ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍-୨୦୨୩ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ। ବିଶ୍ବକପ୍ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ଗୁରୁବାର ଲୋକସେବା ଭବନର କନ୍ଭେନଶନ ସେଣ୍ଟରଠାରେ…
ଚାଇନା ଅର୍ଥନୀତିକୁ ବଞ୍ଚାଇବାକୁ ଅଧିକାରୀଙ୍କ ନୂଆ ଆଦେଶ, କାମକୁ ଫେରିବେ ସଂକ୍ରମିତ
ବେଜିଂ,୨୩ ।୧୨: ଚାଇନାରେ କରୋନା ବିସ୍ଫୋରଣ ଉଗ୍ର ରୂପ ଧାରଣ କଲାଣି । ହେଲେ ଚାଇନା କମ୍ୟୁନିଷ୍ଟ ପ୍ରଶାସନ ଏହା ମାନିବାକୁ ପ୍ରସ୍ତୁତ ନୁହେଁ ଯେ ଦେଶରେ କୋଭିଡ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ଲଗାତାର ଭାବେ ବଢି ଚାଲିଛି ।…
ୟୁକ୍ରେନ୍ ସହ ବନ୍ଦ କରିବାକୁ ଚାହୁଁଛନ୍ତି ପୁଟିନ, କିନ୍ତୁ…
କିଭ୍,୨୩।୧୨: ୟୁକ୍ରେନରେ ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛି ରୁଷିଆ, କିନ୍ତୁ ଏଥିପାଇଁ କୂଟନୈତିକ ସମାଧାନର ଆବଶ୍ୟକତା ରହିଛି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି। ପୁଟିନ କହିଛନ୍ତି, ଆମର ଲକ୍ଷ୍ୟ ହେଉଛି ଏହି ବିବାଦର ଅନ୍ତ ଘଟାଇବା। ଆମେ ଏଥିପାଇଁ ଚେଷ୍ଟା…
ଚାଇନା ରାଷ୍ଟ୍ରପତି ଜିନପିଙ୍ଗଙ୍କ ଇସ୍ତଫା ଦାବି କରି ସାରା ଦେଶରେ ବିରୋଧ ପ୍ରଦର୍ଶନ
ବେଜିଂ,୨୩ ।୧୨: ସି ଜିନପିଙ୍ଗ ଚାଇନାର ପ୍ରଥମ ରାଷ୍ଟ୍ରପତି ଯାହାଙ୍କ ବିରୋଧରେ ଲୋକେ ପଦ ଛାଡିବାକୁ ଦାବି କରିଛନ୍ତି । ତେବେ ଏହା ପ୍ରଥମ ଥର ନୁହେଁ ଯେ ଜିନପିଙ୍ଗ ଜନତାଙ୍କ କ୍ରୋଧର ଶିକାର ହୋଇଛନ୍ତି । ଏହା ପୂର୍ବରୁ ବି…
ବିଦେଶ ଫେରନ୍ତାଙ୍କ ପାଇଁ ଜାରି ହେଲା ନୂଆ ଗାଇଡ୍ଲାଇନ୍
ନୂଆଦିଲ୍ଲୀ,୨୨।୧୨: କରୋନାର ନୂଆ ଭାରିଆଣ୍ଟ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଗୁରୁବାର ବିଦେଶ ଫେରନ୍ତାଙ୍କ ପାଇଁ ଗାଇଡ୍ଲାଇନ୍ ଜାରି କରିଛି। ଡିସେମ୍ବର ୨୪ରୁ ଏହି ଗାଇଡ୍ଲାଇନ୍ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଜାରି କରିଛନ୍ତି।…
କରୋନା ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତି ସମୀକ୍ଷା କଲେ ମୋଦି
ନୂଆଦିଲ୍ଲୀ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଭାରତରେ ଓମିକ୍ରନ୍ ସବ୍ ଭାରିଆଣ୍ଟ ବିଏଫ୍-୭ର ୪ଟି ମାମଲା ଚିହ୍ନଟ ହେବାପରେ କେନ୍ଦ୍ର ସରକାର ତତ୍ପରତା ଦେଖାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ଉଚ୍ଚସ୍ତରୀୟ…
ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୦/୧୯
ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନର ଖେଳ ଶେଷ ହୋଇଛି। ଟସ ଜିତିବା ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ପ୍ରଥମ ଇନିଂସରେ ୨୨୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ…
ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା…
ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର…
ଦ୍ୱିତୀୟ ଟେଷ୍ଟ: ବାଂଲାଦେଶ ୨୨୭ ରନ୍ରେ ଅଲଆଉଟ୍
ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଢାକାରେ ଚାଲିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ଦଳ ପ୍ରଥମ ଇନିଂସରେ ୨୨୭ ରନରେ ଅଲଆଉଟ୍ ହୋଇଯାଇଥିଲା। ମୋମିନୁଲ ହକ ବାଂଲାଦେଶ ପାଇଁ…
କରୋନାକୁ ନେଇ ଚିନ୍ତା: ଏପ୍ରିଲ୍ଠାରୁ ୭ ମାସ ମଧ୍ୟରେ ହୋଇନି କୋଭିଡ ନ୍ୟାଶନାଲ ଟାସ୍କଫୋର୍ସ ବୈଠକ…
ନୂଆଦିଲ୍ଲୀ,୨୨।୧୨ : ଚାଇନାରେ କରୋନା ସଂକ୍ରମଣ ବ୍ୟାପିବା ପରେ ଭାରତ ସରକାର ସତର୍କ ହୋଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ତେବେ ଏତେ ଚିନ୍ତା କରୁଥିବା ସରକାରଙ୍କ କୋଭିଡ ନ୍ୟାଶନାଲ ଟାସ୍କଫୋର୍ସର ବୈଠକ ଏପ୍ରିଲଠାରୁ ଅନୁଷ୍ଠିତ ହୋଇନାହିଁ। ସରକାରଙ୍କ…
ଭାରତ-ଆମେରିକା ସୈନ୍ୟ ପ୍ରମୁଖଙ୍କ ମଧ୍ୟରେ ଫୋନରେ ଆଲୋଚନା…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨।୧୨ : ସୀମାରେ ଭାରତ ଏବଂ ଚାଇନେ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଏହି ସମୟରେ ଆମେରିକାର ଜଏଣ୍ଟ ଚିଫ୍ ଅଫ୍ ଷ୍ଟାଫ୍ ଜେନେରାଲ ମାର୍କ ଏ ମାଇଲି ଏବଂ ତାଙ୍କ ଭାରତୀୟ ପ୍ରତିପକ୍ଷ ଭାରତୀୟ ପ୍ରତିରକ୍ଷା ବାହିନୀର ମୁଖ୍ୟ ଜେନେରାଲ…

