Home Middle

ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ବାଲି ଯିବେ ମୋଦି

ନୂଆଦିଲ୍ଲୀ,୧୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ଲାଗି ସୋମବାର ଇଣ୍ଡୋନେସିଆର ବାଲି ଯାତ୍ରା କରିବେ । ପ୍ରଧାନମନ୍ତ୍ରୀ ମୋଦି ୧୪ରୁ ୧୬ ନଭେମ୍ବର ପର୍ଯ୍ୟନ୍ତ ବାଲିରେ ରହିବେ । ଜି-୨୦ ଶିଖର ସମ୍ମିଳନୀ ୧୫-୧୬…

ପାକିସ୍ତାନକୁ ହରାଇ ଟି-୨୦ ବିଶ୍ୱକପ୍‌ ଚାମ୍ପିଅନ୍‌ ହେଲା ଇଂଲଣ୍ଡ

ମେଲବୋର୍ନ,୧୨।୧୧: ଇଂଲଣ୍ଡ ଟି-୨୦ ବିଶ୍ୱକପ ୨୦୨୨ ଚାମ୍ପିଅନ୍‌ ହୋଇଛି। ମେଲବୋର୍ନରେ ଚାଲିଥିବା ଫାଇନାଲ ମ୍ୟାଚରେ ବେନ ଷ୍ଟୋକ୍ସ ଏବଂ ମୋଇନ ଅଲିଙ୍କ ଚମତ୍କାର ଇନିଂସ ଆଧାରରେ ପାକିସ୍ତାନକୁ ୫ ଉଇକେଟ୍‌ରେ ପରାସ୍ତ କରିଛି ଇଂଲଣ୍ଡ। ଏହା ହେଉଛି ଇଂଲଣ୍ଡର ଦ୍ୱିତୀୟ ଟି…

ବିବାହ ବନ୍ଧନରେ ବାନ୍ଧି ହେଲେ ଟ୍ରମ୍ପଙ୍କ ଝିଅ

ଓ୍ବାଶିଂଟନ,୧୩ା୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଝିଅ ଟିଫାନୀ ରବିବାର ତାଙ୍କର ଦୀର୍ଘଦିନର ପ୍ରେମିକ ମାଇକେଲ ବୋଲୋସଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଟ୍ରମ୍ପଙ୍କ ଫ୍ଲୋରିଡାସ୍ଥିତ ନିବାସ ମାର୍‌-ଏ-ଲାଗୋରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ମାଇକେଲଙ୍କ ସହ ବିବାହ…

ମହାରାଷ୍ଟ୍ରର ରାଜନୈତିକ ପରିବେଶ ପ୍ରଦୂଷିତ ହୋଇଛି, ସତ୍ୟ କହୁଥିବା ଲୋକଙ୍କ ଶତ୍ରୁ ଦିଲ୍ଲୀରେ…

ମୁମ୍ବାଇ,୧୩।୧୧ : ଜେଲରୁ ବାହାରିବା ପରଠାରୁ ଶିବସେନା ଏମ୍‌ପି ସଞ୍ଜୟ ରାଉତ କ୍ରମାଗତ ଭାବରେ ଭାଜପା ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାରଙ୍କ ବିରୋଧରେ ଅଭିଯୋଗ କରୁଛନ୍ତି। ଏହି କ୍ରମରେ ସେ ରବିବାର ଦାବି କରିଛନ୍ତି ଯେ ମହାରାଷ୍ଟ୍ରର ରାଜନୈତିକ ପରିବେଶ…

ମାନ୍‌ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି : ପଞ୍ଜାବରେ ନୂଆ ଅସ୍ତ୍ରଶସ୍ତ୍ର ଲାଇସେନ୍ସ ଉପରେ ରୋକ…

ଚଣ୍ଡିଗଡ଼,୧୩।୧୧ : ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ରାଜ୍ୟରେ ନୂତନ ଅସ୍ତ୍ର ଲାଇସେନ୍ସ ଉପରେ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଡିସି ବ୍ୟକ୍ତିଗତ ଭାବେ ସନ୍ତୁଷ୍ଟ ନହେବା ପର୍ଯ୍ୟନ୍ତ କୌଣସି ନୂତନ ଲାଇସେନ୍ସ ପ୍ରଦାନ…

ଉଦୟପୁର-ଅହମଦାବାଦ ରେଳ ଲାଇନରେ ବିସ୍ଫୋରଣ…

ଉଦୟପୁର,୧୩।୧୧ : ରାଜସ୍ଥାନ-ଗୁଜରାଟକୁ ରେଳ ଲାଇନ ସହିତ ସଂଯୋଗ କରୁଥିବା ବ୍ରଡ ଗେଜ ଟ୍ରାକକୁ ବିସ୍ଫୋରଣ କରି କେତେକ ଅଜଣା ବ୍ୟକ୍ତି ଶନିବାର ରାତିରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣ ଶବ୍ଦ ଏତେ ଜୋରରେ ଥିଲା ଯେ ଏହାର ଶବ୍ଦ ୩ କିଲୋମିଟର…

ରାଜ୍ୟସଭା ଏମ୍‌ପି ଅବା ରାଜ୍ୟପାଳ ହେବିନି: ପୂର୍ବତନ ସିଜେଆଇ…

ନୂଆଦିଲ୍ଲୀ,୧୩।୧୧ : ଭାରତର ଅବସରପ୍ରାପ୍ତ ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ଏକ ସାକ୍ଷାତକାରରେ କହିଛନ୍ତି ଯେ ଅବସର ପରେ ସରକାରୀ ନିଯୁକ୍ତିକୁ ସେ ବିରୋଧ କରନ୍ତି ନାହିଁ। କିନ୍ତୁ ରାଜ୍ୟସଭା ଏମ୍‌ପି କିମ୍ବା ରାଜ୍ୟପାଳ ହେବା ପ୍ରସ୍ତାବକୁ ସେ ନିଜେ…

ଗୁଜରାଟ ନିର୍ବାଚନ : ୧୮ ଗ୍ରାମବାସୀ ଭୋଟ ଦେବାକୁ ମନାକଲେ, ‘ଟ୍ରେନ ନାହିଁ ତ ଭୋଟ ନାହିଁ’…

ଅହମଦାବାଦ,୧୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନରେ ନଭସାରୀ ବିଧାନସଭାର ୧୮ ଟି ଗାଁର ଲୋକମାନେ ସମସ୍ତ ରାଜନୈତିକ ଦଳର ଚିନ୍ତା ବଢ଼ାଇଛନ୍ତି। ଏହି ଗ୍ରାମବାସୀ ନିର୍ବାଚନରେ ଭୋଟ ନଦେବାକୁ ଘୋଷଣା କରିଛନ୍ତି। କେବଳ ଏତିକି ନୁହେଁ, ଭାଜପା ଏବଂ ଅନ୍ୟ ଦଳର…

ଆମେରିକା ବିଦେଶମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର…

ଫେନମପେହ୍ନ,୧୩।୧୧: କାମ୍ବୋଡିଆରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ରବିବାର ତାଙ୍କର ଆମେରିକୀୟ ପ୍ରତିପକ୍ଷ ଆଣ୍ଟୋନି ବ୍ଲିଙ୍କେନଙ୍କୁ ଭେଟିଛନ୍ତି। ଏହି ସମୟରେ ୟୁକ୍ରେନ ସଙ୍କଟ, ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ପାଇଁ ରଣନୀତି ଏବଂ ଦ୍ୱିପାକ୍ଷିକ ସମ୍ପର୍କ ନେଇ ଦୁଇ ନେତାଙ୍କ ମଧ୍ୟରେ…

ଗୁଜରାଟରେ ଭାଜପାର ଚିନ୍ତା ବଢ଼ିଲା, ଟିକଟ ପାଇ ନ ଥିବା ୫ ନେତା ସ୍ବାଧୀନ ଭାବେ ଲଢ଼ିବାକୁ ଦେଲେ ଧମକ…

ଅହମଦାବାଦ,୧୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିକଟ କଟାଯାଇଥିବା ବିଧାୟକମାନେ ଦଳ ବିରୋଧରେ ବିଦ୍ରୋହ କରିବାର ଆଶଙ୍କା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସଳର ଜଣେ ସିଟିଂ ବିଧାୟକ ଏବଂ ଚାରିଜଣ ପୂର୍ବତନ ବିଧାୟକ…

ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ବାପା

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରବିବାର ଇଡିରେ ହାଜର ହୋଇଛନ୍ତି ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବାପା। ଅର୍ଚ୍ଚନାଙ୍କ ବେନାମୀ ସମ୍ପତ୍ତି ନେଇ ଇଡି ଖୋଳତାଡ଼ ଆରମ୍ଭ କରିଛି। ଅର୍ଚ୍ଚନାଙ୍କ ବାପା ଆଜି ସକାଳେ ଇଡି ଅଫିସରେ ହାଜର ହେବା ପରେ ତାଙ୍କୁ ପଚରାଉଚରା କରାଯାଇ…

ମେଲବୋର୍ନ ଆକାଶରେ କଳା ବାଦଲ, ଫାଇନାଲ ଲଢ଼େଇ ରିଜର୍ଭ ଦିବସରେ ହେବା ଆଶଙ୍କା…

ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପରେ ବର୍ଷା ଯୋଗୁଁ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଫାଇନାଲ ମ୍ୟାଚ ନେଇ ଆଶଙ୍କା ଦେଖାସେଇଛି। ମେଲବୋର୍ନରେ ହାଲୁକା ବର୍ଷା ହେଉଛି, କିନ୍ତୁ କଳା ବାଦଲ ସମଗ୍ର ସହରକୁ ଘୋଡାଇ ରଖିଛି। ଅନ୍ତିମ ମ୍ୟାଚ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?