ପିଏମଏଲଏ ଆଧାରରେ ଇଡି ଯାଞ୍ଚ୍: ରାୟର ସମୀକ୍ଷା ଆବେଦନ ଉପରେ ଶୁଣାଣି ପାଇଁ ସୁପ୍ରିମ୍କୋର୍ଟଙ୍କ ସହମତି…
ନୂଆଦିଲ୍ଲୀ, ୨୨।୮ : ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ ମନି ଲଣ୍ଡରିଂ ସହିତ ଜଡିତ ଇଡିର କ୍ଷମତା, ଗିରଫ କରିବାର ଅଧିକାର, ସାକ୍ଷୀଙ୍କୁ ଡକାଇବା ଏବଂ ସମ୍ପତ୍ତି ଜବତ କରିବା ଏବଂ ଜାମିନ ପ୍ରକ୍ରିୟା ସମ୍ପର୍କିତ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ର କ୍ଷମତାକୁ…
ଏଆଇଏଫଏଫ ନିର୍ବାଚନ ସପ୍ତାହେ ଘୁଞ୍ଚାଇଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୨୨।୮ : ସୁପ୍ରିମକୋର୍ଟ ଅଲ୍ ଇଣ୍ଡିଆ ଫୁଟବଲ ଫେଡ଼େରେଶନ (ଏଆଇଏଫଏଫ) ନିର୍ବାଚନକୁ ଏକ ସପ୍ତାହ ସ୍ଥଗିତ ରଖିଛନ୍ତି। ଫିଫା ଏଆଇଏଫଏଫକୁ ନିଲମ୍ବିତ କରିଥିବାରୁ କେନ୍ଦ୍ର ଏବଂ ଏଆଇଏଫଏଫ ପକ୍ଷରୁ କୁହାଯାଇଛି ଏହା ଦ୍ୱାରା ୧୭ ବିଶ୍ୱକପର ମହିଳା ଦଳଙ୍କୁ ପ୍ରଭାବିତ…
କେଜରିଓ୍ବାଲଙ୍କୁ ଭୟ କରୁଛି ଭାଜପା,ଶରଦ ପାଓ୍ବାରଙ୍କ ଶୈଳୀରେ ଇଡି-ସିବିଆଇର ମୁକାବିଲା କରୁଛନ୍ତି କେଜରିଓ୍ବାଲ-ସିସୋଡିଆ…
ନୂଆଦିଲ୍ଲୀ, ୨୨।୮ : ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗତ ଦୁଇ ଦିନ ଧରି ଏକ୍ସାଇଜ ସ୍କାମ ମାମଲାରେ ସିବିଆଇ ସ୍କାନରରେ ଅଛନ୍ତି। କୁହାଯାଉଛି ଯେ ଶୀଘ୍ର ଏହି ମାମଲା ଇଡିକୁ ହସ୍ତାନ୍ତର କରା ଯାଇପାରେ। ଏହି ସମସ୍ୟା ମୁଖ୍ୟମନ୍ତ୍ରୀ ଅରବିନ୍ଦ…
ବର୍ଷରେ ୫ ଲକ୍ଷରୁ ଅଧିକ ସଡ଼କ ଦୁର୍ଘଟଣା, ରାଜ୍ୟ ସରକାରଙ୍କ ଭୂମିକା ଉପରେ ପ୍ରଶ୍ନ କଲେ ଗଡ଼କରୀ…
ନୂଆଦିଲ୍ଲୀ, ୨୨।୮ : ଦେଶରେ ଘଟୁଥିବା ସଡ଼କ ଦୁର୍ଘଟଣା ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଲୋଚନା କରିଛନ୍ତି। ପ୍ରତିବର୍ଷ ଘଟୁଥିବା ଦୁର୍ଘଟଣାର କାରଣ ମଧ୍ୟ ସେ ଦର୍ଶାଇଛନ୍ତି। ନୂତନ ଭାବେ ଆରମ୍ଭ ହୋଇଥିବା ବ୍ୟବସାୟ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଭୂମିକା…
ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀଙ୍କ ଗୁପ୍ତଚରୀ, ଦିଲ୍ଲୀରୁ ଗିରଫ କଲା ରାଜସ୍ଥାନ ଇଣ୍ଟେଲିଜେନ୍ସ…
ନୂଆଦିଲ୍ଲୀ, ୨୨।୮ : ପାକିସ୍ତାନ ନିଜର ଭାରତ ବିରୋଧୀ ଷଡଯନ୍ତ୍ରରୁ ନିବୃତ୍ତ ହେଉ ନାହିଁ। ଭାରତରେ ଅଶାନ୍ତି ସୃଷ୍ଟି ଲାଗି ପାକିସ୍ତାନ ବିଭିନ୍ନ କୌଶଳ ପ୍ରୟୋଗ ଜାରି ରଖିଛି। ଏବେ ପାକିସ୍ତାନର ଏକ ଷଡ଼ନ୍ତ୍ରର ପର୍ଦ୍ଦାଫାଶ୍ ହୋଇଛି। ପାକିସ୍ତାନ ପାଇଁ ଗୁପ୍ତଚରୀ…
ଚାଷୀଙ୍କ ମହାପଞ୍ଚାୟତ, ଦିଲ୍ଲୀ ଜାମ, ଟିକରି ସୀମାରୁ ଜନ୍ତର ମନ୍ତର ପର୍ଯ୍ୟନ୍ତ କଡ଼ା ସୁରକ୍ଷା…
ନୂଆଦିଲ୍ଲୀ, ୨୨।୮ : ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ଜନ୍ତର ମନ୍ତରଠାରେ ଚାଷୀଙ୍କ ମହାପଞ୍ଚାୟତ ଆୟୋଜନ କରିବାକୁ ଘୋଷଣା କରାଯାଇଛି। ମହାପଞ୍ଚାୟତକୁ ଦୃଷ୍ଟିରେ ରଖି ଦିଲ୍ଲୀର ସମସ୍ତ ସୀମାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତେବେ ରାଜଧାନୀର ଟ୍ରାଫିକ ଉପରେ…
ଓମାର ଅବଦୁଲ୍ଲାଙ୍କ ପ୍ରଶ୍ନ, ଇଡି-ସିବିଆଇ କଂଗ୍ରେସ ପାଇଁ ଭାଜପା ଏଜେଣ୍ଟ,ଏଏପି କ୍ଷେତ୍ରରେ ବିଶ୍ୱସନୀୟ…
ଶ୍ରୀନଗର, ୨୨।୮ : ନ୍ୟାଶନାଲ କନଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ସିବିଆଇ, ଇଡି ଏବଂ ଏନଆଇଏ ଭଳି କେନ୍ଦ୍ରୀୟ ଏଜେନ୍ସିର ଭୂମିକା ଉପରେ କଂଗ୍ରେସର ଦୋମୁହାଁ ଆଭିମୁଖ୍ୟ ନେଇ ପ୍ରଶ୍ନ କରିଛନ୍ତି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବିରୋଧରେ ସିବିଆଇ ଚଢ଼ାଉ…
କିମ୍ଙ୍କ ଆଣବିକ ଆକ୍ରମଣ ଧମକକୁ ଭୟ ନାହିଁ, ଆମେରିକା-ଦକ୍ଷିଣ କୋରିଆ ମିଳିତ ସମରାଭ୍ୟାସ ଆରମ୍ଭ…
ଓ୍ବାଶିଂଟନ/ସିଓଲ, ୨୨।୮ : ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ଙ୍କ ଆଣବିକ ଆକ୍ରମଣ ଧମକକୁ ଭୟ ନ କରି ସୋମବାର ଆମେରିକା ଏବଂ ଦକ୍ଷିଣ କୋରିଆ ଏକ ବୃହତ ସାମରିକ ଅଭ୍ୟାସ ଆରମ୍ଭ କରିଛନ୍ତି। ଉତ୍ତର କୋରିଆର ବଢୁଥିବା…
ଆଣବିକ ଆକ୍ରମଣ, ରାସାୟନିକ ବିପର୍ଯ୍ୟୟ ପୀଡ଼ିତଙ୍କ ପାଇଁ ଝାଜର-ଚେନ୍ନାଇରେ ହେବ ସ୍ବତନ୍ତ୍ର ହସ୍ପିଟାଲ…
ନୂଆଦିଲ୍ଲୀ, ୨୨।୮ : ଭବିଷ୍ୟତରେ ଭୋପାଳ ଗ୍ୟାସ ଦୁର୍ଘଟଣା କିମ୍ବା କାନପୁର ଆମୋନିୟା ଗ୍ୟାସ ଲିକ ଭଳି ଦୁର୍ଘଟଣା ଘଟିଲେ ପୀଡିତମାନେ ଦୁଇଟି ନୂତନ ଉଚ୍ଚ ବିଶେଷଜ୍ଞତା ବିଶିଷ୍ଟ ମେଡିକାଲରେ ଚିକିତ୍ସା ଯୋଗାଇ ଦିଆଯିବ। ଝାଜର ଏବଂ ଚେନ୍ନାଇରେ ଏଭଳି ହସ୍ପିଟାଲ…
ଦୈନିକ ସଂକ୍ରମଣ ଉପର ମୁହାଁ,ସକ୍ରିୟ ମାମଲା ତଳ ମୁହାଁ…
ନୂଆଦିଲ୍ଲୀ, ୨୨।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୩ ଦିନ ଧରି ସକ୍ରିୟ ମାମଲା ଏବଂ ଦୈନିକ…
ହିମନ୍ତ-ସାଙ୍ଗମାଙ୍କ ନିଷ୍ପତ୍ତି, ତୁଟିବ ଆସାମ-ମେଘାଳୟ ସୀମା ବିବାଦ…
ଗୁଆହାଟୀ/ଶିଲଂ, ୨୨।୮ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଏବଂ ମେଘାଳୟର ମୁଖ୍ୟମନ୍ତ୍ରୀ କନରାଡ କେ ସାଙ୍ଗମା ୬ ଅଞ୍ଚଳରେ ଆନ୍ତଃରାଜ୍ୟ ସୀମା ବିବାଦର ସମାଧାନ ପାଇଁ କାର୍ଯ୍ୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନ୍ୟ ୬ଟି ସମାନ ଅଞ୍ଚଳରେ…
କଂଗ୍ରେସକୁ ଝଟ୍କା ଦେବାକୁ ଶିନ୍ଦେଙ୍କ ମନ୍ତ୍ରୀଙ୍କ ଯୋଜନା…
ମୁମ୍ବାଇ,୨୨।୮ : ମହାରାଷ୍ଟ୍ରର କୃଷି ମନ୍ତ୍ରୀ ଅବଦୁଲ ସତାର ନାନ୍ଦେଡରେ କଂଗ୍ରେସ ଭେଟେରାନ ଅଶୋକ ଚୌହ୍ବାନଙ୍କ ସହ ଏକ ରୁଦ୍ଧ ଦ୍ୱାରା ଆଲୋଚନା କରିଛନ୍ତି। ରବିବାର ହୋଇଥିବା ଏହି ଗୁପ୍ତ ଆଲୋଚନା ପରେ ରାଜ୍ୟର ରାଜନୀତି ବେଶ୍ ସରଗରମ ହୋଇଛି। ରାଜନୈତିକସ୍ତରରେ…
Archives


