରେ ଦେଶ ଗତିଶୀଳ ହୋଇଛି। ଦେଶର ବହୁ ଲୋକ ଇତିହାସ ରଚିଛନ୍ତି। ଭାରତର ଅଗ୍ରଗତି ହେବା ସହିତ…
ଭାଜପା ବିଧାୟକଙ୍କ ସମେତ ୧୦ ନେତାଙ୍କୁ ବର୍ଷେ ଜେଲ ଦଣ୍ଡାଦେଶ…
ଭୋପାଳ,୨୫।୧୨ : ମଧ୍ୟପ୍ରଦେଶର ଖଣ୍ଡୱା ଚର୍ଚ୍ଚିତ ମୁହଁରେ କଳା ବୋଳିବା ମାମଲାରେ ସ୍ବତନ୍ତ୍ର କୋର୍ଟ ଭାଜପା ବିଧାୟକ ରାମ ଡାଙ୍ଗୋରଙ୍କ ସମେତ ୧୦ ଜଣ ନେତାଙ୍କୁ ବର୍ଷେ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ଅପରାଧୀମାନେ ଛାତ୍ର ସଂଗଠନ ଏବିଭିପିରେ ଥିବାବେଳେ ୧୧…
ପ୍ରଧାନମନ୍ତ୍ରୀ ଶେହବାଜଙ୍କ ପଳାତକ ପୁତ୍ରଙ୍କୁ ଜାମିନ…
ଇସଲାମାବାଦ,୨୫।୧୨ : ଲାହୋର କୋର୍ଟ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହାବାଜ ସରିଫଙ୍କ ପୁଅ ସୁଲେମାନ ଶେହାବାଜଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ମନି ଲଣ୍ଡରିଂ ମାମଲାରେ ସୁଲେମାନଙ୍କୁ ଅପରାଧୀ ଘୋଷିତ କରାଯାଇଥିଲା। ତଦନ୍ତରେ ସହଯୋଗର ସର୍ତ୍ତରେ କୋର୍ଟ ସୁଲେମାନଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ…
ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି…
ନୂଆଦିଲ୍ଲୀ,୨୫।୧୨ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ତାଙ୍କ ସମାଧିସ୍ଥଳରେ ପହଞ୍ଚିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ଭାଜପାର ମୂଳଦୁଆ ପକାଇଥିବା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ସମୟରେ…
ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶକୁ ୩ ଓ୍ବିକେଟରେ ହରାଇଲା ଭାରତ…
ଢାକ୍କା,୨୫।୧୨ : ଦୁଇଟିକିଆ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ବାଂଲାଦେଶକୁ ତିନି ୱିକେଟରେ ପରାସ୍ତ କରିଛି। ମ୍ୟାଚର ଚତୁର୍ଥ ଦିନରେ ରବିବାର ୭ ୱିକେଟ ହରାଇବା ସହିତ ଭାରତ ୧୪୫ ରନର ଲକ୍ଷ୍ୟ ହାସଲ କରିଥିଲା। ସପ୍ତମ ୱିକେଟ ପାଇଁ…
ବଡ଼ଦିନରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୨୫।୧୨ : ବଡ଼ଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, ଏହି ଦିନ ଆମେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କରୁଣା ଏବଂ ବଳିଦାନର ବାର୍ତ୍ତା…
ଏଲଟିଟିଇକୁ ପୁଣି ସକ୍ରିୟ କରିବାକୁ ଆଇଏସଆଇ ରଚିଛି ଷଡ଼ଯନ୍ତ୍ର…
ଚେନ୍ନାଇ,୨୫।୧୨ : ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ତାମିଲନାଡୁର ଲିବରେଶନ ଟାଇଗର୍ସ ଅଫ ତାମିଲ ଇଲମ (ଏଲଟିଟିଇ) କୁ ପୁଣି ସକ୍ରିୟ କରିବାକୁ ଷଡ଼ଯନ୍ତ୍ର ରଚିଛି। ଦ ଆଇଲାଣ୍ଡ ଅନଲାଇନ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହି ସୂଚନା ପ୍ରକାଶ ପାଇଛି।…
ଭୟଭୀତ କରାଇବା-ନିଜର ଆନନ୍ଦ ପାଇଁ ପୁଟିନ କରୁଛନ୍ତି ଆକ୍ରମଣ: ଜେଲେନସ୍କି…
କିଭ୍,୨୫।୧୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୧୦ମାସ ଧରି ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ପୁଣି ଥରେ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଶନିବାର ମୁକ୍ତ ହୋଇଥିବା ୟୁକ୍ରେନ ସହର ଖେରସନ ଉପରେ ରୁଷିଆର ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ…

