Home Middle

ଡିସେମ୍ବର ସୁଦ୍ଧା ଭାଙ୍ଗିବ ମମତାଙ୍କ ସରକାର, ଶୁଭେନ୍ଦୁଙ୍କ ଦାବି…

କୋଲକାତା, ୧୮।୮ : ପଶ୍ଚିମବଙ୍ଗର ଭେଟେରାନ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି। ସେ ଦାବି କରିଛନ୍ତି ଯେ ଡିସେମ୍ବର ମାସ ବେଳକୁ ରାଜ୍ୟରେ ତୃଣମୂଳ କଂଗ୍ରେସ ସରକାରଙ୍କ ଶେଷ ସମୟ ସୀମା ହେବ। ଡିସେମ୍ବର ସୁଦ୍ଧା…

ମାସେରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିଛି ୩୫ ପ୍ରତିଶତ…

ଜେନେଭା, ୧୮।୮ : କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଗତ ଚାରି ସପ୍ତାହ ମଧ୍ୟରେ ସାରା ବିଶ୍ୱରେ ଏହି ମହାମାରୀ ଯୋଗୁଁ ମୃତ୍ୟୁ ସଂଖ୍ୟାରେ ୩୫ ପ୍ରତିଶତ ବୃଦ୍ଧି ଘଟିଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱ ସୱାସ୍ଥ୍ୟ ସଂଗଠନର…

ଦୈନିକ ସଂକ୍ରମଣ ୪ ହଜାର ତଳେ…

ନୂଆଦିଲ୍ଲୀ, ୧୮।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ତାଇଓ୍ବାନ ସୀମାରେ ଚାଇନାର ୨୨ ଯୁଦ୍ଧ ବିମାନ-୫ ଯୁଦ୍ଧପୋତ…

ବେଜିଂ,୧୮।୮ : ତାଇପେଇକୁ ଆମେରିକାର ସାଂସଦମାନେ ଆସିବା ପରଠାରୁ ଚାଇନା ତାଇୱାନକୁ ଧମକ ଦେବା ପାଇଁ ସାମରିକ ଅଭ୍ୟାସକୁ ଜୋରଦାର କରିଛନ୍ତି। ସୋମବାରରୁ ବୁଧବାର ମଧ୍ୟରେ ୨୨ ଟି ଚାଇନା ଯୁଦ୍ଧ ବିମାନ ଏବଂ ପାଞ୍ଚଟି ଯୁଦ୍ଧ ପୋତ ତାଇୱାନ ସୀମାକୁ…

ଇସ୍ରୋ ଆଣ୍ଟ୍ରିକ୍ସର ୮୭,୪୫୭ ଡଲାର ଜବତ କଲା ଆମେରିକା…

ଓ୍ବାଶିଂଟନ, ୧୮।୮ : ଦେବସ ମଲ୍ଟିମିଡିଆ ଆମେରିକାର ଇସ୍ରୋର ବାଣିଜି୍ୟକ ସହଯୋଗୀ ଆଣ୍ଟ୍ରିକ୍ସରୁ ୮୭,୪୫୭ ଡଲାର (୭୦ ଲକ୍ଷ ଟଙ୍କା) ମୂଲ୍ୟର ନଗଦ ଜବତ କରିଛି। ଦିୱାସ ୧.୪୫ ମିଲିୟନ ଡଲାର ଜବରଦଖଲ କରିବାକୁ ଦାବିକରିଥିଲା। କିନ୍ତୁ ଏହାର ଆଦାୟ ହୋଇପାରିଲା…

କେନ୍ଦ୍ରର ହସ୍ତକ୍ଷେପ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୮ା୮(ପି.ଟି): ତୃତୀୟ ପକ୍ଷ ହସ୍ତକ୍ଷେପ କାରଣରୁ ଭାରତୀୟ ଫୁଟବଲ ସଂଘ (ଏଆଇଏଫଏଫ୍‌)କୁ ଫିଫା ବାସନ୍ଦ କରିଛି। ବୁଧବାର ଏହି ମାମଲାର ଶୁଣାଣି ଥିଲା। ମାତ୍ର ସରକାର ଏବଂ କମିଟି ଅଫ୍‌ ଆଡମିନିଷ୍ଟ୍ରେଟର୍ସ (ସିଓଏ) ସହିତ ଫିଫା ପକ୍ଷରୁ ଆଲୋଚନା ଚାଲିଥିବା କାରଣରୁ…

