Home Middle

ବିମୁଦ୍ରୀକରଣ ମାମଲାର ବିଚାର ଅକ୍ଟୋବର ୧୨ରେ…

ନୂଆଦିଲ୍ଲୀ, ୨୮।୯ : ଅକ୍ଟୋବର ୧୨ ରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ବିମୁଦ୍ରୀକରଣ ମାମଲାର ଶୁଣାଣି କରିବେ। ଶୁଣାଣି ସମୟରେ ପ୍ରଥମେ ନିଷ୍ପତ୍ତି ନିଆଯିବ ଯେ ଏହି ପ୍ରସଙ୍ଗରେ ଶୁଣିବାକୁ କିଛି ବାକି ଅଛି କି ନାହିଁ? ପୁରୁଣା ୫୦୦ ଏବଂ…

ୟୁକ୍ରେନ୍‌ ଯୁଦ୍ଧ ଅନ୍ତର୍ଜାତୀୟ ସମୁଦାୟ ପାଇଁ ଚିନ୍ତାର ବିଷୟ, ୟୁଏନଏସସିରେ ଭାରତର ମତ…

ଜେନେଭା, ୨୮।୯ : ୟୁକ୍ରେନ୍‌ ଯୁଦ୍ଧ ନେଇ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ରେ ଭାରତ ନିଜର ମତ ରଖିଛି। ଭାରତ କହିଛି ଯେ, ଏହା ଅନ୍ତର୍ଜାତୀୟ ସମୁଦାୟ ପାଇଁ ଚିନ୍ତାର ବିଷୟ ପାଲଟିଛି। ମିଳିତ ଜାତିସଂଘର ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା…

ଦେଶରେ ଜାରି ହୋଇଛି ଅଘୋଷିତ ଜରୁରୀକାଳୀନ ପରିସ୍ଥିତି, ଏସଡିପିଆଇର ଅଭିଯୋଗ…

ନୂଆଦିଲ୍ଲୀ, ୨୮।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା ପରେ ଏବେ ଦେଶରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ଦେଶରେ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ସୋସିଆଲ ଡେମୋକ୍ରାଟିକ…

ପ୍ରତିବନ୍ଧକ ନେଇ ରାଜନୀତି ଆରମ୍ଭ: ଆରଏସଏସକୁ ନିଷିଦ୍ଧ କରାଯାଉ, କଂଗ୍ରେସ ଏମ୍‌ପିଙ୍କ ଦାବି…

ଥିରୁଭାନନ୍ତପୁରମ୍‌, ୨୮।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା ପରେ ଏବେ ଦେଶରେ ପ୍ରତିବନ୍ଧକ ରାଜନୀତି ଆରମ୍ଭ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିଷ୍ପତ୍ତି ଉପରେ କଂଗ୍ରେସ ଏମ୍‌ପି ମଧ୍ୟ ଆରଏସଏସ ଉପରେ ପ୍ରତିବନ୍ଧକ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପିଏଫ୍‌ଆଇ ସମେତ ୯ ସଂଗଠନ ଉପରେ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା…

ନୂଆଦିଲ୍ଲୀ, ୨୮।୯ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଲାଗି ମୌଳବାଦୀ ଇସଲାମିକ ସଂଗଠନ ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ପାଞ୍ଚ ବର୍ଷ ଧରି ଭାରତରେ ନିଷିଦ୍ଧ ଘୋଷଣା କରାଯାଇଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି…

ସକ୍ରିୟ ମାମଲା ୪୧ ହଜାରରୁ କମ…

ନୂଆଦିଲ୍ଲୀ, ୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୧ ହଜାର ତଳେ ରହିଛି। ଗତ ୨୪…

ନୀତୀଶ କହୁ କହୁ ତେଜସ୍ବୀଙ୍କୁ କହିଲେ ମୁଖ୍ୟମନ୍ତ୍ରୀ, ଏହା ଭୁଲ ନା ଭବିଷ୍ୟତର ସଙ୍କେତ ନେଇ ଚର୍ଚ୍ଚା…

ପାଟନା, ୨୮।୯ : ବିହାରରେ ଯେତେବେଳେ ନୀତୀଶ କୁମାର ଭାଜପା ଛାଡି ଆରଜେଡି ସହିତ ମେଣ୍ଟ କରିଥିଲେ ସେତେବେଳେ ସେ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଚେୟାରକୁ ତେଜସ୍ବୀ ଯାଦବଙ୍କୁ ହସ୍ତାନ୍ତର କରିବେ ବୋଲି ଆଲୋଚନା ହୋଇଥିଲା। ଏହା ପଛର କାରଣ ଦିଆଯାଇଥିଲା…

ଲଖିମପୁର ଖେରିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ ମୃତ…

ଲଖିମପୁର,୨୮।୯ : ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ଭାରତ ପ୍ରଥମେ ସ୍ପେନ୍‌କୁ ଭେଟିବ

ଭୁବନେଶ୍ୱର, ୨୮।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଥିବା ହକି ବିଶ୍ୱକପ୍‌ର ଆଗାମୀ ସଂସ୍କରଣ ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।…

ଆଜି ବେଙ୍ଗାଲୁରୁ ଇନ୍‌ଭେଷ୍ଟର୍ସ ମିଟ୍‌

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦିଲ୍ଲୀ, ମୁମ୍ବାଇ ପରେ ବେଙ୍ଗାଲୁରୁଠାରେ ବୁଧବାର ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଏକ ପ୍ରତିନିଧି ଦଳ ସହ ମଙ୍ଗଳବାର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବୁଧବାର ସନ୍ଧ୍ୟାରେ ଓଡ଼ିଶା ସରକାର ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ…

ପ୍ରତିରକ୍ଷା ଉପକରଣ ନିର୍ମାଣ କରିବାକୁ ଭାରତ ସକ୍ଷମ, ଅନ୍ୟଦେଶକୁ ରପ୍ତାନୀ ୨୦୨୫ ସୁଦ୍ଧା ଟପିବ ୩୫ ହଜାର କୋଟି…

ନୂଆଦିଲ୍ଲୀ, ୨୭।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭାରତୀୟ ପ୍ରତିରକ୍ଷା ଶିଳ୍ପକୁ ଆଧୁନିକ ତଥା ବ୍ୟୟବହୁଳ ଉତ୍ପାଦ ପ୍ରସ୍ତୁତ କରିବାକୁ କହିଛନ୍ତି। ଯାହା ଦ୍ୱାରା ସରକାରଙ୍କ ନୂତନ ଭାରତ ଗଠନର ଲକ୍ଷ୍ୟ ହାସଲ ହୋଇପାରିବ ବୋଲି ସେ କହିଛନ୍ତି। ରାଜନାଥ…

ଚାଇନାକୁ ମିଳିବ କଡ଼ା ଜବାବ, ଏଲଏସିରେ ମୁତୟନ ହେବ ୧୦୦ଟି କେ-୯ ବଜ୍ର ତୋପ…

ନୂଆଦିଲ୍ଲୀ, ୨୭।୯ : ମେ ୨୦୨୦ ରେ ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ବିବାଦ ଦେଖାଦେଇଥିଲା । ଏହା ଯୋଗୁ ଉଭୟଙ୍କ ମଧ୍ୟରେ ଦୁଇ ବର୍ଷରୁ ଅଧିକ ସମୟ ଧରି ଉତ୍ତେଜନା ଲାଗି ରହିଥିଲା। କୋର କମାଣ୍ଡର ସ୍ତରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri