ତାମିଲନାଡୁରେ ଇଡବ୍ଲୁଏସ ରାଜନୀତି ତେଜିଲା…
ଚେନ୍ନାଇ,୧୨।୧୧ : ତାମିଲନାଡୁର ଶାସକ ରାଜନୈତିକ ଦଳ ଗରିବ ସବର୍ଣ୍ଣଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ (ଇଡବ୍ଲୁଏସ ସଂରକ୍ଷଣ)କୁ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହନ୍ତି। ୧୦୩ତମ ସମ୍ବିଧାନ ସଂଶୋଧନ ବିଲ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ଦ୍ୱାରା ଏକ ସର୍ବଦଳୀୟ ବୈଠକରେ ପ୍ରତ୍ୟାଖ୍ୟାନ…
ଆତଙ୍କବାଦର ମୁକାବିଲା ପାଇଁ ଭାରତ-ଏସିଆନ ସହମତି…
ନାମପେହ୍ନ,୧୨।୧୧ : ଉପରାଷ୍ଟ୍ରପତି ଜଗଦୀପ ଧନକର ଏସିଆ-ଭାରତ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ କାମ୍ବୋଡିଆର ରାଜଧାନୀ ନାମପେହ୍ନରେ ଭିଏତନାମର ପ୍ରଧାନମନ୍ତ୍ରୀ ଫାମ ମିନି ସାଇନଙ୍କ ସହିତ ଦ୍ୱିପାକ୍ଷିକ ବୈଠକରେ ଯୋଗଦେଇଛନ୍ତି। ଏହା ପରେ ଜାରି ହୋଇଥିବା ମିଳିତ ବିବୃତ୍ତିରେ ଉଭୟ ପକ୍ଷ…
ପୃଥିବୀରେ ରାସାୟନିକ ସାର ସଙ୍କଟ…
ଓ୍ବାଶିଂଟନ,୧୨।୧୧ : କମ ଖାଦ୍ୟ ଉତ୍ପାଦନର ଭୟ ଏବେ ଏସିଆ ଏବଂ ଆଫ୍ରିକାର ଏକ ବଡ଼ ଅଂଶରେ ଦେଖାଦେଇଛି। ଏହା ପଛରେ ଏକ ପ୍ରମୁଖ କାରଣ ହେଉଛି ରାସାୟନିକ ସାରର ଦ୍ରୁତ ଗତିରେ ଜାରି ରହିଥିବା ମୂଲ୍ୟ ବୃଦ୍ଧି। ଯାହା ହେତୁ…
ୟୁକ୍ରେନ୍ ବୈଦେଶିକ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଜୟଶଙ୍କର…
ନାମପେହ୍ନ,୧୨।୧୧ : ଆଜି କାମ୍ବୋଡିଆର ରାଜଧାନୀ ନାମପେହ୍ନରେ ଅନୁଷ୍ଠିତ ଏସିଆନ-ଭାରତ ସ୍ମାରକ ଶିଖର ସମ୍ମିଳନୀରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ୟୁକ୍ରେନର ପ୍ରତିପକ୍ଷ ଦିମିତ୍ରୋ କୁଲେବାଙ୍କୁ ଭେଟିଛନ୍ତି। ଦୁଇ ନେତା ୟୁକ୍ରେନ ଯୁଦ୍ଧ ଏବଂ ଆଣବିକ ବିପଦ ସମେତ ବିଭିନ୍ନ ପ୍ରସଙ୍ଗ…
ଦୈନିକ ସଂକ୍ରମଣ ୯ ଶହ ତଳେ,୧୩ ହଜାର ତଳେ ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୧୨।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୩ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିବା…
୮୦୦ ଜାହାଜ ଯାତ୍ରୀ କରୋନା ପଜିଟିଭ୍
ସିଡ୍ନୀ,୧୨ା୧୧: ଛୁଟି କାଟିବା ପାଇଁ ମାଜେଷ୍ଟିକ୍ ପ୍ରିନ୍ସେସ୍ କ୍ରୁଜ୍ ଶିପ୍ ମୋଟ୍ ୪୬୦୦ ଯାତ୍ରୀ ଏବଂ କ୍ରୁ ସଦସ୍ୟଙ୍କୁ ନେଇ ବାହାରିଥିଲା। ଏଥିମଧ୍ୟରୁ ୮୦୦ ଜଣଙ୍କୁ କରୋନା ପଜିଟିଭ୍ ଚିହ୍ନଟ ପରେ ଅଷ୍ଟ୍ରେଲିଆର ସିଡନୀ ସହର ନିକଟ ଡକ୍ରେ ଜାହାଜଟି ଅଟକି…
ହିମାଚଳ ପ୍ରଦେଶ ବିଧାନସଭା ପାଇଁ ମତଦାନ ଆରମ୍ଭ, ଭୋଟ ଦେବାକୁ ଜନତାଙ୍କୁ ମୋଦିଙ୍କ ଅପିଲ, ମୁଖ୍ୟମନ୍ତ୍ରୀ କହିଲେ ନିଶ୍ଚିତ ଜିତିବୁ
ଶିମଲା,୧୨ ।୧୧: ହିମାଚଳ ପ୍ରଦେଶର ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳ ୮ଟାରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଏହା ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ଚାଲିବ । ଏଠାରେ ସମସ୍ତ ୬୮ ଆସନ ଲାଗି ଗୋଟିଏ ପର୍ଯ୍ୟାୟରେ ମତଦାନ…
୮ ଡଲାର ସବସ୍କ୍ରିପଶନ ନିଷ୍ପତ୍ତିକୁ ଫେରାଇ ନେଲା ଟୁଇଟର
ୱାଶିଂଟନ,୧୨ ।୧୧: ଟୁଇଟରର ଚଢେଇ ସାରା ବିଶ୍ୱର ମୁଣ୍ଡକୁ ବିଗାଡିବାରେ ଲାଗିଛି । ଟୁଇଟରର ନୂଆ ମାଲିକ ଏଲନ ମସ୍କ ଶୁକ୍ରବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି ଯାହା ଏବେ ପୁଣି ଚର୍ଚ୍ଚାକୁ ଆସିଛି । ରିପୋର୍ଟ ଅନୁଯାୟୀ, କମ୍ପାନୀ ଚଳିତ…
ଆଜି ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ହେବ ଭୋଟିଂ, ମଇଦାନରେ ୪୧୨ ପ୍ରାର୍ଥି
ଶିମଲା,୧୨ ।୧: ହିମାଚଳ ପ୍ରଦେଶର ସମସ୍ତ ୬୮ ବିଧାନସଭା ଆସନ ଲାଗି ଶନିବାର ଭୋଟିଂ ହେବ । ସାରା ରାଜ୍ୟରେ ଏଥିପାଇଁ ୭,୮୮୪ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି । ଏଠାରେ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ…
ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଅଗ୍ରହଣୀୟ: କଂଗ୍ରେସ
ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ସୁପ୍ରିମକୋର୍ଟ ବଡ ରାୟ ଦେଇଛନ୍ତି। ଆଜୀବନ କାରାଦଣ୍ଡ ଭୋଗୁଥିବା ନଳୀନି ଶ୍ରୀହରନ୍ଙ୍କ ସମେତ ୬ଜଣ ଦୋଷୀଙ୍କୁ ପୂର୍ଣ୍ଣ ସମୟସୀମା ଆଗରୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି…
ପ୍ରକାଶ ପାଇଲା ଓଜେଏସ୍-୨୦୨୧ ପରୀକ୍ଷାଫଳ: ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଓଜେଏସ୍-୨୦୨୧ର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୫୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ନେଇ ଓପିଏସ୍ସି ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର ହୋଇଥିବା ବେଳେ ଚେତନା ପଟ୍ଟନାୟକ ଦ୍ୱିତୀୟ ଓ ଏ.ଗୀତାଞ୍ଜଳି ନାଇଡୁ ତୃତୀୟ…
ଜେଲ୍ରୁ ମୁକ୍ତ ହେବେ ରାଜୀବ ଗାନ୍ଧୀଙ୍କ ହତ୍ୟାକରୀ: ନଳିନୀଙ୍କ ସମେତ ୬ ଅଭିଯୁକ୍ତଙ୍କୁ ଛାଡ଼ିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ସମସ୍ତ ଅଭିଯୁକ୍ତଙ୍କୁ ଏବେ ମୁକ୍ତ ହେବେ। ଶୁକ୍ରବାର ସୁପ୍ରିମକୋର୍ଟ ଏକ ଆବେଦନର ଶୁଣାଣି କରି ନଳିିନୀ ଏବଂ ଆରପି ରବିଚନ୍ଦ୍ରନଙ୍କ ସମେତ ୬ଜଣ ଅଭିଯୁକ୍ତଙ୍କୁ ମୁକ୍ତ କରିବାକୁ…

