Home Middle

ସୃଷ୍ଟି ହେଲା ଅବପାତ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଶୁକ୍ରବାର ଅବପାତ ସୃଷ୍ଟି ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଜିନ୍‌ପିଙ୍ଗ୍‌ଙ୍କ ସାମୁଦ୍ରିକ ଅଭିସନ୍ଧି

ନୂଆଦିଲ୍ଲୀ,୧୯ା୮:ଆଫ୍ରିକୀୟ ରାଷ୍ଟ୍ର ଜିବୁଟିରେ ଚାଇନାର ନୌସେନା ଘାଟି ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହୋଇଛି। ଭାରତ ମହାସାଗରରେ ଡ୍ରାଗନ୍‌ ନିଜ ଯୁଦ୍ଧବିମାନଗୁଡ଼ିକୁ ମୁତୟନ କରିଥିବା ଉପଗ୍ରହ ଚିତ୍ରରୁ ସ୍ପଷ୍ଟ ଦୃଶ୍ୟମାନ ହେଉଛି। ଜିବୁଟ ନୌସେନା ଘାଟି ହେଉଛି ବେଜିଂର ପ୍ରଥମ ଦରିଆପାରି ମିଲିଟାରି…

୧୦ ଉଇକେଟରେ ଜିତିଲା ଟିମ୍‌ ଇଣ୍ଡିଆ

ହରାରେ,୧୮।୮: ଭାରତର ବିଜୟ ସହ ଆରମ୍ଭ ହୋଇଛି ଜିମ୍ବାଓ୍ବେ ଗସ୍ତ। ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚକୁ ଭାରତ ୧୦ ଉଇକେଟରେ ଜିତି ନେଇଛି। ୧୯୦ ରନ୍‌ ଲକ୍ଷ୍ୟର ପିଛା କରୁଥିବା ଭାରତ ପକ୍ଷରୁ ଦୁଇ ଓପନର ଶିଖର…

ବନ୍ୟା କ୍ଷତିଗ୍ରସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଘୋଷଣା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତି ସଙ୍ଗୀନ୍‌ ହୋଇଛି। ଏବେ ଅନେକ ଜିଲା ପାଣି ଘେରରେ ରହିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ବନ୍ୟାଞ୍ଚଳ ପରିଦର୍ଶନ ପରେ ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଭାରତୀୟ ବୋଲର୍‌ଙ୍କ ଚମତ୍କାର ପ୍ରଦର୍ଶନ: ଜିମ୍ବାଓ୍ବେ ୧୮୯ ରନ୍‌ରେ ଅଲଆଉଟ୍‌

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ୧୯୦ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ୪୦.୩ ଓଭରରେ…

ମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ପରେ ମୁହଁ ଖୋଲିଲେ ନୀତୀଶ-ତେଜସ୍ବୀ…

ପାଟନା, ୧୮।୮ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ମହାମେଣ୍ଟ ସରକାର ଲଗାତାର ସଙ୍କଟରେ ପଡ଼ିବାରେ ଲାଗିଛନ୍ତି। ଆଇନ ମନ୍ତ୍ରୀ କାର୍ତ୍ତିକେୟ ସିଂଙ୍କ ପରେ ବର୍ତ୍ତମାନ କୃଷି ମନ୍ତ୍ରୀ ସୁଧାକର ସିଂ ମଧ୍ୟ ବିବାଦକୁ ଆସିଛନ୍ତି। ୨୦୧୩ରେ ସୁଧାକର ସିଂ…

ଫେକ୍‌ ନ୍ୟୁଜ୍‌ ଉପରେ ସରକାରଙ୍କ ଡିଜିଟାଲ ଷ୍ଟ୍ରାଇକ୍‌, ୮ ୟୁଟ୍ୟୁବ୍‌ ଚ୍ୟାନେଲ ବ୍ଲକ୍‌…

ନୂଆଦିଲ୍ଲୀ, ୧୮।୮ : ଫେକ୍‌ ନ୍ୟୁଜ୍‌ ପ୍ରସାରିତ କରୁଥିବା ସୋସିଆଲ ମିଡ଼ିଆ ଚ୍ୟାନେଲ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଡିଜିଟାଲ ଷ୍ଟ୍ରାଇକ୍‌ କରିଛନ୍ତି। ଏହା ଅନ୍ତର୍ଗତ ୮ ୟୁଟ୍ୟୁବ୍‌ ନ୍ୟୁଜ୍‌ ଚ୍ୟାନେଲକୁ ବ୍ଲକ୍‌ କରାଯାଇଛି। ଭାରତର ଜାତୀୟ ସୁରକ୍ଷା, ବୈଦେଶିକ…

ଅଗଷ୍ଟ ଅତିକ୍ରମ କରିଯାଅ, ମୁଖ୍ୟମନ୍ତ୍ରୀ ହେମନ୍ତଙ୍କୁ ଭାଜପାର ଚ୍ୟାଲେଞ୍ଜ…

ନୂଆଦିଲ୍ଲୀ, ୧୮।୮ : ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଅଗଷ୍ଟ ଅତିକ୍ରମ କରନ୍ତୁ। ଏଭଳି କହି ଭାରତୀୟ ଜନତା ପାର୍ଟି ପୁଣି ଥରେ ଚ୍ୟାଲେଞ୍ଜ କରିଛି। ଶେଲ କମ୍ପାନୀ ମାମଲାରେ ସୁପ୍ରିମକୋର୍ଟ ଏହି ରାୟ ସଂରକ୍ଷଣ କରି ହାଇକୋର୍ଟରେ ଶୁଣାଣି ଜାରି…

ଏଲଏଏସିରେ ଚାଇନା ପରୀକ୍ଷା କଲା ଏଚକ୍ୟୁ-୧୭-ଏ ପ୍ରତିରକ୍ଷା କ୍ଷେପଣାସ୍ତ୍ର ପ୍ରଣାଳୀ, ଭାରତର ବଢ଼ିଲା ଚିନ୍ତା…

ବେଜିଂ, ୧୮।୮ : ଚାଇନା ପିପୁଲ୍ସ ଲିବରେସନ ଆର୍ମି କ୍ରମାଗତ ଭାବରେ ପୂର୍ବ ଲଦାଖର ବିଭିନ୍ନ ସ୍ଥାନରେ ସୀମା ବିବାଦ ମଧ୍ୟରେ ଭାରତର ଏଲଏସି ନିକଟରେ ଥିବା ସାମରିକ ବେସରେ ଆଧୁନିକ ଅସ୍ତ୍ରଶସ୍ତ୍ର ଠୁଳ କରିଆସୁଛି। ସମ୍ପ୍ରତି ପିପୁଲ୍ସ ଲିବରେସନ ଆର୍ମି…

ଚାଇନିଜ୍‌ ମାଞ୍ଜା ପକ୍ଷୀଙ୍କ ସ୍ବାଧୀନତାରେ ସାଜିଛି ବାଧକ, ୧୫ ଦିନରେ ୨୭୭ ଉଦ୍ଧାର, ୪୦୦ରୁ ଅଧିକଙ୍କର କଟିଛି ଡେଣା-ବେକ-ଗୋଡ଼…

ନୂଆଦିଲ୍ଲୀ, ୧୮।୮ : ଦେଶର ରାଜଧାନୀରେ ଚାଇନାର ମାଞ୍ଜ କେବଳ ମଣିଷଙ୍କୁ ନୁହେଁ, ବିଦେଶରୁ ଆସୁଥିବା ପକ୍ଷୀମାନଙ୍କର ମୃତ୍ୟୁର କାରଣ ପାଲଟିଛି। ସ୍ବାଧୀନତା ଦିବସରେ ଦିଲ୍ଲୀରେ ଗୁଡ଼ି ଉଡିବା ଯୋଗୁ ୨୫୦ରୁ ଅଧିକ ପକ୍ଷୀ ଆହତ ହୋଇଛନ୍ତି। ପକ୍ଷୀମାନଙ୍କୁ ଚିକିତ୍ସା ପାଇଁ…

ନେତୃତ୍ୱଙ୍କ ପ୍ରତି ଆହ୍ବାନ ସୃଷ୍ଟି କରୁଥିବା ନେତାଙ୍କ ଡେଣା କାଟି ଦିଏ ଭାଜପା, ଗଡକରୀଙ୍କ ଉଦ୍ଦେଶ୍ୟରେ ଏନ୍‌ସିପିର ମନ୍ତବ୍ୟ…

ନୂଆଦିଲ୍ଲୀ, ୧୮।୮ : ସଂସଦୀୟ ବୋର୍ଡରୁ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କୁ ହଟାଇବା ନେଇ ଭାରତୀୟ ଜନତା ପାର୍ଟିକୁ ଏନସିପି ଟାର୍ଗେଟ କରିଛି। ଏନସିପି କିଂଛି ଜଣେ ଦକ୍ଷ ରାଜନେତା ଭାବରେ ଗଡକରୀଙ୍କ ଦକ୍ଷତା ବୃଦ୍ଧି ହେତୁ ତାଙ୍କୁ ବୋର୍ଡରୁ ହଟାଇ…

ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ଚାଇନିଜ ଗ୍ରେନେଡ ଜବତ…

ଶ୍ରୀନଗର, ୧୮।୮ : ଦେଶରେ ଆତଙ୍କବାଦ ବିସ୍ତାର ପାଇଁ ପାକିସ୍ତାନ ଷଡଯନ୍ତ୍ର ଜାରି ରଖିଛି। ସୀମାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଯୋଗୁୁ ପାକିସ୍ତାନ ବର୍ତ୍ତମାନ ଆତଙ୍କବାଦ ରଣନୀତିରେ ଡ୍ରୋନ ଅନ୍ତର୍ଭୁକ୍ତ କରିଛି। ଡ୍ରୋନ ମାଧ୍ୟମରେ ସେ ସୀମାକୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri