Home Middle

ଥମୁଛି କରୋନା ସଂକ୍ରମଣ…

ନୂଆଦିଲ୍ଲୀ, ୧୫।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ବାଧୀନତା ମହୋତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ମହାପୁରୁଷମାନଙ୍କୁ…

ଜୟ ଯବାନ-ଜୟ କିଷାନ-ଜୟ ବିଜ୍ଞାନରେ ମୋଦି ଯୋଡ଼ିଲେ ଜୟ ଅନୁସନ୍ଧାନ…

ନୂଆଦିଲ୍ଲୀ, ୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଲାଲ୍‌ କିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦେଶରେ ଜାରି ରହିଥିବା ଉନ୍ନତ ଗବେଷଣା ବିଷୟରେ କହିଛନ୍ତି। ପ୍ରଧାନମନ୍ତ୍ରୀ ଜୟ ଯବାନ-ଜୟ କିଷାନ-ଜୟ ବିଜ୍ଞାନରେ ଜୟ ଅନୁସନ୍ଧାନ…

ଭାରତ ଗଣତନ୍ତ୍ରର ଜନନୀ: ମହାତ୍ମାଙ୍କ ସ୍ବପ୍ନ ପୂରଣ ପାଇଁ ମୁଁ ନିଜକୁ ଉତ୍ସର୍ଗ କରିଛି…

ନୂଆଦିଲ୍ଲୀ, ୧୫।୮ : ଦେଶ ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ କିଲ୍ଲାରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ଭାରତ ହେଉଛି ଗଣତନ୍ତ୍ରର ମାତା। ଯେଉଁମାନଙ୍କର ମନରେ ଗଣତନ୍ତ୍ର ଅଛି। ସେମାନେ ନିଷ୍ଠା ସହିତ…

ଆମର ସଂକଳ୍ପ ଏକ ବିକଶିତ ଭାରତ: ପ୍ରଧାନମନ୍ତ୍ରୀଙ୍କ ୫ ଶପଥ…

ନୂଆଦିଲ୍ଲୀ, ୧୫।୮ : ଦେଶ ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ କିଲ୍ଲାରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଏହି ଅବସରରେ କହିଛନ୍ତି ଯେ, ଆମର ସଂକଳ୍ପ ଏକ ବିକଶିତ ଭାରତ,…

୧୩ ସୁନାଖଣି ବିକିବ କେନ୍ଦ୍ର

ନୂଆଦିଲ୍ଲୀ,୧୫ା୮: କେନ୍ଦ୍ର ସରକାର ଆନ୍ଧ୍ର ପ୍ରଦେଶ ଓ ଉତ୍ତର ପ୍ରଦେଶରେ ଥିବା ୧୩ଟି ସୁନାଖଣି ବିକ୍ରି କରିବା ପାଇଁ ମସୁଧା ଚଳାଇଛନ୍ତି। ଗତ ବର୍ଷ ମାଇନିଂ ଆକ୍ଟ, ୨୦୧୫ରେ ସଂଶୋଧନ ଅଣାଯିବା ପରେ ଏବେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)…

ନବୀନ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୮(ବ୍ୟୁରୋ): ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ରୂପେ ମାନ୍ୟତା ପାଇଛନ୍ତି। ‘ଇଣ୍ଡିଆ ଟୁଡେ’ ପତ୍ରିକା ପକ୍ଷରୁ କରାଯାଇଥିବା ‘ମୁଡ୍‌ ଅଫ୍‌ ଦି ନେଶନ’ ସର୍ଭେରେ ନବୀନଙ୍କ ପ୍ରଦର୍ଶନ ଉପରେ ଓଡ଼ିଶାର ୭୮%…

ରାଜ୍ୟବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।   ୭୬ତମ #ସ୍ୱାଧୀନତାଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରତିଟି ଭାରତୀୟଙ୍କ ପାଇଁ…

ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଭାରତ ମାର୍ଗଦର୍ଶକ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଉତ୍ସବକୁ ସାରା ଦେଶ ମହାଆଡମ୍ବର ସହକାରେ ପାଳନ କରୁଛି। ଏପରିକି ସ୍ବାଧୀନତା ପରଠାରୁ ଦେଶ ଅନେକ କ୍ଷେତ୍ରରେ ଆଗକୁ ବଢିସାରିଛି। ହେଲେ ଏକବିଂଶ ଶତାବ୍ଦୀରେ ଭାରତ ଆଜି ଷ୍ଟାର୍ଟଅପ କ୍ଷେତ୍ରରେ ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ…

୭୬ ତମ ସ୍ବାଧୀନତା ଦିବସ, ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାବାର ରାଜଘାଟେରେ ମହାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଲାଲ୍‌ କିଲ୍ଲା ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ସ୍ବାଧୀନତାର ଏହି ଅମୃତ ମହୋତ୍ସବରେ…

ଭାରତବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ବାଇଡେନ

ଓ୍ବାଶିଂଟନ,୧୫ା୮: ଭାରତକୁ ୭୬ ତମ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ଏଥିସହିତ ବାପୁଙ୍କ ସତ୍ୟ, ଅହିଂସା, ସଂଗ୍ରାମ କଥା ମନେ ପକାଇଛନ୍ତି ବାଇଡେନ। ଏହି ପବିତ୍ର ଦିବସ ଅବସରରେ ସେ କହିଛନ୍ତି, ଭାରତ-ଆମେରିକୀୟ ସଂସଦୀୟ ପାଇଁ…

୧୫ ଜଣ ପାଇବେ ରାଷ୍ଟ୍ରପତି ପୋଲିସ ପଦକ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ୭୬ତମ ସ୍ବାଧୀନତା ଦିବସ ପାଳନ ଅବସରରେ ରାଷ୍ଟ୍ରପତି ପୋଲିସ ପଦକ ରବିବାର ଘୋଷଣା କରାଯାଇଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ୨୦୨୨ ଲାଗି ଓଡ଼ିଶା ପୋଲିସର ୧୫ ଜଣ ମନୋନୀତ ହୋଇଛନ୍ତି। ୨ ଜଣ ପୋଲିସ କର୍ମଚାରୀଙ୍କୁ ସାହସିକତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri