Home Middle

କିଛି ଦିନ ପରେ କଂଗ୍ରେସରେ କେବଳ ସୋନିଆ-ରାହୁଲ-ପ୍ରିୟଙ୍କା ହିଁ ରହିବେ…

ଲକ୍ଷ୍ନୌ,୨୭।୮ : ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଇସ୍ତଫା ଦେବା ପରେ କଂଗ୍ରେସ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ସେ ଜମ୍ମୁ-କଶ୍ମୀରରେ କଂଗ୍ରେସର ମୁଖ୍ୟ ଚେହେରା ଥିଲେ। ଶୁକ୍ରବାର କଂଗ୍ରେସର ପ୍ରାଥମିକ ସଦସ୍ୟତା ସମେତ ସମସ୍ତ ପଦବୀରୁ ସେ…

ଦୈନିକ ସଂକ୍ରମଣ ୧୦ ହଜାର ତଳେ,ସକ୍ରିୟ ମାମଲା ୮୮ ହଜାରରୁ କମ୍‌…

ନୂଆଦିଲ୍ଲୀ, ୨୭।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୮୮ ହଜାର…

ଶପଥ ନେଲେ ଦେଶର ୪୯ତମ ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ

ନୂଆଦିଲ୍ଲୀ,୨୭।୮: ଦେଶର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଉଦୟ ଉମେଶ ଲଳିତ। ଶନିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନ ବିଚାରପତିଙ୍କୁ ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଛନ୍ତି। ସିଜେଆଇ ଏନ୍‌ଭି ରମନା ଅଗଷ୍ଟ ୨୬ରେ ଅବସର ନେବା…

୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ୟୁୟୁ ଲଳିତ, କାର୍ଯ୍ୟକାଳ ଅଢେଇ ମାସ

ନୂଆଦିଲ୍ଲୀ,୨୭ ।୮: ବିଚାରପତି ଉଦୟ ଉମେଶ ଲଳିତ ଶନିବାର ଦେଶର ୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଜଷ୍ଟିଶ ଉଦୟ ଉମେଶ ଲଳିତଙ୍କୁ ଦେଶର ମୁଖ୍ୟ ବିଚାରପତି ଭାବେ ଶପଥ…

ବାସନ୍ଦ ଉଠାଇଲା ଫିଫା

ଜୁରିଚ୍‌,୨୭ା୮: ପ୍ରଶାସକ କମିଟି (ସିଏଓ)କୁ ସୁପ୍ରିମକୋର୍ଟ କ୍ଷମତାଶୂନ୍ୟ କରିଦେବା ପରେ ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା (ଫିଫା) ଶୁକ୍ରବାର ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଉପରୁ ବାସନ୍ଦ ଉଠାଇ ଦେଇଛି। ଫଳରେ ଅକ୍ଟୋବରରେ ଭାରତରେ ୧୭ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ ବିଶ୍ୱକପ୍‌…

ତୁମକୁ ଘୃଣାକରେ, ଭାରତ ଫେରିଯାଅ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୮: ଆମେରିକାର ଟେକ୍ସାସ୍‌ସ୍ଥିତ ଡଲାସ୍‌ରେ ୪ ଜଣ ଭାରତୀୟ ମହିଳା ବର୍ଣ୍ଣବୈଷମ୍ୟର ଶିକାର ହୋଇଛନ୍ତି। ସେମାନଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରିଥିବା ନେଇ ଅଭିଯୋଗ ହେବା ପରେ ଜଣେ ମହିଳାଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଦୁର୍ବ୍ୟବହାର କରିଥିବା ମହିଳା ଜଣକ…

ଅଗଷ୍ଟ ୨୯ରେ ଆସ୍ଥା ପ୍ରସ୍ତାବ ଆଣିବେ କେଜ୍‌ରିଓ୍ବାଲ ସରକାର

ନୂଆଦିଲ୍ଲୀ,୨୬।୮: ଦିଲ୍ଲୀରେ ବର୍ତ୍ତମାନ ରାଜନୈତିକ ଉଷ୍ମତା ସରଗରମ ରହିଛି। ଅଗଷ୍ଟ ୨୯ରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାର ଦିଲ୍ଲୀ ବିଧାନସଭାରେ ଆସ୍ଥା ପ୍ରସ୍ତାବ ଆଣିବେ। ଏନେଇ ବିଧାନସଭାର ସ୍ବତନ୍ତ୍ର ଅଧିବେଶନକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ଶୁକ୍ରବାର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି…

୭୫ ପ୍ରତିଶତ ରେଟିଂ ସହ ପୁଣିଥରେ ବିଶ୍ୱର ସର୍ବଶ୍ରେଷ୍ଠ ଲୋକପ୍ରିୟ ନେତା ହେଲେ ମୋଦି

ନୂଆଦିଲ୍ଲୀ,୨୬ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବିଶ୍ୱ ନେତାଙ୍କୁ ନେଇ କରାଯାଇଥିବା ସର୍ବେକ୍ଷଣରେ ଲୋକପ୍ରିୟ ନେତା କ୍ଷେତ୍ରରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି । ମଣ୍ଣିଂ କନସଲ୍ଟ ସର୍ଭେ ହିସାବରେ ମୋଦିଙ୍କୁ ୭୫ ପ୍ରତିଶତ ରେଟିଂ ମିଳିଛି । ତାଙ୍କ…

ଏମ୍‌କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ଭୟାବହ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୬।୮: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରର ପ୍ରାଣକେନ୍ଦ୍ର କୁହାଯାଉଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଧ୍ୟାହ୍ନରେ ହଠାତ୍‌ ଏମ୍‌କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ନିଆଁ ଲାଗିଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ମେଡିକାଲ ପରିସରରେ…

ପାକିସ୍ତାନରେ ପ୍ରବଳ ବନ୍ୟା: ଗଲାଣି ୯୩୭ ଜୀବନ, ଜରୁରିକାଳୀନ ପରିସ୍ଥିତି ଘୋଷଣା

ଇସଲାମାବାଦ,୨୬ା୮: ପାକିସ୍ତାନରେ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ଜାତୀୟ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(NDMA)ର ଆକଳନ ଅନୁଯାୟୀ, ଏଠାରେ ବର୍ଷା ଓ ବନ୍ୟା ଯୋଗୁ ଶୁକ୍ରବାର…

‘କଂଗ୍ରେସର ପତ୍ତନ ପାଇଁ ରାହୁଲ ଗାନ୍ଧୀ ସମ୍ପୂର୍ଣ୍ଣ ଦାୟୀ’

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଶୁକ୍ରବାର ଦଳର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଲମ୍ବା ଚିଠି ଲେଖି ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କେବଳ ଏତିକି ନୁହେଁ, କଂଗ୍ରେସର…

ଇତିହାସ ରଚିଲେ ସାତ୍ତ୍ୱିକ-ଚିରାଗ ଯୋଡି

ଟୋକିଓ,୨୬।୮: ଜାପାନର ରାଜଧାନୀ ଟୋକିଓରେ ଭାରତର ସାତ୍ତ୍ୱିକ୍‌ ସାଇରାଜ ରେଡ୍ଡୀ ଏବଂ ଚିରାଗ ଶେଟ୍ଟୀ ଚମତ୍କାର ପ୍ରଦର୍ଶନ କରି ଇତିହାସ ରଚିଛନ୍ତି। ଏହି ଭାରତୀୟ ଯୋଡି ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ପଦକ ନିଶ୍ଚିତ କରିଛନ୍ତି। ପୁରୁଷ ଡବଲ୍ସରେ ପଦକ ହାସଲ କରିବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri