କିନ୍ନର ମାଗଣାରେ କରିପାରିବେ ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର…
ନୂଆଦିଲ୍ଲୀ,୨୫।୮ : କିନ୍ନର ମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହା ଦ୍ୱାରା କିନ୍ନରମାନେ ମାଗଣା ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର କରିବାକୁ ସମର୍ଥ ହେବେ। ସମ୍ପ୍ରତି ଦେଶର କୌଣସି ଡାକ୍ତରଖାନାରେ ଏହି ଅସ୍ତ୍ରୋପଚାର ମାଗଣା…
ଜାତୀୟ ରାଜପଥରୁ ହଟିବ ଟୋଲ୍ ପ୍ଲାଜା
ନୂଆଦିଲ୍ଲୀ,୨୫।୮: ଭାରତର ସମସ୍ତ ଜାତୀୟ ରାଜପଥ (ଏନ୍ଏଚ୍) ରୁ ଟୋଲ୍ ପ୍ଲାଜା ହଟାଇବାକୁ କେନ୍ଦ୍ର ସରକାର ବ୍ୟାପକ ଯୋଜନା କରିଛନ୍ତି। ଏପରିକି ଟୋଲ୍ ପ୍ଲାଜା ବଦଳରେ ଅଟୋମେଟିକ ନମ୍ବର ପ୍ଲେଟ୍ ରିଡର (ଏନ୍ପିଆର୍) କ୍ୟାମେରା ଏନ୍ଏଚ୍ର ବିଭିନ୍ନ ସ୍ଥାନରେ ଲଗାଯିବ। ଉକ୍ତ…
ମହଙ୍ଗା ହେବ ରିଟେଲ ଚାଉଳ ଦର
ନୂଆଦିଲ୍ଲୀ,୨୫।୮: ଗହମ ପରେ ଏବେ ଚାଉଳ ମୂଲ୍ୟ ବୃଦ୍ଧି ହେବାକୁ ଯାଉଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। କାରଣ ଗତ ବର୍ଷର ସମାନ ଅବଧି ତୁଳନାରେ ଚାଉଳର ଅଲ ଇଣ୍ଡିଆ ଆଭରେଜ ରିଟେଲ ମୂଲ୍ୟରେ ୬.୩୧% ମୂଲ୍ୟ ବୃଦ୍ଧି ସହ…
ସ୍ବାଧୀନତା ଦିବସ ପାଳିଲା ୟୁକ୍ରେନ୍
କିଭ୍/ଓ୍ବାଶିଂଟନ୍, ୨୫ା୮: ରୁଷିଆର ୟୁକ୍ରେନ୍ ଆକ୍ରମଣକୁ ୬ ମାସ ପୂରିଯାଇଥିବାବେଳେ ବୁଧବାର ଏହି ପୂର୍ବ ୟୁରୋପୀୟ ଦେଶ ୩୧ ତମ ସ୍ବାଧୀନତା ଦିବସ ପାଳନ କରିଛି। ଏହି ଦିନ ରୁଷିଆ କିଭ୍କୁ ଟାର୍ଗେଟ କରିବା ଆଶଙ୍କା ଥିବାବେଳେ ମସ୍କୋ ସେଭଳି କିଛି…
ନିର୍ଣ୍ଣାୟକ ମୋଡ଼ରେ ଆଣବିକ ଚୁକ୍ତି
ଓ୍ବାଶିଂଟନ/ତେହରାନ,୨୫ା୮: ୨୦୧୫ ଇରାନ ଆଣବିକ ଚୁକ୍ତିର ପୁନଃ ପ୍ରଚଳନ ପାଇଁ ତେହରାନ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ଉପରେ ଆଗକୁ ବଢ଼ିବା ନିମନ୍ତେ ଚଳିତ ସପ୍ତାହରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିଷ୍ପତ୍ତି ନେଇପାରନ୍ତି। ତେବେ ଏହି ଐତିହାସିକ ଡିଲ୍କୁ ପୁଣି ଥରେ…
ମିଳିଲା ମଙ୍ଗଳ ମାଟି ଉପଯୋଗୀ ଉଦ୍ଭିଦ
ନୂଆଦିଲ୍ଲୀ, ୨୫ା୮: ମଙ୍ଗଳରେ ମନୁଷ୍ୟ ରହିପାରିବା ଭଳି ପରିବେଶ ସୃଷ୍ଟି ନିମନ୍ତେ ଗବେଷଣାରତ ବୈଜ୍ଞାନିକମାନେ ନୂଆ ନୂଆ ତଥ୍ୟ ଆବିଷ୍କାର କରୁଛନ୍ତି। ପୃଥିବୀର ନିକଟତମ ଗ୍ରହ ମଙ୍ଗଳରେ ଜଳ ଥିବା ନିର୍ଦ୍ଦିଷ୍ଟ ସ୍ଥାନର ମ୍ୟାପ୍ ୟୁରୋପୀୟ ମହାକାଶ ସଂସ୍ଥା (ଇଏସ୍ଏ) ପାଇଁ…
ଜେଲନ୍ସ୍କିଙ୍କ ଦାବି ସ୍ୱାଧିନତା ଦିବସରେ ୟୁକ୍ରେନରେ ୨୨ଲୋକଙ୍କ ମୃତ୍ୟୁ, ୫୦ ଆହତ
କ୍ୱିଭ,୨୫ ।୮: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲନ୍ସ୍କି ଅଗଷ୍ଟ ୨୪ରେ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦକୁ କହିଛନ୍ତି ‘ରୁଷିଆ ସେନା ୟୁକ୍ରେନର ସ୍ୱାଧିନତା ଦିବସରେ ନିପ୍ରୋପେଟ୍ରୋବସ୍କ ଅଞ୍ଚଳରେ ଏକ ରେଲୱେ ଷ୍ଟେଶନରେ ରକେଟ ଆକ୍ରମଣ କରିଛନ୍ତି । ଆଉ ଏହି ଆକ୍ରମଣରେ…
‘ସୋନିଆଙ୍କୁ ନୁହେଁ, କ’ଣ ନଡାଙ୍କୁ ଭେଟିବି’
ନୂଆଦିଲ୍ଲୀ,୨୪।୮: ୨୦୧୯ ଲୋକ ସଭା ନିର୍ବାଚନ ପରଠାରୁ କଂଗ୍ରେସ ଦଳର ପୂର୍ଣ୍ଣକାଳୀନ ସଭାପତି କିଏ ହେବ ସେନେଇ ଚର୍ଚ୍ଚା ଜାରି ରହିଛି। ସୋନିଆ ଗାନ୍ଧୀ କଂଗ୍ରେସର ସଭାପତି ରହିବେ ନା ଗାନ୍ଧୀ ପରିବାର ବାହାରେ ଥିବା କୌଣସି କଂଗ୍ରେସ ନେତା ଏହି…
ଡିସେମ୍ବର ୨୭ରୁ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା
ବରଗଡ଼ ଅଫିସ,୨୪ା୮: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ ୨୦୨୩ ଜାନୁୟାରୀ ୬ ପର୍ଯ୍ୟନ୍ତ ଚାଲିବ। କରୋନା କଟକଣା ଯୋଗୁ ଦୀର୍ଘ ୨ ବର୍ଷ…
ଯୁକ୍ତ ୩ ନାମଲେଖା ଅବଧି ବଢ଼ିଲା
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍ଲାଇନ ସିଏଫ୍ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧କୁ ବୃଦ୍ଧି କରାଯାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ରୁ ୧୧ ପର୍ଯ୍ୟନ୍ତ ଚାଲିବ।…
ଏସିଆ କପ୍ରେ ଡ୍ରାଭିଡଙ୍କ ସ୍ଥାନ ନେବେ ଲକ୍ଷ୍ମଣ
ନୂଆଦିଲ୍ଲୀ,୨୪।୮: ଏସିଆ କପ ୨୦୨୨ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଭାରତୀୟ କ୍ରିକେଟ ବୋର୍ଡ ଏକ ବଡ ନିଷ୍ପତ୍ତି ନେଇଛି। ଜାତୀୟ କ୍ରିକେଟ ଏକାଡେମୀର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଭାରତର ମଧ୍ୟବର୍ତ୍ତୀକାଳୀନ…
ସେପ୍ଟେମ୍ବର ୩ରୁ ସ୍ପେଶାଲ ଓଜେଇଇ, ୪ ଶିଫ୍ଟରେ ପରୀକ୍ଷା ଦେବେ ପିଲା
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସେପ୍ଟେମ୍ବର ୩ରୁ ସ୍ପେଶାଲ ଓ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହେବ। ସେପ୍ଟେମ୍ବର ୩, ୪ ଓ ୭ରେ ଏହି ପରୀକ୍ଷା କରାଯିବ। କମ୍ପ୍ୟୁଟର ବେସ୍ଡ ଟେଷ୍ଟ (ସିବିଟି) ମୋଡ୍ରେ ୪ଟି ଶିଫ୍ଟରେ ପରୀକ୍ଷା କରାଯିବ। ପରୀକ୍ଷା ସୂଚୀ…
Archives


