ଶ୍ରୀଲଙ୍କା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ ୱିକ୍ରମସିଂଘେ
କଲମ୍ବୋ,୨୧।୭: ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଭାବରେ ରାନିଲ ୱିକ୍ରମସିଂଘେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ମୁଖ୍ୟ ବିଚାରପତି ଶପଥ ପାଠ କରାଇଥିଲେ। ଦେଶରେ ନୂତନ ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମଧ୍ୟ ରାଜଧାନୀ କଲମ୍ବୋରେ ପୁଣି ପ୍ରଦର୍ଶନ କରାଯାଇଛି। ବିକ୍ଷୋଭକାରୀମାନେ…
୧୫ ହଜାର ରୁଷିଆ ସୈନ୍ୟଙ୍କ ମୃତ୍ୟୁ ଘଟିଛି, ଆମେରିକା ଗୁପ୍ତଚର ସଂସ୍ଥା ସୂଚନା…
ଓ୍ବାଶିଂଟନ,୨୧।୭ : ଆମେରିକା ଆକଳନ କରିଛି ଯେ ୟୁକ୍ରେନ-ରୁଷିଆ ଯୁଦ୍ଧରେ ଏପର୍ଯ୍ୟନ୍ତ ଦେଢ଼ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୪୫ ହଜାର ଲୋକ ଆହତ ହୋଇଛନ୍ତି। ଆମେରିକା ଗୁପ୍ତଚର ସଂସ୍ଥା ସିଆଇଏ ନିର୍ଦ୍ଦେଶକ ୱିଲିୟମ ବର୍ନସ ବୁଧବାର କହିଛନ୍ତି…
ହୀରାକୁଦରେ ଖୋଲିଲା ଆଉ ୩ ଗେଟ୍
ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ୩ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍ ଖୋଲାଯାଇଥିବା ବେଳେ ଆଜି ଆଉ ୩ଟି ଗେଟ୍ ଖୋଲାଯାଇଛି। ମୋଟ୍ ୮ଟି ଗେଟ୍…
ଆମେ ଅସଲି ଶିବସେନା, ଆମକୁ ଦିଅ ଧନୁତୀର ଚିହ୍ନ, ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେଲେ ଶିନ୍ଦେ ଗୋଷ୍ଠୀ…
ମୁମ୍ବାଇ,୨୧।୭ : ଶିବସେନାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀ ବର୍ତ୍ତମାନ ଦଳର ଧନୁତୀର ନିର୍ବାଚନ ଚିହ୍ନ ହାତେଇବା ପାଇଁ ଉଦ୍ୟମ କରୁଛି। ଉଦ୍ଧବ ଠାକରେଙ୍କ ପାଖରେ କମ୍ ସଂଖ୍ୟକ ବିଧାୟକ ତଥା ଏମ୍ପି ରହିଛନ୍ତି। ତେଣୁ ଶିନ୍ଦେ ଗୋଷ୍ଠୀ ଦାବି କରୁଛି…
୪ ରାଜ୍ୟରେ ଗଜଓ୍ବା-ଇ-ହିନ୍ଦ୍ ଆତଙ୍କବାଦୀ ସଂଗଠନର ୧୦୦ରୁ ଅଧିକ ସଦସ୍ୟ…
ନୂଆଦିଲ୍ଲୀ,୨୧।୭ : ବିହାର, ଉତ୍ତରପ୍ରଦେଶ, ମହାରାଷ୍ଟ୍ର ଏବଂ ତେଲେଙ୍ଗାନା ଆଦି ୪ ରାଜ୍ୟରେ ଗଜଓ୍ବା-ଇ-ହିନ୍ଦ୍ ଆତଙ୍କବାଦୀ ସଂଗଠନ ସକ୍ରିୟ ହେବାରେ ଲାଗିଛି। ଏସବୁ ରାଜ୍ୟରେ ଏଟିଏସ,ଏନଆଇଏ, ର ଏବଂ ଆଇବି ଏଜେନ୍ସି ଗଜୱା-ଇ-ହିନ୍ଦ ଆତଙ୍କବାଦୀ ମଡେଲ ଉପରେ ନଜର ରଖିବାକୁ ଏକତ୍ରିତ…
ରାଜନୈତିକ ବିବାଦ, ପଶ୍ଚିମବଙ୍ଗ ମନରେଗା ବଜେଟ ବନ୍ଦ କଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ/କୋଲକାତା,୨୧।୭ : କେନ୍ଦ୍ରରେ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମଧ୍ୟରେ ରାଜନୈତିକ ବିବାଦ ନୂଆ କଥା ନୁହେଁ। ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା (ମନରେଗା) ସମ୍ବନ୍ଧରେ…
