Home Middle

ଶ୍ରୀଲଙ୍କା ଆଗରେ ୧୫୧ ରନ୍‌ର ବିଜୟ ଲକ୍ଷ୍ୟ…

ସିଲହଟ, ୧।୧୦ : ମହିଳା ଏସିଆ କପର ଦ୍ୱିତୀୟ ମ୍ୟାଚ୍‌ ଶନିବାର ବାଂଲାଦେଶର ସିଲହଟରେ ଆରମ୍ଭ ହୋଇଛି। ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଧାର୍ଯ୍ୟ…

ଗାନ୍ଧୀ ପରିବାରର କାଠକଣ୍ଢେଇ ସାଜିବେ ନୂଆ କଂଗ୍ରେସ ଅଧ୍ୟକ୍ଷ…

ନୂଆଦିଲ୍ଲୀ,୧।୧୦ : ମଲ୍ଲିକାର୍ଜୁନ ଖାର୍ଗ କଂଗ୍ରେସ ଦଳର ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରାର୍ଥୀ ହେବା ପରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବାରେ ଲାଗିଛି। ଭାରତୀୟ ଜନତା ଦଳର ଅନେକ ନେତା ଏହି ର୍ନିବାଚନକୁ ସ୍କ୍ରିପ୍ଟେଡ ବୋଲି କହୁଥିବାବେଳେ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୩୯ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…

୫ଜି ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୧୦: ଦେଶରେ ଆରମ୍ଭ ହେଲା ୫ଜି ସେବା। ଶନିବାର ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ଇଣ୍ଡିଆ ମୋବାଇଲ କଂଗ୍ରେସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଛନ୍ତି। ଭାରତ ପାଇଁ ଏହା ଏକ ବିଶେଷ ମୁହୂର୍ତ୍ତ। ଟେକ୍ନୋଲୋଜିର ଏକ ନୂତନ…

ୟୁଏନଏସସିରେ ରୁଷିଆ ବିରୋଧରେ ଆମେରିକା ଆଣିଲା ପ୍ରସ୍ତାବ, ଦୂରେଇ ରହିଲେ ଭାରତ-ଚାଇନା ସମେତ ୪ ଦେଶ

ନୂଆଦିଲ୍ଲୀ,୧ ।୧୦: ବିଶ୍ୱକୁ ପଛରେ ପକାଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମ ପୁଟିନ ୟୁକ୍ରେନର ୪ଟି ଅଞ୍ଚଳକୁ ନିଜ କବଜାକୁ ଆଣିଥିବା ଘୋଷଣା କରଛନ୍ତି । ପୁଟିନଙ୍କର ଏହି ପଦକ୍ଷେପ ପରେ ସମସ୍ତ ଅନ୍ତରାଷ୍ଟ୍ରୀୟ ନିୟମର ଉଲ୍ଲଂଘନ କରାଯାଇଥିବା କୁହାଯାଉଛି । ରୁଷିଆର…

ଓଡ଼ିଆରେ ହେବ ଓସିଏସ୍‌ ପରୀକ୍ଷା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସେସ୍‌(ଓସିଏସ୍‌) ପରୀକ୍ଷା ଓଡ଼ିଆ ଭାଷାରେ ଦେଇହେବ। ଯେଉଁ ପ୍ରାର୍ଥୀମାନେ ଚାହିଁବେ ସମସ୍ତ ବିଷୟକୁ ଓଡ଼ିଆରେ ପରୀକ୍ଷା ଦେଇପାରିବେ। ତେବେ ଯେଉଁ ପ୍ରାର୍ଥୀମାନେ ଚାହିଁବେ ସେମାନେ ଇଂଲିଶ ଭାଷାରେ ପରୀକ୍ଷା ଦେଇପାରିବେ। ସାକ୍ଷାତ୍‌କାର ମଧ୍ୟ ଓଡ଼ିଆ ଏବଂ ଇଂଲିଶରେ…

ଦକ୍ଷିଣ ୟୁକ୍ରେନରେ ରୁଷିଆର ମିଶାଇଲ ମାଡ, ୩୦ ମୃତ, ୮୮ ଆହତ

କ୍ୱିଭ,୧ ।୧୦: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେବି ସେଠାକାର ଲୋକଙ୍କୁ ଭୟଭୀତ କରି ରଖିଛି । ଦୀଘ ପ୍ରାୟ ୭ ମାସ ହେବ ଚାଲିଥିବା ଏହି ଯୁଦ୍ଧରେ ବହୁ ଧନ ଜୀବନ ହାନୀ ହେଲାଣି । ଏବେ ୟୁକ୍ରେନର ଦକ୍ଷିଣରେ ସ୍ଥିତ ଏକ…

କାର୍‌କେଡକୁ ଅଟକାଇ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିଲେ ମୋଦି

ଅହମଦାବାଦ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଶୁକ୍ରବାର ଗାନ୍ଧୀନଗରରୁ ମୁମ୍ବାଇ ମଧ୍ୟରେ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର ସେ ଉଦ୍‌ଘାଟନ କରିଛନ୍ତି। ଟ୍ରେନ୍‌ରେ ବସି ମୋଦି ଗାନ୍ଧିନଗରରୁ ଅହମଦାବାଦର କାଲୁପୁର ଷ୍ଟେସନ ପର୍ଯ୍ୟନ୍ତ…

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଶଶି ଥରୁର, ମଲିକାର୍ଜୁନ ଖଡଗେ, କେ.ଏନ୍ ତ୍ରିପାଠୀ

ନୂଆଦିଲ୍ଲୀ,;୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ଏହି ରେସ୍‌ରେ ହଠାତ୍ କେତେଜଣ ନୂଆ ଚେହେରାଙ୍କୁ ଦେଖିବାକୁ ମିଳିଥିବା ବେଳେ ଯେଉଁ ଦୁଇ ଜଣଙ୍କ ନାମକୁ ନେଇ ବେଶୀ ଚର୍ଚ୍ଚା ହେଉଥିଲା ସେମାନେ…

ଜଷ୍ଟିସ ଯଶୱନ୍ତ ସିଂ ହେବେ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେବେ ଜଷ୍ଟିସ ଯଶୱନ୍ତ ସିଂ। ସୁପ୍ରିମକୋର୍ଟ କଲେଜିୟମ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ଜଷ୍ଟିସ ଯଶୱନ୍ତ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି। ସୂଚନାଯୋଗ୍ୟ, ୧୯୬୧ ଫେବୃଆରୀ ୨୩ରେ…

ଦାରିଙ୍ଗବାଡ଼ିରେ ପହିଲି ଶୀତ

ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ସହ ପହିଲି ଶୀତ ଅନୁଭୂତ ହୋଇଛି। ତେବେ ସକାଳୁଆ ଶୀତ ହେବା ସହ ସନ୍ଧ୍ୟା ହେଲେ ବାହାରେ ଥିବା ଗାଡ଼ି, ଟିଣ ଘର ଉପରେ କାକର ବିନ୍ଦୁ ପଡୁଛି।…

ସିଡିଏସ୍‌ ଭାବେ ଦାୟିତ୍ୱ ଗ୍ରହଣ ଅନିଲ ଚୌହାନ

ନୂଆଦିଲ୍ଲୀ,୩୦।୯: ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁ ପରେ ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ଅନିଲ ଚୌହାନ ନୂତନ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ସେ କହିଛନ୍ତି, ଭାରତୀୟ ସଶସ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri