ବ୍ରିଟିଶ୍ କମ୍ପାନୀର ୩୬ ଉପଗ୍ରହ ଉତ୍କ୍ଷେପଣ କରିବ ଇସ୍ରୋର ସ୍ବଦେଶୀ ଏଲଭିଏମ୍-୩, ଅକ୍ଟୋବର ୨୩ ପାଇଁ ପ୍ରସ୍ତୁତି…
ଶ୍ରୀହରିକୋଟା,୧୬।୧୦ : ଦେଶର ସବୁଠାରୁ ଶକ୍ତିଶାଳୀ ରକେଟ ଲଞ୍ଚ ଭେଇକିଲ ମାର୍କ -୩(ଏଲଭିଏମ୍-୩) ୨୩ ଅକ୍ଟୋବରରେ ବ୍ରିଟିଶ କମ୍ପାନୀର ୩୬ ଟି ଉପଗ୍ରହ ଉତକ୍ଷେପଣ କରିବ । ପ୍ରଥମ ଥର ପାଇଁ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ଠାରୁ ସ୍ବଦେଶୀ ଏଲଭିଏମ୍-୩ ମାଧ୍ୟମରେ ଇସ୍ରୋ…
ରୁଷିଆ ସେନା ଶିବିର ଉପରେ ‘ଆତଙ୍କବାଦୀ’ ଆକ୍ରମଣ, ୧୧ ମୃତ, ୧୫ ଆହତ
କ୍ୱିଭ,୧୬ ।୧୦: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଥମିବାର ନାଁ ନେଉନାହିଁ । ମିଳିଥିବା ସୂଚନା ଅନୁଯାୟୀ, ଶନିବାର ରୁଷିଆର ସେନା ଶିବିର ଉପରେ ‘ଆତଙ୍କବାଦୀ’ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଏହି ଆକ୍ରମଣରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।…
ତେହେରାନର ଇଭିନ ଜେଲରେ ଭୟଙ୍କର ଅଗ୍ନିକାଣ୍ଡ, ୮ ଆହତ, ଲୋକେ କହୁଛନ୍ତି ଫୁଟିଛି ଗୁଳି
ତେହେରାନ,୧୬ ।୧୦: ଇରାନର ରାଜଧାନୀ ତେହେରାନର ଇଭିନ ଜେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଜେଲରେ ଅନେକ ରାଜନେତା ବନ୍ଦୀ ଭାବେ ରହୁଥିବା ବେଳେ ଦୁଇଟି ଦେଶର ନାଗରିକତା ରଖିଥିବା ଅନେକ କଏଦୀ ବି ଏହି ଜେଲରେ ରହୁଛନ୍ତି ।…
ଅକ୍କୋବର ୧୮ରେ ଭାରତରେ ଇଣ୍ଟରପୋଲ ବୈଠକ…
ନୂଆଦିଲ୍ଲୀ,୧୫।୧୦ : ରାଜଧାନୀ ଦିଲ୍ଲୀରେ ଅକ୍ଟୋବର ୧୮ରେ ଇଣ୍ଟରପୋଲର ୯୧ ତମ ବାର୍ଷିକ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ୧୯୫ ଦେଶର ପୋଲିସ ପ୍ରମୁଖ ଏବଂ ଯାଞ୍ଚ ଏଜେନ୍ସିର ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର…
ଯଦି ଦୋଷ କରିଛି ଦଣ୍ଡବିଧାନ କରାଯାଉ: ହେମନ୍ତ ସୋରେନ…
ରାଞ୍ଚି,୧୫।୧୦ : ଯଦି ଦୋଷ କରିଛି ତେବେ ମୋତେ ଦଣ୍ଡବିଧାନ କରାଯାଉ ବୋଲି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କହିଛନ୍ତି । ରାଞ୍ଚିଠାରେ ଶନିବାର ଏକ ଖବରଦାତା ସମ୍ମିଳନୀରେ ଅଫିସ ଅଫ୍ ପ୍ରଫିଟ୍ ମାମଲାରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ସୁପାରିଶ କରାଯାଇଥିବା…
ହିନ୍ଦୀରେ ମେଡିକାଲ ପାଠ୍ୟକ୍ରମ, ଦେଶର ପ୍ରଥମ ରାଜ୍ୟ ହେଲା ମଧ୍ୟପ୍ରଦେଶ…
ଭୋପାଳ,୧୫।୧୦ : ହିନ୍ଦୀରେ ମେଡିକାଲ ପାଠ୍ୟକ୍ରମ କ୍ଷେତ୍ରରେ ମଧ୍ୟପ୍ରଦେଶ ଦେଶର ପ୍ରଥମ ରାଜ୍ୟର ମାନ୍ୟତା ହାସଲ କରିଛି। ତିନୋଟି ଏମବିବିଏସ ବିଷୟ ଆନାଟୋମି, ଫିଜିଓଲୋଜି ଏବଂ ବାୟୋକେମିଷ୍ଟ୍ରି ଏବେ ହିନ୍ଦୀରେ ମଧ୍ୟପ୍ରଦେଶର ସମସ୍ତ ୧୩ ଟି ସରକାରୀ ମେଡିକାଲ କଲେଜରେ ପ୍ରଥମ…
ଜନ୍ମପ୍ରମାଣ ପତ୍ର ସହିତ ଆଧାର କାର୍ଡ ପଞ୍ଜିକରଣ ଖୁବ୍ ଶୀଘ୍ର ସମସ୍ତ ରାଜ୍ୟରେ ହେବ ଆରମ୍ଭ…
ନୂଆଦିଲ୍ଲୀ,୧୫।୧୦ : ନବଜାତ ଶିଶୁମାନଙ୍କ ପାଇଁ ଜନ୍ମ ପ୍ରମାଣପତ୍ର ସହିତ ଆଧାର ପଞ୍ଜିକରଣ କରାଯିବା ସୁବିଧା ଆସନ୍ତା କିଛି ମାସ ମଧ୍ୟରେ ସମସ୍ତ ରାଜ୍ୟରେ ଆରମ୍ଭ ହେବ ବୋଲି ଆଶା କରାଯାଉଛି। ବର୍ତ୍ତମାନ ଦେଶର ୧୬ ଟି ରାଜ୍ୟରେ ନବଜାତ ଶିଶୁମାନଙ୍କର…
ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଆଉ ଏକ ଅଡିଓ ଲିକ୍
ଇସଲାମାବାଦ,୧୫ା୧୦: ଆମେରିକାର ସାଇଫର (ଗୁପ୍ତଚର ସଫ୍ଟଓ୍ବେୟାର)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଆଉ ଏକ ଅଡିଓ ଲିକ୍ ହୋଇଛି। ଶେହବାଜଙ୍କ ଦ୍ୱିତୀୟ ଅଡିଓ ଗୁରୁବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏପରିକି କିଛି ଦିନ ପୂର୍ବରୁ…
ପ୍ରକୃତ ସତ୍ୟଠାରୁ ଦୂରରେ ବିଶ୍ୱ କ୍ଷୁଧା ସୂଚକାଙ୍କ ରିପୋର୍ଟ, କହିଲେ ଭାରତ ସରକାର…
ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କ-୨୦୨୨ରେ ପ୍ରକାଶିତ ରିପୋର୍ଟକୁ ଭାରତ ସରକାର ଖଣ୍ଡନ କରିଛନ୍ତି। ସରକାର କହିଛନ୍ତି ଯେ ବିଶ୍ୱ କ୍ଷୁଧା ସୂଚକାଙ୍କ ଏକ ଭୁଲ ହିସାବ ଏବଂ ଏହାର ଅନେକ ଗମ୍ଭୀର ପଦ୍ଧତିଗତ ସମସ୍ୟା ରହିଛି। ଏହି ରିପୋର୍ଟ ତୃଣମୂଳସ୍ତରର…
ପ୍ରେସକ୍ରିପଶନ ଉପରେ ଶ୍ରୀହରି ଲେଖିବାକୁ ଡାକ୍ତରଙ୍କୁ ଶିବରାଜଙ୍କ ପରାମର୍ଶ…
ଭୋପାଳ,୧୫।୧୦ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଭାଜପାର ହିନ୍ଦୀକୁ ସରକାରୀ ଭାଷାରେ ସାମିଲ କରିବା ଲାଗି ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସେ ଶନିବାର ରାଜ୍ୟର ଡାକ୍ତରମାନଙ୍କୁ ରୋଗୀଙ୍କ ପ୍ରେସକ୍ରିପଶନ ଉପରେ ଆରଏକ୍ସ ଲେଖାଯାଉଥିବା ସ୍ଥାନରେ ଶ୍ରୀହରି ଲେଖିବାକୁ…
ଆଇନ ପେଶାରେ ନାରୀବାଦୀ ଚିନ୍ତା ସାମିଲ କରାଯିବା ଜରୁରୀ: ବିଚାରପତି ଚନ୍ଦ୍ରଚୂଡ…
ନୂଆଦିଲ୍ଲୀ,୧୫।୧୦ : ନ୍ୟାୟିକ ବୃତ୍ତିକୁ ଅଧିକ ସୁଗମ ତଥା ଅନ୍ତର୍ଭୁକ୍ତ କରିବାକୁ ଉଦ୍ୟମ କରିବା ଲାଗି ସୁପ୍ରିମକୋର୍ଟର ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ ଆଇନ ଛାତ୍ରମାନଙ୍କୁ ପରାମର୍ଶ ଦେଇଛନ୍ତି। ସେ ଶନିବାର ଆଇନ ଛାତ୍ରମାନଙ୍କୁ ନାରୀବାଦୀ ଚିନ୍ତାଧାରାକୁ ଆଇନ ପେଶାରେ ସାମିଲ କରିବାକୁ…
ଚୁକ୍ତିଭିତ୍ତିକ ନିଯୁକ୍ତି ଯୁଗ ଶେଷ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଶେଷ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ଯୁଗ। ନିଯୁକ୍ତି ପାଇଥିବା ସମସ୍ତ କର୍ମଚାରୀ ନିୟମିତ ହେବେ। ଏହା ଉଚ୍ଛେଦ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି। ତେବେ ଏଥିନେଇ ରବିବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରାଯିବ।…
Archives


