ସୀମା ସଂଘର୍ଷ ପରେ ଆଜି ମୋଦି-ଜିନ୍ପିଙ୍ଗ୍ ପ୍ରଥମ ଭେଟ
ନୂଆଦିଲ୍ଲୀ,୧୬।୯:୨୦୨୦ରେ ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ଶୁକ୍ରବାର ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ସାଂଘାଇ ସହଯୋଗ…
ଆଜି ସୂର୍ଯ୍ୟକିରଣ ଏୟାର ଶୋ
ଭୁବନେଶ୍ୱର(ବ୍ୟୁରୋ)/ବାରଙ୍ଗ,୧୫।୯ (ଡି.ଏନ୍.ଏ.): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭୁବନେଶ୍ୱର ଜରିପାଟଣାସ୍ଥିତ ବାଲିଯାତ୍ରା ପଡ଼ିଆର କୁଆଖାଇ ନଦୀପଠାରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଶୁକ୍ରବାର ଅନୁଷ୍ଠିତ ହେବ। ଏ ନେଇ ଗୁରୁବାର କୁଆଖାଇ ନଦୀପଠାରେ ବାୟୁସେନାର ୯ଟି ଲଢୁଆ…
ସ୍ବାମୀଙ୍କୁ ବଞ୍ଚାଇବାକୁ ଗୁଳିରେ ମଲେ ସ୍ତ୍ରୀ
ନୂଆପଡ଼ା ଅଫିସ,୧୬।୯:ରାତି ଅଧରେ ଦାଦାବଟି ମାଗିବାକୁ ଆସିଲେ। ବନ୍ଧୁକ ଦେଖାଇ ଘର ମୁରବିଙ୍କୁ ଭୟଭୀତ କରାଇଲେ। ବନ୍ଧୁକଧାରୀଙ୍କ ଦାବି ମୁତାବକ ୧୦ ହଜାର ଟଙ୍କା ଦେବାରେ ଅସହାୟତା ପ୍ରକାଶ କରିବାରୁ ରକ୍ତମୁଖା ହୋଇଉଠିଲେ ଅଭିଯୁକ୍ତ। ଦବାଇ ଦେଲେ ଟ୍ରିଗର। ହେଲେ ସେହି…
ଉଜ୍ବେକିସ୍ତାନରେ ମୋଦି
ନୂଆଦିଲ୍ଲୀ,୧୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ସମିଟ୍ରେ ଯୋଗଦେବା ଲାଗି ଗୁରୁବାର ଉଜ୍ବେକିସ୍ତାନର ସମରକନ୍ଦ ସହରରେ ପହଞ୍ଚିଛନ୍ତି। ଏସ୍ସିଓ ସମିଟ୍ରେ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ଙ୍କ ସମେତ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଯୋଗଦେବେ। ଅନ୍ୟପକ୍ଷେ ୨୦୨୦ରେ…
ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେନାହିଁ ଏସବୁ ଦେଶର କୌଣସି ପ୍ରତିନିଧି
ଲଣ୍ଡନ,୧୫ ।୯: ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତେଷ୍ଟି ପ୍ରକ୍ରିୟା ସୋମବାର ଅର୍ଥାତ୍ ୧୯ ସେପ୍ଟେମ୍ବରରେ କରାଯିବ । ବ୍ରିଟେନରେ ଦଶକ ପରେ ଏମିତି ଏକ ସୁଯୋଗ ଆସିଛି ଯେଉଁଠି ଏତେ ବଡ ସଂଖ୍ୟାରେ ରାଜ ପରିବାର ଓ ସାରା ବିଶ୍ୱର…
ରାଣୀ ଏଲିଜାବେଥ୍ଙ୍କ କଫିନ୍ ନିକଟରେ ବେହୋସ ହୋଇ ପଡ଼ିଗଲେ ଅଙ୍ଗରକ୍ଷୀ, ଭିଡିଓ ଦେଖିଲେ…
ଲଣ୍ଡନ,୧୫ା୯: ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ମୃତ୍ୟୁ ପରେ ବୁଧବାର ଲଣ୍ଡନର ବକିଂହାମ୍ ପ୍ୟାଲେସରୁ ଶେଷ ଦର୍ଶନ ପରେ ରାଣୀଙ୍କ କଫିନ ଓ୍ବେଷ୍ଟମିନିଷ୍ଟର ହଲ୍କୁ ଅଣାଯାଇଥିଲା। ଅନ୍ତିମ ସଂସ୍କାର ପୂର୍ବରୁ ସୋମବାର ପର୍ଯ୍ୟନ୍ତ ଏଲିଜାବେଥ୍ଙ୍କ କଫିନ ଏଠାରେ ରହିବ। ରାଣୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା…
ଉଜବେକିସ୍ତାନ ଯିବା ପୂର୍ବରୁ ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା
ନୂଆଦିଲ୍ଲୀ,୧୫ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉଜବେକିସ୍ତାନ ଯିବା ପୂର୍ବରୁ ତାଙ୍କର ଏକ ବୟାନ ଜାରି କରିଛନ୍ତି । ମୋଦି କହିଛନ୍ତି, ମୁଁ ସାଂଘାଇ ସହଯୋଗ ସଙ୍ଗଠନ(ଏସସିଓ)ରେ ରାଷ୍ଟ୍ରାଧ୍ୟକ୍ଷଙ୍କ ପରିଷଦର ଏକ ବୈଠକରେ ଯୋଗ ଦେବାକୁ ଉଜବେକିସ୍ତାନ ରାଷ୍ଟ୍ରପତି ମିର୍ଜିଓଜେବଙ୍କ…
ପୁଟିନ୍ଙ୍କୁ ହତ୍ୟା କରିବା ଲାଗି ହୋଇଥିଲା ଷଡ଼ଯନ୍ତ୍ର…
ମସ୍କୋ, ୧୫।୯ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଅପରପକ୍ଷରେ ଅନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବା ଲାଗି ଏକ ଷଡ଼ଯନ୍ତ୍ର କରାଯାଇଥିବା ଦାବି ହୋଇଛି। ଦାବି କରାଯାଇଛି ଯେ ତାଙ୍କ…
ସିସୋଡିଆଙ୍କ ଚ୍ୟାଲେଞ୍ଜ, ୪ ଦିନ ମଧ୍ୟରେ ମତେ ଗିରଫ କର…
ନୂଆଦିଲ୍ଲୀ, ୧୫।୯ : ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତି ସମ୍ପର୍କରେ ଭାରତୀୟ ଜନତା ପାର୍ଟି (ଭାଜପା) ଦ୍ୱାରା ପ୍ରକାଶିତ ଷ୍ଟିଙ୍ଗ ଭିଡିଓକୁ ନେଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ କହିଛନ୍ତି ଯେ ସିବିଆଇ ଏହାର ତଦନ୍ତ କରିବା ଉଚିତ। ଭାଜପା ଏହାକୁ ତୁରନ୍ତ…
ଆଜାଦଙ୍କୁ ଆତଙ୍କବାଦୀ ସଂଗଠନରୁ ଧମକ…
ଶ୍ରୀନଗର, ୧୫।୯ : ଜମ୍ମୁ-କଶ୍ମୀରରେ ଏକ ନୂତନ ଦଳ ଗଠନ ପାଇଁ ପ୍ରସ୍ତୁତ ହେଉଥିବା ଗୁଲାମ ନବୀ ଆଜାଦଙ୍କୁ ଆତଙ୍କବାଦୀ ସଂଗଠନରୁ ଧମକ ମିଳିଛି। ଏହା ସହ ଏକ ପୋଷ୍ଟର ମଧ୍ୟ ପ୍ରକାଶ ପାଇଥିବା ଜଣାଯାଇଛି। ଏଥି ସହିତ ଆଜାଦଙ୍କର ସାମ୍ପ୍ରତିକ…
କେଜରିଓ୍ବାଲଙ୍କ ଘରେ ଅଟୋ ନେଇ ପହଞ୍ଚିଲେ ଭାଜପା ବିଧାୟକ…
ନୂଆଦିଲ୍ଲୀ, ୧୫।୯ : ଦିଲ୍ଲୀର ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘରେ ଅଟୋ ଦଳ ସହିତ ପହଞ୍ଚିଛନ୍ତି। ଭାଜପା ବିଧାୟକ ରାମବୀର ସିଂ ବିଧୁଡି କହିଛନ୍ତି, ଯେତେବେଳେ କେଜରିଓ୍ବାଲ ଗୁଜରାଟକୁ ଯାଆନ୍ତି, ସେତେବେଳେ ପଞ୍ଜାବ ସରକାରଙ୍କ ବିମାନରେ ଯାଆନ୍ତି। ଯାହାର ଭଡ଼ା…
ମୁମ୍ବାଇ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ୟାଳୟର ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୧୫ା୯: ମୁମ୍ବାଇସ୍ଥିତ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଏସ୍ଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ଗୁରୁବାର ସାକ୍ଷାତ କରିବା ସହ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ନବୀନ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ…
Archives


