ଅଗ୍ରିମ ଟିକସ ଆଦାୟ ୧୭% ବଢ଼ିଛି
ନୂଆଦିଲ୍ଲୀ,୧୯।୯: ଦେଶର ବିକାଶ ଓ ଅର୍ଥନୈତିକ କାର୍ଯ୍ୟକଳାପ ପାଇଁ ଟିକସ ଆଦାୟ ଏକ ପ୍ରମୁଖ ଅଂଶ ବା ଭୂମିକା ନିର୍ବାହ କରିଥାଏ। ବିଶେଷକରି ରବିବାର କେନ୍ଦ୍ରୀୟ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସେସ୍ (ସିବିଡିଟି) ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଚଳିତ ବର୍ଷ…
ପିଏଫ୍ଆଇ ମାମଲା: ୪୦ ସ୍ଥାନରେ ଏନ୍ଆଇଏ ଚଢ଼ାଉ
ନୂଆଦିଲ୍ଲୀ,୧୯।୯ : ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଫ୍ଆଇ) କ୍ୟାଡର ମାମଲାରେ ନ୍ୟାଶନାଲ ଇନ୍ଭେଷ୍ଟିଗେଶନ ଏଜେନ୍ସି (ଏନ୍ଆଇଏ) ରବିବାର ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶର ୪୦ଟି ସ୍ଥାନରେ ଚଢ଼ାଉ କରିବା ସହ ୪ ଜଣଙ୍କୁ ଅଟକ ରଖିଛି। ତେଲଙ୍ଗାନାର ନିଜାମାବାଦ ଜିଲାର ୨୩ଟି…
ରୁଷିଆରେ ସୈନ୍ୟ ସଙ୍କଟ
କିଭ୍/ମସ୍କୋ,୧୯ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ୟୁକ୍ରେନ୍ ଦଖଲ ସ୍ବପ୍ନ ଧୂଳିସାତ ହେବା ପରେ ତାଙ୍କ ଶକ୍ତିଶାଳୀ ସେନା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଆମେରିକା ସମେତ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ପକ୍ଷରୁ ମିଳୁଥିବା ସାମରିକ ସହାୟତାର ସଦୁପଯୋଗ କରି ୟୁକ୍ରେନ୍ ରୁଷୀୟ…
ଏଏପି ଖବର ପ୍ରକାଶ ନ କରିବାକୁ ଗଣମାଧ୍ୟମ ଉପରେ ଚାପ ପକାଉଛନ୍ତି ମୋଦି
ନୂଆଦିଲ୍ଲୀ,୧୯।୯: ଗୁଜରାଟ ବିଧାନସଭା ନିର୍ବାଚନରେ ହାରିଯିବା ଭୟ ଏବେ ଭାଜପା ନେତାମାନଙ୍କୁ ବିଚଳିତ କରିଛି। ସେମାନେ ଆମ୍ ଆଦ୍ମୀ ପାର୍ଟି (ଏଏପି) ନେତାମାନଙ୍କ ବିରୋଧରେ ମିଛ ଦୁର୍ନୀତି ଅଭିଯୋଗ ଆଣି ଦଳକୁ ବଦନାମ କରିବାକୁ ଉଦ୍ୟମ ଚଳାଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ…
ଚିତା ଆସିଲା, ଜାଗା ଯିବ: କୁନୋ ପାର୍କ ଅଞ୍ଚଳରେ ବିସ୍ଥାପନ ଭୟ
ଶେଓପୁର,୧୯ା୯: ମଧ୍ୟପ୍ରଦେଶର ଶେଓପୁର ଜିଲା କୁନୋ ଜାତୀୟ ଉଦ୍ୟାନ (କେଏନ୍ପି)କୁ ଶନିବାର ଅଣାଯାଇଥିବା ୮ ଚିତାଙ୍କୁ ନେଇ ସ୍ଥାନୀୟ ଅଞ୍ଚଳରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ନୂଆ ଅତିଥିଙ୍କ ଯୋଗୁ ଏହି ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ। ଏଥିସହ କର୍ମନିଯୁକ୍ତି…
ସମୁଦ୍ର ତଳେ ବିସ୍ତୀର୍ଣ୍ଣ ଜଙ୍ଗଲ
ନୂଆଦିଲ୍ଲୀ, ୧୯।୯: ବିଶ୍ୱରେ ଆମାଜନ, ବୋରନେଓ, କଙ୍ଗୋ ଓ ଡାଇନ୍ଟ୍ରି ଭଳି ଅନେକ ବିଶାଳ ଜଙ୍ଗଲ ରହିଛି। ଏହାଛଡ଼ା ଆଖି ନ ପାଇଲା ଭଳି ଆର୍ଦ୍ର ଅରଣ୍ୟମାନ ମଧ୍ୟ ପୃଥିବୀରେ ମହଜୁଦ ଅଛି। ଭୂତଳ ଗଭୀର ସମୁଦ୍ର ଭିତରେ କ୍ଷୁଦ୍ର ଗୁଳ୍ମ…
୨୦ରେ ଲଘୁଚାପ, ଆଜିଠୁ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୧୯।୯(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୦ ତାରିଖରେ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର ଢେଙ୍କାନାଳରେ ୨୨ମିମି…
ମହାରାଣୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବାକୁ ୧୦ କିଲୋମିଟର ପର୍ଯ୍ୟନ୍ତ ଲମ୍ବା ଲାଇନ
ଲଣ୍ଡନ,୧୯ ।୯: ପାଖାପାଖି ୭୦ ବର୍ଷ ବ୍ରିଟେନର ମହାରାଣୀ ରହିଥିବା ଏଲିଜାବେଥ ଦ୍ୱିତୀୟଙ୍କର ସୋମବାର ରାଜକୀୟ ସମ୍ମାନ ସହ ଅନ୍ତିମ ସଂସ୍କାର କରାଯିବ । ଏହି ସମୟରେ ପ୍ରାୟ ୧୦ ଲକ୍ଷ ସାଧାରଣ ଜନତା ଲଣ୍ଡନରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମର ଅଂଶ…
ହକି ଇଣ୍ଡିଆ ସଭାପତି ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଦିଲୀପ ତିର୍କୀ
ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି):ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲିମ୍ପିଆନ ଦିଲୀପ ତିର୍କୀ ନିଜ କ୍ୟାରିୟରରେ ନୂଆ ଫର୍ଦ୍ଦ ଯୋଡ଼ିବା ଦିଗରେ ଏକପାଦ ଅଗ୍ରସର ହୋଇଛନ୍ତି। ଖେଳାଳି ଭାବେ ବେଶ୍ ସୁନାମ ଅର୍ଜନ କରିଥିବା ଦିଲୀପ ରବିବାର ହକି ଇଣ୍ଡିଆର…
ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଲଣ୍ଡନ/ନୂଆଦିଲ୍ଲୀ,୧୮ା୯: ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଓ୍ବେଷ୍ଟମିନଷ୍ଟର ହଲ୍ ଲଣ୍ଡନରେ ପହଞ୍ଚିଛନ୍ତି। ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ମରଶରୀର ଏଠାରେ ରଖାଯାଇଛି। ରାଷ୍ଟ୍ରପତି ନିଜ ତଥା ଭାରତବାସୀଙ୍କ ପକ୍ଷରୁ ରାଣୀ ଏଲିଜାବେଥ୍…
ପାକିସ୍ତାନ ବନ୍ୟାରେ ପ୍ରଭାବିତଙ୍କୁ ସହାୟତା କରି ଭାରତ ବିରୋଧରେ ଜହର ଓଗାଳୁଛନ୍ତି ଜୈଶ୍-ଲଶ୍କର…
ନୂଆଦିଲ୍ଲୀ, ୧୮।୯ : ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ବିରୋଧରେ ଇସଲାମାବାଦ କଠୋର ଆଭିମୁଖ୍ୟ ନେଇ ସୂଚନା ଦେଇଛି। ତେବେ ଖାଇବର ପାସ୍ତୁନଖ୍ବା ଏବଂ ବାଲୁଚିସ୍ତାନରେ ଆତଙ୍କବାଦ ବିରୋଧୀ କାର୍ଯ୍ୟ ଜାରି ରଖିବାକୁ ଜୋର ଦେଇଥିବା ପାକିସ୍ତାନ ଭିତ୍ତିକ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ…
କେରଳ-କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ବୈଠକ: ଟାଇଗର ରିଜର୍ଭ ଜାତୀୟ ରାଜପଥ ନେଇ ଆଲୋଚନା ବିଫଳ…
ବେଙ୍ଗାଲୁରୁ/ଥିରୁଭାନନ୍ତପୁରମ୍, ୧୮।୯ : ବେଙ୍ଗାଲୁରୁରେ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏବଂ କର୍ନାଟକ ପ୍ରତିପକ୍ଷ ବାସଭାରାଜ ବୋମ୍ମାଇଙ୍କ ମଧ୍ୟରେ ଏକ ବୈଠକ ରବିବାର ଅନୁଷ୍ଠିତ ହୋଇଛି। ସୀମା ଅଞ୍ଚଳ ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ଦୁଇ ରାଜ୍ୟ ମଧ୍ୟରେ ଆଲୋଚନା ହୋଇଥିଲା। ସମ୍ବେଦନଶୀଳ…
Archives


