Home Middle

ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ ଟିମ ଶ୍ରୀଲଙ୍କା ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୭୪ ରନ୍ ଲକ୍ଷ୍ୟର ପିଛା…

ବୁଧବାରଠାରୁ କଂଗ୍ରେସର ଭାରତ ଯୋଡ ଯାତ୍ରା, ୫ ମାସରେ ୩୫୭୦ କିଲୋମିଟର ଅତିକ୍ରମ କରିବେ କର୍ମୀ…

ନୂଆଦିଲ୍ଲୀ, ୬।୯ : ବୁଧବାର ସେପ୍ଟେମ୍ବର ୭ରେ କନ୍ୟାକୁମାରୀରେ ଏକ ମେଗା ରାଲିରେ କଂଗ୍ରେସ ଏହାର ୩,୫୭୦ କିଲୋମିଟର ଲମ୍ବା ଭାରତ ଯୋଡ ଯାତ୍ରା’ଆରମ୍ଭ କରିବ। ୫ ମାସରେ ଏହି ଯାତ୍ରା ଶେଷ ହେବ। କଂଗ୍ରେସ ଅନୁସାରେ ଆଦର୍ଶ ଏବଂ ଅର୍ଥନୈତିକ…

୨୦୧୯ ଲୋକ ସଭା ନିର୍ବାଚନରେ ପରାଜିତ ହୋଇଥିବା ୧୪୪ ଆସନ ନେଇ ରଣନୀତି ପ୍ରସ୍ତୁତ…

ନୂଆଦିଲ୍ଲୀ, ୬।୯ : ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଛି। ଏହି ମର୍ମରେ ମଙ୍ଗଳବାର ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ହା, କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଜାତୀୟ ସଂଗଠନର ସାଧାରଣ ସମ୍ପାଦକ ବି.ଏଲ…

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୭୪ ରନ୍‌…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲା ହୋଇଛି। ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ ଭାରତୀୟ…

କିଙ୍ଗସ୍‌ ଓ୍ବେରୁ ରାଜପଥ, ଏବେ କର୍ତ୍ତବ୍ୟ ପଥ…

ନୂଆଦିଲ୍ଲୀ, ୬।୯ : ବ୍ରିଟିଶ ଶାସନ ସମୟରେ ଏହା କିଙ୍ଗସୱେ ଭାବରେ ନିଜ ଯାତ୍ରା ଆରମ୍ଭ କରିଥିଲା। ୧୯୨୦ ମସିହାରେ, ନୂଆଦିଲ୍ଲୀ ନିର୍ମାଣ କରିଥିବା ସ୍ଥାପତ୍ୟ ଏଡୱିନ ଲୁଟିନ୍ସ ଏବଂ ହର୍ବର୍ଟ ବେକର ଦ୍ୱାରା ନିର୍ମିତ ହୋଇଥିବା ଦିଲ୍ଲୀର ଆଇକନିକ ରାଜପଥ…

ମୁଜିବ୍‌ ଛାତ୍ର ବୃତ୍ତି ଘୋଷଣା…

ନୂଆଦିଲ୍ଲୀ, ୬।୯ : ଭାରତ ଗସ୍ତରେ ଆସିଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ମୁଜିବ୍‌ ଛାତ୍ର ବୃତ୍ତି ଘୋଷଣା କରିଛନ୍ତି। ୧୯୭୧ ମୁକ୍ତି ସଂଗ୍ରାମରେ ଶହୀଦ୍‌ ହୋଇଥିବା ଅବା ଗୁରୁତର ଭାବେ ଆହତ ହୋଇଥିବା ଭାରତୀୟ ସେନା ଯବାନଙ୍କ ପରିବାର ସଦସ୍ୟଙ୍କୁ…

ଟସ୍‌ ଜିତିଲା ଶ୍ରୀଲଙ୍କା, ବୋଲିଂ ନିଷ୍ପତ୍ତି…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ କଡ଼ା ମୁକାବିଲା ହେଉଛି। ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ…

ବିଏମ୍‌ସି ନିର୍ବାଚନ ଏକାଠି ଲଢ଼ିବେ ଭାଜପା-ଶିନ୍ଦେ ଗୋଷ୍ଠୀ, ଫଡନାଭିସ କଲେ ଘୋଷଣା…

ମୁମ୍ବାଇ, ୬।୯ : ଭାରତୀୟ ଜନତା ପାର୍ଟି (ଭାଜପା) ବମ୍ବେ ମ୍ୟୁନିସପାଲ କର୍ପୋରେଶନ(ବିଏମ୍‌ସି) ନିର୍ବାଚନ ୨୦୨୨ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ନିର୍ବାଚନ ସମ୍ପର୍କରେ ଭାଜପାର ରୂପରେଖା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମୁମ୍ବାଇ ଗସ୍ତରେ ପ୍ରାୟ ସ୍ପଷ୍ଟ ହୋଇସାରିଛି। ଅମିତ ଶାହା…

ବନ୍ୟା ବୈଠକରେ ଶୋଇପଡ଼ିଲେ ମନ୍ତ୍ରୀ, କଂଗ୍ରେସ କଲା କଟାକ୍ଷ…

ବେଙ୍ଗାଲୁରୁ, ୬।୯ : ପ୍ରବଳ ବର୍ଷା ଯୋଗୁ କର୍ନାଟକରେ ଏକ ବଡ ସମସ୍ୟା ସୃଷ୍ଟି କରିଛି। ଏଥି ସହିତ ରାଜଧାନୀ ବେଙ୍ଗାଲୁରୁର ଅବସ୍ଥା ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ଏଠାରେ ଲୋକେ ଯାତାୟାତ ପାଇଁ ଟ୍ରାକ୍ଟର ବ୍ୟବହାର କରିବାକୁ ପଡୁଛି। ସେଥିପାଇଁ…

ସୈନ୍ୟବାହିନୀ ସହିତ ବିବାଦ: ନିଜ ଉପରକୁ ବିପଦ ଡାକିଛନ୍ତି ଇମ୍ରାନ…

ଇସଲାମାବାଦ, ୬।୯ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାକିସ୍ତାନର ନୂତନ ସେନାଧ୍ୟକ୍ଷଙ୍କ ନିଯୁକ୍ତି ସମ୍ପର୍କରେ ବିବୃତ୍ତି ଯୋଗୁ ବିବାଦ ଉପୁଜିଥିଲା। ରାଜନୈତିକ ସମୀକ୍ଷକଙ୍କ କହିବାନୁସାରେ, ଇମ୍ରାନ ଖାନ ପୂର୍ବରୁ କ୍ରୋଧିତ ଥିବା ସୈନ୍ୟବାହିନୀଙ୍କୁ ପୁଣି ଅଧିକ ଉତ୍ତେଜିତ କରି ନିଜ…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନକାଉଣ୍ଟରରେ ୨ ଆତଙ୍କବାଦୀ ମୃତ…

ଶ୍ରୀନଗର, ୬।୯ : ମଙ୍ଗଳବାର ଆତଙ୍କବାଦ ବିରୋଧୀ ଅପରେଶନ ଅଲଆଉଟରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି…

୩୦ ବର୍ଷରେ ୩୦ ଟ୍ରିଲିୟନ ଅର୍ଥନୀତିରେ ପହଞ୍ଚିବ ଭାରତ: ପୀୟୂଷ ଗୋୟଲ…

ନୂଆଦିଲ୍ଲୀ, ୬।୯ : ଭାରତ ବ୍ରିଟେନକୁ ପଛରେ ପକାଇ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ଯେ ଆମେ ବର୍ତ୍ତମାନ ବ୍ରିଟେନକୁ ପଛରେ ପକାଇଛୁ। ବ୍ରିଟେନ ଭାରତକୁ ୨୦୦ ବର୍ଷରୁ ଅଧିକ ବର୍ଷ ଧରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri