ଭାରତ-ମ୍ୟାନ୍ମାର ସୀମାରେ ଗୁଳି ବିନିମୟ…
କୋହିମା/ଇଟାନଗର, ୯।୮ : ଭାରତ-ମ୍ୟାନମାର ସୀମାରୁ ଆସିଥିବା ଉଗ୍ରବାଦୀ ଗୋଷ୍ଠୀ ମଙ୍ଗଳବାର ଅରୁଣାଚଳ ପ୍ରଦେଶରେ ଏବଂ ପରେ ନାଗାଲାଣ୍ଡରେ ଆସାମ ରାଇଫଲ୍ସ କର୍ମଚାରୀଙ୍କ ଉପରକୁ ଗୁଳି ଚଳାଇଛନ୍ତି। ଅରୁଣାଚଳଠାରେ ମଙ୍ଗଳବାର ସକାଳେ ତିରାପ ଚାଙ୍ଗଲାଙ୍ଗ ଅଞ୍ଚଳରେ ଏହି ଘଟଣା ଘଟିଛି। ସେହି…
ଚାଇନାରେ ନୂଆ ଭୂତାଣୁ ସଂକ୍ରମଣ, ୩୫ ଆକ୍ରାନ୍ତ…
ବେଜିଂ, ୯।୮ : କରୋନା ସଙ୍କଟ ମଧ୍ୟରେ ଚାଇନାରେ ଏକ ନୂତନ ଭୂତାଣୁ ଚିହ୍ନଟ ହୋଇଛି। ତାଇୱାନର ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ (ସିଡିସି) ଅନୁଯାୟୀ ଚାଇନାରେ ଜୁନୋଟିକ ଲଙ୍ଗିଆ ଜୀବାଣୁ ଦେଖିବାକୁ ମିଳିଛି। ଖବର ଅନୁଯାୟୀ, ଏପର୍ଯ୍ୟନ୍ତ ୩୫ ଜଣ…
ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୪ ସୈନ୍ୟ ମୃତ…
ଇସଲାମାବାଦ୍,୯।୮ : ପାକିସ୍ତାନର ଅଶାନ୍ତ ଅଞ୍ଚଳ ଉତ୍ତର ଓ୍ବଜରିସ୍ତାନରେ ମଙ୍ଗଳବାର ଏକ ଆତ୍ମଘାତୀ ଆକ୍ରମଣରେ ସୈନ୍ୟ ବାହିନୀର ୪ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣ ପାଇଁ ଏକ ତିନି ଚକିଆ ଯାନ ବ୍ୟବହାର କରାଯାଇଥିଲା। ଏହି ରିକ୍ସା ସେନା ଗାଡି…
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦେବେ ଇସ୍ତଫା, ଅପରାହ୍ନ ୫ଟାରେ ଭାଜପାର କୋର ଗ୍ରୁପ ବୈଠକ
ପାଟନା,୯ ।୮: ବିହାର ରାଜନୀତିକୁ ନେଇ ଯେଉଁ ଚର୍ଚ୍ଚା ହେଉଥିଲା ଶେଷରେ ଏବେ ଏହା ଖୋଲାଖୋଲି ଭାବେ ସାମ୍ନାକୁ ଆସିଛି । ଏବେ ସ୍ପଷ୍ଟ ହୋଇଛି କି ଭାଜପା ଓ ଜେଡିୟୁ ମଧ୍ୟରେ ଫାଟ ସୃଷ୍ଟି ହୋଇଛି । ବିଶେଷ ସୂତ୍ରରୁ…
୩ ରାଜ୍ୟରେ ସଙ୍କଟ…
ନୂଆଦିଲ୍ଲୀ, ୯।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ଭାଙ୍ଗିଲା ଭାଜପା-ଜେଡିୟୁ ମେଣ୍ଟ: ଅପରାହ୍ନ ୪ଟାରେ ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ କୁମାର
ପାଟନା,୯।୮: ବହୁ କଳ୍ପନାଜଳ୍ପନା ପରେ ବିହାରରେ ଜେଡିୟୁ ଏବଂ ଭାଜପାର ମେଣ୍ଟ ଶେଷରେ ଭାଙ୍ଗି ଯାଇଛି। ମଙ୍ଗଳବାର ସକାଳୁ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ ଯେକୌଣସି ସମୟରେ ଏହାର ଆନୁଷ୍ଠାନିକ ଘୋଷଣା ହେବ ବୋଲି କୁହାଯାଉଛି। ଯଦିଓ ଏନେଇ ଜେଡିୟୁ କିମ୍ବା…
ଲଘୁଚାପ: ତୁହାକୁ ତୁହା ବର୍ଷା
ଭୁବନେଶ୍ୱର,୯ା୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତ(ଡିପ୍ରେଶନ)ରେ ପରିଣତ ହେବ। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ରାଜ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ଯାଏ ରାଜ୍ୟର…
ଓଡ଼ିଶାରେ ‘ଅଚ୍ଛେଦିନ୍’: ଶାହା
କଟକ ଅଫିସ,୯/୮:୨୦୧୯ ସାଧାରଣ ନିର୍ବାଚନ ସମୟରେ ଭାଜପାର ତତ୍କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏବେକାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ନବୀନ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ପୋଡ଼ା ଟ୍ରାନ୍ସଫର୍ମର କହି ବଙ୍ଗୋପସାଗରରେ ଫିଙ୍ଗି ଦେବାକୁ ରାଜ୍ୟବାସୀଙ୍କୁ…
ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶିତ
ଭୁବନେଶ୍ୱର,୮।୮(ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ତେବେ ଯୁକ୍ତ ଦୁଇ କଳାରେ ୮୨.୧୦ ପ୍ରତିଶତ ଛାତ୍ରୀଛାତ୍ର ପାସ୍ କରିଛନ୍ତି। www.odisharesults.nic.in ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷାଫଳ…
ସ୍ବର୍ଣ୍ଣ ଜିତିଲେ ପିଭି ସିନ୍ଧୁ
ବର୍ମିଂହାମ,୮।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶେଷ ଦିନରେ ଭାରତର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ମ୍ୟାଚରେ କାନାଡାର ମିସେଲ ଲିଙ୍କୁ ପରାସ୍ତ କରିଥିଲେ। ପୂର୍ବରୁ ମଧ୍ୟ ସେମିଫାଇନାଲ ମ୍ୟାଚରେ ସିନ୍ଧୁ ଚମତ୍କାର…
ଅଗଷ୍ଟ ୧୫ ସୁରକ୍ଷା ବ୍ୟବସ୍ଥା, ଲାଲ କିଲ୍ଲାରେ ମୁତୟନ ହେବେ ୧୦ ହଜାର ପୋଲିସ, ଗୁଡ଼ି ଉଡ଼ାଇବା ମନା…
ନୂଆଦିଲ୍ଲୀ, ୮।୮ : ସ୍ବାଧୀନତା ଦିବସ ଅବସରରେ ଦିଲ୍ଲୀ ପୋଲିସ ପକ୍ଷରୁ ଐତିହାସିକ ଲାଲ କିଲ୍ଲା ଏବଂ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସମ୍ପର୍କରେ ସୂଚନା ଦେଇ ଦିଲ୍ଲୀ ପୋଲିସର ସ୍ବତନ୍ତ୍ର କମିଶନର ଦୀପେନ୍ଦ୍ର ପାଠକ କହିଛନ୍ତି…
ସଞ୍ଜୟ ରାଉତ ୨୨ ଅଗଷ୍ଟ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ…
ମୁମ୍ବାଇ, ୮।୮ : ଶିବସେନାର ରାଜ୍ୟ ସଭା ଏମ୍ପି ସଞ୍ଜୟ ରାଉତଙ୍କୁ ଅଗଷ୍ଟ ୨୨ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଯାଇଛି। ତେବେ କୋର୍ଟ ତାଙ୍କ ପ୍ରତି କୋହଳ ମନୋଭାବ ପ୍ରଦର୍ଶନ କରିଛନ୍ତି। ନ୍ୟାୟିକ ହେପାଜତରେ ଔଷଧ ଏବଂ ଘର ତିଆରି ଖାଦ୍ୟ…
Archives


