ଜମ୍ମୁ-କଶ୍ମୀରକୁ ମିଳିପାରେ ରାଜ୍ୟ ମାନ୍ୟତା, ଅର୍ଥମନ୍ତ୍ରୀ ଦେଲେ ସଙ୍କେତ…
ଥିରୁଭାନନ୍ତପୁରମ,୬।୧୧ : ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ସଙ୍କେତ ଦେଇଛନ୍ତି। ୧୪ ତମ ଅର୍ଥ ଆୟୋଗର ସୁପାରିଶ ବିଷୟରେ ସୂଚନା ଦେଇ ସେ ପାଣ୍ଠି ବଣ୍ଟନ ସମ୍ବନ୍ଧରେ ସେ ଗୁରୁତ୍ୱପୂର୍ଣ୍ଣ କଥା କହିଥିଲେ। ଥିରୁଭାନନ୍ତପୁରମରେ ଏହି…
ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ତେବେ ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ ରହୁଛି । ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ୩୨୬୧ ଖଣ୍ଡ ଭୋଟରେ ଆଗୁଆ…
ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବି ଭାଜପା ଆଗୁଆ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ନଜରରେ ଧାମନଗର ଉପ-ନିର୍ବାଚନ ଫଳାଫଳ ରହିଥିବା ବେଳେ ପ୍ରଥମ ରାଉଣ୍ଡ ଓ ୨ୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି। ତେବେ ତୃତୀୟ ରାଉଣ୍ଡରେ ବି ଭାଜପା ଆଗରେ ରହିଛି। ତୃତୀୟ ରାଉଣ୍ଡ ଗଣତି ଶେଷ…
ଭାଜପାର ନିର୍ବାଚନୀ ଇସ୍ତାହାର ଜାରି : ୟୁନିଫର୍ମ ସିଭିଲ କୋଡଠାରୁ ନିଯୁକ୍ତି ପର୍ଯ୍ୟନ୍ତ ୧୧ ପ୍ରତିଶ୍ରୁତି…
ଶିମଲା,୬।୧୧ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡା ରବିବାର ଶିମଲାରେ ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ଦଳର ଇସ୍ତାହାର ପ୍ରକାଶ କରିଛନ୍ତି। ଏଥିରେ ୟୁନିଫର୍ମ ସିଭିଲ କୋଡ୍ ଠାରୁ ଠାରୁ ଆରମ୍ଭ କରି ରାଜ୍ୟରେ ଚାକିରି ଯୋଗାଇବା…
ସୈନ୍ୟ କମାଣ୍ଡର୍ସ ସମ୍ମଳନୀରେ ଏଲଏସି ପାଇଁ ନୂଆ ରଣନୀତି…
ନୂଆଦିଲ୍ଲୀ,୬।୧୧ : ପୂର୍ବ ଲଦାଖରେ ଥିବା ବାସ୍ତବିକ ନିୟନ୍ତ୍ରଣ ରେଖା (ଏଲଏସି) ରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତ-ଚାଇନା ସମ୍ପର୍କ ଉପରେ ଏକ ନୂତନ ରଣନୀତି ପ୍ରସ୍ତୁତ କରାଯାଉଛି। ସୋମବାରଠାରୁ ଦିଲ୍ଲୀରେ ଆରମ୍ଭ ହେବାକୁ ଥିବା ପାଞ୍ଚ ଦିନିଆ ମିଲିଟାରୀ କମାଣ୍ଡର୍ସ…
ସେମିଫାଇନାଲରେ ଟିମ୍ ଇଣ୍ଡିଆ…
ମେଲବୋର୍ନ,୬।୧୧ : ରବିବାର ନେଦରଲାଣ୍ଡ ବିପକ୍ଷରେ ଦକ୍ଷିଣ ଆଫ୍ରିକା ପରାସ୍ତ ହେବା ପରେ ଭାରତୀୟ ଦଳ ଟି-୨୦ ବିଶ୍ୱକପ୍ର ସେମିଫାଇନାଲରେ ପ୍ରବେଶ କରିଛି। ଗ୍ରୁପ-୨ ରୁ ଶେଷ -୪ରେ ପହଞ୍ଚିବାରେ ଟିମ୍ ଇଣ୍ଡିଆ ପ୍ରଥମ ଦଳ ହୋଇଛି। ଚାରିଟି ମ୍ୟାଚରେ ଟିମ…
ପ୍ରାରମ୍ଭିକ ପର୍ଯ୍ୟାୟରେ ଭାଜପା ଆଗୁଆ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ଆଜି ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ ପ୍ରାର୍ଥୀ।…
ଫିଲାଡେଲଫିଆରେ ଗୁଳିକାଣ୍ଡ: ୧୦ ଗୁରୁତର ଆହତ…
ମୋଲବୋର୍ନ,୬।୧୧ : ଆମେରିକାର ଫିଲାଡେଲଫିଆ ସହରର କେନ୍ସିଙ୍ଗଟନ ଏବଂ ଆଲେଗେନି ଅଞ୍ଚଳରେ ଶନିବାର ରାତିରେ କିଛି ଅଜଣା ଲୋକ ଆଖିବୁଜା ଗୁଳିଚାଳନା କରିଛନ୍ତି। ଏଥିରେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାର…
ସକ୍ରିୟ ମାମଲା ୧୫ ହଜାର ତଳେ, ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…
ନୂଆଦିଲ୍ଲୀ, ୬।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି…
ଆରମ୍ଭ ହେଲା ଭୋଟ ଗଣତି: କିଏ ମାରିବ ବାଜି
ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଆରମ୍ଭ ହୋଇଛି। ପରେ ଇଭିଏମ ଭୋଟଗଣନା କରାଯିବ ବୋଲ ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ…
ମୋଗାଦିସୁ ଆତ୍ମଘାତୀ ବିସ୍ଫୋରଣରେ ୧୫ରୁ ଅଧିକ ମୃତ, ଅନେକେ ଆହତ
ମୋଗାଦିସୁ,୬ ।୧୧: ସୋମାଲିଆର ରାଜଧାନୀ ମୋଗାଦିସୁ ସହରର ଦକ୍ଷିଣରେ ଏକ ସେନା ଆଡ୍ଡା ଉପରେ ବିସ୍ଫୋରଣ ହେବାରୁ ୧୫ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏବେ ପର୍ଯ୍ୟନ୍ତ ଏହା ସ୍ପଷ୍ଟ ହୋଇନାହିଁ ଯେ ଏହି ଆତ୍ମଘାତୀ ବିସ୍ଫୋରଣ ପାଇଁ…
ଆଜି ଆସିବ ଧାମନଗର ଭୋଟ ଫଳାଫଳ
ଭୁବନେଶ୍ୱର, ୬।୧୧(ବ୍ୟୁରୋ)/ଭଦ୍ରକ ଅଫିସ୍: ଧାମନଗର ବିଧାନସଭା ଉପନିର୍ବାଚନ ଭୋଟଗଣତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ୍ ଗଣନା କରାଯିବ। ସକାଳ ୮ଟା ୩୦…