ଅକ୍ଟୋବର ୯ ସୁଦ୍ଧା ହକି ଇଣ୍ଡିଆ ନିର୍ବାଚନ

ନୂଆଦିଲ୍ଲୀ,୧୮ା୮(ପି.ଟି) : ହକି ଇଣ୍ଡିଆ ପକ୍ଷରୁ ଆସନ୍ତା ୯ ଅକ୍ଟୋବର ସୁଦ୍ଧା ଏହାର ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରାଯିବ। ବୁଧବାର କମିଟି ଅଫ୍‌ ଆଡମିନିଷ୍ଟ୍ରେଟର୍ସ (ସିଓଏ) ପକ୍ଷରୁ ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫ୍‌ଆଇଏଚ୍‌) ନିକଟରେ ନୂତନ ସମ୍ବିଧାନର ପ୍ରଥମ ଅନୁଚ୍ଛେଦ ଉତ୍ଥାପନ କରାଯିବା…

୩୮ ଟେଷ୍ଟ, ୪୨ ଦିନିକିଆ, ୬୧ ଟି୨୦ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ, ୧୮।୮ (ପି.ଟି.) : ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୩ରୁ ୨୦୨୭ ଆଗାମୀ ୫ ବର୍ଷର ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ (ଏଫ୍‌ଟିପି)ରେ ୧୪୧ଟି ଦ୍ୱିପାକ୍ଷିକ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହା ମଧ୍ୟରେ ୩୮ ଟେଷ୍ଟ, ୪୨ ଦିନିକିଆ ଓ ୬୧ଟି…

ଟପ୍‌ ୧୦ରେ ଦିଲ୍ଳୀ, କୋଲକାତା

ଓ୍ବାଶିଂଟନ୍‌,୧୮।୮:: ଭାରତର ୨୦ ସହର ମଧ୍ୟରୁ ୧୮ ସହରରେ ବାୟୁ ପ୍ରଦୂଷଣର ମାତ୍ରା ବଢ଼ିବାରେ ଲାଗିଛି। ପ୍ରଭାବିତ ସହରାଞ୍ଚଳ ବାୟୁରେ ଫାଇନ୍‌ ପାର୍ଟିକଲ ପଲ୍‌ୟୁଟାଣ୍ଟ (ପିଏମ୍‌୨.୫)ର ପରିମାଣ ବୃଦ୍ଧି ପାଇଥିବା ରିପୋର୍ଟ ଦର୍ଶାଯାଇଛି। ଆମେରିକାର ରିସର୍ଚ୍ଚ ଅର୍ଗାନାଇଜେଶନ୍‌ ହେଲ୍‌ଥ ଇଫେକ୍ଟସ୍‌ ଇନ୍‌ଷ୍ଟିଚ୍ୟୁଟ…

ପରିବର୍ତ୍ତନ ହୋଇପାରେ ଜିଏସ୍‌ଟି ହାର

ନୂଆଦିଲ୍ଲୀ,୧୮।୮: ଦେଶର ଅର୍ଥନୀତିକୁ ସବଳ କରିବା ସହ ଟିକସ ଆଦାୟ କ୍ଷେତ୍ରରେ ରହିଥିବା କିଛି କାର୍ଯ୍ୟକୁ ଶେଷ କରିବା ପାଇଁ ନିକଟରେ ଶେଷ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି କିଛି ବିଷୟ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ସେହିଭଳି ପ୍ରଧାନମନ୍ତ୍ରୀଙ୍କ…

ଆତିଥ୍ୟ, ଆନୁଷଙ୍ଗିକ କ୍ଷେତ୍ରକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୧୮।୮ (ପିଆଇବି): ଦେଶର ଅର୍ଥନୀତିକୁ ସବଳ କରିବା ପାଇଁ ପ୍ରମୁଖ କ୍ଷେତ୍ର ପ୍ରତି ସରକାର ବିଶେଷ ଦୃଷ୍ଟିଦେବା ସହ ଆବଶ୍ୟକ ସହଯୋଗ ଓ ସହାୟତା ଯୋଗାଇଦେବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି। କାରଣ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର…

କୃଷିଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି

ନୂଆଦିଲ୍ଲୀ,୧୮।୮(ପିଆଇବି): ଦେଶର ସମସ୍ତ ଚାଷୀଙ୍କ ସୁବିଧା ଲାଗି ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି କେନ୍ଦ୍ର ସରକାର ଯୋଗାଇ ଦେବେ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri