ନିଖୋଜ ବୃଦ୍ଧଙ୍କୁ ଅଜଗର ଗିଳିଥିବା ଚର୍ଚ୍ଚା
ଭୁବନେଶ୍ୱର, ୧।୯(ବ୍ୟୁରୋ):କଟକ ଜିଲା ବାଙ୍କୀ ସବ୍ଡିଭିଜନ ଅନ୍ତର୍ଗତ ଡମପଡ଼ା ଅଭୟାରଣ୍ୟ ଭିତରେ ଜଣେ ବୃଦ୍ଧଙ୍କୁ ଏକ ଅଜଗର ଗିଳିଦେଇଥିବା ଖବର ମଙ୍ଗଳବାରଠାରୁ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଦିଓ ସାପଟି ମଣିଷକୁ ଗିଳିବା ବା ଧରିବା କେହି ଦେଖିନାହାନ୍ତି, କିନ୍ତୁ…
ଶିନଜିଆଙ୍ଗରେ ମୁସଲମାନ ମହିଳାଙ୍କୁ ବଳାତ୍କାର କରୁଛନ୍ତି ଚାଇନା ସୈନ୍ୟ: ଜାତିସଂଘ ରିପୋର୍ଟ…
ଜେନେଭା, ୧।୯ : ମିଳିତ ଜାତିସଂଘର ମାନବିକ ଅଧିକାର ରିପୋର୍ଟ ଅନୁଯାୟୀ, ଚାଇନା ଏହାର ଶିନଜିଆଙ୍ଗ ପ୍ରଦେଶରେ ମୁସଲମାନମାନଙ୍କ ଉପରେ ନିର୍ମମ ଭାବେ ଅତ୍ୟାଚାର ଜାରି ରଖିଛି। ସେ ନିଜ ଦେଶରେ ଆତଙ୍କବାଦ ନାମରେ ମୁସଲମାନମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିବାବେଳେ…
ଆଜାଦ୍ କରୁଥିଲେ ଡ୍ରଇଁ ରୁମ୍ ରାଜନୀତି, ତାଙ୍କ ବିନା ଦଳ ଉପରେ କୌଣସ ପ୍ରଭାବ ପଡ଼ିବ ନାହିଁ, କହିଲା କଂଗ୍ରେସ …
ନୂଆଦିଲ୍ଲୀ, ୧।୯ : କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଗୁଲାମ ନବୀ ଆଜାଦ କଂଗ୍ରେସ ଛାଡିବା ପରେ ଦଳର ନେତାଙ୍କ ମଧ୍ୟରେ କୌଣସି ଆଶଙ୍କା ନାହିଁ। ପୂର୍ବରୁ ପଞ୍ଜାବ ନ ଦାୟିତ୍ୱରେ ଥିବା ଆଶା କୁମାରୀଙ୍କ…
ପିଏଚଡି ପାଠ୍ୟକ୍ରମରେ ରିସର୍ଚ୍ଚ ପେପର ପ୍ରକାଶିତ କରିବା ଜରୁରୀ ନୁହେଁ…
ନୂଆଦିଲ୍ଲୀ,୧।୯ : ପିଏଚଡି କରୁଥିବା ଶିକ୍ଷାର୍ଥୀମାନଙ୍କ ପାଇଁ ଖୁସି ଖବର ଆସିଛି। ଏବେ ସେମାନଙ୍କ ଥେସିସ୍ର ରିସର୍ଚ୍ଚ ପେପର ପ୍ରକାଶ କରିବା ବାଧ୍ୟତାମୂଳକ ହେବ ନାହିଁ। ବର୍ତ୍ତମାନ ପର୍ଯ୍ୟନ୍ତ ପିଏଚଡି ଶିକ୍ଷାର୍ଥୀମାନଙ୍କ ପାଇଁ ଯେକୌଣସି ପତ୍ରିକାରେ ଥେସିସ୍ ପ୍ରକାଶ ପାଇବା ବାଧ୍ୟତାମୂଳକ…
ଏସିଆ କପ୍ ସୁପର-୪ରେ ଭାରତ
ଦୁବାଇ,୧ା୯(ପି.ଟି): ଏସିଆ କପ୍ ଟି୨୦ କ୍ରିକେଟ ହଂକଂ ବିପକ୍ଷ ଅନ୍ତିମ ଲିଗ୍ ମ୍ୟାଚରେ ବିଜୟ ସହିତ ସୁପର୍ -୪ରେ ପ୍ରବେଶ କରିଛି ଭାରତ। ସୂର୍ଯ୍ୟକୁମାର ଓ କୋହଲିଙ୍କ ଅର୍ଦ୍ଧଶତକ ବଳରେ ଭାରତ ୧୯୨ ରନର ବିଶାଳ ସ୍କୋର କରିଥିଲା। ଜବାବରେ ହଂକଂ…
୧ମ ତ୍ରୈମାସରେ ୧୩.୫% ହାରରେ ଜିଡିପି ବୃଦ୍ଧି
ନୂଆଦିଲ୍ଲୀ,୧।୯: ଚଳିତ ଆର୍ଥିକ ବର୍ଷ (୨୦୨୨-୨୩)ର ୧ମ ତ୍ରୈମାସର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ବିସ୍ତୃତ ସୂଚନା କେନ୍ଦ୍ର ସରକାର ବୁଧବାର ଜାରି କରିଛନ୍ତି। ଉକ୍ତ ସୂଚନା ଅନୁଯାୟୀ ଗତ ୪ଟି ତ୍ରୈ ମାସିକଠାରୁ ଚଳିତ ଆର୍ଥିକ ବର୍ଷର ୧ମ (ଏପ୍ରିଲରୁ…
ସୋଭିଏଟ୍ର ପତନ ଓ ଗୋର୍ବାଚେଭ୍
ମସ୍କୋ, ୧ା୯: ୧୯୧୭ରେ ବୋଲସେଭିକ୍ କ୍ରାନ୍ତି ଓ ଜାର୍ ନିକୋଲାସ୍ ଦ୍ୱିତୀୟ ଶାସନରୁ ହଟିବା ପରେ ସୋଭିଏଟ୍ ସଂଘ ଗଠନ ହୋଇଥିଲା। ହେଲେ ଦେଶରେ ରାଜନୈତିକ ଅସ୍ଥିରତା ଜାରି ରହିଥିଲା। ଭ୍ଲାଡିମିର ଲେନିନ୍ ରୁଷିଆ ଶାସନ ଭାର ସମ୍ଭାଳିଥିଲେ। ରୁଷିଆକୁ ଲାଗି…
ଦେଶରେ ଦିନକୁ ୮୬ ବଳାତ୍କାର
ନୂଆଦିଲ୍ଲୀ,୧।୯: ଭାରତରେ ୨୦୨୧ରେ ଦୈନିକ ହାରାହାରି ୮୬ ବଳାତ୍କାର ଘଟଣା ଘଟିଥିବାବେଳେ ମହିଳାମାନଙ୍କ ପ୍ରତି ଅପରାଧ ମାମଲା ସଂଖ୍ୟା ଘଣ୍ଟାକୁ ପାଖାପାଖି ୪୯ ରହିଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ରିପୋର୍ଟରୁ ଜଣାପଡ଼ିଛି। ୨୦୨୧ରେ ଦେଶରେ ମୋଟ ୩୧,୬୭୭ ବଳାତ୍କାର…
ଭାଜପାମୁକ୍ତ ଭାରତ ପାଇଁ ଆହ୍ବାନ
ପାଟନା,୧।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍) ବୁଧବାର ପାଟନାରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଗୋଟିଏ ମଞ୍ଚରେ ଏକାଠି ହୋଇ ଭାଜପାମୁକ୍ତ ଭାରତ ଗଠନ ଲାଗି ଆହ୍ବାନ ଦେଇଛନ୍ତି। ଉଭୟ କଂଗ୍ରେସ ଓ ଭାଜପା ଦେଶର ବିକାଶ…
ଦେଶରେ ଦୈନିକ ୮୨ ମର୍ଡର
ନୂଆଦିଲ୍ଲୀ,୧।୯: ଭାରତରେ ୨୦୨୧ରେ ଦୈନିକ ହାରାହାରି ୮୨ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ରିପୋର୍ଟରୁ ଜଣାପଡ଼ିଛି। ପ୍ରତି ୧ ଲକ୍ଷ ଜନସଂଖ୍ୟାରେ ଦେଖିଲେ ହତ୍ୟାକାଣ୍ଡ ହାର ଝାଡ଼ଖଣ୍ଡରେ ସର୍ବାଧିକ ୪.୧ ରହିଛି। ଦିଲ୍ଲୀରେ ହତ୍ୟାକାଣ୍ଡ ହାର…
ବଙ୍କିହାମ ପ୍ୟାଲେସରେ ଶପଥ ନେବେନି ନୂଆ ପ୍ରଧାନମନ୍ତ୍ରୀ, ପ୍ରଥମଥର ଭାଙ୍ଗିବ ରାଜକୀୟ ପରମ୍ପରା
ଲଣ୍ଡନ,୩୧ା୮: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୫ରେ ଶପଥ ନେବେ। ତେବେ ବ୍ରିଟେନର ରାଣୀ ଦ୍ୱିତୀୟ ଏଲିଜାବେଥ ବର୍ତ୍ତମାନ ସ୍କଟ୍ଲ୍ୟାଣ୍ଡରେ ଅଛନ୍ତି। ଏହି ସମୟ ମଧ୍ୟରେ ସେ ନିଜେ ସ୍କଟଲ୍ୟାଣ୍ଡରେ ନୂତନ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିବେ। ସେ ପ୍ରଧାନମନ୍ତ୍ରୀଙ୍କୁ ଶପଥ ଗ୍ରହଣ…
ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ହଂକଂକୁ ୧୯୩ ରନ୍ର ବିଜୟ ଲକ୍ଷ୍ୟ
ଦୁବାଇ,୩୧।୮: ଏସିଆ କପ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚ୍ ଭାରତ ଏବଂ ହଂକଂ ମଧ୍ୟରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ୍ ହରାଇ ୧୯୨ ରନ ସଂଗ୍ରହ କରିଛି। ସୁର୍ଯ୍ୟକୁମାର ଯାଦବ ଏବଂ…
Archives