ଲକ୍ଷେ ୪୮ ହଜାର ଟପିଲା ସକ୍ରିୟ ମାମଲା …
ନୂଆଦିଲ୍ଲୀ, ୨୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
୨ ହଜାର କୋଟି ଛାତ୍ରବୃତ୍ତି ଦୁର୍ନୀତି, ପଞ୍ଜାବ ସରକାରଙ୍କୁ କେନ୍ଦ୍ର ମାଗିଲା ଜବାବ…
ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୧।୭ : ପଞ୍ଜାବର ପ୍ରାୟ ୨ ଲକ୍ଷ ଦଳିତ ଛାତ୍ର କଲେଜ ପାଠପଢ଼ା ବନ୍ଦ କରିଛନ୍ତି। କାରଣ ପଞ୍ଜାବ ସରକାର କଲେଜକୁ ୨ ହଜାର କୋଟି ଟଙ୍କାର ଛାତ୍ରବୃତ୍ତି ଦେଇ ନାହାଁନ୍ତି। ଜାତୀୟ ଅନୁସୂଚିତ ଜାତି ଆୟୋଗ କହିଛନ୍ତି ଯେ ଏହି…
ଆତଙ୍କବାଦୀ କାର୍ଯ୍ୟରେ ଶିଶୁଙ୍କ ସମ୍ପୃକ୍ତି ଅତ୍ୟନ୍ତ ଚିନ୍ତା ଜନକ, ଜାତିସଂଘରେ ଉଦ୍ବେଗ ପ୍ରକାଶ କଲା ଭାରତ…
ଜେନେଭା,୨୧।୭ : ମିଳିତ ଜାତିସଂଘରେ ଆତଙ୍କବାଦ ସମ୍ବନ୍ଧୀୟ କାର୍ଯ୍ୟକଳାପରେ ପିଲାମାନଙ୍କର ଯୋଗଦାନକୁ ନେଇ ଭାରତ ଉଦବେଗ ପ୍ରକାଶ କରିଛି। ଜାତିସଂଘର ସ୍ଥାୟୀ ମିଶନରେ ଭାରତର ରାଷ୍ଟ୍ରଦୂତ ଆର.ରବିନ୍ଦ୍ର ଆତଙ୍କବାଦୀ କାର୍ଯ୍ୟକଳାପରେ ପିଲାମାନଙ୍କର ସମ୍ପୃକ୍ତିକୁ ଏକ ବିପଜ୍ଜନକ ଏବଂ ଚିନ୍ତାଜନକ ଧାରା ବୋଲି…
ପୃଥିବୀରେ ୧୪ ହଜାର ମଙ୍କିପକ୍ସ୍ ମାମଲା, ଆଫ୍ରିକାରେ ୫ ଜଣଙ୍କ ମୃତ୍ୟୁ…
ଜେନେଭା,୨୧।୭ : ମଙ୍କିପକ୍ସ୍ ନେଇ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ, ପୃଥିବୀରେ ୧୪ ହଜାର ମଙ୍କିପକ୍ସ୍ ମାମଲା ଚିହ୍ନଟ ହୋଇଛି। ଏଥି ସହିତ ଆଫ୍ରିକାରେ ମଙ୍କିପକ୍ସ ଯୋଗୁଁ ୫ ଜଣଙ୍କର ମୃତ୍ୟୁ ଘଟିଛି।…
ନାଟୋ ଯୋଗୁ ଆରମ୍ଭ ହୋଇଛି ୟୁକ୍ରେନ୍ ଯୁଦ୍ଧ, କହିଲେ ଖାମନେଇ…
ତେହେରାନ/ମସ୍କୋ,୨୧।୭ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୫ ମାସ ବିତିଗଲାଣି। ରୁଷିଆ ସୈନ୍ୟ ୟୁକ୍ରେନ୍ ଦଖଲ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଅପରପକ୍ଷରେ ଇରାନ ଗସ୍ତରେ ଆସିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତେହେରାନରେ ପ୍ରାୟ ୪୦ ବିଲିୟନ ଡଲାରର ଚୁକ୍ତି କରିଛନ୍ତି।…
୧୫ ବର୍ଷ ପୂର୍ବରୁ ୨୧ ଜୁଲାଇରେ ଦେଶକୁ ମିଳିଥିଲା ପ୍ରଥମ ମହିଳା ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୧ ।: ଜୁଲାଇ ୨୧ ଭାରତ ଇତିହାସରେ ପୁଣିଥରେ ଏକ ଗୁରୁତ୍ୱ ବହନ କରିବାକୁ ଯାଉଛି । ଦେଶକୁ ୨୧ ଜୁଲାଇ ୨୦୨୨ରେ ମିଳିବାକୁ ଯାଉଛି ଆଉଜଣେ ମହିଳା ରାଷ୍ଟ୍ରପତି । ଦେଶର ୧୫ ତମ ରାଷ୍ଟ୍ରପତି ପାଇଁ ୧୮ ଜୁଲାଇରେ…
Archives


