Home Middle

ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ, ଟୋଲ ଗେଟରେ ବି….

କଟକ,୯।୧(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା…

ଶୀତ ଲହରୀ ମଧ୍ୟରେ ସକାଳୁ ରାଜଧାନୀରେ ଅଚାନକ ବର୍ଷା, ଆହୁରି ହ୍ରାସ ପାଇବ ତାପମାତ୍ରା

ନୂଆଦିଲ୍ଲୀ,୯।୧: ପ୍ରବଳ ଶୀତ ଲହରୀ ଜାରି ରହିଥିବାବେଳେ ଶୁକ୍ରବାର ସକାଳୁ ଦିଲ୍ଲୀ ଏବଂ ଏନସିଆର’ର କିଛି ଅଞ୍ଚଳରେ ହଠାତ୍ ବର୍ଷା ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଏହି ଅଞ୍ଚଳରେ ବର୍ଷା ହେବାର ପୂର୍ବାନୁମାନ କରିନଥିଲେ। IMD ଶୁକ୍ରବାର ପରବର୍ତ୍ତୀ ଦୁଇ…

ରାଜ୍ୟରେ ଶୀତ ଲହରୀ: ଏହି ଜିଲାରେ ଗୋଟିଏ ମାସ ସକାଳୁଆ ସ୍କୁଲ ବନ୍ଦ

ଭୁବନେଶ୍ୱର,୯।୧: ରାଜ୍ୟରେ ଜାରି ରହିଛି ପ୍ରବଳ ଶୀତ ଲହରୀ। ସକାଳୁ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଭଦ୍ରକ ଜିଲା ପ୍ରଶାସନ ସମସ୍ତ ସ୍କୁଲରେ ଶନିବାର ସକାଳ ଶ୍ରେଣୀ ପରିବର୍ତ୍ତେ ଦିନ ସିଫ୍ଟରେ କ୍ଲାସ୍ କରିବାକୁ…

ସରକାର ବିରୋଧୀ ବିକ୍ଷୋଭ ତୀବ୍ର: ସମଗ୍ର ଇରାନରେ ଇଣ୍ଟରନେଟ୍ ବ୍ଲାକଆଉଟ୍

ନୂଆଦିଲ୍ଲୀ,୯।୧: ଇରାନରେ ପ୍ରାୟ ଦୁଇ ସପ୍ତାହ ଧରି ଚାଲିଥିବା ସରକାର ବିରୋଧୀ ବିକ୍ଷୋଭ ଗୁରୁବାର ଅଧିକ ତୀବ୍ର ହୋଇଛି। ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ବେଳେ ସମଗ୍ର ଦେଶରେ ଇଣ୍ଟରନେଟ୍ ସେବା ବନ୍ଦ କରିଦିଆଯାଇଛି। ଡିସେମ୍ବର ୨୮ରେ ରିଆଲ୍…

୧୩ ବର୍ଷର ରେକର୍ଡ ଭାଙ୍ଗିଲା ଶିମିଳିପାଳ, ପାରଦ -୧ ଡିଗ୍ରୀ

ବାରିପଦା,୯।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ) : ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଶୁକ୍ରବାର ତାପମାତ୍ରା ହ୍ରାସ ପାଇ ମାଇନାସ ୧ ଡିଗ୍ରୀରେ ପହଞ୍ଚିଛି । ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଉପରବାରହାକାମୁଡାରେ ତାପାମାତ୍ରା…

“ପ୍ରଥମେ ଗୁଳି, ପରେ ପ୍ରଶ୍ନ”; ଆମେରିକାକୁ ଡେନମାର୍କର କଡ଼ା ଚେତାବନୀ

କୋପେନହେଗେନ୍,୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଗ୍ରୀନଲାଣ୍ଡ ଅଧିଗ୍ରହଣ ଉଦ୍ୟମକୁ ନେଇ ଆର୍କଟିକ ଅଞ୍ଚଳରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଯଦି ଆମେରିକା ଡେନମାର୍କ ଅଧୀନରେ ଥିବା ଏହି ଦ୍ୱୀପକୁ ଆକ୍ରମଣ କରେ, ତେବେ ଡେନମାର୍କ ସୈନିକମାନେ “ପ୍ରଥମେ ଗୁଳି ଚଳାଇବେ,…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି

ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ ତାଳଚେର ଶିଳ୍ପାଞ୍ଚଳରେ ଦିନକୁ ଦିନ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନେଇ କେନ୍ଦ୍ର ଧର୍ମେନ୍ଦ୍ର ଗଭୀର…

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ନିଶ୍ଚିତ ହେବା ପରେ ଏବେ ଢେଙ୍କାନାଳ ଜିଲାରେ ଆଉ ଏକ ମେଗା ଷ୍ଟିଲ୍ ପ୍ଲାଣ୍ଟ…

‘ସବୁକିଛି ତେଲ ପାଇଁ’: ଆମେରିକାର ଉପରେ ବର୍ଷିଲେ ଭେନେଜୁଏଲା ନୂତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୮ା୧: ଆମେରିକା ପକ୍ଷରୁ କରାଯାଉଥିବା ମାଦକ ଦ୍ରବ୍ୟ ଚୋରା ଚାଲାଣ ଏବଂ ମାନବାଧିକାର ଉଲ୍ଲଂଘନ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଡେଲସି ରୋଡ୍ରିଗ୍ୱେଜ୍। ସେ କହିଛନ୍ତି ଆମେରିକାର ପ୍ରକୃତ ଉଦ୍ଦେଶ୍ୟ ହେଉଛି ଭେନେଜୁଏଲାର ପ୍ରାକୃତିକ ସମ୍ପଦ ଉପରେ କବ୍ଜା…

ପରମାଣୁ କ୍ଷମତା ବୃଦ୍ଧି କରିବ ଭାରତ: ଓଡ଼ିଶା ସମେତ ୩୦ଟି ସ୍ଥାନରେ ହେବ ନୂତନ ପ୍ରକଳ୍ପ

ନୂଆଦିଲ୍ଲୀ,୮ା୧: ଓଡ଼ିଶାରେ ସ୍ଥାପନା ହେବ ପରମାଣୁ ଶକ୍ତି କେନ୍ଦ୍ର। ଭାରତର ସବୁଠାରୁ ବଡ଼ ସରକାରୀ ବିଦ୍ୟୁତ୍ ଉତ୍ପାଦନକାରୀ ସଂସ୍ଥା ଏନଟିପିସି ଦେଶରେ ପରମାଣୁ ଶକ୍ତି କ୍ଷମତା ବୃଦ୍ଧି କରିବା ପାଇଁ ଯୋଜନା ପ୍ରସ୍ତୁତ କରିଛି। ଦେଶରେ ସ୍ୱଚ୍ଛ ଶକ୍ତିର ବ୍ୟବହାର ବଢ଼ାଇବା…

ଚଳିତ ବର୍ଷ ଓଡ଼ିଶାରେ ୫୫ ଦିନ ବନ୍ଦ ରହିବ ବ୍ୟାଙ୍କ; ଜାଣନ୍ତୁ ସମ୍ପୂର୍ଣ୍ଣ ଛୁଟି ତାଲିକା

ଭୁବନେଶ୍ୱର,୮ା୧: ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ଓଡ଼ିଶାରେ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ ପାଇଛି। ଜାତୀୟ ଛୁଟିଦିନ, ଆଞ୍ଚଳିକ ପର୍ବପର୍ବାଣୀ ଏବଂ ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ମିଶାଇ ଚଳିତ ବର୍ଷ ମୋଟ ୫୫ ଦିନ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ।…

ମନମୋହନ vs ମୋଦି ଶାସନ କାଳ: କାହା ସମୟରେ ଅଧିକ ଦୁର୍ବଳ ହୋଇଛି ଟଙ୍କା

ନୂଆଦିଲ୍ଲୀ,୮ା୧: ଭାରତୀୟ ଅର୍ଥନୀତିରେ ଟଙ୍କାର ମୂଲ୍ୟ ହ୍ରାସକୁ ନେଇ ଦୀର୍ଘ ଦିନ ଧରି ଚର୍ଚ୍ଚା ଲାଗିରହିଛି। ବର୍ତ୍ତମାନ ଟଙ୍କା ଡଲାର ତୁଳନାରେ ସର୍ବକାଳୀନ ଉଚ୍ଚ ସ୍ତରରେ ରହିଛି। ଏଥିରେ ସୁଧାର ଆଣିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(RBI) ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?