ଇଣ୍ଡୋନେସିଆରେ ଭୂକମ୍ପ: ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି
ଜାକର୍ତ୍ତା,୨୧।୧୧: ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ସୋମବାର ଜୋରଦାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ରହିଥିଲା। ଭୂକମ୍ପ ସମୟରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇଆସିଥିଲେ। ଏଥିରେ ସହରରେ ୪୬ଜଣଙ୍କ ମୃତ୍ୟୁ ଘଟିଥିବା…
ଇଣ୍ଡୋନେସିଆରେ ଭୂକମ୍ପ: ୨୦ ମୃତ, ୩୦୦ରୁ ଊର୍ଦ୍ଧ୍ୱ ଆହତ
ଜାକର୍ତ୍ତା,୨୧ା୧୧: ସୋମବାର ଇଣ୍ଡୋନେସିଆର ପଶ୍ଚିମ ଜାଭା ପ୍ରଦେଶରେ ଭୂକମ୍ପ ଅନୂଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୫.୬ ଥିଲା। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୦ ଆହତ ହୋଇଥିବା ନେଇ ଜଣେ ସ୍ଥାନୀୟ ଅଧିକାରୀ ଏହି ସୂଚନା…
କୋରେଇ ଟ୍ରେନ୍ ଦୁର୍ଘଟଣା: ଆର୍ଥିକ ସହାୟତା ଘୋଷଣା କଲେ କେନ୍ଦ୍ର ରେଳମନ୍ତ୍ରୀ
ନୂଆଦିଲ୍ଲୀ,୨୧ା୧୧: ଯାଜପୁରର କୋରେଇ ଷ୍ଟେଶନରେ ଏକ ମାଲ୍ବାହୀ ଟ୍ରେନ୍ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୃତ ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେ ଟୁଇଟ୍ କରି ମୃତ ବ୍ୟକ୍ତିମାନଙ୍କ ପରିବାର ପ୍ରତି ସମବେଦନା…
୯ ମାସରେ ରୁଷିଆ ମାଡ଼ କରିଛି ୪୭୦୦ରୁ ଅଧିକ କ୍ଷେପଣାସ୍ତ୍ର: ଜେଲେନେସ୍କିଙ୍କ ଅଭିଯୋଗ…
କ୍ୱିଭ୍,୨୧।୧୧ : ନଅ ମାସ ଧରି ଚାଲିଥିବା ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ନହୋଇ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ତାଙ୍କ ଦେଶର ବିନାଶର କାହାଣୀ ବର୍ଣ୍ଣନା କରୁଥିବାବେଳେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି ଯେ ନଅ…
ଯେ ପର୍ଯ୍ୟନ୍ତ ଅଛି ଅନୁମତି ଦେବି ନାହିଁ, କେରଳ ସରକାରଙ୍କୁ ତାଗିଦ୍ କଲେ ରାଜ୍ୟପାଳ…
ଥିରୁଭାନନ୍ତପୁରମ୍,୨୧।୧୧ : କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସରକାର ଏବଂ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଏକ ସପ୍ତାହ ପୂର୍ବରୁ ରାଜ୍ୟ ସରକାର ଏହି ନିୟମରେ ସଂଶୋଧନ କରି ରାଜ୍ୟପାଳ ଆରିଫଙ୍କୁ ବିଶ୍ୱବିଦ୍ୟାଳୟର କୁଳପତି ପଦରୁ…
ମାଗଣା ରାଶନ ଯୋଜନା ପାଇଁ ୩ ଲକ୍ଷ କୋଟିରୁ ଅଧିକ ଖର୍ଚ୍ଚ କରିବେ ସରକାର…
ନୂଆଦିଲ୍ଲୀ,୨୧।୧୧ : ମାଗଣା ରାଶନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ତିନି ଲକ୍ଷ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିବେ। ୨ ଲକ୍ଷ କୋଟି ଟଙ୍କାର ବଜେଟ ଆକଳନଠାରୁ ଏହା ପ୍ରାୟ ୫୦ ପ୍ରତିଶତ ଅଧିକ। ମାଗଣା ଖାଦ୍ୟ ଶସ୍ୟ…
କୋରେଇ ଟ୍ରେନ୍ ଦୁର୍ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ଯାଜପୁରର କୋରେଇ ରେଳ ଷ୍ଟେଶନରେ ସୋମବାର ଏକ ମାଲ୍ବାହୀ ଟ୍ରେନ୍ ଯାତ୍ରୀ ବିଶ୍ରାମାଗାର ଉପରେ ମାଡ଼ିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସହାୟତା ଘୋଷଣା…
ରାହୁଲ ମୋର ପ୍ରକୃତ ବନ୍ଧୁ: ସଞ୍ଜୟ ରାଉତ…
ମୁମ୍ବାଇ,୨୧।୧୧ : ଜେଲରୁ ବାହାରିବା ପରେ ଉଦ୍ଧବ ଠାକରେଙ୍କ ଦଳର ନେତା ସଞ୍ଜୟ ରାଉତ ପୁଣି ଥରେ ରାଜନୀତିରେ ସକ୍ରିୟ ହେବାରେ ଲାଗିଛନ୍ତି। ସେ ପୁନର୍ବାର ଗଣମାଧ୍ୟମରେ ଲଗାତାର ଭାବରେ ବିବୃତ୍ତି ଦେଉଛନ୍ତି। ଏଥର ସେ ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ…
ବାଜଓ୍ବାଙ୍କ ପରିବାର ୬ ବର୍ଷରେ ହୋଇଛନ୍ତି ଅରବପତି…
ଇସଲାମାବାଦ,୨୧।୧୧ : ଆଗାମୀ କିଛି ଦିନ ମଧ୍ୟରେ ଅବସର ନେବାକୁ ଯାଉଥିବା ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱାଙ୍କ ପରିବାରକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ଆସିଛି। ଏହି କାରଣରୁ, ତାଙ୍କ କାର୍ଯ୍ୟକାଳରେ ଦୁର୍ନୀତି କଳଙ୍କ ଲାଗିବାକୁ ଯାଉଛି।…
ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଗୋଏଲ…
ନୂଆଦିଲ୍ଲୀ,୨୧।୧୧ : ପୂର୍ବତନ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅରୁଣ ଗୋଏଲ ସୋମବାର ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ଶନିବାର ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ଶୁକ୍ରବାର ଦିନ ସ୍ବେଚ୍ଛାକୃତ ଅବସର ନେଇଥିଲେ।…
ଗଣ ବଳାତ୍କାର ହତ୍ୟା ମାମଲା: ସୁପ୍ର୍ରିମ୍କୋର୍ଟଙ୍କ ଖଲାସ ଆଦେଶକୁ ଚ୍ୟାଲେଞ୍ଜ କରିବେ ଦିଲ୍ଲୀ ସରକାର…
ନୂଆଦିଲ୍ଲୀ,୨୧।୧୧ : ଚାୱଲାରେ ୨୦୧୨ରେ ହୋଇଥିବା ଗଣ ବଳାତ୍କାର ଏବଂ ହତ୍ୟା ମାମଲାରେ ତିନିଜଣ ଦୋଷୀଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ପାଇଁ ସୁପ୍ର୍ରିମ୍କୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ଆଦେଶକୁ ଚ୍ୟାଲେଞ୍ଜ କରିଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସରକାର। ସୁପ୍ରିମକୋର୍ଟରେ ଏକ ସମୀକ୍ଷା…
୫ ଶହ ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୨୧।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଦୈନିକ ସଂକ୍ରମଣ ୫…

