Home Middle

ତାଜମହଲର ପ୍ରକୃତ ଇତିହାସ ଜାଣିବା ଆବେଦନର ଶୁଣାଣି କରିବାକୁ ମନାକଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୫।୧୨ : ତାଜମହଲର ପ୍ରକୃତ ଇତିହାସ ଜାଣିବା ପାଇଁ ଏଥିରେ ଥିବା କୋଠରୀ ଖୋଲିବାକୁ ଦାବି କରୁଥିବା ଆବେଦନକୁ ସୁପ୍ରିମକୋର୍ଟରେ ପ୍ରତ୍ୟାଖ୍ୟାନ କରାଯାଇଛି। ଏହି ଆବେଦନର ଶୁଣାଣି କରିବାକୁ ମନା କରି ଶୀର୍ଷକୋର୍ଟ କହିଛନ୍ତି ଯେ ଏହା ଏକ ପ୍ରଚାର ପ୍ରସାର…

ପଦ୍ମପୁର ଉପନିର୍ବାଚନ: ୧ଟା ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ

ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍‌ ୩୧୯ଟି ବୁଥ୍‌ରେ ଭୋଟ୍‌ ଗ୍ରହଣ ଚାଲିଛି। । ତେବେ ଅପରାହ୍ନ ୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୪୬.୯୬ ପ୍ରତିଶତ ମତଦାନ…

ପ୍ରଧାନମନ୍ତ୍ରୀ କରିଛନ୍ତି ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ: କଂଗ୍ରେସର ଅଭିଯୋଗ…

ଅହମଦାବାଦ,୫।୧୨ : ଗୁଜରାଟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ କରିଛି। କଂଗ୍ରେସ ଅଭିଯୋଗ କରିଛି ଯେ ପ୍ରଧାନମନ୍ତ୍ରୀ ଭୋଟ ଦେବା ପରେ ରୋଡ ଶୋ କରି…

ଜର୍ମାନ ବୈଦେଶିକ ମନ୍ତ୍ରୀଙ୍କୁ ସ୍ବାଗତ କଲେ ଜୟଶଙ୍କର

ନୂଆଦିଲ୍ଲୀ,୫ା୧୨: ଜର୍ମାନ ବୈଦେଶିକ ମନ୍ତ୍ରୀ ଆନ୍ନାଲେନା ବେରବକ ଭାରତରେ ପହଞ୍ଚିଛନ୍ତି। ସେ ଦିଲ୍ଲୀର ଗାନ୍ଧୀ ସ୍ମୃତିଠାରେ ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଭାରତର ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଜର୍ମାନ ବୈଦେଶିକ ମନ୍ତ୍ରୀ ଆନ୍ନାଲେନାକୁ ଦିଲ୍ଲୀରେ ଭେଟିଛନ୍ତି। ଆନ୍ନାଲେନା କହିଛନ୍ତି, ‘ଭାରତ…

ବାଚସ୍ପତି-ଉପବାଚସ୍ପତିଙ୍କ ଅନୁପସ୍ଥିତିରେ ମହିଳା ବିଧାୟକ କରିବେ ଗୃହ ପରିଚାଳନା…

ଥିରୁଭାନନ୍ତପୁରମ୍‌,୫।୧୨ : କେରଳ ବିଧାନସଭାରେ ଏକ ନୂତନ ତଥା ଐତିହାସିକ ପଦକ୍ଷେପ ନିଆଯାଉଛି। ଗୃହ ଇତିହାସରେ ପ୍ରଥମ ଥର ପାଇଁ ବାଚସ୍ପତି ଏବଂ ଡେପୁଟି ବାଚସ୍ପତିଙ୍କ ଅନୁପସ୍ଥିତିରେ ମହିଳା ବିଧାୟକମାନେ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ। ଏଥିପାଇଁ ମହିଳା ବିଧାୟକଙ୍କ ଏକ…

ମତଦାନ କଲେ ଅଖିଳେଶ

ଲକ୍ଷ୍ନୌ,୫ା୧୨: ସୋମବାର ସକାଳ ୭ଟାରୁ ୟୁପିର ମୈନପୁର ଲୋକ ସଭା ଆସନ ତଥା ରାମପୁର ଏବଂ ଖତୌଲି ବିଧାନସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ୍‌ ଚାଲିଛି। ଆଜି ସକାଳେ ଭୋଟ୍‌ କେନ୍ଦ୍ରକୁ ଆସି ମତଦାନ କରିଛନ୍ତି ସମାଜବାଦୀ ପାର୍ଟି ସଭାପତି ଅଖିଳେଶ…

ବଙ୍ଗୋପ ସାଗରରେ ଭୂକମ୍ପ…

ନୂଆଦିଲ୍ଲୀ,୫।୧୨ : ସୋମବାର ସକାଳେ ବଙ୍ଗୋପସାଗରରେ ଭୂକମ୍ପ ଅନୁଭୁତ ହୋଇଥିଲା। ଏହି ଭୂକମ୍ପ ବିଷୟରେ ସୂଚନା ଦେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ସକାଳ ୮ଟା ୩୨ରେ ଏହି ଭୂକମ୍ପ ଘଟିଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୧…

ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ

ପାଇକମାଳ,୫ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ତେବେ ଅନ୍ୟମାନଙ୍କ ପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ମଧ୍ୟ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ମାଣ୍ଡୋସିଲ…

୮ ଡିସେମ୍ବର ପର୍ଯ୍ୟନ୍ତ ତାମିଲନାଡୁ ସମେତ ୩ ରାଜ୍ୟରେ ସାମୁଦ୍ରିକ ଝଡ଼ ବର୍ଷା ପୂର୍ବାନୁମାନ କଲା ପାଣିପାଗ ବିଭାଗ…

ନୂଆଦିଲ୍ଲୀ,୫।୧୨ : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଣ୍ଡାମାନ ଏବଂ ନିକୋବର ନିକଟରେ ସମୁଦ୍ର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଚେତାବନୀ ଦେଇଛି। ଆଇଏମଡି କହିଛି ଯେ ଡିସେମ୍ବର ୮ ତାରିଖ ସକାଳ ପର୍ଯ୍ୟନ୍ତ ତାମିଲନାଡୁ, ପୁଡୁଚେରୀ ଏବଂ ଆନ୍ଧ୍ରପ୍ରଦେଶର କେତେକ…

ନୂଆ ଯୁଦ୍ଧର ପଦଧ୍ୱନୀ: ଇରାନ ବିରୋଧରେ ଇସ୍ରାଏଲକୁ ଆମେରିକାର ସମର୍ଥନ…

ଓ୍ବାଶିଂଟନ,୫।୧୨ : ଫେବୃଆରୀରୁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ତେବେ ଏବେ ଏକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ଏକ ନୂଆ ଯୁଦ୍ଧ ମଧ୍ୟ ହେବାର ଆଶଙ୍କା ରହିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧର ଆଶଙ୍କା ଘନେଇବାରେ…

କଲମ୍ବିଆରେ ପୁଣି ଭୂସ୍ଖଳନ: ୩ ମୃତ, ୨୦ରୁ ଅଧିକ ନିଖୋଜ…

ବୋଗୋଟା,୫।୧୨ : କଲମ୍ବିଆରେ ପୁଣି ଥରେ ଭୂସ୍ଖଳନ ହେବାର ଖବର ଆସିଛି। ଭୂସ୍ଖଳନ ଯୋଗୁ ଏକ ସଡ଼କ କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଅଧିକାରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୨୦ରୁ ଅଧିକ ଜଣ ଲୋକ…

ପଦ୍ମପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ

ବରଗଡ଼ ଅଫିସ, ୫।୧୨(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୧୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୨୯.୭୩ ପ୍ରତିଶତ ମତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?