ମୁଖ୍ୟମନ୍ତ୍ରୀଙ୍କ ସହ ଚୌବେ, ପ୍ରଭାକରନଙ୍କ ଆଲୋଚନା
ଭୁବନେଶ୍ୱର, ୨୨।୯ (କ୍ରୀଡ଼ା ପ୍ରତିନିଧି): ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍ଏଫ୍) ସଭାପତି କଲ୍ୟାଣ ଚୌବେ ଓ ମହାସଚିବ ଶାଜି ପ୍ରଭାକରନ ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ…
ଭାରତ ଯୋଡ଼ୋ ଯାତ୍ରା ପୋଷ୍ଟରରେ ସଭରକର
ନୂଆଦିଲ୍ଲୀ,୨୨।୯: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା କ୍ରମାଗତ ଭାବରେ ଚର୍ଚ୍ଚାରେ ଅଛି। ଏହି ଯାତ୍ରାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି। ଭାରତ ଯୋଡ଼ୋ ଯାତ୍ରାର ୧୪ତମ ଦିନରେ ଗୋଟିଏ ପୋଷ୍ଟରରେ ସ୍ବାଧୀନତା ସଂଗ୍ରାମୀ ବିନାୟକ ଦାମୋଦର…
କେଁ ପୂରାଇଲେ ଦିଗ୍ବିଜୟ
ନୂଆଦିଲ୍ଲୀ, ୨୨ା୯: କଂଗ୍ରେସର ପୁରୁଖା ନେତାମାନେ ଗାନ୍ଧୀ ପରିବାର ପ୍ରେମରେ ଅନ୍ଧ ନ ହେଲେ ଦୀପାବଳି ସୁଦ୍ଧା ଦଳକୁ ନୂଆ ଅଧ୍ୟକ୍ଷ ମିଳିବେ। କଂଗ୍ରେସର ଆଭ୍ୟନ୍ତରୀଣ ଗଣତନ୍ତ୍ରକୁ ନେଇ ଭାଜପା ଅନେକ ସମୟରେ ଟାର୍ଗେଟ କରୁଥିବାବେଳେ ଦୀର୍ଘ ୨ ଦଶନ୍ଧି ପରେ…
କର୍ତ୍ତବ୍ୟନିଷ୍ଠ ସାମ୍ବାଦିକ ଖବରକୁ ଅତିରଞ୍ଜିତ କରନ୍ତି ନାହିଁ: ଅନୁରାଗ ଠାକୁର
ନୂଆଦିଲ୍ଲୀ,୨୨।୯: ଏସିଆ – ପ୍ରଶାନ୍ତ ମହାସାଗରୀୟ ପ୍ରସାରଣ ଉନ୍ନୟନ ପ୍ରତିଷ୍ଠାନ (ଏଆଇବିଡି)ର ୪୭ତମ ବାର୍ଷିକ ସମ୍ମିଳନୀ ଏବଂ ୨ଠତମ ସାଧାରଣ ସମ୍ମିଳନୀକୁ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ନୂଆଦିଲ୍ଲୀଠାରେ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଠାକୁର…
କର୍ନାଟକ ବିଧାନସଭାରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍ ଗୃହୀତ
ବେଙ୍ଗାଲୁରୁ, ୨୨ା୯: କର୍ନାଟକ ବିଧାନସଭାରେ ବୁଧବାର ବିରୋଧୀ କଂଗ୍ରେସ ସଦସ୍ୟଙ୍କ ପ୍ରବଳ ହଟ୍ଟଗାଳ ମଧ୍ୟରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍ ଗୃହୀତ ହୋଇଛି। ଗତ ସପ୍ତାହରେ ସାମାନ୍ୟ ସଂଶୋଧନ ପରେ ବିଧାନ ପରିଷଦରେ ଗୃହୀତ ହୋଇଥିବା ଏହି ବିଲ୍କୁ ବିଧାନସଭାର ମଞ୍ଜୁରୀ ମିଳିବା…
ଘୃଣା ମନ୍ତବ୍ୟ ହତ୍ୟା ସଦୃଶ
ନୂଆଦିଲ୍ଲୀ,୨୨ା୯: ଘୃଣା ମନ୍ତବ୍ୟ ପ୍ରସଙ୍ଗରେ ସୁପ୍ରିମକୋର୍ଟ ବୁଧବାର ଟିଭି ଉପସ୍ଥାପକଙ୍କ ଭୂମିକାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇବା ସହ ଚ୍ୟାନେଲଗୁଡ଼ିକ ଉପରେ ବର୍ଷିଛନ୍ତି। ଏଥିସହ ସରକାର କାହିଁକି ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଛନ୍ତି। ମୁଖ୍ୟସ୍ରୋତର ଗଣମାଧ୍ୟମ କିମ୍ବା…
ଭୟ ଦେଖାଇଲେ ପୁଟିନ୍
ମସ୍କୋ/କିଭ୍/ଲଣ୍ଡନ,୨୨ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ବୁଧବାର ୩ ଲକ୍ଷ ରିଜର୍ଭ ସୈନ୍ୟଙ୍କୁ ୟୁକ୍ରେନ୍ ବିରୋଧରେ ଯୁଦ୍ଧ ପାଇଁ ପଠାଇବାକୁ ଘୋଷଣା କରିଛନ୍ତି। ଏଥିସହ ୟୁକ୍ରେନ୍ର କେତେକ ଅଞ୍ଚଳକୁ ରୁଷିଆ ସହ ମିଶ୍ରଣ ଯୋଜନା ଉପରେ ମୋହର ମାରିଛନ୍ତି। ରୁଷିଆକୁ ସୁରକ୍ଷା…
ଚାଇନାକୁ ହିମାଳୟ ଭୂମି ଛାଡ଼ି ଦେଇଛି ଭାରତ
ନୂଆଦିଲ୍ଲୀ,୨୨ା୯: ସୀମାରେ ଚାଇନା ସହ ବିବାଦ ପରେ ଭାରତ ସରକାର ହିମାଳୟ ନିକଟ ଭୂମିକୁ ବେଜିଂକୁ ଛାଡ଼ି ଦେଇଛନ୍ତି ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଉଭୟ ପକ୍ଷ ସେନା ମଧ୍ୟରେ ବିବାଦୀୟ ସୀମାରୁ ସୈନ୍ୟ ପ୍ରତ୍ୟାହାର ଏବଂ ସେଠାରେ ବଫର…
୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ ହେବେ କଂଗ୍ରେସର ଅଧ୍ୟକ୍ଷ, ନିର୍ବାଚନ ଅଧିସୂଚନା ଆଜି
ନୂଆଦିଲ୍ଲୀ,୨୨ ।୯: ବଂଶବାଦକୁ ନେଇ ସବୁବେଳେ ଟାର୍ଗେଟରେ ରହୁଥିବା କଂଗ୍ରେସରେ ୨୪ ବର୍ଷ ପରେ ପୁଣିଥରେ ଗାନ୍ଧୀ ପରିବାର ବାହାରୁ କେହି ଅଧ୍ୟକ୍ଷ ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଦଳ ସ୍ପଷ୍ଟ କରିଛି କି ରାହୁଲ ଗାନ୍ଧୀ ଅଧ୍ୟକ୍ଷ…
ସୋପୋରରୁ ଲସ୍କରର ଦୁଇ ହାଇବ୍ରିଡ ଆତଙ୍କବାଦୀ ଗିରଫ, ଚାଇନା ନିର୍ମିତ ଅସ୍ତ୍ରଶସ୍ତ୍ର ଜବତ
ଶ୍ରୀନଗର,୨୨ ।୯: ଉତ୍ତର କଶ୍ମୀରର ବାଳାମୁଳ ଜିଲାର ସୋପୋରରୁ ବୁଧବାର ରାତିରେ ସୁରକ୍ଷାକର୍ମୀ ଲସ୍କର-ଏ-ତୋଏବା ଆତଙ୍କବାଦୀ ସଙ୍ଗଠନର ଦୁଇ ଜଣ ହାଇବ୍ରିଡ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ପିସ୍ତଲ, ଚାଇନା ନିର୍ମିତ ଗ୍ରେନେଡ ତଥା ଗୁଳି ଜବତ କରାଯାଇଛି…
ପୂର୍ବତନ ବିଧାୟକଙ୍କୁ ୨ ବର୍ଷ ଜେଲ୍
ଲକ୍ଷ୍ନୌ,୨୧ା୯: ଆହ୍ଲାବାଦ ହାଇକୋର୍ଟ ବୁଧବାର ପୂର୍ବତନ ବିଧାୟକ ମୁଖତାର ଅନସାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜଣେ ଜେଲରଙ୍କୁ ଧମକ ଦେବା ସହ ବନ୍ଧୁକ ଦେଖାଇବା ଅଭିଯୋଗରେ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଷ୍ଟିସ ଡି.କେ ସିଂ ଉତ୍ତରପ୍ରଦେଶ ସରକାରଙ୍କ…
ଭୟଙ୍କର ସ୍ଥିତିରେ ରୁଷିଆ-ୟୁକ୍ରେନ ଯୁଦ୍ଧ
ମସ୍କୋ,୨୧ା୯: ରୁଷିଆ-ୟୁକ୍ରେନ ଯୁଦ୍ଧ ବର୍ତ୍ତମାନ ଭୟଙ୍କର ଅବସ୍ଥାରେ ପହଞ୍ଚିଛି। ଏହି ଯୁଦ୍ଧକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଆକ୍ରମଣାତ୍ମକ ହୋଇପଡ଼ିଛନ୍ତି। ଯୁଦ୍ଧ ମଧ୍ୟରେ ରାଷ୍ଟ୍ରପତି ଆଂଶିକ ସାମରିକ ସଂଗ୍ରହ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସେ ପାଶ୍ଚାତ୍ୟ ଦେଶ…
Archives


